Home Left

୩ ଦିନ ଡେରିରେ ପଶ୍ଚିମବଙ୍ଗ ନଦିଆ ଜିଲାରେ ପାଳିତ ହେଲା ସ୍ବାଧୀନତା ଦିବସ

କୋଲକତା,୧୮।୮: ଭାରତରେ ଅଗଷ୍ଟ ୧୫ରେ ସ୍ବାଧୀନତା ଦିବସ ପାଳିତ ହୋଇଥିବା ବେଳେ ୩ ଦିନ ଡେରିରେ ରବିବାର ପଶ୍ଚିମବଙ୍ଗ ନଦିଆ ଜିଲାରେ ସ୍ବାଧୀନତା ଦିବସ ପାଳିତ ହୋଇଛି। ଭାରତ-ପାକିସ୍ତାନ ମାନଚିତ୍ର ପ୍ରସ୍ତୁତ କରିଥିବା ସାର୍‌ ରେଡ୍‌କ୍ଲିଫ୍‌ଙ୍କ ଭୁଲ୍‌ ଯୋଗୁ ନଦିଆ ଜିଲାକୁ…

ପ୍ରଥମ ଦରମାରେ ମା’ଙ୍କ ପାଇଁ ଶାଢ଼ି କିଣିଥିଲି: ବିଧାନସଭା ସଚିବ, କବି, ପ୍ରାବନ୍ଧିକ ଦାଶରଥି ଶତପଥୀ

ଜଗତ୍‌ସିଂହପୁର ଜିଲା ମାଛଗାଁ ଗ୍ରାମପଞ୍ଚାୟତ ଅଧୀନ ସୁକିଦା ଗାଁରେ ମୋର ଜନ୍ମ। ଓଚିନ୍ଦା ଉଚ୍ଚ ବିଦ୍ୟାଳୟରୁ ୧୯୭୭ ମସିହାରେ ଏକାଦଶ ପାସ୍‌ କରିବା ପରେ ସ୍ବାମୀ ବିବେକାନନ୍ଦ ମେମୋରିଆଲ୍‌ କଲେଜରେ ଆଇ.ଏସ୍‌ସି ଓ ପରେ ଇକୋନୋମିକ୍ସ ଅନର୍ସ ରଖି ଗ୍ରାଜୁଏଶନ୍‌ ସମାପ୍ତ…

ପୁରୁଷପ୍ରଧାନ କ୍ଷେତ୍ରରେ ସଫଳ ମହିଳା ଫଟୋଗ୍ରାଫର

ହାତରେ କ୍ୟାମେରା ଧରି ଏହି ନାରୀମାନେ ବାହାରିଥିଲେ ସମାଜର ନିଚ୍ଛକ ବାସ୍ତବତା, ପ୍ରକୃତିର ସୌନ୍ଦର୍ଯ୍ୟ ଓ ସାମାଜିକ ଜୀବନର ବିଭିନ୍ନ ଘଟଣାବଳୀକୁ ନିଜ କ୍ୟାମେରାରେ ଆବଦ୍ଧ କରିବା ପାଇଁ, ଆଉ ପୁରୁଷପ୍ରଧାନ ଏହି କ୍ଷେତ୍ରରେ ନିଜର ସ୍ବତନ୍ତ୍ର ଛାପ ଛାଡିବା ପାଇଁ।…

ଫ୍ୟାଶନରେ ‘ହଂସୁଲି’

ଦିନ ଥିଲା ମହିଳାମାନେ ସୁନା କିମ୍ବା ରୁପାରେ ତିଆରି ଏକ ସ୍ବତନ୍ତ୍ର ଧରଣର ମୋଟା ଗହଣା ବେକରେ ପିନ୍ଧୁଥିଲେ, ଯାହାକୁ ହଂସୁଲି ବୋଲି କୁହାଯାଉଥିଲା। ଏହା ଥିଲା ଏକପ୍ରକାର ପାରମ୍ପରିକ ଗହଣା… ଦିନ ଥିଲା ମହିଳାମାନେ ସୁନା କିମ୍ବା ରୁପାରେ ତିଆରି…

ଇଂଲିଶ ନାଁ ଓଡ଼ିଆ ଗାଁ: ସେମିତି କିଛି ଗାଁ ଓ ଗଳି କଥା; ନାମକରଣ ପଛର କାହାଣୀ

ଗ୍ରାମ୍ୟ ସଂସ୍କୃତିକୁ ନେଇ ସମୃଦ୍ଧ ଓଡ଼ିଶାର ସଂସ୍କୃତି । ଆଉ ପ୍ରତ୍ୟେକ ଗାଁର ପରମ୍ପରା ଓ ସଂସ୍କୃତିରେ ରହିଛି ସ୍ବତନ୍ତ୍ରତା। ତେବେ ସବୁଠୁ ଆଶ୍ଚର୍ଯ୍ୟ କରେ ଗାଁର ନାମକରଣ। କାରଣ ପ୍ରତ୍ୟେକ ଗାଁର ନାଁ ପଛରେ ରହିଛି କିଛି କଥା ଓ…

ମା ଛେଉଣ୍ଡ ନବଜାତ ଶିଶୁକନ୍ୟାକୁ ପୋଷ୍ୟ ଭାବେ ଗ୍ରହଣ କରି ସ୍ତନ୍ୟପାନ କରାଇଲେ ବିଚାରପତି

ଅହମ୍ମଦାବାଦ୍‌,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବେଟି ବଚାଓ ବେଟି ପଢ଼ାଓ ଅଭିଯାନ ଏବେ ସମାଜରେ ଏକ ସଚେତନତା ସୃଷ୍ଟି କରିବାକୁ ସକ୍ଷମ ହୋଇଛି। ସମ୍ପ୍ରତି ଏହି ଅଭିଯାନରୁ ପ୍ରେରଣା ପାଇ ଗୁଜରାଟର ଜଣେ ଜିଲା ବିକାଶ ଅଧିକାରୀ ଏବଂ ତାଙ୍କ ବିଚାରପତି…

କୁଜନେଶୋଭା – କେଜ୍‌ ଫାଇନାଲ

ସିନ୍‌ସିନାଟି, ୧୮।୮(ଏଏଫ୍‌ପି): ସିନ୍‌ସିନାଟି ଓପନ୍‌ ଟେନିସ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ ଇଭେଣ୍ଟର ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଟାଇଟଲ ପାଇଁ ଫାଇନାଲରେ ୧୬ତମ ସିଡ ଖେଳାଳି ଆମେରିକାର ମାଡିନ୍‌ସନ କେଜ୍‌ ଓ ରୁଷିଆର ଶ୍ୱେତଲାନା କୁଜନେଶୋଭା ପରସ୍ପରକୁ ଭେଟିବେ। ଶନିବାର ଖେଳାଯାଇଥିବା…

ସିନ୍‌ସିନାଟି ମାଷ୍ଟର୍ସ ଟେନିସ : ସେମିରେ ହାରିଲେ ଜୋକୋଭିଚ୍‌, ମେଡଭେଡେଭ- ଗଫିନ୍‌ ଫାଇନାଲ

ସିନସିନାଟି, ୧୮।୮(ଏଏଫ୍‌ପି): ଏଠାରେ ଚାଲିଥିବା ସିନସିନାଟି ମାଷ୍ଟର୍ସ ଟେନିସ ଟୁର୍ନାମେଣ୍ଟରେ ବିଶ୍ୱର ୧ ନମ୍ବର ଖେଳାଳି ସର୍ବିୟାର ନୋଭାକ ଜୋକୋଭିଚ୍‌ ସେମିଫାଇନାଲରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି। ଶନିବାର ଅନୁଷ୍ଠିତ ସେମିଫାଇନାଲରେ ରୁଷିଆର ନବମ ସିଡ୍‌ ଖେଳାଳି ଡାନିଲି ମେଡଭେଡେଭ ୩-୬,…

ଭିକାରି ବେଶରେ ଭାଇରାଲ ହେଉଛି ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଫଟୋ

ଇସଲାମାବାଦ,୧୮।୮: ସାଧାରଣତଃ ଗୁଗୁଲ ସର୍ଚ୍ଚ ଇଞ୍ଜିନରେ ଅନେକ ଶବ୍ଦ ବ୍ୟବହାର କରି ବିଭିନ୍ନ ତଥ୍ୟ ଖୋଜା ଯାଇଥାଏ। ଏବେ କିନ୍ତୁ ଦେଖିବାକୁ ମିଳିଛି ଗୁଗୁଲ ସର୍ଚ୍ଚ ଇଞ୍ଜିନରେ ‘ଭିକାରି’ ଲେଖି ସର୍ଚ୍ଚ କଲେ ଏହାର ଇମେଜରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ…

ଜେଏନ୍‌ୟୁର ନାଁ ପରିବର୍ତ୍ତନ ପାଇଁ ପ୍ରସ୍ତାବ ରଖିଲେ ଭାଜପା ନେତା

ନୂଆଦିଲ୍ଲୀ,୧୮।୮: ଅନୁଚ୍ଛେଦ ୩୭୦ ହଟାଇବାକୁ ନେଇ ଭାଜପା ନେତା ହଂସ ରାଜ ହଂସ ବଡ ବୟାନ ଦେଇଛନ୍ତି। ଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ୟୁନିଭର୍ସିଟି(ଜେଏନ୍‌ୟୁ)ର ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ସେ କହିଛନ୍ତି ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ କରାଯିବା ମୋଦି ସରକାରଙ୍କ…

ଅଫିସରଙ୍କୁ ଚେତାବନୀ ଦେଇଛନ୍ତି ଗଡ଼କରୀ: ୮ ଦିନରେ କାମ ନ ହେଲେ ଲୋକଙ୍କୁ କହି ଆରମ୍ଭ ହେବ ମାଡ଼

ନୂଆଦିଲ୍ଲୀ,୧୮।୮: କେନ୍ଦ୍ରୀୟ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀଙ୍କ ଏକ ବିବାଦୀୟ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ଆର୍‌ଏସ୍‌ଏସ୍‌ ଦ୍ୱାରା ପରିଚାଳିତ ଲଘୁ ଉଦ୍ୟୋଗ ଭାରତୀର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ନୀତୀନ କହିଛନ୍ତି ଯେ, ମୋ ବିଭାଗର ଅଫିସରଙ୍କୁ ଚେତାବନୀ…

ସାପ କାମୁଡା ରୋଗୀଙ୍କୁ ଖଟିଆରେ ବୋହିଲେ ଯବାନ

ବିଜାପୁର,୧୮।୮: ଛତିଶଗଡ଼ ବିଜାପୁରର ପୁସକୁନ୍ତା ଅଞ୍ଚଳରେ ଶନିବାର ଜଣେ ବ୍ୟକ୍ତିଙ୍କୁ ସାପ କାମୁଡିବା ଫଳରେ ସେ ଗୁରୁତର ହୋଇଥିଲେ। ହେଲେ ଗାଁର ରାସ୍ତା ଅବସ୍ଥା ଭଲ ନ ଥିବାରୁ ସେଠାରେ ଆମ୍ବୁଲାନ୍ସ ପହଞ୍ଚିବା ସମ୍ଭବ ପର ହୋଇ ନ ଥିଲା। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?