ଜାତିପ୍ରଥା ପାଇଁ ମୃତଦେହ ୨ ଦିନ ଘରେ ପଡ଼ି ରହିଲା
ବାରିପଦା ଅଫିସ/ କୁଳିଅଣା,୧୬ା୮(ଡି.ଏନ୍.ଏ.)- ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ଜାତିପ୍ରଥାକୁ କେନ୍ଦ୍ରକରି ଜଣେ ମହିଳାଙ୍କ ମୃତଦେହ ୨ ଦିନ ଘରେ ପଡ଼ି ରହିବା ଭଳି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ୨ ପରିବାର ମଧ୍ୟରେ ଲିଖିତ…
ଛକା ମାରିବାରେ ସଚିନଙ୍କ ସମକକ୍ଷ ଟିମ୍ ସୌଦି
ଗାଲେ,୧୬।୮: ନ୍ୟୁଜିଲାଣ୍ଡ କ୍ରିକେଟର ଟିମ୍ ସୌଦି ନିଜର ଉଇକେଟ ନେବାର ଦକ୍ଷତା, ସୁଇଂ ବୋଲିଂ ଓ ଚମତ୍କାର ଫିଲ୍ଡିଂ ଯୋଗୁ ଜଣାଶୁଣା। ଏହା ବ୍ୟତୀତ ତାଙ୍କର ଛକା ଲଗାଇବାର ମଧ୍ୟ ଦକ୍ଷତା ରହିଛି। ସେ ଶୁକ୍ରବାର ଟେଷ୍ଟ ଫର୍ମାଟରେ ଛକା ଲଗାଇବାରେ…
ବଜରଙ୍ଗଙ୍କୁ ମିଳିବ ଖେଳରତ୍ନ
ନୂଆଦିଲ୍ଲୀ,୧୬।୮(ପିଟି): ଏସିଆନ୍ ଗେମ୍ସ ଓ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ପଦକ ବିଜେତା ବଜରଙ୍ଗ ପୁନିଆ ଶୁକ୍ରବାର ଦେଶରେ କ୍ରୀଡ଼ା ଜଗତର ସବୁଠୁ ବଡ଼ ସମ୍ମାନ ରାଜୀବ ଗାନ୍ଧୀ ଖେଳରତ୍ନ ପାଇଁ ମନୋନୀତ ହୋଇଛନ୍ତି। କ୍ରୀଡ଼ା ମନ୍ତ୍ରଣାଳୟର ୧୨ ଜଣିଆ ଚୟନ କମିଟି…
ପୁଣି ରବି ଶାସ୍ତ୍ରୀ
ମୁମ୍ବାଇ,୧୬।୮: ରବି ଶାସ୍ତ୍ରୀ ପୁଣି ଥରେ ଭାରତୀୟ ଦଳର ମୁଖ୍ୟ କୋଚ୍ ନିଯୁକ୍ତ ହୋଇଛନ୍ତି। ୧୯୮୩ ବିଶ୍ୱକପ ଚାମ୍ପିୟନ ଦଳର ଅଧିନାୟକ କପିଳ ଦେବଙ୍କ ନେତୃତ୍ୱରେ କ୍ରିକେଟ ଉପଦେଷ୍ଟା କମିଟି (ସିଏସି) ଶାସ୍ତ୍ରୀଙ୍କୁ କ୍ରମାଗତ ଦ୍ୱିତୀୟ ଥର ପାଇଁ ଟିମ୍ ଇଣ୍ଡିଆର…
ଅଧିକ ହଳଦୀ କ୍ଷତିକାରକ
ହଳଦୀ ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ବୋଲି ସମସ୍ତଙ୍କୁ ଜଣା। ସେଥିପାଇଁ ତାକୁ ରୋଷେଇ ଘରର ଭଲ ମସଲା ବୋଲି କୁହାଯାଏ। ହେଲେ ଏବେ ଗବେଷକମାନେ କହିଛନ୍ତି ଅତ୍ୟଧିକ ହଳଦୀ ବ୍ୟବହାର ଶରୀର ପାଇଁ କ୍ଷତିକାରକ। -ହଳଦୀରେ ରହିଛି କର୍କକ୍ୟୁମିନ। ଯାହା ଶରୀର…
ବାଜି ମାରିଲା ‘ମିଶନ ମଙ୍ଗଳ’
ମୁମ୍ବାଇ: ବଲିଉଡ୍ ଦୁନିଆ ପାଇଁ ଚଳିତ ବର୍ଷର ସ୍ବାଧୀନତା ଦିବସ ଭଲ ଦିନ ଭାବେ ପରିଗଣିତ ହୋଇଛି। କାହିଁକିନା ଅଗଷ୍ଟ ୧୫ରେ ବଲିଉଡ୍ର ୨ଟି ବଡ ଫିଲ୍ମ ରିଲିଜ୍ ହୋଇଛି ଆଉ ଏହା ପ୍ରଥମ ଦିନରେ ହିଁ ବାଜି ମାରିଛି। ଅକ୍ଷୟ…
ଆତଙ୍କବାଦୀ ଆକ୍ରମଣ ଆଶଙ୍କା କରି ଜମ୍ମୁ-କଶ୍ମୀରରେ ହାଇ ଆଲର୍ଟ ଜାରି
ନୂଆଦିଲ୍ଲୀ,୧୬।୮: ପାକିସ୍ତାନ ଆତଙ୍କବାଦୀଙ୍କ ଦ୍ୱାରା ଜମ୍ମୁ-କଶ୍ମୀରରେ ଆକ୍ରମଣ ଆଶଙ୍କା କରି ଶୁକ୍ରବାର ଅପରାହ୍ନରେ ଭାରତୀୟ ବାୟୁସେନା ଓ ସ୍ଥଳ ସେନାଙ୍କୁ ସଜାଗ ରଖାଯିବା ସହ ସେଠାରେ ହାଇ ଆଲର୍ଟ ଜାରି କରାଯାଇଛି। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ କରାଯିବା ପରେ ଏବେ…
ମହାନଦୀରେ ବନ୍ୟାଜଳ ପ୍ରବାହିତ, ୩ ବ୍ଲକର ଲୋକେ ଆତଙ୍କିତ
କେନ୍ଦ୍ରାପଡ଼ା ଅଫିସ,୧୬।୮: ମହାନଦୀରେ ବନ୍ୟାଜଳ ପ୍ରବାହିତ ହେତୁ କେନ୍ଦ୍ରାପଡ଼ା ଜିଲାର ମହାକାଳପଡ଼ା, ଗରଦପୁର ଓ ମାର୍ଶାଘାଇ ବ୍ଲକର ୩୦ରୁ ଊର୍ଦ୍ଧ୍ୱ ଗ୍ରାମରେ ପାଣି ପଶିଛି। ଏହି ସମସ୍ୟାର ସମାଧାନ ହୋଇ ନ ଥିବା ବେଳେ ଅପରାହ୍ନରେ ହୋଇଥିବା ବର୍ଷା ସ୍ଥାନୀୟ ଅଧିବାସୀଙ୍କୁ…
ପ୍ରବଳ ବର୍ଷା ପାଇଁ କୋଲକତାରେ ବିମାନ ସେବା ବାଧାପ୍ରାପ୍ତ
କୋଲକତା,୧୬।୮: ପ୍ରବଳ ବର୍ଷା ଓ ବିଜୁଳି ଘଡଘଡି ଲାଗି ରହିଥିବାରୁ ଶୁକ୍ରବାର କୋଳକତାରେ ବିମାନ ସେବା ବାଧାପ୍ରାପ୍ତ ହୋଇଛି। କୋଲକତା ବିମାନ ବନ୍ଦରରେ ପହଞ୍ଚିବାକୁ ଥିବା ୪ଟି ବିମାନ ବିଳମ୍ବରେ ପହଞ୍ଚିବାକୁ ଥିବା ବେଳେ ଏଠାରୁ ଉଡିବାକୁ ଥିବା ପ୍ରାୟ ୫…
ପାକିସ୍ତାନରୁ ଫେରି ଓ୍ବାଘା ବର୍ଡରରେ ମିକାଙ୍କ ଭାରତମାତାର ଜୟଗାନ, ଟ୍ରୋଲ କଲେ ଫ୍ୟାନ୍
ବଲିଉଡ୍ ସିଙ୍ଗର ମିକା ସିଂ ପାକିସ୍ତାନରୁ ଇଣ୍ଡିଆ ଫେରିଆସିଛନ୍ତି। କେବେ ଫେରିଛନ୍ତି ସେ ସମ୍ପର୍କରେ ଜଣାନାହିଁ। ମାତ୍ର ମିକାଙ୍କ ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖାଯାଇଛି ମିକା ଓ୍ବାଘା ବର୍ଡରରେ ଭାରତ ମାତାର ଜୟଗାନ…
ଗ୍ରାନାଇଟ କମ୍ପାନୀ କର୍ମଚାରୀଙ୍କୁ ଆକ୍ରମଣ ଘଟଣା: ୨ ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୧୬।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ମହୁଡ଼ା ଗ୍ରାମ ନିକଟ ଶେଖାଓ୍ବତ ଗ୍ରାନାଇଟ କମ୍ପାନୀ କର୍ମଚାରୀଙ୍କୁ ଦାଦାବଟି ଲାଗି କରାଯାଇଥିବା ଆକ୍ରମଣ ଘଟଣାରେ ଶୁକ୍ରବାର ଦିଗପହଣ୍ଡି ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରି ବ୍ରହ୍ମପୁର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ମହୁଡା ଛାଞ୍ଚଡା…
କତଡ଼ା ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍: ୧ ମୃତ, ୧୦ରୁ ଊର୍ଦ୍ଧ୍ୱ ଆହତ
ଛେଣ୍ଡିପଦା,୧୬।୮(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡ଼ା ଥାନା ଦେଇ ଯାଇଥିବା ୫୫ନଂ ଜାତୀୟ ରାଜପଥର କତଡ଼ା ନିକଟରେ ଭାରସାମ୍ୟ ହରାଇ ଶୁକ୍ରବାର ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ଛି। ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

