Home Left

ନିଷ୍ପତ୍ତି ବଦଳାଇଲା ବିସିସିଆଇ; କ୍ଷମା ମାଗିଲେ ସୁବ୍ରମଣ୍ୟମ

ନୂଆଦିଲ୍ଲୀ,୧୫।୮(ପି.ଟି.)- ଟିମ୍‌ ଇଣ୍ଡିଆ ଆଡମିନିଷ୍ଟ୍ରେଟିଭ ମ୍ୟାନେଜର ସୁନୀଲ ସୁବ୍ରମଣ୍ୟମ କ୍ଷମା ମାଗିବା ପରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତା’ର ନିଷ୍ପତ୍ତି ବଦଳାଇଛି। ଫଳରେ ସୁବ୍ରମଣ୍ୟମ ଚଳିତ ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ପୂର୍ବପରି ଦାୟିତ୍ୱ ବଜାୟ ରଖିବା ସ୍ପଷ୍ଟ ହୋଇଛି। କାରିବିୟାନସ୍ଥିତ…

ଆଜି ଖାରବେଳ ଭବନ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୮(ବ୍ୟୁରୋ):ଗୁରୁବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଓ୍ବାର ହାଉସ ଛକଠାରେ ନବନିର୍ମିତ ଖାରବେଳ ଭବନର ଉଦ୍‌ଘାଟନ କରିବେ। ଏହା ଦ୍ୱିତୀୟ ଲୋକସେବା ଭବନ ଭାବେ କାର୍ଯ୍ୟ କରିବ। ଉଦ୍‌ଘାଟନର ସପ୍ତାହେ ମଧ୍ୟରେ ସରକାରଙ୍କ ୧୧ଟି ବିଭାଗ ସମ୍ପୂର୍ଣ୍ଣ ଖାରବେଳ ଭବନକୁ ଉଠି…

ଇଟାର ଜବାବ ପଥରରେ ଦିଆଯିବ

ଇସ୍‌ଲାମାବାଦ,୧୫ା୮(ପି.ଟି./ଆଇଏଏନ୍‌ଏସ୍‌):ଭାରତର ପ୍ରତ୍ୟେକ ଇଟା ମାଡ଼ର ଜବାବ ପଥରରେ ଦିଆଯିବ ବୋଲି ଜମ୍ମୁ-କଶ୍ମୀର ସମ୍ପର୍କିତ ନିଷ୍ପତ୍ତିକୁ ନେଇ ବିଚଳିତ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ବୁଧବାର ପୁଣି ଯୁଦ୍ଧ ଧମକ ଦେଇଛନ୍ତି। କଶ୍ମୀର ପ୍ରସଙ୍ଗକୁ ଜାତିସଂଘ ସମେତ ସମସ୍ତ ବିଶ୍ୱ ମଞ୍ଚରେ ଉଠାଯିବ…

ଅଚଳ ମାଲେସିଆ ଜାହାଜରୁ ତେଲ ଲିକ୍‌ ଆଶଙ୍କା: ଚିଲିକାକୁ ବିପଦ

ଭୁବନେଶ୍ୱର,୧୫ା୮(ବ୍ୟୁରୋ): ମାଲେସିଆର ଏକ ପଣ୍ୟବାହୀ ଜାହାଜ ଅଚଳ ହୋଇପଡିବାରୁ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ୍‌ ଅନ୍ତର୍ଗତ ଚିଲିକା ମୁହାଣର ରାଜହଂସ ଓ ଖିରିସାହି ଗାଁ ନିକଟ ବଙ୍ଗୋପସାଗର ଉପକୂଳରେ ୮ଦିନ ହେବ ଅଟକି ରହିଛି। ଏବେ ଏଥିରୁ ତେଲ ଲିକ୍‌ ହେବା…

ଲର୍ଡସ ଟେଷ୍ଟ: ବର୍ଷା ଯୋଗୁ ପ୍ରଥମ ଦିନ ଧୋଇଗଲା

ଲର୍ଡସ,୧୫।୮(ଏଏଫପି)- ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ମଧ୍ୟରେ ବୁଧବାର ଏଠାରେ ଆରମ୍ଭ ହେବାକୁ ଥିବା ଦ୍ୱିତୀୟ ଆଶେସ ଟେଷ୍ଟର ପ୍ରଥମ ଦିନର ଖେଳ ବାତିଲ ହୋଇଛି। କ୍ରମାଗତ ବର୍ଷା କାରଣରୁ ବିନା ଟସ୍‌ ଓ ବଲ୍‌ ପଡିବାରେ ପ୍ରଥମ ଦିନରେ ଖେଳ ସମ୍ପୂର୍ଣ୍ଣ…

କ’ଣ ଆପଣଙ୍କ ସଫଳତା ଦେଖି ଚିଡୁଛନ୍ତି କି ପାର୍ଟନର..

ଅନେକ ସମୟରେ ଆପଣଙ୍କ ସଫଳତାରେ ପାର୍ଟନର ଖୁସି ହେବା ଅପେକ୍ଷା ଅଧିକ ଚିଡ଼ିବା ଭଳି ମନେ ହୋଇଥାଏ। ଏଥିଯୋଗୁ ଉଭୟଙ୍କ ଭିତରେ ମନୋମାଳିନ୍ୟ ସୃଷ୍ଟି ହେବା ସହ ସମ୍ପର୍କରେ ଧୀରେ ଧୀରେ ଦୂରତ୍ୱ ବୃଦ୍ଧି ପାଇଥାଏ। ଶେଷରେ ଏହା ସମ୍ପର୍କକୁ ଶେଷ…

ୟୁରୋପ ଆଥଲେଟିକ୍ସ ମିଟ୍‌ରେ ଭାଗ ନେବା ଆଶା ଅଧୁରାଦୂତୀ ନିରାଶ, ଭିଜା ମିଳିଲାନି

ଭୁବନେଶ୍ୱର, ୧୫।୮(କ୍ରୀଡ଼ା ପ୍ରତିନିଧି)- ଜାତୀୟ ରେକର୍ଡର ଅଧିକାରିଣୀ ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଧାବିକା ଦୂତୀ ଚାନ୍ଦଙ୍କୁ ଶେଷରେ ନିରାଶ ହେବାକୁ ପଡ଼ିଛି। ୟୁରୋପ୍‌ ଗସ୍ତ ପାଇଁ ତାଙ୍କୁ ଭିଜା ମିଳିଲାନି। ତେଣୁ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଯୋଗ୍ୟତା ହାସଲ ପାଇଁ ସେ…

ବୀର ସଂଗ୍ରାମୀଙ୍କୁ ଝୁରୁଛି ବରୀ ମାଟି: ସ୍ମୃତିପୀଠ, ସଂଗ୍ରାମୀ ଭବନର ପାଚେରୀ ନିର୍ମାଣ ଦାବି

ବରୀ/ରତ୍ନଗିରି,୧୫।୮(ସ୍ବ.ପ୍ର/ଡି.ଏନ୍‌.ଏ.)- ଆଜି ଭାରତବର୍ଷ ୭୩ ତମ ସ୍ବାଧୀନତା ଦିବସ ପାଳନ ନେଇ ଉତ୍ସବମୁଖର ହୋଇଛି। ହେଲେ ଯାଜପୁର ଜିଲା ବୀରମାଟି ବରୀରେ ଚଳିତ ବର୍ଷ ଗୋଟିଏ ଦିନରେ ସ୍ବାଧୀନତା ଦିବସ ଓ ଶହୀଦ ଦିବସ ପାଳନ ହେଉଛି। ୧୯୪୨ ଅଗଷ୍ଟ ଗହ୍ମା…

ମାନସିକ ଚିନ୍ତାରୁ ଦୂରେଇ ରହିବା ପାଇଁ କରନ୍ତୁ ଏପରି…

ପ୍ରାତଃ ଭ୍ରମଣ ଦ୍ୱାରା ଅସ୍ଥି ଶକ୍ତିଶାଳୀ ହୋଇଥାଏ। ଚାଲିବା ଦ୍ୱାରା କେବଳ ଶାରିରୀକ ନୁହେଁ ବରଂ ମାନସିକ କ୍ଷମତା ମଧ୍ୟ ବୃଦ୍ଧି ହୁଏ। ଏହା ଦ୍ୱାରା ଚିନ୍ତା ଦୂରେଇ ଯାଏ। ଅତିକମ୍‌ରେ ପ୍ରତିଦିନ ୩ କିଲୋମିଟର ଏବଂ ସପ୍ତାହକୁ ୫ ଦିନ…

ଭୁଲରେ ବି ବର୍ଷାଦିନେ ଖାଆନ୍ତୁନି ବାଇଗଣ

ବର୍ଷାଦିନେ ଖାଦ୍ୟପେୟ ଉପରେ ଅଧିକ ଗୁରୁତ୍ୱ ଦେବାକୁ ଡାକ୍ତରମାନେ ପରାମର୍ଶ ଦେଇଥାନ୍ତି। କାରଣ ଏହି ଦିନଗୁଡିକରେ ସବୁଠାରୁ ଅଧିକ ସ୍ବାସ୍ଥ୍ୟ ସମସ୍ୟା ଉପୁଜିବାର ଆଶଙ୍କା ରହିଥାଏ। ଏହି ଦିନଗୁଡ଼ିକରେ ସୂର୍ଯ୍ୟକିରଣ କମ୍‌ ପଡ଼ୁଥିବାରୁ ସଂକ୍ରମଣ ହେବାର ଅଧିକ ଆଶଙ୍କା ଥାଏ। ତେବେ…

ପୋଲିସ୍‌ ଷ୍ଟେଶନ୍‌ ଭିତରେ ଚାଲିଛି ପାଠଶାଳା

ଡେରାଡୁନ୍‌ର ପ୍ରେମନଗର୍‌ ପୋଲିସ୍‌ ଷ୍ଟେସନ୍‌ ଦେଶରେ ଥିବା ଅନ୍ୟ ସମସ୍ତ ପୋଲିସ୍‌ ଷ୍ଟେସନ୍‌ଠୁ ସ୍ବତନ୍ତ୍ର। ଏହାକୁ ସ୍ବତନ୍ତ୍ର କରିଛି କିଛି ମୁହୂର୍ତ୍ତରେ ପରିଣତ ହେଉଥିବା ପାଠଶାଳା। ପ୍ରେମନଗର ପାଖରେ ଥିବା ଏକ ବସ୍ତିରେ ଅନେକ ଗରିବଶ୍ରେଣୀର ପିଲା ଅଛନ୍ତି, ଯେଉଁମାନେ ଶିକ୍ଷାଠୁ…

ଦଳେଇଘାଇଠାରେ ବିପଦ ସଙ୍କେତଠାରୁ ୪ ଫୁଟ୍‌ ୯ ଇଞ୍ଚ୍‌ ତଳେ ବନ୍ୟାଜଳ ପ୍ରବାହିତ

ବିରିଡ଼ି,୧୪ା୮(ଡି.ଏନ.ଏ.): ଦଳେଇଘାଇଠାରେ ବୁଧବାର ବନ୍ୟାଜଳ ବିପଦ ସଙ୍କେତଠାରୁ ୪ଫୁଟ୍‌ ୯ଇଞ୍ଚ୍‌ ତଳେ ପ୍ରବାହିତ ହେଉଛି। ଅର୍ଥାତ୍‌ ସନ୍ଧ୍ୟାରେ ୫୨ ଫୁଟ୍‌ ୩ ଇଞ୍ଚ ରହିଛି। ଏଣୁ ଆଗକୁ ବନ୍ୟାଜଳ ବଢ଼ିବା ଆଶଙ୍କା କରାଯାଉଛି। ଏଥିପାଇଁ ଜଳସମ୍ପଦ ବିଭାଗ ଅଭିଜ୍ଞ ଅଧୀକ୍ଷଣଯନ୍ତ୍ରୀ ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?