Home Left

ଦୋକାନରେ ପଶିବାବେଳେ ଧରାପଡ଼ିଲେ ୨ ଚୋର

ଧାମନଗର,୧୫।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୁଷୁରୀ ଥାନା ଖାରିଜକୋରୁଆ ବଜାରରେ ସୁବାସ ପଣ୍ଡାଙ୍କ ଦୋକାନରେ ବୁଧବାର ବିଳମ୍ବିତ ରାତିରେ ଜଣେ ଚୋର ପଶି ଚୋରି କରୁଥିବାବେଳେ ସୁବାସ ଉଠି ପଡ଼ି ଦୋକାନର ବାହାର ପଟୁ କବାଟ ବନ୍ଦ କରିଦେଇ ପୋଲିସକୁ ଖବର ଦେଇଥିଲେ।…

ସୁବର୍ଣ୍ଣପୁରରେ ସ୍ବାଧୀନତା ଦିବସ

ସୋନପୁର,୧୫।୮(ନିି.ପ୍ର.): ସୁବର୍ଣ୍ଣପୁର ଷ୍ଟାଡିୟମରେ ୭୩ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଜିଲାପାଳ ମନୀଷା ବାନାର୍ଜୀ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ୪୩ଟି ଦଳ ପରେଡରେ ଭାଗ ନେଇଥିଲେ। ଏହି ଅବସରରେ ବିଭିନ୍ନ ଶିକ୍ଷାନୁଷ୍ଠାନର…

୪ଶହ ସୁନା ମୁଦି ବାଣ୍ଟିଲେ ସାଉଥ୍‌ ସୁପରଷ୍ଟାର

ଚେନ୍ନାଇ: ସାଉଥ୍‌ ସୁପରଷ୍ଟାର ବିଜୟ ଥାଲାପତି ଏବେ ତାଙ୍କ ଅପ୍‌ କମିଂ ଫିଲ୍ମ ‘ବିଗିଲ’ ପାଇଁ ବ୍ୟସ୍ତ ଅଛନ୍ତି। ନିକଟରେ ଫିଲ୍ମର ଶୁଟିଂ ସରିଥିବା ବେଳେ ବିଜୟ ପ୍ରାୟ ୪ ଶହ ସୁନା ମୁଦି ବାଣ୍ଟିଥିବା ଜଣାପଡିଛି। ଫିଲ୍ମରେ ଥିବା ସମସ୍ତ…

ଜିଲାସ୍ତରୀୟ ସ୍ବାଧୀନତା ଦିବସ: ‘ଓଡ଼ିଶା ବିକାଶର ଭୂଖଣ୍ଡ ପାଲଟିଛି’

ଢେଙ୍କାନାଳ ଅଫିସ, ୧୫।୮-ତୁଳନାତ୍ମକ ଦୃଷ୍ଟିକୋଣରୁ ଓଡ଼ିଶା ଏବେ ବିକାଶର ଭୂଖଣ୍ଡ ପାଲଟିଛି। ୨୦୦୦ରେ ୫ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ ସଂଗୃହୀତ ହୋଇଥିଲା। ଚଳିତ ବର୍ଷ ଏହା ୬୫ଲକ୍ଷ ମେଟ୍ରିକ ଟନ୍‌କୁ ଛୁଇଁଛି। ଅର୍ଥାତ୍‌ ଓଡ଼ିଶା ଏବେ ବଳକା ରାଜ୍ୟରେ ପରିଣତ ହୋଇଛି।…

କୋରାପୁଟରେ ସ୍ବାଧୀନତା ଦିବସ : ବୈଷୟିକ ମନ୍ତ୍ରୀଙ୍କ ପତାକା ଉତ୍ତୋଳନ

କୋରାପୁଟ,୧୫।୮(ସ୍ବ.ପ୍ର.): କୋରାପୁଟ ଜିଲା ପୋଲିସ ପଡ଼ିଆରେ ଜିଲାସ୍ତରୀୟ ସଧୀନତା ଦିବସ ପାଳିତ ହୋଇଯାଇଛି। ରାଜ୍ୟ ଦକ୍ଷତା ବିକାଶ ଓ ବୈଷୟିକ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ ସହ ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ…

ଅକ୍ଟୋବର ୨୯ରୁ ଦିଲ୍ଲୀରେ ମହିଳାଙ୍କ ପାଇଁ ମାଗଣା ବସ୍‌ ସେବା: କେଜରିଓ୍ବାଲ

ନୂଆଦିଲ୍ଲୀ,୧୫।୮: ରାଖୀ ପୂର୍ଣ୍ଣିମା ଅବସରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମହିଳାମାନଙ୍କୁ ଏକ ବଡ ଉପହାର ଦେଇଥିବା କଥା କହିଛନ୍ତି। ଆସନ୍ତା ଅକ୍ଟୋବର ୨୯ରୁ ଦିଲ୍ଲୀରେ ମହିଳାମାନେ ସମସ୍ତ ଡିଟିସି(ଦିଲ୍ଲୀ ଟ୍ରାନ୍ସପୋର୍ଟ କର୍ପୋରେଶନ) ବସ୍‌ ଓ କ୍ଲଷ୍ଟର ବସ୍‌ରେ ମାଗଣାରେ ଯାତାୟାତ…

ସ୍ବାଧୀନତା ଦିବସରେ ନାଚିଲେ ଲଦାଖ ଏମ୍‌ପି

ଲଦାଖ,୧୫।୮: ସ୍ବାଧୀନତା ଦିବସ ଅବସରରେ ଲଦାଖ ଏମ୍‌ପି ଜାମ୍‌ୟାଙ୍ଗ ତେସରିଂ ନାମଗୟାଲ ନିଜ ସମର୍ଥକଙ୍କ ସହିତ ଖୁସି ମନରେ ନାଚିଛନ୍ତି। ଜମ୍ମୁ-କଶ୍ମୀରରୁ ଲଦାଖ ଅଲଗା ହେବା ପରେ ପ୍ରଥମ ଥର ପାଇଁ ଏଠାରେ ଗୁରୁବାର ଆନନ୍ଦ ଉତ୍ସାହର ସହିତ ସ୍ବାଧୀନତା ଦିବସ…

ପୁରସ୍କାର ବିତରଣ ସମୟରେ ଅସୁସ୍ଥ ହୋଇପଡ଼ିଲେ ଆର୍‌ଡିସି

ଖୋର୍ଦ୍ଧା ଅଫିସ,୧୫।୮: ଖୋର୍ଦ୍ଧା ବିଜେବି ହାଇସ୍କୁଲ ଖେଳ ପଡ଼ିଆରେ ୭୩ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଥିରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ(ଆରଡିସି) ଅନୀଲ କୁମାର ସାମଲ ମୁଖ୍ୟଅତିଥି ଭାବେ ଯୋଗ ଦେଇ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ତେବେ ବିଭିନ୍ନ…

୧୨ଟା ସୁଦ୍ଧା ହୀରାକୁଦ ଖୋଲିଲା ୯ଟି ଗେଟ୍‌

ସମ୍ବଲପୁର, ୧୫।୮(ବ୍ୟୁରୋ): ଗୁରୁବାର ୧୨ଟା ସୁଦ୍ଧା ହୀରାକୁଦ ଡ୍ୟାମର ୯ଟି ଗେଟ୍‌ ଖୋଲାଯାଇଛି। ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବଢୁଥିବାରୁ ପର୍ଯ୍ୟାୟ କ୍ରମେ ଗୁରୁବାର ୧୬ଟି ଗେଟ ଖୋଲାଯାଇ ମହାନଦୀକୁ ବନ୍ୟାଜଳ ଛଡ଼ାଯାଇଛି। ମହାନଦୀର ଜଳସ୍ତର କ୍ରମାଗତ ଭାବେ ବଢୁଥିବାରୁ ପୂର୍ବାହ୍ନ…

ଡରିଗଲାଣି ପାକିସ୍ତାନ: ଅଧଘଣ୍ଟା ଭାଷଣରେ ୧୨ଥର ମୋଦିଙ୍କ ନାଁ ନେଲେ ଇମ୍ରାନ୍‌

ଇସଲାମାବାଦ,୧୫।୮: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖଁା ଏବେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏମିତି ଡରି ଯାଇଛନ୍ତି ଯେ ସେ ତାଙ୍କର ଅଧ ଘଣ୍ଟାର ଭାଷଣରେ ପ୍ରାୟ ୧୨ ଥର ମୋଦିଙ୍କ ନାଁ ନେଇଛନ୍ତି। ସୂଚନାଯୋଗ୍ୟ, ଅଗଷ୍ଟ ୧୪ ଅର୍ଥାତ୍‌ ବୁଧବାର…

ଅନୁଗୋଳରେ ସ୍ବାଧୀନତା ଦିବସ : ପତାକା ଉତ୍ତୋଳନ କଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ

ଅନୁଗୋଳ ଅଫିସ,୧୫।୮: ଅନୁଗୋଳ ଷ୍ଟାଡିୟମରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡ୍‌ରେ ଅଭିବାଦନ…

ବାଲେଶ୍ୱରରେ ପତାକା ଉତ୍ତୋଳନ କଲେ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ

ବାଲେଶ୍ୱର ଅଫିସ,୧୫।୮ : ବାଲେଶ୍ୱର ଜିଲା ପୋଲିସ ଲାଇନ ପଡ଼ିଆରେ ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଥିରେ ରାଜ୍ୟ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ପଣ୍ଡା ପତାକା ଉତ୍ତୋଳନ କରି ଉପସ୍ଥିତ ଜନତାଙ୍କୁ ଅଭିଭାଷଣ ପ୍ରଦାନ କରିଛନ୍ତି। ଜିଲାପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?