Home Left

ଶାସ୍ତ୍ରୀଙ୍କ ସ୍ବତନ୍ତ୍ର ଅନୁରୋଧ

ମୁମ୍ବାଇ,୧୭।୮: ପୂର୍ବତନ କ୍ରିକେଟର ରବି ଶାସ୍ତ୍ରୀଙ୍କୁ ପୁଣି ଥରେ ଭାରତୀୟ ଦଳର କୋଚ୍‌ ନିଯୁକ୍ତ କରାଯାଇଛି। ତାଙ୍କୁ ୨୦୨୧ ଟି୨୦ ବିଶ୍ୱକପ୍‌ ପର୍ଯ୍ୟନ୍ତ ଦଳର ଦାୟିତ୍ୱ ଦିଆଯାଇଛି। ୩ ଜଣିଆ କ୍ରିକେଟ ଉପଦେଷ୍ଟା କମିଟି (ସିଏସି) ସାକ୍ଷାତ୍‌କାରବେଳେ ଶାସ୍ତ୍ରୀ ଏକ ସ୍ବତନ୍ତ୍ର…

ଧରାକୋଟ ବ୍ଲକରେ ଅଜଣା ଜନ୍ତୁ ଆତଙ୍କ, ୩୫ ଛେଳି ମୃତ

ଧରାକୋଟ,୧୭।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ତଉଗାଁ ପଞ୍ଚାୟତ ଅନ୍ତର୍ଗତ ବାହାଡ଼ାଗୁଡ଼ା ଗ୍ରାମରେ ଅଜଣା ଜନ୍ତୁ ଆତଙ୍କ ଦେଖାଯାଇଛି। ଶୁକ୍ରବାର ଅଜଣା ଜନ୍ତୁ ଆକ୍ରମଣରେ ଗ୍ରାମର ଗଙ୍ଗା ଗୌଡ଼ ଓ ଅଶୋକ ଗୌଡ଼ଙ୍କ ୩୫ ଛେଳିଙ୍କ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି।…

ବଲାଙ୍ଗୀର ଏମ୍‌ପି ସଙ୍ଗୀତା ସିଂଦେଓଙ୍କୁ ବିରୋଧ

ବଲାଙ୍ଗୀର ଅଫିସ, ୧୭।୮: ବଲାଙ୍ଗୀର ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓଙ୍କୁ ବଲାଙ୍ଗୀରରେ ସମାଜକର୍ମୀ ଲଳିତ କୁମାର ନାୟକ ଓ ତାଙ୍କ ସମର୍ଥକମାନେ ଶନିବାର ବିରୋଧ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବନ୍ୟା ସମୀକ୍ଷା ବୈଠକରେ ଯୋଗଦେବା ପାଇଁ ବଲାଙ୍ଗୀର ଏନଏଚ୍‌ଏମ ସମ୍ମିଳନୀ…

ଇରାକ୍‌ର ବୋମାମାଡ଼: ୨ ଆଇଏସ୍‌ ଆତଙ୍କବାଦୀ ନିହତ

ବାଗଦାଦ୍‌,୧୭।୮: ଇରାକ୍‌ର ବୋମାମାଡ଼ରେ ୨ ଆଇଏସ୍‌ ଆତଙ୍କବାଦୀ ନିହତ ହୋଇଛନ୍ତି। ପୂର୍ବ ଦିୟାଲ ପ୍ରଦେଶରେ ହୋଇଥିବା ଆତଙ୍କବାଦୀ ବିରୋଧୀ ଅପରେଶନ୍‌ରେ ଏହି ସଫଳତା ମିଳିଥିବା କୁହାଯାଉଛି। ଏହା ସହିତ ଆଇଏସ୍‌କୁ ପାଣ୍ଠି ଯୋଗାଉଥିବା ଅଭିଯୋଗରେ ୨ ଜଣଙ୍କୁ ଗିରଫ କରାଯାଇଛି। ଆତଙ୍କବାଦୀ…

ଅଜବ ନିଶା : ସାପ ପରେ ଏବେ ଡ୍ରାଗନ୍‌ ହେବା ଲକ୍ଷ୍ୟ, ୨୦୨୫ ସୁଦ୍ଧା ସମ୍ପୂର୍ଣ୍ଣ ସରୀସୃପ ପାଲଟିବେ ଏହି ବ୍ୟକ୍ତି

ଭଗବାନଙ୍କ ସୃଷ୍ଟିରେ ମଣିଷ ଶ୍ରେଷ୍ଠ ଜୀବ। ସୁନ୍ଦର ଦେଖାଯିବା ପାଇଁ ପ୍ରତ୍ୟେକ ମଣିଷ ଚାହିଁଥାନ୍ତି। ଖାସ୍‌କରି କିଛି ଲୋକ ବିୟୁଟିସିଆନ୍‌ଙ୍କ ପାଖକୁ ମଧ୍ୟ ଯାଇଥାନ୍ତି। ହେଲେ ଆଜିର ସମୟରେ କେହି ଜୀବଜନ୍ତୁଙ୍କ ପରି ଦେଖାଯିବାକୁ ଇଚ୍ଛା କରିବେ? ହୁଏତ ନା। କିନ୍ତୁ…

ଜନସଂଖ୍ୟା ବୃଦ୍ଧି: ଆମେ ୫ ଆମର ୨୫ ନୀତି ଚଳିବନି କହିଲା ସାମନା

ମୁମ୍ବାଇ,୧୭।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସଂଖ୍ୟା ବୃଦ୍ଧି ଉପରେ ଦେଇଥିବା ମନ୍ତବ୍ୟକୁ ଶିବସେନା ମୁଖପତ୍ର ସାମନା ସମର୍ଥନ କରିଛି। ସାମନାରେ ପ୍ରକାଶିତ ହୋଇଛି ଯେ, ଏବେ ଦେଶରେ ଆଉ ଆମେ ୫ ଆମର ୨୫ ନୀତି ଚଳିବନି।…

ସବ୍‌ରେଜିଷ୍ଟ୍ରି ଅଫିସରେ ତାଲା ପକାଇଲା ଓକିଲ ସଂଘ

ଲୋଇସିଂହା,୧୭।୮(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ତହସିଲର ସବରେଜିଷ୍ଟ୍ରି ଅଫିସର କିରାଣି ମେନାରାମ ବିଶିଙ୍କୁ ଲୋଇସିଂହା ତହସିଲକୁ ବଦଳି କରାଯାଇଥିଲା । ଶୁକ୍ରବାର ସେ ଲୋଇସିଂହା ତହସିଲରେ ଯୋଗଦାନ କରିବାକୁ ଥିବା ବେଳେ ଲୋଇସିଂହା ବାର୍‌ ଓକିଲ ସଂଘ ପକ୍ଷରୁ ତାଙ୍କୁ ବିରୋଧ…

ରବିବାରଠାରୁ ଖୁଦୁରୁକୁଣୀ ଓଷା: ଭାଇର ଶୁଭ ମନାସି ମା’ ମଙ୍ଗଳାଙ୍କୁ ପୂଜା କରିବେ ଭଉଣୀ

କେନ୍ଦୁଝର.୧୭।୮(ସ୍ବ.ପ୍ର.): ରବିବାରଠାରୁ ଆରମ୍ଭ ହେଉଛି ମା’ ମଙ୍ଗଳାଙ୍କ ଖୁଦୁରୁକୁଣୀ ଓଷା। ଭାଇର ଶୁଭ ମନାସି ଭଉଣୀମାନେ ପାରମ୍ପରିକ ରୀତିରେ ପୂଜାର୍ଚ୍ଚନା କରି ବ୍ରତ ରଖିଥାନ୍ତି। ଏ ନେଇ ବଜାର, ରାସ୍ତାଘାଟ ସବୁଆଡ଼େ ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ବିକ୍ରି ହେଉଛି। କେନ୍ଦୁଝର ସହର…

ବେଆଇନ ଖଣି ଖନନ: ଜିଲାପାଳଙ୍କ କୋର୍ଟରେ ଶୁଣାଣି, ୩ ଖଣି ମାଲିକଙ୍କ ସମ୍ପତ୍ତି ବାଜ୍ୟାପ୍ତି ଲାଗି ନିର୍ଦ୍ଦେଶ

କେନ୍ଦୁଝର, ୧୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲାପାଳଙ୍କ କୋର୍ଟରେ ଶନିବାର ବେଆଇନ ଖଣି ଖନନ ନେଇ ଜରିମାନା ଦେଇ ନ ଥିବା ୩ ଖଣି ମାଲିକଙ୍କ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ବି.କେ. ମହାନ୍ତି, ଭଞ୍ଜ ମିନେରାଲସ୍‌ ଏବଂ ବାସୁଦେବ ଅଗ୍ରୱାଲ ଖଣି ଲିଜଧାରୀମାନଙ୍କ…

୮ ଫୁଟ ୧ ଇଞ୍ଚ ଉଚ୍ଚା ଧର୍ମେନ୍ଦ୍ର ଯୋଗୀଙ୍କୁ ମାଗିଲେ ସହାୟତା

ଲକ୍ଷ୍ନୌ,୧୭।୮: ଭାରତର ସବୁଠାରୁ ଉଚ୍ଚା ବ୍ୟକ୍ତି ଧର୍ମେନ୍ଦ୍ର ନିଜ ଚିକିତ୍ସା ପାଇଁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହାୟତା ଲୋଡ଼ିଛନ୍ତି। ତାଙ୍କର ହିପ୍‌ ଟ୍ରାନ୍ସପ୍ଲାଣ୍ଟ୍‌ ଲାଗି ୮ ଲକ୍ଷ ଟଙ୍କାର ଆବଶ୍ୟକତା ରହିଛି। ସେ ଶନିବାର ଯୋଗୀଙ୍କ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ତେବେ…

ପାକିସ୍ତାନ କୂଟନୈତିଜ୍ଞଙ୍କ ନାଲିଆଖି: କହିଲେ ଛାୟା ଯୁଦ୍ଧ କିମ୍ବା ଯୁଦ୍ଧ ଦ୍ୱାରା କଶ୍ମୀର ସମସ୍ୟାର ହେବ ସମାଧାନ

ଇସଲାମାବାଦ୍‌, ୧୭।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ନେଇ ପାକିସ୍ତାନର ମତିଭ୍ରମ ହେବାରେ ଲାଗିଛି। ସମର୍ଥନ ଯୋଗାଡ଼ କରିବାରେ ଅସଫଳ ହେବା ପରେ ପାକିସ୍ତାନ ଏବେ ବିବାଦୀୟ ମନ୍ତବ୍ୟ ଦେବାରେ ଲାଗିଛି। ଏନେଇ ପାକିସ୍ତାନ କୂଟନୈତିଜ୍ଞ ଜାଫର ହିଲାଲେ ଭାରତକୁ ନାଲିଆଖି ଦେଖାଇଛନ୍ତି।…

ଇଂଲଣ୍ଡ ଅଧିନାୟକ ପଦ ଛାଡ଼ିପାରନ୍ତି ମୋର୍ଗାନ

ଲଣ୍ଡନ,୧୭।୮- ଆଇସିସି ବିଶ୍ୱକପ୍‌ ଚାମ୍ପିୟନ ଇଂଲଣ୍ଡ ଦଳର ଅଧିନାୟକ ଇଆନ ମୋର୍ଗାନ ପଦ ଛାଡ଼ିବା ନେଇ ଚିନ୍ତା କରୁଛନ୍ତି। ତାଙ୍କ ଅଣ୍ଟାଜନିତ ଆହତ ସମସ୍ୟା ଯୋଗୁ ସେ ଏଭଳି ଚିନ୍ତା କରୁଥିବା କହିଛନ୍ତି। ମୋର୍ଗାନଙ୍କ ନେତୃତ୍ୱରେ ଇଂଲଣ୍ଡ ଗତ ମାସରେ ସଂଘର୍ଷପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?