ରୁଗ୍ଣ ହାତୀକୁ ଚଲାଇ ମାରିଦେଲେ
କଲମ୍ବୋ, ୧୭ା୮: ହାଡ଼ କଙ୍କାଳ ଦେଖାଯାଉଥିବା ଏକ ୭୦ ବର୍ଷୀୟ ରୁଗ୍ଣ ହାତୀକୁ ଶ୍ରୀଲଙ୍କାରେ ଚଲାଇ ଚଲାଇ ମାରିଦେଇଥିବା ଜଣାପଡ଼ିଛି। ଏକ ବଡ ବୌଦ୍ଧ ମହୋତ୍ସବରେ ହାତୀଟିକୁ ପରେଡ୍ କରିବା ଲାଗି ନିଆଯାଇଥିଲା। ଅସୁସ୍ଥତା ସତ୍ତ୍ୱେ ଦେହସାରା ପୋଷାକ ପିନ୍ଧାଯାଇ ହାତୀଟିକୁ…
୧୦୦ ଲକ୍ଷ କୋଟିରେ ଭିତ୍ତିଭୂମି ବିକାଶ
ନୂଆଦିଲ୍ଲୀ,୧୭ା୮, (ପି.ଟି./ଆଇଏଏନ୍ଏସ୍): ଭାରତର ୭୩ତମ ସ୍ବାଧୀନତା ଦିବସ ଗୁରୁବାର ଦେଶବ୍ୟାପୀ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଷଷ୍ଠଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରି ଦେଶବାସୀଙ୍କୁ ଉଦ୍ବୋଧନ ଦେଇଛନ୍ତି। ଧଳା କୁର୍ତ୍ତା ପାଇଜାମା ପରିହିତ ଓ ମୁଣ୍ଡରେ…
ରାଜପଥ, ପାରିପାର୍ଶ୍ୱିକ ରାସ୍ତା ହେଲାଣି ମରଣଯନ୍ତା: ଏନ୍ଏଚ୍ଏଆଇ, ନାଲ୍କୋ ଉପରେ ବର୍ଷିଲେ ଏମ୍ପି
ଅନୁଗୋଳ ଅଫିସ, ୧୭।୮ – ଅନୁଗୋଳ ଓ ଢେଙ୍କାନାଳ ଜିଲା ମଧ୍ୟ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅନେକ ସ୍ଥାନରେ ବିପଦଶଙ୍କୁଳ ଅବସ୍ଥାରେ ଅଛି। ଏଥିଯୋଗୁ ଦୁର୍ଘଟଣାମାନ ଘଟି ବହୁ ଧନ ଜୀବନ ନଷ୍ଟ ହେଉଥିଲେ ବି ରାଜପଥ…
କଶ୍ମୀରରେ ସରକାରୀ ଅଫିସ ଖୋଲିଲା
ନୂଆଦିଲ୍ଲୀ,୧୭ା୮(ପି.ଟି.): ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ସମ୍ଭାବ୍ୟ ଆଇନଶୃଙ୍ଖଳା ସମସ୍ୟାକୁ ଆଖିଆଗରେ ରଖି ଜମ୍ମୁ-କଶ୍ମୀରରେ ଲାଗୁ ହୋଇଥିବା କଟକଣା ପର୍ଯ୍ୟାୟକ୍ରମେ ହଟାଇଦେବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି। ଜମ୍ମୁ-କଶ୍ମୀରର ସରକାରୀ କାର୍ଯ୍ୟାଳୟଗୁଡିକ ଶୁକ୍ରବାରଠାରୁ ପୂର୍ଣ୍ଣମାତ୍ରାରେ କାର୍ଯ୍ୟକ୍ଷମ ହୋଇଥିବାବେଳେ ସୋମବାରଠାରୁ ସ୍କୁଲ ଖୋଲିବ…
ଥର୍ ଲିଙ୍କ୍ ଏକ୍ସପ୍ରେସ ବନ୍ଦକଲା ଭାରତ
ଜୟପୁର, ୧୭ା୮(ପି.ଟି.): ରାଜସ୍ଥାନର ଯୋଧପୁରରୁ ପାକିସ୍ତାନର କରାଚୀ ସହରକୁ ସଂଯୋଗ କରୁଥିବା ଥର୍ ଲିଙ୍କ ଏକ୍ସପ୍ରେସ ରେଳସେବାକୁ ଶୂୁକ୍ରବାର ଭାରତ ବାତିଲ କରିଛି। ଶୁକ୍ରବାରଠାରୁ ଏହି ରେଳଯାତ୍ରା କରାଯିବ ନାହିଁ ବୋଲି ଉତ୍ତର ପଶ୍ଚିମ ରେଳ ମୁଖ୍ୟ ଜନସମ୍ପର୍କ ଅଧିକାରୀ ଅଭୟ…
ଭୋଟର ପରିଚୟପତ୍ର ସହ ଆଧାର ଲିଙ୍କ୍ ପ୍ରସ୍ତାବ
ନୂଆଦିଲ୍ଲୀ,୧୭ା୮: ଆଧାର ନମ୍ବରକୁ ଭୋଟର ପରିଚୟପତ୍ର ସହ ତୁରନ୍ତ ସଂଯୋଗ କରିବା ଲାଗି ନିର୍ବାଚନ କମିଶନ (ଇସି) ଆଇନଗତ କ୍ଷମତା ଚାହୁଁଛନ୍ତି। ସେଥିପାଇଁ ବର୍ତ୍ତମାନର ଆଇନରେ ସଂଶୋଧନ କରିବାକୁ ଇସି କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। ଜାଲ୍ ଭୋଟରଙ୍କୁ ଚିହ୍ନଟ କରିବା…
ଶାନ୍ତିପୂର୍ଣ୍ଣ ଉପାୟରେ ସମାଧାନ କର: ଚାଇନା
ଜାତିସଂଘ,୧୭ା୮(ପି.ଟି.) : ଭାରତ ଓ ପାକିସ୍ତାନ ଶାନ୍ତିପୂର୍ଣ୍ଣ ଉପାୟରେ କଶ୍ମୀର ପ୍ରସଙ୍ଗର ସମାଧାନ କରନ୍ତୁ ବୋଲି ୟୁଏନ୍ଏସ୍ସି ରୁଦ୍ଧଦ୍ୱାର ବୈଠକ ପରେ ଚାଇନା ପରାମର୍ଶ ଦେଇଛି। ଜାତିସଂଘରେ ଚାଇନାର ଆମ୍ବାସାଡର ଝାଙ୍ଗ ଜୁନ୍ ଗଣମାଧ୍ୟମକୁ କହିଛନ୍ତି, କଶ୍ମୀର ପ୍ରସଙ୍ଗରେ ଦୁଇପକ୍ଷ କୌଣସି…
ଭାରତର ଉଦ୍ୟମକୁ ଗ୍ରହଣ କରିଛି ୟୁଏନ୍ଏସ୍ସି
ଜାତିସଂଘ,୧୭ା୮(ପି.ଟି.): କଶ୍ମୀରରେ ସ୍ବାଭାବିକ ସ୍ଥିତି ଫେରାଇ ଆଣିବା ପାଇଁ ନୂଆଦିଲ୍ଲୀ ପକ୍ଷରୁ ଚାଲିଥିବା ଉଦ୍ୟମକୁ ୟୁଏନ୍ଏସ୍ସି ଗ୍ରହଣ କରିଛି ବୋଲି ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟ ସୟଦ ଆକବରୁଦ୍ଦିନ ପ୍ରକାଶ କରିଛନ୍ତି। ଘଣ୍ଟାଏ ଧରି ଚାଲିଥିବା ବୈଠକ ପରେ ସେ କହିଛନ୍ତି,…
ପୋଖରାନ୍ରୁ ପାକିସ୍ତାନକୁ ରାଜନାଥଙ୍କ ଚେତାବନୀ: ବଦଳିବ ଆଣବିକ ଅସ୍ତ୍ର ପ୍ରୟୋଗ ନୀତି
ଜୟପୁର/ନୂଆଦିଲ୍ଲୀ,୧୭ା୮(ପି.ଟି.) : ଭାରତ କୌଣସି ରାଷ୍ଟ୍ର ଉପରେ ପ୍ରଥମେ ଆଣବିକ ଅସ୍ତ୍ର ବ୍ୟବହାର କରିବ ନାହିଁ ବୋଲି ଅଦ୍ୟାବଧି ପ୍ରତିଶ୍ରୁତିବଦ୍ଧ ଥିବାବେଳେ ଏହି ‘ନୋ ଫାଷ୍ଟ ୟୁଜ୍’ (ଏନ୍ଏଫ୍ୟୁ) ନୀତିରେ ପରିବର୍ତ୍ତନର ସଙ୍କେତ ଦେଇଛନ୍ତି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ। ଭାରତ ଆଗକୁ…
ଗ୍ରାହକ ସେବା କେନ୍ଦ୍ରରେ ଟଙ୍କା ଆତ୍ମସାତ୍ ଘଟଣା:ସିଏସ୍ପି ମୁଖ୍ୟ ଗିରଫ
ନୂଆପଡା ଅଫିସ,୧୭ା୮ ଏସ୍ବିଆଇର ଗ୍ରାହକ ସେବା କେନ୍ଦ୍ରରେ ଚଞ୍ଚକତା କରି କୋଟି କୋଟି ଟଙ୍କା ଆତ୍ମସାତ କରାଯାଉଛି ା ଗ୍ରାହକଙ୍କ ଏପରି ଅଭିଯୋଗ ପରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ନୂଆପଡା ପୋଲିସ । ଅଭିଯୁକ୍ତ ଜଣକ…
ଇନ୍ଦ୍ରଧନୁର ସାତ ରଙ୍ଗରେ ସଜେଇ ହୋଇଛି ଏହି ଗାଁ
ଦୁନିଆରେ ଏମିତି ବି ଏକ ଇନ୍ଦ୍ରଧନୁର ସାତ ରଙ୍ଗରେ ସଜେଇ ହୋଇଛି ଏହି ଗାଁ ଅଛି, ଯେଉଁଠି ଧୂଳିମାଟିର ପ୍ରଶ୍ନ ନାହଁି, ତେବେ ଏହା ଅବିଶ୍ୱସନୀୟ ଲାଗିପାରେ। କିନ୍ତୁ ଏମିତି ବି ଏକ ଗାଁ ଅଛି ଯେଉଁ ଇନ୍ଦ୍ରଧନୁର ସାତ ରଙ୍ଗରେ…
ସେପ୍ଟେମ୍ବର ୧୪ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ଶେଷ କରିବାକୁ ହେବ: ବିସିସିଆଇ ନିର୍ବାଚନ ଅଧିକାରୀ
ନୂଆଦିଲ୍ଲୀ, ୧୬ା୮ (ପି.ଟି.)-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ନୂଆ କର୍ମକର୍ତ୍ତା ନିର୍ବାଚନ ଅକ୍ଟୋବର ୨୨ରେ କରିବା ଲାଗି ପ୍ରଶାସକ କମିଟି (ସିଓଏ) ସ୍ଥିର କରିଛି। ଏଥିରେ ଅଂଶଗ୍ରହଣ କରିବାକୁ ହେଲେ ରାଜ୍ୟ ଆସୋସିଏଶନଗୁଡ଼ିକୁ ସେପ୍ଟେମ୍ବର୧୪ ସୁଦ୍ଧା ସେମାନଙ୍କ ନିର୍ବାଚନ କାର୍ଯ୍ୟ…

