ଅତ୍ୟାଧୁନିକ ସେବା ଯୋଗାଇବା ଉପରେ ଗୁରୁତ୍ୱ
ଭୁବନେଶ୍ୱର, ୧୭ା୮ (ବ୍ୟୁରୋ): ରାଜ୍ୟର ତିନି ପ୍ରମୁଖ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲରେ ୟୁରୋଲୋଜି, ହୃଦ୍ରୋଗ, ନେଫ୍ରୋଲୋଜି ଚିକିତ୍ସା କ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ନିର୍ଦ୍ଦେଶ ଦେଇଛନ୍ତି। ଶୁକ୍ରବାର…
୩୮ଜଣଙ୍କୁ ମିଳିଲା ପୋଲିସ ପଦକ
ଭୁବନେଶ୍ୱର,୧୭ା୮(ବ୍ୟୁରୋ): ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ପୋଲିସ, ଅଗ୍ନିଶମ ଓ କାରାଗାର ବିଭାଗର ଅଧିକାରୀ ଏବଂ କର୍ମଚାରୀଙ୍କୁ ପଦକ ପ୍ରଦାନ କରାଯାଇଛି। ସ୍ଥାନୀୟ ଜୟଦେବ ଭବନରେ ଗୁରୁବାର ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପଦକ ପ୍ରଦାନ କରିଛନ୍ତି।…
ନୟାଗଡ଼ ଜିଲା ମୁଖ୍ୟ ଚିକତ୍ସାଳୟ : ୮ମାସ ହେଲା ବନ୍ଦ ରହିଛି ଇସିଜି
ନୟାଗଡ଼ ଅଫିସ,୧୭ା୮- ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଦଲାଲମାନେ ଅବାଧରେ ପଶି ରୋଗୀମାନଙ୍କ ଇସିଜି (ଇଲୋକ୍ଟ୍ରୋ କାଡ଼ିଓଗ୍ରାମ) ପରୀକ୍ଷା କରୁଛନ୍ତି। ଦିନେ କି ଦୁଇଦିନ ନୁହେଁ ଦୀର୍ଘ ୮ମାସ ହେଲା ଏହିଭଳି ଅବ୍ୟବସ୍ଥା ଦେଖିବାକୁ ମିଳିଛି। ମୁଖ୍ୟ ଚିକିତ୍ସାଳୟରେ ମାଗଣା ଇସିଜି…
ଅଡୁଆରେ ଭିସା ଷ୍ଟିଲ: କାରଖାନା ବନ୍ଦ ପାଇଁ ଏନ୍ଜିଟିର ନିର୍ଦ୍ଦେଶ
ଯାଜପୁର ଅଫିସ,୧୭ା୮- କଳିଙ୍ଗନଗର ଭିସା ଷ୍ଟିଲ କାରଖାନା ଦ୍ୱାରା ଉକତ୍ଟ ବାୟୁ ଓ ଜଳ ପ୍ରଦୂଷଣ ପାଇଁ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍ଜିଟି) ପକ୍ଷରୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍ପିସିବି)କୁ କଡ଼ା ନିର୍ଦ୍ଦେଶ ହୋଇଛି। ଏନ୍ଜିଟିରେ ଆବେଦନ ସଂଖ୍ୟା ୧୯/୨୦୧୯ (ଇଜେଡ)…
ବାଜପେୟୀଙ୍କ ନାମରେ ମେଡିକାଲ କଲେଜ
ନୂଆଦିଲ୍ଲୀ,୧୭ା୮(ପି.ଟି.): ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀରେ ତାଙ୍କ ନାମରେ ଏକ ମେଡିକାଲ କଲେଜକୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ଶୁକ୍ରବାର ଉଦ୍ଘାଟନ କରିଛନ୍ତି। ଅଟଳ ବିହାରୀ ବାଜପେୟୀ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନସେସ୍(ଏବିଭିଆଇଏମ୍ଏସ୍) ନାମକ ଏହି କଲେଜରେ ଚଳିତ…
‘ଦବଙ୍ଗ-୩’ର ଶୁଟିଂସେଟ୍ରେ ସଲମାନ୍
ଜୟପୁର: ବଲିଉଡ ସୁପରଷ୍ଟାର ସଲମାନ୍ ଖାନ୍ ‘ଦବଙ୍ଗ’ର ତୃତୀୟ ଭାଗ ଶୁଟିଂରେ ବର୍ତ୍ତମାନ ବ୍ୟସ୍ତ ଅଛନ୍ତି। ପ୍ରବଳ ବର୍ଷା ସତ୍ତ୍ୱେ ସେ ଏଠାରେ ଶୁଟିଂ ଆରମ୍ଭ କରିଛନ୍ତି। ସଲମାନ୍ ଗୁରୁବାର ‘ଦବଙ୍ଗ-୩’ର ଶୁଟିଂସେଟ୍ର ଏକ ଭିଡିଓ ଇନ୍ଷ୍ଟାଗ୍ରାମ୍ରେ ପୋଷ୍ଟ କରିଛନ୍ତି। ଉକ୍ତ…
ପୌରପାଳିକାର ଅଜବ ତଟ ସଫେଇ : ବେଳାଭୂମିରେ ପୋତାଯାଉଛି ଆବର୍ଜନା
ପାରାଦୀପ, ୧୭ା୮ (ସ୍ବ.ପ୍ର.): ସମ୍ପ୍ରତି ସମଗ୍ର ଦେଶରେ ସରକାରୀ ଓ ବେସରକାରୀ ଭାବେ ସ୍ବଚ୍ଛ ଭାରତ ଅଭିଯାନରେ ସଫେଇ କାର୍ଯ୍ୟକ୍ରମ ଚାଲିଛି। ଏହାଦ୍ୱାରା ସମସ୍ତେ ନିଜ ଅଞ୍ଚଳରେ ଆବର୍ଜନାମୁକ୍ତ ପରିବେଶ ସୃଷ୍ଟି କରିବେ ବୋଲି କୁହାଯାଉଛି। ଏହି କ୍ରମରେ ପାରାଦୀପ ପୌରପାଳିକା…
ସିଡିଏସ୍ ଦୌଡ଼: ଆଗରେ ଜେନେରାଲ ବିପିନ ରାଓ୍ବତ୍
ନୂଆଦିଲ୍ଲୀ, ୧୭ା୮(ପି.ଟି.): ସ୍ଥଳ ସେନାଧ୍ୟକ୍ଷ ଜେନେରାଲ ବିପିନ ରାଓ୍ବତ୍ ସିଡିଏସ୍ ମୁଖ୍ୟ( ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍) ହେବାର ସମ୍ଭାବନା ରହିଛି। ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ପଦ ଗଠନ ସହ ସ୍ଥଳ,…
ଯୌନ ନିର୍ଯାତନା ମାମଲା: ମେଜର ଜେନେରାଲ ବହିଷ୍କୃତ
ନୂଆଦିଲ୍ଲୀ,୧୭ା୮ (ପି.ଟି.): ଯୌନ ନିର୍ଯାତନା ଅଭିଯୋଗ ମାମଲାରେ ସମ୍ପୃକ୍ତ ଜଣେ ମେଜର ଜେନେରାଲଙ୍କୁ ସେନା ବହିଷ୍କାର କରିଛି। କୋର୍ଟ ମାର୍ଶାଲ ବେଳେ ସେ ଦୋଷୀସାବ୍ୟସ୍ତ ହେବାରୁ ତାଙ୍କୁ ବହିଷ୍କାର କରିବା ପ୍ରସ୍ତାବକୁ ସେନାଧ୍ୟକ୍ଷ ଜେନେରାଲ ବିପିନ ରାଓ୍ବତ୍ ଅନୁମୋଦନ କରିଥିଲେ। କାର୍ଯ୍ୟାନୁଷ୍ଠାନ…
ମକାକ୍ଷେତରେ ବିମାନ ଅବତରଣ
ମସ୍କୋ, ୧୭ା୮(ପି.ଟି.): ରୁଷିଆର ୟୁରାଲ ଏୟାରଲାଇନ୍ସ ଏ୩୨୧ ବିମାନ ୨୨୬ ଯାତ୍ରୀ ଓ ୭ କର୍ମଚାରୀଙ୍କୁ ନେଇ ଗୁରୁବାର ମସ୍କୋର ଝୁକୋଭସ୍କାୟା ବିମାନବନ୍ଦରରୁ କ୍ରିମିଆ ଅଭିମୁଖେ ଉଡ଼ାଣ ଆରମ୍ଭ କରିବାର କିଛିକ୍ଷଣ ପରେ ପକ୍ଷୀମାଡ଼ର ଶିକାର ହୋଇଥିଲା। ବିମାନର ଦୁଇଟି ଇଞ୍ଜିନ…
ପେହଲୁ ଖାନ୍ ହତ୍ୟା ମାମଲା: ପୁନଃତଦନ୍ତ ନିର୍ଦ୍ଦେଶ ଦେଲେ ଗେହଲଟ
ଜୟପୁର,୧୭ା୮: ବହୁଚର୍ଚ୍ଚିତ ପେହଲୁ ଖାନ୍ ଭିଡ଼ହିଂସା ମାମଲାରେ ତଳକୋର୍ଟ ସମସ୍ତ ୬ ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରିଦେବା ଘଟଣାକୁ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇବା ପରେ ରାଜସ୍ଥାନ ସରକାର ଘଟଣାର ପୁନଃ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଅତିରିକ୍ତ ଜିଲା ଜଜ୍…
ପାର୍ଥ, ରାଜୀବଙ୍କୁ ସିବିଆଇ ସମନ
କୋଲକାତା, ୧୭ା୮(ପି.ଟି.): ସାରଦା ଚିଟ୍ଫଣ୍ଡ ଦୁର୍ନୀତି ମାମଲାରେ ପଶ୍ଚିମବଙ୍ଗର ମନ୍ତ୍ରୀ ତଥା ଟିଏମ୍ସି ମହାସଚିବ ପାର୍ଥ ଚାଟାର୍ଜୀଙ୍କୁ ସିବିଆଇ ସମନ ଜାରିକରିଛି। ସିବିଆଇ କାର୍ଯ୍ୟାଳୟରେ ବ୍ୟକ୍ତିଗତ ହାଜର ହୋଇ ପକ୍ଷ ରଖିବାକୁ ତାଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡ଼ିଛି। ପଶ୍ଚିମବଙ୍ଗର ଶିକ୍ଷାମନ୍ତ୍ରୀ ଥିବା…

