Home Left

ପ୍ରଥମ ଟେଷ୍ଟ: ଶ୍ରୀଲଙ୍କା ୬ ଉଇକେଟରେ ବିଜୟୀ

ଗାଲେ,୧୮।୮- ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଶ୍ରୀଲଙ୍କା ୬ ଉଇକେଟରେ ବିଜୟ ହାସଲ କରିଛି। ସ୍ଥାନୀୟ ଗାଲେ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଶ୍ରୀଲଙ୍କା ରବିବାର ଉଭୟ ବୋଲିଂ ଓ ବ୍ୟାଟିଂରେ ଉନ୍ନତ ପ୍ରଦର୍ଶନ କରି ବାଜି…

ଛାତ ପଲସ୍ତରା ଖସି ଜଣେ ଗୁରୁତର, ୨ ଆହତ

ଗଞ୍ଜାମ,୧୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସନ୍ତୋଷପୁର ପଞ୍ଚାୟତ ସାନ ଗୋପାଳପୁର ଗ୍ରାମର ଲଳିତ ତରାଇଙ୍କ ଘର ଛାତରୁ ପଲସ୍ତରା ଖସି ଜଣେ ଶିଶୁ ଗୁରୁତର ହୋଇଥିବା ବେଳେ ୨ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନେ ହେଲେ ଲଳିତଙ୍କ ତିନି ନାତୁଣୀ ତପସ୍ବିନୀ(୯),…

ଅଗ୍ନିଶମ ବିଭାଗ ଏନ୍‌ଓସି ବିନା ଚାଲୁଥିଲା ଏମ୍ସ୍‌: ଅଗ୍ନିକାଣ୍ଡ ପରେ ଖୋଲିଲା ଗୁମର

ନୂଆଦିଲ୍ଲୀ, ୧୮।୮: ଭାରତର ବଡ଼ ସରକାରୀ ହସ୍ପିଟାଲ ଅଗ୍ନିଶମ ବିଭାଗ ଏନ୍‌ଓସି ବିନା ଚାଲୁଥିଲା। ଶନିବାର ଏହାର ପୁରାତନ ଟିଚିଂ ବ୍ଲକ୍‌ ଅଗ୍ନିକାଣ୍ଡ ଘଟିବା ପରେ ଏହାର ଗୁମର ଖୋଲିଛି। ନିୟମ ଅନୁସାରେ ପ୍ରତି ୩ ବର୍ଷରେ ଅଗ୍ନିଶମ ବିଭାଗଠାରୁ ଏନ୍‌ଓସି…

ବଟର ଫେଷ୍ଟିଭାଲ: ୧୩ହଜାର ଫୁଟ ଉଚ୍ଚରେ ଖେଳାଯାଏ କ୍ଷୀର-ଦହିରେ ହୋଲି

ଡେରାଡୁନ,୧୮।୮: ଉତ୍ତରାଖଣ୍ଡ ଏମିତି ଏକ ରାଜ୍ୟ ଯେଉଁଠି ଅନେକ ଉତ୍ସବକୁ ପ୍ରକୃତି ଓ ଦେବତାଙ୍କ ଉଦ୍ଦେଶ୍ୟରେ ସମର୍ପଣ କରାଯାଇଥାଏ। ଆହୁରି ମଧ୍ୟ ଏଠାରେ ଋତୁ ଅନୁଯାୟୀ ଅନେକ ଉତ୍ସବ ପାଳନ କରାଯାଇଥାଏ। ପ୍ରକୃତିକୁ ସମର୍ପଣ କରାଯାଇଥିବା ସେମିତି ଏକ ଉତ୍ସବ ହେଉଛି…

ହୀରାକୁଦ ଡ୍ୟାମ୍‌ରେ ଖୋଲିଲା ଆଉ ଦୁଇଟି ଗେଟ୍‌

ସମ୍ବଲପୁର,୧୮।୮(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ଶନିବାର ୫ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ରବିବାର ସକାଳେ ପୁଣି ଦୁଇଟି ଗେଟ ଖୋଲାଯାଇଛି। ମୋଟ ୭ଟି ଗେଟ୍‌ରେ ପ୍ରତି ସେକେଣ୍ଡରେ ୧ଲକ୍ଷ ୨୭ ହଜାର ୪୮୧ କ୍ୟୁସେକ୍‌ ଜଳ ନିଷ୍କାସନ…

ବୁଡି ଗଲାଣି ଅଧା ଭାରତ

ନୂଆଦିଲ୍ଲୀ,୧୮।୮: ଲଗାଣ ବର୍ଷାରେ ଦେଶର ଅଧିକାଂଶ ଭାଗରେ ବନ୍ୟା ସୃଷ୍ଟି ହୋଇଛି। ଅଧା ଭାରତ ବନ୍ୟାରେ ବୁଡି ଗଲାଣି କହିଲେ ଚଳେ। ଉତ୍ତରାଖଣ୍ଡରେ ଗଙ୍ଗୋତ୍ରୀ, ୟମୁନୋତ୍ରୀ ବିପଦସଙ୍କେତ ଉପରେ ପ୍ରବାହିତ ହେଉଥିବା ବେଳେ ବଦ୍ରିନାଥ ହାଇଓ୍ବେକୁ ବନ୍ଦ କରି ଦିଆଯାଇଛି। ସେହିପରି…

ଚାଇନାର ହାଇଟେକ୍‌ ଭିକାରି, କ୍ୟୁଆର୍‌ କୋଡ୍‌ ମାଧ୍ୟମରେ ମାଗୁଛନ୍ତି ଭିକ

ଚାଇନାର ସବୁ ଜିନିଷ ଯେମିତି ହାଇଟେକ୍‌, ଏଠାକାର ଭିକାରି ବି ସେମିତି ହାଇଟେକ୍‌। ଏମାନଙ୍କ ଭିକ ମାଗିବା ଅନ୍ଦାଜ ହିଁ କିଛି ଭିନ୍ନ। ସେମାନେ ଏବେ ଭିକ ମାଗୁଛନ୍ତି କ୍ୟୁଆର୍‌ କୋଡ୍‌ ମାଧ୍ୟମରେ। କଥାଟି ଅଜବ ଲାଗୁଥିବ। ହେଲେ ଏହା ସତ।…

ବ୍ରିଟେନ୍‌ରେ ମହିଳାଙ୍କ ହର୍ସ ରେସ୍‌: ବଢିବାକୁ ଲାଗିଛି ଲୋକପ୍ରିୟତା

ହର୍ସ ରେସ୍‌ ବା ଘୋଡା ଦୌଡ ସର୍ବଦା ଏକ ପୁରୁଷ ପ୍ରଧାନ ଖେଳ ଭାବେ ପରିଚିତ ହୋଇଆସିଛି। ହେଲେ ୨୦୧୨ ବ୍ରିଟେନ୍‌ରେ ଆରମ୍ଭ ହୋଇଥିଲା ମହିଳାଙ୍କ ଘୋଡାଦୌଡ ପ୍ରତିଯୋଗିତା, ମଙ୍ଗୋଲିଆ କପ୍‌। ସେତେବେଳେ ଏହାକୁ ଦେଖିବାପାଇଁ ବହୁ କଷ୍ଟରେ ୧୦ ହଜାର…

ବ୍ୟକ୍ତିତ୍ୱ: ବିଶ୍ୱ ପ୍ରସିଦ୍ଧ ଭାରତୀୟ ଚିତ୍ରକର ସୟଦ ରାଜା

ସୟଦ ହାଇଦର ରାଜା। ସଂକ୍ଷେପରେ ସେ ଏସ୍‌.ଏଚ୍‌. ରାଜା ଭାବେ ପରିଚିତ। ସେ ଜଣେ ବିଶ୍ୱ ପ୍ରସିଦ୍ଧ ଭାରତୀୟ ଚିତ୍ରକର। ତାଙ୍କ ଜୀବନକାଳ ମଧ୍ୟରେ ସେ ଫ୍ରାନ୍ସରେ ଦୀର୍ଘଦିନ ରହି ଚିତ୍ର କରୁଥିଲେ। ଫ୍ରାନ୍ସରେ ରହିଥିଲେ ମଧ୍ୟ ତାଙ୍କର ଆତ୍ମା ରହିଥିଲା…

ତାଳ ଗୋଟାଇବାକୁ ଯାଇ ଭାଲୁ ଆକ୍ରମଣର ଶିକାର ହେଲେ ମହିଳା

ଛେଣ୍ଡିପଦା,୧୮।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳର କାଠପାଳଠାରେ ଭାଲୁ ଆକ୍ରମଣରେ ରବିବାର ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ କାଠପାଳ ଗ୍ରାମର ବାସୁଦେବ ବିଶ୍ୱାଳଙ୍କ ସ୍ତ୍ରୀ ଅଳେଇଚ। ପ୍ରକାଶ ଯେ, ଅଳେଇଚ ସକାଳେ ଘର ପାଖ ପଡ଼ିଆକୁ ତାଳ ଗୋଟାଇବାକୁ…

ଏଥର ବାୟୋପିକ୍‌ରେ ଅରିନ୍ଦମ୍‌

ନାୟକ ଅରିନ୍ଦମ୍‌ଙ୍କର ଖୁସି କହିଲେ ନ ସରେ। କାରଣ ନିଜ ଓଲିଉଡ୍‌ କ୍ୟାରିୟରରେ ସେ ପ୍ରଥମଥର ପାଇଁ ଏକ ବାୟୋପିକ୍‌ରେ ଅଭିନୟ କରୁଛନ୍ତି। ଏହି ଓଡ଼ିଆ ସିନେମାର ଟାଇଟଲ ରହିଛି ‘ବାବୁ ଭାଇଜାନ୍‌’। ଏହାର ଟାଇଟଲ ଭୂମିକାରେ ଦେଖାଦେବେ ଅରିନ୍ଦମ୍‌। ଫିଲ୍ମଟିର…

ବାହାଦୂର ଶାହା ଜାଫରଙ୍କ ବଂଶଜ କହିଲେ ରାମ ମନ୍ଦିର ହେଲେ ପ୍ରଥମେ ଇଟା ସେମାନେ ରଖିବେ

ହାଇଦ୍ରାବାଦ,୧୮।୮: ମୋଗଲ ସମ୍ରାଟଙ୍କ ଶେଷ ଶାସକ ବାହାଦୂର ଶାହା ଜାଫରଙ୍କ ବଂଶଜ ହବିବୁଦ୍ଦିନ ତୁସି ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ହେଉ ବୋଲି ଇଚ୍ଛା ପ୍ରକାଶ କରିଛନ୍ତି। ହବିବୁଦ୍ଦିନ କହିଛନ୍ତି ଯଦି ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ କରାଯାଏ ତେବେ ସେଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?