ଭାର୍ଗବୀ ନଦୀବନ୍ଧରେ ଘଳିଆ
ସାକ୍ଷୀଗୋପାଳ, ୧୬।୮(ଡି.ଏନ.ଏ.): ବଢି ପାଣି ଆସିବା ପରେ ପୁରୀ ଜିଲା ସତ୍ୟବାଦୀ ଅଞ୍ଚଳରେ ପ୍ରବାହିତ ଭାର୍ଗବୀ ନଦୀରେ ଜଳ ପତ୍ତନ ବୃଦ୍ଧି ପାଇଛି। ବିପଦପୂର୍ଣ୍ଣ ଅବସ୍ଥାରେ ରହିଥିବା ସାକ୍ଷୀଗୋପାଳ ଜଳସେଚନ ଉପଖଣ୍ଡ ଭାର୍ଗବୀ ଦକ୍ଷିଣ ପର୍ଶ୍ୱ ନଦୀବନ୍ଧର ୬ଟି ସ୍ଥାନରେ ଘଳିଆ…
ମାଲେସିଆରେ ଗିରଫ ହୋଇପାରନ୍ତି ଜାକିର
କୁଆଲାଲାମପୁର,୧୬।୮: ଧର୍ମକୁ ନେଇ ବିବାଦୀୟ ବୟାନ ଦେଇଥିବା ଜାକିର ନାଇକଙ୍କର ଚିନ୍ତା ବଢି ଯାଇଛି। କାରଣ ମାଲେସିଆ ସରକାର ତାଙ୍କୁ ପଚରା ଉଚରା ପାଇଁ ଗିରଫ କରିପାରନ୍ତି। ମାଲେସିଆ ଗୃହମନ୍ତ୍ରୀ କହିଛନ୍ତି ହିନ୍ଦୁ ବିରୋଧୀ ମନ୍ତବ୍ୟ ଦେଇଥିବା ଅଭିଯୋଗରେ ତାଙ୍କୁ ପଚରା…
ଟିମ୍ ଇଣ୍ଡିଆ କୋଚ୍ ପଦ ଦୌଡ଼ରୁ ସିମନ୍ସ ଓହରିଲେ
ମୁମ୍ବାଇ,୧୬।୮: ପୂର୍ବତନ ଓ୍ବେଷ୍ଟଇଣ୍ଡିଜ ଓପନର ଫିଲ ସିମନ୍ସ ଶୁକ୍ରବାର ଭାରତୀୟ ଦଳର ମୁଖ୍ୟ କୋଚ୍ ପଦ ଦୌଡ଼ରୁ ନିଜ ଆଡ଼ୁ ଓହରି ଯାଇଛନ୍ତି। ଫଳରେ ଟିମ୍ ଇଣ୍ଡିଆର ଗୁରୁତ୍ୱପୂର୍ଣ୍ଣ ପଦ ପାଇଁ ଦୌଡ଼ରେ ଆଉ ମାତ୍ର ୫ ଆବେଦନକାରୀ ରହିଛନ୍ତି। ଏମାନଙ୍କ…
ବଲାଙ୍ଗୀରରେ ବନ୍ୟା ବିତ୍ପାତକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା: ୧ ହଜାର କୋଟିର ସହାୟତା ଦାବି
ବଲାଙ୍ଗୀର ଅଫିସ,୧୬।୮: ବଲାଙ୍ଗୀର ଜିଲାର ବନ୍ୟା ବିତ୍ପାତକୁ ନେଇ ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡି ବଲାଙ୍ଗୀର ଗସ୍ତରେ ଆସି ସମୀକ୍ଷା କରିଛନ୍ତି। ଏହି ସମୀକ୍ଷା ବୈଠକରେ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ, ବଲାଙ୍ଗୀର ଲୋକ ସଭା ସଦସ୍ୟ…
ଇଚ୍ଛାମୃତ୍ୟୁ ପାଇଁ ଜିଲାପାଳଙ୍କ ନିକଟରେ ଆବେଦନ କଲେ ଦମ୍ପତି
ଖୋର୍ଦ୍ଧା ଅଫିସ,୧୬।୮: ଯେଉଁ ମା’ବାପା ସନ୍ତାନର ସୁଖ ପାଇଁ ନିଜକୁ ଜଳାଞ୍ଜଳି ଦେଇଥାନ୍ତି, କିନ୍ତୁ ପରବର୍ତ୍ତୀ ସମୟରେ ସେହି ସନ୍ତାନମାନେ ସେମାନଙ୍କ କର୍ତ୍ତବ୍ୟକୁ ଭୁଲିଯାଇଥାନ୍ତି। ବାର୍ଦ୍ଧକ୍ୟରେ ଉପନୀତ ମା’ବାପାଙ୍କୁ ବୋଝ ବୋଲି ଭାବିବା ସହ ନିର୍ଯାତନା ଦେବାକୁ ମଧ୍ୟ ପଛାନ୍ତି ନାହିଁ।…
ରାତିରେ ଏସବୁ ଖାଦ୍ୟ ଖାଇଲେ ବଢ଼ିଯାଏ ଓଜନ
ଆଜିକାଲି ଓଜନ ବଢ଼ିବା ସମସ୍ୟା ନେଇ ପ୍ରାୟ ସମସ୍ତେ ଚିନ୍ତିତ। ଏମିତି କିଛି ଖାଦ୍ୟ ରହିଛି ଯାହାକୁ ରାତିରେ ଶୋଇବା ପୂର୍ବରୁ ଖାଇଲେ ଓଜନ ବଢ଼ିବାର ଆଶଙ୍କା ରହିଥାଏ। ଜାଣନ୍ତୁ ଏ ସମ୍ପର୍କରେ… – କଦଳୀ ଖାଇବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ।…
ବାଲୁଚିସ୍ତାନରେ ଭୟଙ୍କର ବିସ୍ଫୋରଣ
କ୍ୱେଟା,୧୬।୮: ପାକିସ୍ତାନ କ୍ୱେଟା ନିକଟ ବାଲୁଚିସ୍ତାନର କୁଚଲାକରେ ଥିବା ଏକ ମସ୍ଜିଦରେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୫ ଆହତ ହୋଇଛନ୍ତି। ତେବେ ବିସ୍ଫୋରଣର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ…
କନ୍ଫ୍ଲିକ୍ଟ ଅଫ୍ ଇଣ୍ଟରେଷ୍ଟର ସମ୍ମୁଖୀନ ହୋଇପାରନ୍ତି ମେରୀକମ୍
ନୂଆଦିଲ୍ଲୀ,୧୬।୮: ଚଳିତବର୍ଷ ବିଭିନ୍ନ ଖେଳ ପୁରସ୍କାର ପାଇଁ କ୍ରୀଡ଼ା ମନ୍ତ୍ରଣାଳୟ ଦ୍ୱାରା ଗଠିତ ହୋଇଥିବା ଚୟନ କମିଟି କାର୍ଯ୍ୟକାରିତା ଉପରେ ପ୍ରଶ୍ନ ଉଠିଛି। ଏହି କମିଟିରେ ସ୍ଥାନ ପାଇଛନ୍ତି ଏକମାତ୍ର ସକ୍ରିୟ ଆଥ୍ଲେଟ ଏମ୍.ସି. ମେରୀକମ୍। ଏହି ମହିଳା ଚାମ୍ପିୟନ ବକ୍ସରଙ୍କୁ…
ବିବାଦୀୟ ଜମିକୁ ନେଇ ଗଣ୍ଡଗୋଳ, ଜମି ମାଲିକଙ୍କ ପୁଅ ଆହତ
ଆନନ୍ଦପୁର,୧୬।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ ମୌଜା ବିରିଡିହା ଗ୍ରାମରେ ଏକ ବିବାଦୀୟ ଜମିକୁ ନେଇ ପୁଣି ବିବାଦ ଦେଖାଦେଇଛି। ଜମି ମାଲିକ ସୁଦର୍ଶନ ସାହୁଙ୍କ ଅଭିଯୋଗ କ୍ରମେ ଚଳିତ ମାସ ୬ ତାରିଖରେ କଣ୍ଟିିପାଳ ମୌଜା ଖାତା ନଂ…
ସ୍ବାଧୀନତା ଦିବସ ପାଳିଲା ଡିଏଭି ପୋଖରୀପୁଟ
ଭୁବନେଶ୍ୱର,୧୬।୮(ବ୍ୟୁରୋ): ସ୍ଥାନୀୟ ଡିଏଭି ପୋଖରୀପୁଟରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ଡ. ସୁଜାତା ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଉପସ୍ଥିତ ଛାତ୍ରଛାତ୍ରୀ ଓ ଅଭିଭାବକମାନେ ମିଳିତ ଭାବେ ଜାତୀୟ ସଙ୍ଗୀତ ଗାନ କରିଥିଲେ।…
ଏଥର ଜମ୍ମୁ-କଶ୍ମୀରରେ ସ୍ବାଭାବିକ ହେବ ଟେଲିଫୋନ୍ ସେବା
ଶ୍ରୀନଗର,୧୬।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ଦିଆଯିବା ପରେ ସେଠାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବା ସହ କେତେଗୁଡିଏ ପ୍ରତିବନ୍ଧକ ଲଗାଯାଇଥିଲା। ତେବେ ଶୁକ୍ରବାର ଜମ୍ମୁ-କଶ୍ମୀରର ମୁଖ୍ୟ ସଚିବ ବିଭିଆର୍ ସୁବ୍ରମଣ୍ୟମ କହିଛନ୍ତି, ଏବେ ସେଠାରେ ସୁରକ୍ଷା ବ୍ୟବସ୍ଥା ସହ ପାଣି,…
ଅଲେଖ ଧର୍ମାବଲମ୍ବୀଙ୍କ ନୂଆଖାଇ ଉତ୍ସବ: ନବାନ୍ନ ଖାଇଲେ ଭକ୍ତ
କର୍ଲାମୁଣ୍ଡା,୧୬।୮(ଡି.ଏନ୍.ଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିଆଲପଲା ଓ ଲକ୍ଷ୍ମୀପଡା ନିକଟରେ ଥିବା ଭୀମଭୋଇ ସାଂସ୍କୃତିକ କଳାମଣ୍ଡପ ଓ ଗ୍ରନ୍ଥାଳୟ ମଠରେ ଗୁରୁବାର ମହିମା ଧର୍ମାବଲମ୍ବୀଙ୍କ ନୂଆଖାଇ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସାଧୁବାବା ନାଲୁମୋହନ ଦାସ ଓ ଜୋରନ୍ଦା ବାବା ଅନାଦି…

