Home Left

ଯୁଦ୍ଧ ଭିତରେ ପ୍ରଥମେ UAE ପରେ ‘ବନ୍ଧୁ’ଙ୍କୁ ଫୋନ ଲଗାଇଲେ ମୋଦି, ଜାଣନ୍ତୁ କ’ଣ କଥା ହେଲେ

ନୂଆଦିଲ୍ଲୀ,୨।୩: ମଧ୍ୟପ୍ରାଚ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫୋନ ଯୋଗେ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ କଥା ହୋଇଥିଲେ। କଥାବାର୍ତ୍ତା ସମୟରେ, ସେ ଏହି ଅଞ୍ଚଳରେ ଶୀଘ୍ର ଯୁଦ୍ଧବିରତିର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆ…

୧୦ ବର୍ଷ ପରେ ପ୍ରତିଶୋଧ ନେଲା ଭାରତ: ମନେ ପଡ଼ିଗଲା…

କୋଲକାତା,୨।୩: ୧୦ ବର୍ଷ ପରେ ଟିମ ଇଣ୍ଡିଆ ଓ୍ବେଷ୍ଟଇଣ୍ଡିଜ୍‌ଠାରୁ ପ୍ରତିଶୋଧ ନେଇଛି। କ୍ରିକେଟରେ ଏପରି ମୁହୂର୍ତ୍ତ ବହୁତ କମ ଆସିଥାଏ ଯେତେବେଳେ ଭାଗ୍ୟ ଏବଂ କଠିନ ପରିଶ୍ରମ ମିଶି ଇତିହାସ ସୃଷ୍ଟି କରେ। ୨୦୨୬ ଟି୨୦ ବିଶ୍ୱକପରେ, ଭାରତ ୱେଷ୍ଟଇଣ୍ଡିଜ ବିପକ୍ଷରେ…

ଧୋନୀଙ୍କୁ ବଡ଼ ଝଟ୍‌କା: ମିଳିଲା ନୋଟିସ୍‌, ୧୫ ଦିନ ମଧ୍ୟରେ…

ରାଞ୍ଚି,୨।୩: ଝାଡ଼ଖଣ୍ଡ ରାଜ୍ୟ ଗୃହ ବୋର୍ଡ ରାଞ୍ଚିର ହାର୍ମୁ ଅଞ୍ଚଳରେ ତାଙ୍କ ବାସସ୍ଥାନ ପାଇଁ ଆବଣ୍ଟିତ ଜମିର ବାଣିଜି୍ୟକ ବ୍ୟବହାର ସମ୍ପର୍କରେ ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କୁ ନୋଟିସ ଜାରି କରିଛି। ବୋର୍ଡ କହିଛି ଯେ, ପ୍ଲଟ କେବଳ…

୧୨ ଘଣ୍ଟାରେ ଇରାନ୍‌ର ୯୦୦ ଠିକଣାରେ ବୋମାମାଡ଼

ତେହରାନ୍‌ ,୨ା୩: ଆମେରିକା ଏବଂ ଇସ୍ରାଏଲର ମିଳିତ ସେନା ଗତ ୧୨ ଘଣ୍ଟା ମଧ୍ୟରେ ଇରାନ୍‌ର ପ୍ରମୁଖ ୯୦୦ ଠିକଣାରେ ବୋମାମାଡ଼ କରିଛନ୍ତି। ଏଥିମଧ୍ୟରୁ ସର୍ବାଧିକ ଇରାନ୍‌ର ସାମରିକ ପ୍ରତିଷ୍ଠାନ ଏବଂ ଅସ୍ତ୍ର ଭଣ୍ଡାର ରହିଛି। ଏହାମଧ୍ୟରେ ଇରାନର ଏକ ଯୁଦ୍ଧ ଜାହାଜକୁ…

ଆକ୍ରମଣ, ଖାମେନେଇଙ୍କ ମୃତ୍ୟୁକୁ ନେଇ ବିଶ୍ୱନେତାଙ୍କ ପ୍ରତିକ୍ରିୟା

ବ୍ରୁସେଲ୍ସ, ୨ା୩: ଇରାନ ଉପରେ ଆମେରିକା ଓ ଇସ୍ରାଏଲ୍‌ର ମିଳିତ ଆକ୍ରମଣ ଏବଂ ଇରାନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁକୁ ନେଇ ବିଶ୍ୱନେତାମାନେ ମାପିଚୁପି ପ୍ରତିକ୍ରିୟା ଦେଇଛନ୍ତି। ଆମେରିକାର ଆକ୍ରମଣକୁ ଅଷ୍ଟ୍ରେଲିଆ ଏବଂ କାନାଡା ଖୋଲା ସମର୍ଥନ କରିଥିବାବେଳେ ଚାଇନା…

ସୌନ୍ଦର୍ଯ୍ୟ ପ୍ରତିଯୋଗିତାରୁ ୨୦ ଓଟ ବାଦ୍‌: କରୁଥିଲେ ଏହି କାମ, ଧରାପଡ଼ିବାରୁ…

ମସ୍କଟ,୨ା୩:କସ୍‌ମେଟିକ୍‌ ସର୍ଜରୀ କରିଥିବାରୁ ୨୦ ଓଟଙ୍କୁ ଆରବୀୟ ଦେଶ ଓମାନର ଏକ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରୁ ବାଦ୍‌ ଦିଆଯାଇଛି। ଏହି ଘଟଣା ଏବେ ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିଛି। ଉତ୍ତର ଓମାନର ଅଲ୍‌ ମୁସନ୍ନାହ ସହରରେ ଓମାନ କ୍ୟାମେଲ ରେସିଂ ଫେଡେରେଶନ ପକ୍ଷରୁ…

ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ, ଅଜା ଗିରଫ

ଫୁଲବାଣୀ,୧ା୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ୍‌ ଗୋଚ୍ଛାପଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ତାଙ୍କ ସମ୍ପର୍କୀୟ ଅଜା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗରେ ଗିରଫ ହୋଇଛନ୍ତି। ସେ ହେଲେ କେକେରିଙ୍ଗିଆ ଗ୍ରାମର ବିଜୟ ଦିଗାଲ (୬୦)। ମିଳିଥିବା ସୂଚନା…

Iran Israel Conflict: ଟ୍ରମ୍ପଙ୍କ ବଡ଼ ଦାବି, ଗୋଟିଏ ଆକ୍ରମଣରେ ୪୮…

ନୂଆଦିଲ୍ଲୀ,୧।୩:  ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଆମେରିକା ଏବଂ ଇସ୍ରାଏଲୀ ସାମରିକ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଏକ ବଡ଼ ଏବଂ ଆଶ୍ଚର୍ଯ୍ୟଜନକ ଦାବି କରିଛନ୍ତି । ସେ କହିଛନ୍ତି ଯେ ଏହି ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନରେ ୪୮ଜଣ ଶୀର୍ଷ ଇରାନୀ ନେତାଙ୍କୁ…

ଅଶ୍ଳୀଳ ଭିଡିଓ କରି ବ୍ଲାକମେଲ କରୁଥିଲେ ପୂର୍ବତନ ପ୍ରେମିକ, ଭେଟିବାକୁ ଡାକି ହତ୍ୟା କରି ମୁହଁରେ ଏସିଡ୍…

ଲକ୍ଷ୍ନୌ,୧।୩: ଉତ୍ତର ପ୍ରଦେଶର ବାଲିଆରୁ ପ୍ରେମ, ବ୍ଲାକମେଲିଂ ଏବଂ ହତ୍ୟାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କୁ ହତ୍ୟା କରିଛନ୍ତି । ଅଭିଯୋଗ ହେଉଛି ଯେ ସେ ତାଙ୍କୁ ଅଶ୍ଳୀଳ ଭିଡିଓ ଦେଖାଇ ବ୍ଲାକମେଲିଂ…

IND vs WI Super-8 Live Score: ଭାରତ ଆଗରେ ୧୯୬ ରନ୍‌ର ବିଜୟ ଟାର୍ଗେଟ୍‌

କୋଲକାତା,୧।୩: କୋଲକାତାର ଐତିହାସିକ ଇଡେନ୍‌ ଗାର୍ଡେନ୍ସ ମଇଦାନରେ ରବିବାର ଖେଳାଯାଇଥିବା ଭାରତ ଏବଂ ୱେଷ୍ଟଇଣ୍ଡିଜ୍‌ ମ୍ୟାଚ୍‌ରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ୱେଷ୍ଟଇଣ୍ଡିଜ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ…

ବିମାନବନ୍ଦରଠାରୁ ୧୦୦ମିଟର ଦୂରରେ ହୋଇଥିଲା ବିସ୍ଫୋରଣ, ବର୍ଣ୍ଣନା କଲେ ସିନ୍ଧୁ

ନୂଆଦିଲ୍ଲୀ, ୧ା୩: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଉପସାଗରୀୟ ଅଞ୍ଚଳରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ ଦୁଇଥର ଅଲିମ୍ପିକ ପଦକ ବିଜୟିନୀ ପି.ଭି. ସିନ୍ଧୁ ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦରରେ କିପରି ଭୟ ଓ ଆଶଙ୍କା…

ମହେନ୍ଦ୍ରଗିରିରେ ବାବାଙ୍କ ଆଶ୍ରମର ଭିତରେ ପଶି ଭାଙ୍ଗରୁଜା, ପାଣି ମଟର ଭାଙ୍ଗିଲେ ଦୃବର୍ତ୍ତ

ପାରଳାଖେମୁଣ୍ଡି,୧।୩(ଗିରିଧାରୀ ପରିଛା): ଗଜପତି ଜିଲାର ଐତିହାସିକ ତଥା ଆଧ୍ୟାତ୍ମିକ ଓ ପୌରାଣିକ କ୍ଷେତ୍ର ରାୟଗଡ଼ ବ୍ଲକ ଅଧିନରେ ଥିବା ମହେନ୍ଦ୍ରଗିରି ଏବେ ଅଶାନ୍ତମୟ ହୋଇପଡିଛି । ଶନିବାର ମଧ୍ୟାହ୍ନରେ କିଛି ଦୃବର୍ତ୍ତମାନେ କୁନ୍ତୀ ମନ୍ଦିର ନିକଟରେ ଥିବା ଆଶ୍ରମରେ କବାଟ ଭାଙ୍ଗି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri