ଯେଉଁଠି ଫୁଲ ତୋଡା ଧରିଲେ ଖୁବ୍ଶୀଘ୍ର ହୁଏ ବିବାହ
ବିବାହକୁ ନେଇ ରହିଛି ଭିନ୍ନ ଭିନ୍ନ ପରମ୍ପରା। ଚାଇନାରେ ଥିବା ଏକ ଅଜବ ପରମ୍ପରା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରୁଥିଲେ ମଧ୍ୟ ଏମିତି ପରମ୍ପରାରେ ଲୋକେ ଭାଗ ନେବାକୁ ବେଶ୍ ପସନ୍ଦ କରନ୍ତି। ବିଶେଷ କରି ଅବିବାହିତ ଝିଅ ପୁଅମାନେ ଏଥିରେ ଅଧିକ…
ଫେରିଲେ ଧୋନୀ
ନୂଆଦିଲ୍ଲୀ,୧୭।୮- ଲ୍ୟୁଟନାଣ୍ଟ କଲୋନେଲ ମହେନ୍ଦ୍ର ସିଂ ଧୋନୀ ଜମ୍ମୁ-କଶ୍ମୀରରେ ୨ ସପ୍ତାହ ଧରି ଆର୍ମି ଯବାନଙ୍କ ସହ ଟ୍ରେନିଂ ଓ ଡ୍ୟୁଟି କରିବା ପରେ ନୂଆଦିଲ୍ଲୀ ଫେରିଛନ୍ତି। ବିଶ୍ୱକପ୍ ବିଜୟୀ ଅଧିନାୟକଙ୍କୁ ଶନିବାର ଲେ’ ବିମାରବନ୍ଦରଠାରେ ଦେଖାଯାଇଛି। ସେ ୧୦୬ ବାଟାଲିଅନ…
ଲାରାଙ୍କ ବାସଭବନରେ ରାତ୍ରଭୋଜନ କଲା ଭାରତୀୟ ଦଳ
ତ୍ରିନିଦାଦ୍ ଆଣ୍ଡ୍ ଟବାଗୋ,୧୭।୮: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍ ଶେଷହେବା ପରେ ଆଗାମୀ ଟେଷ୍ଟ ସିରିଜ ପୂର୍ବରୁ ଭାରତୀୟ କ୍ରିକେଟରମାନେ ବିରତି ନେଇଛନ୍ତି। ରୋହିତ ଶର୍ମା, ଶିଖର ଧାଓ୍ବନ, ଲୋକେଶ ରାହୁଲ, ମୟଙ୍କ ଅଗ୍ରଓ୍ବାଲ, ରବୀନ୍ଦ୍ର ଜାଡେଜା, କେଦାର ଯାଦବ ଓ…
ଚାଷୀଙ୍କ ଲାଗି ୬ ପ୍ରସ୍ତାବ ଦେଇଛି ରାଜ୍ୟ: ମନ୍ତ୍ରୀ
ଭୁବନେଶ୍ୱର,୧୭।୮(ବ୍ୟୁରୋ): ଦିଲ୍ଲୀ ନୀତି ଆୟୋଗ ବୈଠକରେ କୃଷକର ଅଧିକାର ଓ ଉନ୍ନତି ଦିଗରେ ଓଡ଼ିଶା ୬ଟି ପ୍ରସ୍ତାବ ଦେଇଛି। କୃଷିମନ୍ତ୍ରୀ ଅରୁଣ ସାହୁ ବୈଠକରୁ ଫେରିବା ପରେ ଶନିବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଭାଗଚାଷୀ ଯେପରି ସହଜରେ କୃଷି…
ମା’ ମୋବାଇଲ ଛଡ଼ାଇ ନେବାରୁ ଝିଅ ସ୍ମାର୍ଟ ଫ୍ରିଜ୍ରୁ ପଠାଇଲେ ମେସେଜ୍, ମୁଁ ତୁମ ସମସ୍ତଙ୍କୁ ଛାଡ଼ି ଚାଲିଯାଉଛି
ଆଜିର ଟେକ୍ନୋଲୋଜି ଯୁଗରେ ମୋବାଇଲର ବହୁଳ ବ୍ୟବହାର କରାଯାଉଛି। ବିନା ସ୍ମାର୍ଟଫୋନ୍ରେ ସମସ୍ତ କାମ ଯେପରି ଅଧୁରା। ଲୋକଙ୍କ ଧ୍ୟାନ ସବୁବେଳେ ଫୋନ୍ ଉପରେ ରହୁଛି। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ନ୍ୟୁୟର୍କରେ। ଏଠାକାର ୧୫ ବର୍ଷର ଜଣେ ଯୁବତୀ…
ପାଣିରେ ଅତ୍ୟଧିକ ବ୍ୟାକ୍ଟେରିଆ: ଅଲିମ୍ପିକ୍ସ ପାରାଟ୍ରାଇଥଲନ ଟେଷ୍ଟ ବାତିଲ
ଟୋକିଓ,୧୭।୮(ଏଏଫ୍ପି): ଟୋକିଓ ଅଲିମ୍ପିକ୍ସର ପାରାଟ୍ରାଇଥଲନର ଟେଷ୍ଟ ଇଭେଣ୍ଟର ସନ୍ତରଣ ରାଉଣ୍ଡ ଶନିବାର ବାତିଲ କରାଯାଇଛି। ଯେଉଁଠାରେ ସନ୍ତରଣ ଇଭେଣ୍ଟ ହେବାକୁ ଥିଲା, ସେଠାକାର ପାଣିରେ ଅତ୍ୟଧିକ ବ୍ୟାକ୍ଟେରିଆ ରହିଛନ୍ତି। ଅଲିମ୍ପିକ ଆୟୋଜକମାନେ ନିଜ ପ୍ରସ୍ତୁତିକୁ ପ୍ରଶଂସା କରୁଛନ୍ତି। ହେଲେ ଅତ୍ୟଧିକ ଗରମ…
ଆଇନଜୀବୀଙ୍କୁ ପିସ୍ତଲ ଦେଖାଇ ଟଙ୍କା ମାଗିବା,ହତ୍ୟା ଧମକ ଘଟଣା :୪ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ
ନବରଙ୍ଗପୁର,୧୭।୮(ବି.ପ୍ର.): ଜଣେ ଆଇନଜୀବୀଙ୍କ ଛାତିରେ ପିସ୍ତଲ ଲଗାଇ ହତ୍ୟା ଧମକ ଓ ଟଙ୍କା ଆଦାୟ କରିବା ଘଟଣାରେ ନବରଙ୍ଗପୁର ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛିି। ସେମାନଙ୍କଠାରୁ ଗୋଟିଏ ପିସ୍ତଲ, ଗୋଟିଏ ଜୀବନ୍ତ ଗୁଳି, ୧ ଲକ୍ଷ…
‘ଧରିତ୍ରୀ’ ପ୍ରଭାବ: ଖବର ପ୍ରକାଶନ ପରେ ଲୁଣାବନ୍ଧ ଘାଇ ମରାମତି ଆରମ୍ଭ
କାକଟପୁର,୧୭।୮(ଡି.ଏନ୍.ଏ.): ପୁରୀ ଜିଲା କାକଟପୁର ଓ ଅସ୍ତରଙ୍ଗ ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ଦେବୀ ନଦୀରେ ବନ୍ୟାଜଳ ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ଲୁଣାବନ୍ଧର ଚତୁରା ଘେରି ନିକଟରେ ୫୦ଫୁଟ ଲମ୍ବର ଘାଇ ସୃଷ୍ଟି ହେବା ଯୋଗୁ ବନ୍ୟାପାଣି ନଗର ପଞ୍ଚାୟତର…
ଗାନ୍ଧୀ ଜୟନ୍ତୀରୁ କର୍କଟରୋଗୀଙ୍କୁ ଉପଶମ ଚିକିତ୍ସା
ଭୁବନେଶ୍ୱର,୧୭।୮(ବ୍ୟୁରୋ): ଆସନ୍ତା ଗାନ୍ଧୀ ଜୟନ୍ତୀରୁ କର୍କଟ ରୋଗୀଙ୍କୁ ରାଜ୍ୟ ସରକାର ଜିଲାସ୍ତରରେ ଉପଶମ ଚିକିତ୍ସା ଯୋଗାଇଦେବେ। ପ୍ରଥମ ପର୍ଯ୍ୟାୟରେ କ୍ୟାପିଟାଲ ହସ୍ପିଟାଲ ସମେତ ୭ଟି ଜିଲାରେ ଏହି ସେବା ଆରମ୍ଭ ହେବ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର…
ମା’ ହେବାକୁ ଯାଉଛନ୍ତି ଦୀପିକା !
ମୁମ୍ବାଇ: ମା’ ହେବାକୁ ଯାଉଛନ୍ତି ବଲିଉଡ୍ ଡିଭା ଦୀପିକା ପାଦ୍ୟୁକୋନ। କଥାଟି ଆମେ କହୁନାହୁଁ, ବରଂ ଏବେ ଏପରି କିଛି ଚର୍ଚ୍ଚା ହେଉଛି। ନିକଟରେ ରଣବୀର ସିଂହ ନିଜର ଇନ୍ଷ୍ଟା ଆକାଉଣ୍ଟରେ ଏକ ଲାଇଭ୍ ସେଶନ୍ ରଖିଥିଲେ। ଏଥିରେ ପ୍ରଶଂସକଙ୍କ ସହ…
ଚମ୍ପୁଆ ଥାନା ଅଞ୍ଚଳରୁ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
କେନ୍ଦୁଝର,୧୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଞ୍ଚଳରୁ ନିଖୋଜ ବ୍ୟକ୍ତି ସଞ୍ଜୟ ସାହୁଙ୍କ ମୃତଦେହ ଶନିବାର ପୋଲିସ ତଡୁଆ ବାହାଳି ଜଙ୍ଗଲରୁ ଉଦ୍ଧାର କରିଛି। ପ୍ରକାଶ ଯେ, ସଞ୍ଜୟଙ୍କ ଘର ନୟାଗଡ଼ ଜିଲା ବାସୁଦେବପୁର ଗାଁରେ ହୋଇଥିବା ବେଳେ ସେ ଚମ୍ପୁଆରେ…
ଆବଶ୍ୟକ ପଡ଼ିଲେ ପାକିସ୍ତାନକୁ ଦିଆଯିବ ଉଚିତ ଶିକ୍ଷା: ଆଇନମନ୍ତ୍ରୀ
ନୂଆଦିଲ୍ଲୀ,୧୭।୮: ସୀମାରେ ପାକିସ୍ତାନ ଯୋଗୁ ଉତ୍ତେଜନା ବୃଦ୍ଧି ପାଇଛି। ତେବେ ଆବଶ୍ୟକ ପଡ଼ିଲେ ପାକିସ୍ତାନକୁ ଉଚିତ ଶିକ୍ଷା ଦିଆଯିବ ବୋଲି ଆଇନମନ୍ତ୍ରୀ ରବିଶଙ୍କର ପ୍ରସାଦ କହିଛନ୍ତି। ନାଗପୁରରେ ବିଚାରପତି ପରିଷଦ ପକ୍ଷରୁ ଆୟୋଜିତ ଏକ ସମ୍ମିଳନୀରେ ଯୋଗଦେଇ ରବିଶଙ୍କର ଏହା କହିଛନ୍ତି।…

