ବିପଦସଙ୍କୁଳ ଅବସ୍ଥାରେ ଖଣ୍ଡିଆ ବନ୍ଧ ପୋଲ, ରାସ୍ତା
ଜେନାପୁର,୧୯ା୮(ଡି.ଏନ୍.ଏ.): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଜେନାପୁର ରେଳବାଇ ଲେବୁଲ କ୍ରସିଂ ନିକଟସ୍ଥ ଖଣ୍ଡିଆ ବନ୍ଧ ପୋଲ ଓ ରାସ୍ତା ବିପଦସଙ୍କୁଳ ଅବସ୍ଥା ରହିଛି। ଏହି ପୁରାତନ ପୋଲଟିର କାନ୍ଥରୁ ପଥର ଖସୁଛି। ପୋଲଟିରେ ବାଡା ନ ଥିବାରୁ ଅନେକ ଛୋଟବଡ ଦୃର୍ଘଟଣା…
ଭାରତୀୟ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ ଧମକରେ ସତ୍ୟତା ନାହିଁ
ଆଣ୍ଟିଗୁଆ,୧୯ା୮(ପିଟି): ଭାରତୀୟ କ୍ରିକେଟ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ ହେବା ନେଇ ଧମକ ଦିଆଯାଇଥିଲା। ହେଲେ ଏଥିରେ କୌଣସି ସତ୍ୟତା ନ ଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏ ସମ୍ପର୍କରେ ଆଣ୍ଟିଗୁଆସ୍ଥିତ ଭାରତୀୟ ହାଇକମିଶନଙ୍କୁ…
ସ୍ଲୁଇସ ଗେଟ୍ରେ ନାହିଁ ଲକ: କ୍ଷତିଗ୍ରସ୍ତ ହେଉଛନ୍ତି ଧାନଚାଷୀ
ଏରସମା,୧୯ା୮(ସ୍ବ.ପ୍ର.): ଏରସମା ବ୍ଲକ ଗଡ଼ବିଶୁନିପୁର ପଞ୍ଚାୟତସ୍ଥିତ ଆନନ୍ଦପୁର ସ୍ଲୁଇସ ଗେଟ୍କୁ ନେଇ ଗୋଷ୍ଠୀ ବିବାଦ ଦେଖାଦେଇଛି। ଏହି ସ୍ଲୁଇସ ଗେଟ୍ରେ ଥିବା ୫ଟି ଗେଟ୍ରେ ଲକ୍ ନ ଥିବାରୁ ଚିଙ୍ଗୁଡି ଘେରି ମାଲିକ ଓ ଧାନଚାଷୀଙ୍କ ମଧ୍ୟରେ ଗଣ୍ଡଗୋଳ ପରିସ୍ଥିତି ସୃଷ୍ଟି…
ଘେରିବନ୍ଧ କାଟିଦେଲା ତୈଳ ବିଶୋଧନାଗାର : ଧାନକ୍ଷେତରେ ଲହଡ଼ି ମାରୁଛି ପାଣି
ବାଲିକୁଦା,୧୯ା୮(ସ୍ବ.ପ୍ର.): ବାଲିକୁଦା ବ୍ଲକ ତଣ୍ଡିକୁଳ ପଞ୍ଚାୟତରେ ଏବେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଗତ ଖରାଦିନେ ପାରାଦୀପ ତୈଳ ବିଶୋଧନାଗାର ପାଇପ ଲାଇନ କାମ ବେଳେ ମଠସାହି ଘେରିବନ୍ଧକୁ କାଟି ଖେଲାଇ ଦିଆଯାଇଥିଲା। ଫଳରେ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି…
ଡାଇବେଟିସ୍ ଓ ହାର୍ଟ ସମସ୍ୟାରୁ ମୁକ୍ତି ଦିଏ ଏହି ପାଣି
ସକାଳୁ ନିତ୍ୟକର୍ମ ପରେ ଅଧାଗ୍ଲାସେ ତ୍ରିଫଳା ପାଣି ପିଇଲେ ଶରୀରର ଅନେକ ଉପକାର ହୋଇଥାଏ। ହରିଡ଼ା, ବାହାଡ଼ା ଓ ଅଁଳାକୁ ଗୋଟା କିମ୍ବା ଚୂର୍ଣ୍ଣ କରି ରାତିରେ ପାଣିରେ ପକାଇ ଏହାକୁ ସକାଳୁ ପିଇଲେ ଡାଇବେଟିସ୍ ଓ ହାର୍ଟ ସମସ୍ୟାରୁ ମୁକ୍ତି…
ଆତଙ୍କବାଦୀଙ୍କ ଟାର୍ଗେଟରେ ଜମ୍ମୁ-କଶ୍ମୀର:ପୁଣି ମୋବାଇଲ, ଇଣ୍ଟରନେଟ ସେବା ବନ୍ଦ
ଶ୍ରୀନଗର, ୧୮।୮: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ହେବାର ସୂଚନା ମିଳିବା ପରେ ପୁଣି ଥରେ ମୋବାଇଲ-ଇଣ୍ଟରନେଟ ସେବା ଉପରେ ରୋକ ଲଗାଇଛି ପ୍ରଶାସନ। ସୀମାରେ ପାକିସ୍ତାନ ବାରମ୍ବାର ଅସ୍ତ୍ର ବିରୋଧୀ ଉଲଂଘନ କରୁଥିବାବେଳେ ଭାjରତକୁ ଆତଙ୍କବାଦୀଙ୍କ ପ୍ରବେଶ ସୂଚନା ମିଳିବା ପରେ…
ଦକ୍ଷିଣ ଆଫ୍ରିକା ଟେଷ୍ଟ ଦଳରେ କ୍ଲାସେନ
ଜୋହାନ୍ସବର୍ଗ, ୧୮।୮ (ପି.ଟି.)- ଟେଷ୍ଟ ସିରିଜ ଖେଳିବା ଲାଗି ଦକ୍ଷିଣ ଆଫ୍ରିକା କ୍ରିକେଟ୍ ଦଳ ଆସନ୍ତା ଅକ୍ଟୋବରରେ ଭାରତ ଗସ୍ତ କରିବାର କାର୍ଯ୍ୟସୂଚୀ ରହିଛି। ଏଥିଲାଗି ଗତ ୧୩ରେ ଅଭିଜ୍ଞ ଫାଫ୍ ଡୁ ପ୍ଲେସିସ୍ଙ୍କ ନେତୃତ୍ୱରେ ୧୫ ଜଣିଆ ଦକ୍ଷିଣ ଆଫ୍ରିକା…
ହିମା ଦାସଙ୍କୁ ସ୍ବର୍ଣ୍ଣ
ନୂଆଦିଲ୍ଲୀ, ୧୮।୮ (ପି.ଟି.)- ଚେକ୍ ରିପବ୍ଲିକରେ ଅନୁଷ୍ଠିତ ଆଥ୍ଲେଟିକି ମିଟିଙ୍କ ରିଟର୍ ଇଭେଣ୍ଟରେ ଶ୍ରେଷ୍ଠ ଭାରତୀୟ ସ୍ପ୍ରିଣ୍ଟର ହିମା ଦାସ ଓ ମହମ୍ମଦ ଆନସ ଯଥାକ୍ରମେ ୩୦୦ ମିଟର ମହିଳା ଓ ପୁରୁଷ ବିଭାଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଜୁଲାଇ ୨…
ନରହନ୍ତା ଦନ୍ତାର ଉଗ୍ରରୂପ:୯ ଘର ଭାଙ୍ଗିଲା, ରାତିସାରା ବର୍ଷାରେ ଭିଜିଲେ କ୍ଷତିଗ୍ରସ୍ତ
ପରଜଙ୍ଗ, ୧୮।୮(ଡି.ଏନ୍.ଏ.)-ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଅଧୀନ ଡିହଡୋଳ ଫରେଷ୍ଟ ସେକ୍ସନରେ ନରହନ୍ତା ଦନ୍ତା ତାଣ୍ଡବ ଚରମ ସୀମାରେ ପହଞ୍ଚତ୍ଛି। ଦାନ୍ତ କଟାଯିବା ପରେ କିଛି ମାତ୍ରାରେ ଶାନ୍ତ ପଡ଼ିଥିବା ହାତୀ ହଠାତ୍ ହିଂସ୍ର ହୋଇଉଠିଛନ୍ତି। ସପ୍ତାହେ ହେଲା ହାତୀ ଉନ୍ମତ୍ତ…
କାଳିଆ ଯୋଜନା ହିତାଧିକାରୀଙ୍କ ଯାଞ୍ଚ:ଧରାପଡ଼ିଲେଣି ୪୨୪ ଅଯୋଗ୍ୟ
କବିସୂର୍ଯ୍ୟନଗର,୧୮ା୮-କାଳିଆ ଯୋଜନାରେ ଶତ ପ୍ରତିଶତ ଯୋଗ୍ୟ ହିତାଧିକାରୀ ଯେଭଳି ସହାୟତା ପାଇବେ ସେ ନେଇ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ତେଣୁ ପୂର୍ବରୁ ହୋଇଥିବା ତାଲିକାରୁ ଯୋଗ୍ୟ, ଅଯୋଗ୍ୟ ହିତାଧିକାରୀଙ୍କ ଯାଞ୍ଚ ପ୍ରକ୍ରିୟା ଚାଲିଛି। ଆସନ୍ତା ୨୭ ପର୍ଯ୍ୟନ୍ତ ଯାଞ୍ଚ କରାଯାଇ…
ବୈତରଣୀରେ ବଢୁଛି ଜଳସ୍ତର
ଭଣ୍ଡାରିପୋଖରୀ, ୧୮।୮ (ଡି.ଏନ.ଏ.)- ବୈତରଣୀ ନଦୀରେ ଜଳସ୍ତର ବଢୁଛି। ବୈତରଣୀ ନଦୀର ଆଖୁଆପଦାଠାରେ ବିପଦ ସଙ୍କେତ ୧୭.୮୩ ମିଟର ରହିଛି। ରବିବାର ସକାଳୁ ଜଳସ୍ତର କମି ଅପରାହ୍ନ ୪ଟାରେ ସ୍ଥିର ହୋଇ ୧୬.୭୨ ମିଟରରେ ପହଞ୍ଚିଥିଲା। ବନ୍ୟାଜଳ ୫ଟାରେ କ୍ରମଶଃ ବୃଦ୍ଧି…
୫ ଦିନ ପରେ ଧରାପଡ଼ିଲେ ଚମ୍ପଟ କଏଦୀ
ବଡବିଲ, ୧୮।୮ (ସ୍ବ.ପ୍ର.)- କେନ୍ଦୁଝର ଜିଲା ବଡବିଲସ୍ଥିତ ସବ୍ ଜେଲ୍ ପାଚେରି ଡେଇଁ ଚମ୍ପଟ ମାରିଥିବା ବିଚାରଧୀନ କଏଦୀ ସାୱନ ପାତ୍ର ଓରଫ କୁନାଙ୍କୁ ୫ ଦିନ ପରେ ରବିବାର ପୋଲିସ ଗିରଫ କରିଛି। ତାଙ୍କ ଘର ଗାଢାହଟିଂରେ । ତାଙ୍କୁ…

