Home Left

କେନ୍ଦୁଝରରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ

କେନ୍ଦୁଝର (ସ୍ବ.ପ୍ର.): କେନ୍ଦୁଝର ଷ୍ଟାଡିୟମ ପଡିଆରେ ଗୁରୁବାର ଜିଲାସ୍ତରୀୟ ୭୩ ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି l ମୁଖ୍ୟଅତିଥି ଭାବେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟା ଲଘୁ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ…

ଜାଲିଆନାୱାଲାବାଗ ହତ୍ୟାକାଣ୍ଡର ୧୦୦ବର୍ଷ ପୂର୍ତ୍ତି , ଏବିଭିପିର ତ୍ରିରଙ୍ଗା ଯାତ୍ରା

କେନ୍ଦୁଝର୧୫।୮(ସ୍ବ.ପ୍ର.): କେନ୍ଦୁଝର ଏବିଭିପି ଶାଖା ପକ୍ଷରୁ ଗୁରୁବାର ଜାଲିଆନାୱାଲାବାଗ ହତ୍ୟାକାଣ୍ଡର ୧୦୦ବର୍ଷ ପୂର୍ତ୍ତି ଅବସରରେ ଏକ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଏବିଭିପିର କାର୍ଯ୍ୟକର୍ତ୍ତା ଓ ବିଭିନ୍ନ ମହାବିଦ୍ୟାଳୟର ଛାତ୍ରୀଛାତ୍ରମାନେ ସ୍ଥାନୀୟ ମାଇନିଂରୋଡ ଖଣି ଯାନ୍ତ୍ରିକ ବିଦ୍ୟାଳୟ ଠାରୁ ଶୋଭାଯାତ୍ରାରେ…

ରାଇକିଆରେ ସ୍ବାଧୀନତା ଦିବସ

ରାଇକିଆ,୧୫।୮(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ରାଇକିଆରେ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ଗୁରୁବାର ବିଜୟ ହାଇସ୍କୁଲଠାରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ମାନିନୀ ପ୍ରଧାନ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। କାର୍ଯ୍ୟକ୍ରମରେ ଶିକ୍ଷା, କ୍ରୀଡ଼ା କ୍ଷେତ୍ରରେ କୃତିତ୍ୱ…

ଅଭିନେତ୍ରୀ ବିଦ୍ୟା ସିହ୍ନାଙ୍କ ପରଲୋକ

ମୁମ୍ବାଇ,୧୫।୮: ଟେଲିଭିଜନ ଦୁନିଆର ଲୋକପ୍ରିୟ ଧାରାବାହିକ ‘କୁଲ୍‌ଫି କୁମାର ବାଜଓ୍ବୋଲା’ର ଅଭିନେତ୍ରୀ ବିଦ୍ୟା ସିହ୍ନାଙ୍କର ଗୁରୁବାର ପରଲୋକ ହୋଇଛି। ଫୁସ୍‌ଫୁସ୍‌ ଓ ହୃଦରୋଗ ସମସ୍ୟାରେ ପୀଡିତ ଥିବା ବିଦ୍ୟା ଗୁରୁତର ଅବସ୍ଥାରେ ମୁମ୍ବାଇର କ୍ରିଟିକେୟାର ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବେଳେ କିଛି…

ଜୀବିତ ବାଳକଙ୍କୁ ମୃତ ଘୋଷଣା : ଜଳେଶ୍ୱର ଡାକ୍ତରଖାନାରେ ଭଙ୍ଗାରୁଜା, ରାସ୍ତାରୋକ

ଜଳେଶ୍ୱର,୧୫ା୮: ବାଲେଶ୍ୱର ଜିଲା ଜଳେଶ୍ୱର ସ୍ଥିତ ଗୋପୀ କିଶନ ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଜୀବିତ ବାଳକକୁ ଡାକ୍ତର ମୃତ ଘୋଷଣା କରିବା ନେଇ ଗୁରୁବାର ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଉତ୍ତ୍ୟକ୍ତ ଲୋକେ ଡାକ୍ତରଖାନା ପରିସରରେ ଭଙ୍ଗାରୁଜା କରିବା ସହ…

ବାରିପଦା ମେଡିକାଲ କଲେଜରେ ଅବ୍ୟବସ୍ଥା,କର୍ତ୍ତୃପକ୍ଷଙ୍କୁ ତାଗିଦ କଲେ ଆଇନ ମନ୍ତ୍ରୀ

ବାରିପଦା ଅଫିସ,୧୫ା୮: ମୟୁରଭଞ୍ଜ ଜିଲା ବାରିପଦାଠାରେ ଜିଲାସ୍ତରୀୟ ସାଧୀନତା ଦିବସ ପାଳନ ସମାରୋହରେ ପଞ୍ଚାୟତିରାଜ ଓ ଆଇନ ବିଭାଗ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ପତାକା ଉତ୍ତୋଳନ ପରେ ମନ୍ତ୍ରୀ ଜେନା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ…

ଏପରି ମନ୍ଦିର ଯେଉଁଠି ମାଙ୍କଡ଼ଙ୍କ ପାଖରେ ହୁଏ ଭୋଗ ଲାଗି…

ଉତ୍ତରପ୍ରଦେଶ ସୀତାପୁର ଜିଲା ଠାରୁ ୭୦ କିଲୋମିଟର ଦୂରରେ ଥିବା ଅଟବା କୁରସଠ ଗାଁରେ ଏକ ମନ୍ଦିର ରହିଛି। ଏହି ମନ୍ଦିରରେ ମାଙ୍କଡ଼ଙ୍କ ପାଖରେ ଭୋଗ ଲାଗି ହୋଇଥାଏ। ଏଠାରେ ମାଙ୍କଡ଼ଙ୍କୁ ମଦ ପିଇବାକୁ ଦିଆଯିବା ପରମ୍ପରା ରହିଛି। ମନ୍ଦିରରେ କୌଣସି…

ଭାରତୀୟଙ୍କୁ ଜନ ସିନାଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ,୧୫।୮: ଦେଶର ୭୩ତମ ସ୍ବାଧୀନତା ଦିବସ ଅବସରରେ ବହୁ ଅନ୍ତର୍ଜାତୀୟ ସେଲିବ୍ରେଟି ଶୁଭେଚ୍ଛା ଜଣାଇଛନ୍ତି। ଏମାନଙ୍କ ମଧ୍ୟରେ ରହିଛନ୍ତି ଡବ୍ଲୁଡବ୍ଲଇ ସୁପରଷ୍ଟାର ଜନ ସିନା। ସେ ଗୁରୁବାର ନିଜର ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଭାରତୀୟ ପତକା ଫଟୋ ଶେୟାର କରି ସ୍ବାଧୀନତା ଦିବସ…

ଯୋଗୀ ଆଦିତ୍ୟନାଥଙ୍କ କାର୍ଯ୍ୟାଳୟ ହେବ ବୁଲେଟ୍‌ ପ୍ରୁଫ୍‌

ନୂଆଦିଲ୍ଲୀ,୧୫।୮: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ କାର୍ଯ୍ୟାଳୟକୁ ବୁଲେଟ୍‌ ପ୍ରୁଫ୍‌ କରାଯିବା ପାଇଁ ଯୋଜନା ହୋଇଛି। ଏହା ସହିତ କାର୍ଯ୍ୟାଳୟର ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ସିିସିଟିଭି କ୍ୟାମେରା ଲଗାଯିବାର ବ୍ୟବସ୍ଥା ହୋଇଛି। ସିଆଇଏସ୍‌ଏଫ୍‌ ପକ୍ଷରୁ ଯୋଗୀଙ୍କ କାର୍ଯ୍ୟାଳୟ ସୁରକ୍ଷିତ ନ ଥିବା କୁହାଯିବା…

ବନ୍ୟା ପାଣିରେ ଆମ୍ବୁଲାନ୍ସକୁ ବାଟ ଦେଖାଇ ହିରୋ ପାଲଟିଲେ ୧୨ ବର୍ଷର ବାଳକ

ବେଙ୍ଗାଲୁରୁ,୧୫।୮: ଚଳିତ ବର୍ଷ ବନ୍ୟାରେ ବେହାଲ ହେଲାଣି କର୍ନାଟକ। ଯୁଆଡେ ଚାହିଁଲେ ପାଣି ଆଉ ପାଣି। ଏହି ସମୟରେ କର୍ନାଟକ ରାଇଚୁର ଜିଲାର ହିରେରାୟନକୁମ୍ପି ଗାଁରେ ଜଣେ ୧୨ ବର୍ଷ ବାଳକର ସାହସକୁ ଏବେ ସବୁଠି ପ୍ରଶଂସା କରାଯାଉଛି। ପାଣିରେ ବୁଡି…

ହାରାକୁଦର ୧୬ଟି ଗେଟ୍‌ ଖୋଲିଲା

ସମ୍ବଲପୁର, ୧୫।୮(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରର ୧୬ଟି ଗେଟ୍‌ ଗୁରୁବାର ଖୋଲାଯାଇଛି। ୨ଟା ସୁଦ୍ଧା ୧୬ଟି ଗେଟ ଦେଇ ୨ ଲକ୍ଷ ୫୦ ହଜାର କ୍ୟୁସେକ ବନ୍ୟା ଜଳ ନିଷ୍କାସନ କରାଯାଇଛି। ଗେଟ୍‌ ଖୋଲା ଯିବାପରେ ତଳମୁଣ୍ଡରେ କୌଣସି ବନ୍ୟା ପରିସ୍ଥିତି ଉପୁଜିବ…

କଶ୍ମୀର ପଣ୍ଡିତଙ୍କ ବିନା ପୂର୍ଣ୍ଣ ନୁହେଁ ଜମ୍ମୁ-କଶ୍ମୀର: ରାଜ୍ୟପାଳ

ଶ୍ରୀନଗର,୧୫।୮: ଶେର-ଇ-କଶ୍ମୀର ଷ୍ଟାଡିୟମରେ ୭୩ତମ ସ୍ବାଧୀନତା ଦିବସରେ ପତାକା ଉତ୍ତୋଳନ କରିବା ସମୟରେ ରାଜ୍ୟପାଳ ସତ୍ୟପାଲ ମଲିକ କହିଛନ୍ତି କଶ୍ମୀର ପଣ୍ଡିତଙ୍କ ବିନା ଜମ୍ମୁ-କଶ୍ମୀର ସମ୍ପୂର୍ଣ୍ଣ ନୁହେଁ। ପ୍ରଶାସନ ଏମାନଙ୍କର ଘରବାହୁଡା ଓ ଥଇଥାନର ପ୍ରତିଶ୍ରୁତି ଦେଇଛନ୍ତି। ଏହା କେବଳ ମଧ୍ୟସ୍ଥତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?