Home Left

ମଝି ଆକାଶରେ ଯାତ୍ରୀବାହୀ ବିମାନର ଭାଙ୍ଗିଲା ଡେଣା

ମସ୍କୋ,୧୫।୮: ରୁଷିଆରେ ଏକ ଯାତ୍ରୀବାହୀ ବିମାନର ଡେଣା ମଝି ଆକାଶରେ ଭାଙ୍ଗିଯିବାରୁ ଏହାର ଜରୁରୀ ଅବତରଣ କରାଯାଇଛି। ବିମାନରେ ୨୨୬ ଯାତ୍ରୀ ଥିବା କୁହାଯାଉଛି। ସେମାନଙ୍କ ମଧ୍ୟରୁ ୨୩ ଯାତ୍ରୀ ଆହତ ହୋଇଛନ୍ତି। ଝୁକୋବକ୍ସି ବିମାନ ବନ୍ଦରରେ ଜରୁରୀ ଅବତରଣ ପରେ…

ପଶ୍ଚିମବଙ୍ଗ ନଦିଆ ଜିଲାରେ ଅଗଷ୍ଟ ୧୮ରେ ପାଳିତ ହେବ ସ୍ବାଧୀନତା ଦିବସ

କୋଲକତା,୧୫।୮: ଦେଶ ସାରା ଗୁରୁବାର ସ୍ବାଧୀନତା ଦିବସ ପାଳିତ ହେଉଛି। ତେବେ ପଶ୍ଚିମବଙ୍ଗର ନଦିଆ ଜିଲାରେ ଅଗଷ୍ଟ ୧୫ ବଦଳରେ ଅଗଷ୍ଟ ୧୮ରେ ସ୍ବାଧୀନତା ଦିବସ ପାଳିତ ହେବ। ୧୯୪୭ ଅଗଷ୍ଟ ୧୨ରେ ରେଡ଼ିଓରେ ଖବର ପ୍ରସାରିତ ହୋଇଥିଲା ଯେ, ଭାରତକୁ…

କୁଶଭଦ୍ରାରେ ପ୍ରଥମ ବନ୍ୟାଜଳ ପ୍ରବାହିତ

ଗୋପ,୧୫।୮(ଡି.ଏନ୍‌.ଏ): ପୁରୀ ଜିଲାରେ ପ୍ରବାହିତ କୁଶଭଦ୍ରା ନଦୀରେ ପ୍ରଥମ ବନ୍ୟାଜଳ ଆସିଥିବାବେଳେ ଗୋପ ବ୍ଲକ ଅଞ୍ଚଳ ନଦୀ କୂଳିଆ ଗାଁଗୁଡ଼ିକରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଗୋପ କୁଶଭଦ୍ରା ନଦୀକୂଳରେ ପଡ଼ିଥିବା ମୀନାବଜାର ବନ୍ୟାଜଳରେ ଭାସି ଯାଇଥିବା ଜଣାପଡ଼ିଛି। ପ୍ରକାଶ ଯେ,…

ନବରଙ୍ଗପୁରରେ ୭୩ତମ ସ୍ବାଧୀନତା ଦିବସ

ନବରଙ୍ଗପୁର,୧୫।୮(ବି.ପ୍ର.): ନବରଙ୍ଗପୁର ଷ୍ଟାଡିୟମଠାରେ ଜିଲାସ୍ତରୀୟ ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ତ୍ୟୋତି ପ୍ରକାଶ ପାଣିଗ୍ରାହୀ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ମନ୍ତ୍ରୀ…

ଅଗଷ୍ଟ ୧୫ରେ ପାକିସ୍ତାନରେ ବି ଗୁଞ୍ଜି ଉଠିଲା ସମବେତ ‘ଜୟ ହିନ୍ଦ୍‌’ ସ୍ବର

ଇସଲାମାବାଦ୍‌, ୧୫।୮: ଅଗଷ୍ଟ ୧୫ରେ ଭାରତର ସ୍ବାଧୀନତା ଦିବସ ପାଳିତ ଅବସରରେ ପାକିସ୍ତାନରେ ମଧ୍ୟ ଗୁଞ୍ଜି ଉଠିଛି ସମବେତ ଜୟ ହିନ୍ଦ୍‌ ସ୍ବର। ପାକିସ୍ତାନର ବାଲୁଚିସ୍ତାନ ବାସିନ୍ଦା ଭାରତକୁ ଅଭିନନ୍ଦନ ଜଣାଇବା ସହିତ ସେମାନଙ୍କୁ ମୁକ୍ତ କରିବା ପାଇଁ ଅନୁରୋଧ କରିଛନ୍ତି।…

ଏବେ ସନ୍ନ୍ୟାସ ନେଉ ନାହିଁ: ଗେଲ୍‌

ନୂଆଦିଲ୍ଲୀ,୧୫।୮: ଓ୍ବେଷ୍ଟଇଣ୍ଡିଜ ଦଳର ବିସ୍ଫୋରକ ଓପନର କ୍ରିସ୍‌ ଗେଲ୍‌ ଭାରତ ବିପକ୍ଷ ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ୩୦୧ ନଂ ଥିବ ସ୍ବତନ୍ତ୍ର ଜର୍ସି ପରିଧାନ କରିଥିଲେ। ଏହି ମ୍ୟାଚ୍‌ରେ ସେ ଅନ୍ତର୍ଜାତୀୟ କ୍ରିକେଟକୁ ଅଲ୍‌ବିଦା କହିବେ ବୋଲି ଆଶା କରାଯାଉଥିଲା। ୭୨…

ଦେଶକୁ ମିଳିବ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ ଅବସରରେ ଘୋଷଣା କରିଛନ୍ତି କି ଏବେ ଦେଶକୁ ମିଳିବ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌। ସ୍ଥଳସେନା, ନୌସେନା ଓ ବାୟୁସେନା ମଧ୍ୟରେ ତାଳମେଳ ରକ୍ଷା କରିବାକୁ ଏହି ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌…

ଦେଓବନ୍ଧ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ମାଓବାଦୀ ପୋଷ୍ଟର

ନବରଙ୍ଗପୁର/ଚନ୍ଦାହାଣ୍ଡି,୧୫।୮(ବି.ପ୍ର./ଡି.ଏନ୍‌.ଏ.): ସମଗ୍ର ଭାରତ ବର୍ଷରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳନ ହେଉଥିବାବେଳେ ନବରଙ୍ଗପୁର ଜିଲାର ଚନ୍ଦାହାଣ୍ଡି ବ୍ଲକ ଅଧୀନ ଦେଓବନ୍ଧ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ମୁଖ୍ୟ ଫାଟକଠାରେ ମେନପୁର ଡିଭିଜନ ମାଓବାଦୀ ଲାଲରଙ୍ଗର ପୋଷ୍ଟର ଲଗାଇଛନ୍ତି। ଅଗଷ୍ଟ ୧୫କୁ…

‘ବ୍ୟକ୍ତିଗତ ସ୍ବାର୍ଥକୁ ଜଳାଞ୍ଜଳି ଦିଅ’

କାମାକ୍ଷାନଗର, ୧୫।୮(ଡି.ଏନ୍‌.ଏ.)-ଢେଙ୍କାନାଳ ହେଉଛି ସଂଗ୍ରାମୀଙ୍କ ମାଟି। ଜାତିକୁ ପରାଧୀନତାର ଶୃଙ୍ଖଳରୁ ମୁକ୍ତ କରିବାକୁ ଯାଇ ଜିଲାର ବହୁ ବୀର ସ୍ବାଧୀନତା ସଂଗ୍ରାମରେ ଝାସ ଦେଇଛନ୍ତି। ଏବେ ଆମେ ଯେଉଁ ସ୍ବାଧୀନତା ଉପଭୋଗ କରୁଛେ, ତାହା ଆମ ପୂର୍ବ ପିଢ଼ିଙ୍କ ଅବଦାନ। ବ୍ୟକ୍ତିଗତ…

ତିନି ସେନାମୁଖ୍ୟଙ୍କ ସହ ନ୍ୟାଶନାଲ ଓ୍ବାର ମେମୋରିଆଲରେ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୫।୮: ଭାରତର ୭୩ତମ ସ୍ବାଧୀନତା ଦିବସ ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଯାଇଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ୩ ସେନାମୁଖ୍ୟ ନ୍ୟାଶନାଲ ଓ୍ବାର ମେମୋରିଆଲରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏମାନଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ…

ଦଶନ୍ଧିର ବ୍ୟାଟ୍ସମ୍ୟାନ କୋହଲି

ନୂଆଦିଲ୍ଲୀ,୧୫।୮: କୋହଲିଙ୍କ ଦମ୍‌ଦାର ଶତକୀୟ ଇନିଂସ ବଳରେ ଭାରତୀୟ ଦଳ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ୨-୦ ବ୍ୟବଧାନରେ ଜିତି ନେଇଛି। ଏହି ମ୍ୟାଚ୍‌ରେ ଭାରତୀୟ ଅଧିନାୟକ କ୍ୟାରିୟରର ୪୨ତମ ଶତକ ହାସଲ କରିଛନ୍ତି। ଏହା ସହିତ ସେ…

ମୋଦିଙ୍କୁ ରାଖୀ ବନ୍ଧିବା ସହ ଉପହାର ଦେଲେ ଭଉଣୀ କ୍ୱାମର ମୋହସିନ୍‌

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବଡ ଭାଇ ବୋଲି ସମ୍ମାନ କରିବା ସହ ପ୍ରତିବର୍ଷ ରାଖୀ ବାନ୍ଧୁଥିବା ପାକିସ୍ତାନୀ ଭଉଣୀ କ୍ୱାମର ମୋହସିନ୍‌ ଶେଖ୍‌ ଗୁରୁବାର ରାଖୀ ପୂର୍ଣ୍ଣିମା ଅବସରରେ ଚଳିତ ବର୍ଷ ମୋଦିଙ୍କ ହାତରେ ରାଖୀ ବାନ୍ଧିଛନ୍ତି। କେବଳ ସେତିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?