ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦେଖି ଜରୁରୀ ବୈଠକ ଡାକିଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୧୯।୮: ଲଗାଣ ବର୍ଷା ଫଳରେ ଦେଶର ପ୍ରାୟ ଅଧିକାଂଶ ଅଞ୍ଚଳରେ ବନ୍ୟା ସୃଷ୍ଟି ହୋଇଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପଟେ ଯମୁନା ନଦୀରେ ଜଳସ୍ତର ବିପଦ ସଙ୍କେତ ସପରେ ପ୍ରବାହିତ ହେଉଥିବାରୁ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ…
ଜମ୍ମୁ-କଶ୍ମୀରରେ ମାନବାଧିକାରର ହେଉଛି ଉଲ୍ଲଂଘନ: ମମତା ବାନାର୍ଜୀ
କୋଲକାତା,୧୯।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ପୁଣିଥରେ ସମାଲୋଚନା କରିଛନ୍ତି। ମମତା ଟୁଇଟ୍ କରି କହିଛନ୍ତି ଯେ, ଜମ୍ମୁ-କଶ୍ମୀରରେ ମାନବାଧିକାରର ଖୋଲା ଖୋଲି ଉଲ୍ଲଂଘନ ହେଉଛି। ସୋମବାର ବିଶ୍ୱ ମାନବାଧିକାର ଦିବସରେ ମଧ୍ୟ ଜମ୍ମୁ-କଶ୍ମୀର ବାସିନ୍ଦା…
ଚିନ୍ତା ବଢ଼ାଇଲା ମାଲେସିଆ ଜାହାଜ କଣ୍ଟେନରରେ ୫ଫୁଟର ଫାଟ, ପଶିଲା ପାଣି
ବ୍ରହ୍ମଗିରି/କୃଷ୍ଣପ୍ରସାଦ,୧୯।୮(ଡି.ଏନ୍.ଏ.) : ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଚିଲିକା ମୁହଁାଣର ରାଜହଂସ ଓ ଖିରିସାହି ଗଁା ନିକଟ ବଙ୍ଗୋପସାଗର ଉପକୂଳରେ ଲାଗିଥିବା ମାଲେସିଆ ଜାହାଜ ଦିନକୁ ଦିନ ଚିନ୍ତା ବଢ଼ାଇବାରେ ଲାଗିଛି। ୧୨ ଦିନ ଧରି ଜାହାଜଟି ସେଠାରେ ରହିଛି।…
୨୪ରେ ଭୁବନେଶ୍ୱରର ୪୦୦ ପୂଜା କମିଟିଙ୍କ ଆଲୋଚନା : ପୂଜାରେ ପ୍ରାକୃତିକ ପରିବେଶ, ପ୍ଲାଷ୍ଟିକ୍ ମୁକ୍ତ ଲକ୍ଷ୍ୟ
ଭୁବନେଶ୍ୱର,୧୯ା୮(ବ୍ୟୁରୋ) : ଆଗକୁ ଆସୁଥିବା ମା’ଙ୍କ ପୂଜାକୁ ପ୍ଲାଷ୍ଟିକ୍ ମୁକ୍ତ କରିବା, ମଣ୍ଡପ ଚାରିକଡ଼େ ବୃକ୍ଷ ଲଗାଇ ପ୍ରାକୃତିକ ପରିବେଶ ସୃଷ୍ଟି କରାଯିବ। ପ୍ରତି ଜିଲାରେ ‘ମାତା କୀ ଜାଗରଣ’ ଓ ‘ମାତା କୀ ଚୌକୀ’କୁ ଉଜ୍ଜୀବିତ କରାଇବା, ଲୁଚି ଯାଉଥିବା…
ରାଜ ଠାକ୍ରେଙ୍କୁ ଇଡିର ସମନ୍ ଜାରି
ମୁମ୍ବାଇ,୧୯।୮: ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ୍ ଠାକ୍ରେଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ସମନ୍ ଜାରି କରାଯାଇଛି। ନିର୍ମାଣ କ୍ଷେତ୍ରରେ ଲିଜିଂ ଏବଂ ଆର୍ଥିକ ସେବା କ୍ଷେତ୍ରରେ କେତେକ ଅନିୟମିତତା ହୋଇଥିବା ଅଭିଯୋଗ ଆଧାରରେ ରାଜ୍ଙ୍କୁ ସମନ କରାଯାଇଥିବା କୁହାଯାଉଛି। ଏନେଇ…
ଅନ୍ତର୍ଜାତୀୟ କ୍ରିକେଟରେ କୋହଲିଙ୍କୁ ପୂରିଲା ୧୧ ବର୍ଷ
ନୂଆଦିଲ୍ଲୀ,୧୯।୮: ଭାରତୀୟ କ୍ରିକେଟ ଆଇକନ ବିରାଟ କୋହଲି ଅନ୍ତର୍ଜାତୀୟ କ୍ରିକେଟରେ ସୋମବାର ୧୧ ବର୍ଷ ପୂରଣ କରିଛନ୍ତି। ଆଜିକୁ ଠିକ୍ ୧୧ ବର୍ଷ ତଳେ ଦିଲ୍ଲୀ ବ୍ୟାଟ୍ସମ୍ୟାନ ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିଥିଲେ। ଏବେ ସେ ବିଶ୍ୱର ଶ୍ରେଷ୍ଠ ଓ ଲୋକପ୍ରିୟ…
ବିପଦସଂକେତ ଟପିଲା ଜଳକା
ବସ୍ତା,୧୯ା୮(ସ୍ବ.ପ୍ର.): ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲାର ବିଭିନ୍ନ ନଦୀରେ ଏବର୍ଷର ପ୍ରଥମ ବନ୍ୟାଜଳ ଆସିଛି। ସୁବର୍ଣ୍ଣରେଖା, ବୁଢାବଳଙ୍ଗ, ଗଙ୍ଗାହାର ନଦୀରେ ଜଳପତ୍ତନ ବୃଦ୍ଧି ପାଇଥିବା ବେଳେ ଜଳକା ନଦୀରେ ବନ୍ୟାଜଳ ରବିବାର ବିପଦ ସଂକେତ ଅତିକ୍ରମ କରିଛି। ବସ୍ତା ବ୍ଲକ…
ତିନି ତଲାକ୍ ନେଇ ପୋଲିସରେ ଅଭିଯୋଗ କରିବାରୁ ମହିଳାଙ୍କୁ ଜୀବନ୍ତ ଜାଳିଦେଲେ ସ୍ବାମୀ
ଲକ୍ଷ୍ନୌ,୧୬।୮: ଉତ୍ତର ପ୍ରଦେଶ ଶ୍ରାବସ୍ତି ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ତିନି ତଲାକ୍ ନେଇ ପୋଲିସରେ ଅଭିଯୋଗ କରିବାରୁ ମହିଳାଙ୍କ ଜୀବନ୍ତ ଜାଳିଦେଇଛନ୍ତି ସ୍ବାମୀ। ଘଟଣାରେ ମହିଳାଙ୍କ ଜଣଙ୍କର ମୃତ୍ୟୁ ହୋଇଛି। ଭନଗାପୁର ଥାନା ଅନ୍ତର୍ଗତ ଗାଦରା ଗ୍ରାମରେ ଘଟିଥିବା…
ରାଜଧାନୀରେ ମାତିଲେ ସାଇବର ଠକ : ଗୋଟିଏ ଦିନରେ ୩ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ
ଭୁବନେଶ୍ୱର,୧୯।୮(ବ୍ୟୁରୋ) : ରାଜଧାନୀରେ ମାତିଛନ୍ତି ସାଇବର ଠକ। ସେମାନେ ବିଭିନ୍ନ ଆପ୍ଲିକେଶନ୍ଠାରୁ ଆରମ୍ଭ କରି ସୋସିଆଲ ନେଟ୍ଓ୍ବର୍କରେ ନକଲି ସାଇଟ୍ ଖୋଲି କୌଶଳରେ ଲୋକଙ୍କଠାରୁ ଅର୍ଥ ଲୁଟୁଛନ୍ତି। ଗୋଟିଏ ଦିନରେ ୩ଜଣ ଏପରି ଠକେଇର ଶିକାର ହୋଇଛନ୍ତି। ସେମାନଙ୍କ ବ୍ୟାଙ୍କ୍ ଆକାଉଣ୍ଟରୁ…
ରାହୁଲ‘ରାଞ୍ଛୋଡଦାସ ଗାନ୍ଧୀ’: ଶିବରାଜ
ପଣଜୀ,୧୯।୮: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। ଅନୁଚ୍ଛେଦ ୩୭୦କୁ ନେଇ ସେ ରାହୁଲଙ୍କୁ କହିଛନ୍ତି ରାହୁଲ ଏବେ ‘ରାଞ୍ଛୋଡଦାସ ଗାନ୍ଧୀ’(ରଣଛୋଡଦାସ ଗାନ୍ଧୀ) ପାଲଟି ଯାଇଛନ୍ତି ତେଣୁ ତାଙ୍କ ନିକଟରୁ ଅନୁଚ୍ଛେଦ…
ସତ କହି ସଙ୍କଟରେ ଇମ୍ରାନ୍: ସରକାର-ସୈନ୍ୟ ବାହିନୀ ମଧ୍ୟରେ ବଢ଼ିଲା ଦୂରତା
ଇସଲାମାବାଦ୍, ୧୯।୮: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁଙ୍କ ସ୍ଥିତି ଏବେ ସଙ୍କଟରେ ରହିଛି। କହୁ କହୁ ସେ ସତ କଥା କହିଥିବାରୁ ପାକିସ୍ତାନୀ ସୈନ୍ୟ ବାହିନୀ ଓ ଇମ୍ରାନ୍ ସରକାରଙ୍କ ମଧ୍ୟରେ ଦୂରତା ବଢ଼ିବାରେ ଲାଗିଛି। ଇମ୍ରାନ୍ ଏକ ସାକ୍ଷାତ୍କାରରେ କହିଥିଲେ…
ଓଡ଼ିଶା ଫେରିବ କେନ୍ଦ୍ରୀୟ ପଣ୍ୟାଗାର କାର୍ଯ୍ୟାଳୟ
ଭୁବନେଶ୍ୱର,୧୯।୮(ବ୍ୟୁରୋ) :କେନ୍ଦ୍ରୀୟ ପଣ୍ୟାଗାର ନିଗମର ଆଞ୍ଚଳିକ କାର୍ଯ୍ୟାଳୟ ଓଡ଼ିଶା ଫେରିବ ବୋଲି ଜଣାପଡିଛି। ହାଇକୋର୍ଟ ଏନେଇ ସ୍ଥଗିତାଦେଶ ଦେବା ପରେ ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଏନେଇ ସୂଚନା ଦେଇଛନ୍ତି। କେନ୍ଦ୍ରୀୟ ପଣ୍ୟାଗାର ନିଗମର ଆଞ୍ଚଳିକ କାର୍ଯ୍ୟାଳୟ ବିହାରର…

