Home Left

ରାଜ୍ୟର ଗୌରବ ପ୍ରମୋଦ

ଭୁବନେଶ୍ୱର,୧୮।୮(ସ୍ପୋଟର୍‌ସ ବ୍ୟୁରୋ)- ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ ରାଜ୍ୟ ପାଇଁ ଗୌରବ ଆଣିଦେଇଛନ୍ତି। ସେ ଅର୍ଜୁନ ପୁରସ୍କାର ପାଇବା ଲାଗି ମନୋନୀତ ହୋଇଛନ୍ତି। ରାଜ୍ୟ ଲାଗି ପୂର୍ବରୁ ଏକାଧିକ ଖେଳାଳି ଅର୍ଜୁନ ପୁରସ୍କାର ପାଇଛନ୍ତି। ତେବେ ପାରା ଆଥଲେଟ ହିସାବରେ…

ଅଭ୍ୟାସ ମ୍ୟାଚ୍‌: ପୂଜାରାଙ୍କ ଶତକ

ଆଣ୍ଟିଗୁଆ,୧୮।୮(ପି.ଟି.)- ସ୍ଥାନୀୟ କୁଲିଜ କ୍ରିକେଟ ଗ୍ରାଉଣ୍ଡରେ ଓ୍ବେଷ୍ଟଇଣ୍ଡିଜ ଏ ଓ ଭ୍ରମଣକାରୀ ଭାରତ ମଧ୍ୟରେ ଏକ ୩ ଦିନିକିଆ ଅଭ୍ୟାସ ମ୍ୟାଚ୍‌ ଶନିବାର ଆରମ୍ଭ ହୋଇଛି। ଟସ୍‌ ଜିତି ଭାରତ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମ ଦିବସ ଚା’ପାନ ବିରତି…

ବଡ଼ ପେଟ ସମସ୍ୟା ନେଇ ଚିନ୍ତିତ କି … ପ୍ରତିଦିନ ପିଅନ୍ତୁ ଏହି ଜୁସ୍‌

ବର୍ତ୍ତମାନ ସମୟରେ ବଡ଼ ପେଟ ଏକ ମୁଖ୍ୟ ସମସ୍ୟା। ଆଧୁନିକ ଜୀବନଶୈଳୀ ହେଉ କିମ୍ବା ଗୋଟିଏ ଜାଗାରେ ବେଶି ସମୟ ବସି କାମ କରିବା ଫଳରେ ଅଧିକାଂଶ ଲୋକଙ୍କଠାରେ ଏହି ସମସ୍ୟା ଦେଖାଯାଉଛି। ଯଦି ଏହି ସମସ୍ୟା ଆପଣଙ୍କଠାରେ ରହିଛି, ତେବେ…

ପ୍ଲାଷ୍ଟିକ୍‌ କପ୍‌ରେ ଚା’ ପିଉଥିଲେ ହୁଅନ୍ତୁ ସାବଧାନ…

କେତେକଙ୍କର ଚା’ ପିଇବା ଅଭ୍ୟାସ ଥାଏ। ତେବେ ବାହାରେ ପ୍ଲାଷ୍ଟିକ୍‌ କପ୍‌ରେ ଚା’ ପିଉଥିଲେ ସାବଧାନତା ଅବଲମ୍ବନ କରିବା ଆବଶ୍ୟକ। କାରଣ ଏହା ମଧ୍ୟରେ ଥିବା ପ୍ଲାଷ୍ଟିକ୍‌ କୋଟିଂ ତାପମାତ୍ରା ଯୋଗୁ ଏକ ପ୍ରକାର ପ୍ରତିକ୍ରିୟା କରିଥାଏ। ଏଥିରୁ ସୃଷ୍ଟି ହେଉଥିବା…

ତ୍ୱଚାରେ ରହିଛି ପେନ୍‌ ରାଡାର୍‌

ସ୍ବିଡେନର କାରୋଲିନ୍‌ସ୍କା ଇନ୍‌ଷ୍ଟିଚ୍ୟୁଟର ବୈଜ୍ଞାନିକମାନେ ଶରୀରର ଯନ୍ତ୍ରଣାକୁ ଅନୁଭବ କରିପାରୁଥିବା ତ୍ୱଚାର ଏକ ସୂକ୍ଷ୍ମ ଉପାଦାନ ଠାବ କରିଛନ୍ତି । ଏହାକୁ ବୈଜ୍ଞାନିକମାନେ କହୁଛନ୍ତି ପେନ୍‌ ରାଡାର । ନେଟ୍‌(ଜାଲ) ଆକାରରେ ତ୍ୱଚା ମଧ୍ୟରେ ରହିଥିବା ଏହି ଉପାଦାନ ଗ୍ଲିଆଲ ସେଲ୍‌…

ନାବାଳିକାଙ୍କୁ ଅସଦାଚରଣ ମାମଲା : ଗିରଫ ଅଭିଯୁକ୍ତ କୋର୍ଟରୁ ଫେରାର

ରୂପ୍‌ସା, ୧୭ା୮(ଡ଼ି.ଏନ.ଏ.): ବାଲେଶ୍ୱର ଜିଲା ସିଂଲା ଥାନା ଅଞ୍ଚଳର ଏକ ନାବାଳିକାଙ୍କୁ ଅସଦାଚରଣ ମାମଲାରେ ଗିରଫ ହୋଇଥିବା ନିମାଇଁ ଦଳାଇ ନାମକ ଯୁବକ ଶନିବାର କୋର୍ଟ ପରିସରରେ ପୋଲିସ ହେପାଜତ୍‌ରୁ ଫେରାର ହୋଇଯାଇଛନ୍ତି। ତାଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ଆଇଆଇସି…

ରୋବୋଡଗ୍‌ ଆଷ୍ଟ୍ରୋ

ଫ୍ଲେ।ରିଡା ଆଟ୍‌ଲାଣ୍ଟିକ ୟୁନିଭର୍ସିଟିର ଗବେଷକମାନେ ଏକ ରୋବୋଡଗ୍‌ ବିକାଶ କରିଛନ୍ତି। ଏହାର ନାମ ରଖାଯାଇଛି ଆଷ୍ଟ୍ରୋ। ଡୋବରମ୍ୟାନ୍‌ ମୁଣ୍ଡ ଆକାରର ୩ଡି ପ୍ରିଣ୍ଟେଡ ମୁଣ୍ଡ ଥିବା ଆଷ୍ଟ୍ରୋ ଆମର ଏକ ବିଶ୍ୱସ୍ତ ବନ୍ଧୁ ହୋଇପାରିବ। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଟେକ୍‌ନୋଲୋଜିରେ ନିର୍ମିତ ଏହି…

ଡୋମିଙ୍ଗୋ ବାଂଲାଦେଶର ନୂଆ କ୍ରିକେଟ କୋଚ୍‌

ଢାକା, ୧୭ା୮ (ଏଏଫ୍‌ପି): ଦକ୍ଷିଣ ଆଫ୍ରିକାର ରସେଲ ଡୋମିଙ୍ଗୋ ବାଂଲାଦେଶ କ୍ରିକେଟ ଦଳର ମୁଖ୍ୟ କୋଚ୍‌ ଭାବେ ମନୋନୀତ ହୋଇଛନ୍ତି। ପୂର୍ବରୁ ଏହି ପଦବୀରେ ଇଂଲଣ୍ଡର ଷ୍ଟିଭ୍‌ ରୋଡ୍‌ସ କାର୍ଯ୍ୟ କରୁଥିଲେ। ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ଶନିବାର ଏହି ସୂଚନା…

ପ୍ରମୋଦ ଭଗତଙ୍କୁ ଅର୍ଜୁନ ପୁରସ୍କାର

ଭୁବନେଶ୍ୱର,୧୭।୮(ସ୍ପୋଟର୍‌ସ ବ୍ୟୁରୋ): ରାଜ୍ୟର ଜଣାଶୁଣା ପାରା ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଅର୍ଜୁନ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ଦେଶର ଅନ୍ୟ ୧୮ଜଣ କ୍ରୀଡ଼ାବିତ୍‌ଙ୍କ ସମେତ ପ୍ରମୋଦଙ୍କୁ ଏହି ସମ୍ମାନଜନକ ପୁରସ୍କାର ପାଇଁ ଶନିବାର ମନୋନୀତ କରାଯାଇଛି। ଜାତୀୟ ତଥା ଅନ୍ତର୍ଜାତୀୟ…

ଅସିତଙ୍କ ନିଯୁକ୍ତି ନେଇ ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ୱର,୧୭।୮(ବ୍ୟୁରୋ): ରାଜ୍ୟ ପ୍ରଶାସନର ଶୀର୍ଷସ୍ତରରେ ଶନିବାର ଅଦଳବଦଳ କରାଯାଇଛି। ଉନ୍ନୟନ କମିଶନର ଥିବା ଅସିତ କୁମାର ତ୍ରିପାଠୀଙ୍କୁ ମୁଖ୍ୟ ଶାସନ ସଚିବ ନିଯୁକ୍ତି ସମ୍ପର୍କିତ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ମୁଖ୍ୟ ଶାସନ ସଚିବ ହୋଇଥିବାରୁ ଅସିତ ରାଜ୍ୟ ମୁଖ୍ୟ ଉନ୍ନୟନ…

ଆକ୍ରମଣ, ଲୁଟ୍‌ ଘଟଣା : ୩ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୭।୮: ଏକ ଆକ୍ରମଣ ଓ ଲୁଟ୍‌ ମାମଲାର ବିଚାର କରି ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (ସିଜେଏମ)ପ୍ରଜ୍ଞା ପାରମିତା ରାଉଳ ୩ ଅଭିଯୁକ୍ତଙ୍କୁ ପ୍ରମାଣ ଅଭାବରୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି । ସେମାନେ ହେଲେ ଗଞ୍ଜାମ ଜିଲା ଜରଡ଼ା ଥାନା…

ବଳାତ୍କାରୀ ବାପାଙ୍କୁ ୧୦ ବର୍ଷ ଜେଲ୍‌

ବ୍ରହ୍ମପୁର ଅଫିସ,୧୭।୮ : ଏକ ବଳାତ୍କାର ମାମଲାର ଶୁଣାଣି କରି ଅତିରିକ୍ତ ଜିଲା ଦୌରା ଜଜ୍‌ ଜଗଦୀଶ ପ୍ରସାଦ ମହାନ୍ତି ବଳାତ୍କାରୀ ବାପାଙ୍କୁ ୧୦ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି । ଏହା ସହ ୧୭ ହଜାର ଟଙ୍କା ଜରିମାନା ଦେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?