Home Left

ପରାମର୍ଶ ଶିବିରରେ ୫୫୬ ନିଯୁକ୍ତି ଆଶାୟୀ

ବନ୍ତ, ୧୪।୮ (ଡି.ଏନ.ଏ.): ବନ୍ତ ବ୍ଲକ କାର୍ଯ୍ୟାଳୟ ପରିସରରେ ବୁଧବାର ଦୀନଦୟାଲ ଗ୍ରାମୀଣ କୌଶଳ ଯୋଜନା ଆନୁକୂଲ୍ୟରେ ବ୍ଲକସ୍ତରୀୟ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ପଞ୍ଜୀକରଣ, ସହାୟତା ସମେତ ମୋଟ ୧୫ଟି ଷ୍ଟଲ ହୋଇଥିଲା। ୧୨ଟି ଟ୍ରେଡ୍‌ ପାଇଁ…

୧୯ରେ ମେଘନାଦ ପାଚେରି ଚତୁଃପାର୍ଶ୍ୱରୁ ଭଙ୍ଗାଯିବ ବେଆଇନ କୋଠା

ପୁରୀ ଅଫିସ, ୧୪ା୮: ଆତଙ୍କବାଦୀଙ୍କ ଟାର୍ଗେଟରେ ରହିଛି ଶ୍ରୀମନ୍ଦିର। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ କେନ୍ଦ୍ର ଗୋଇନ୍ଦା ବିଭାଗର ଏହି ରିପୋର୍ଟ ପ୍ରଶାସନ ଆଖିରୁ ନିଦ ହଜାଇ ଦେଇଛି। ଜିଲା ପ୍ରଶାସନ ଓ ପୋଲିସକୁ ଘାରିଛି ବଡ଼ଦେଉଳର ସୁରକ୍ଷା ଚିନ୍ତା।…

ସୁବ୍ରମନିୟମଙ୍କୁ ସ୍ବଦେଶ ଫେରିବାକୁ ବିସିସିଆଇର ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୪।୮(ପି.ଟି.): ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଭାରତୀୟ କ୍ରିକେଟ ଦଳ ସହ ଯାତ୍ରା କରିଥିବା ଟିମ୍‌ ଆଡମିନିଷ୍ଟ୍ରେଟିଭ୍‌ ମ୍ୟାନେଜର ସୁନୀଲ ସୁବ୍ରମନିୟମଙ୍କୁ ସ୍ବଦେଶ ଫେରିଆସିବାକୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନିର୍ଦ୍ଦେଶ ଦେଇଛି। କାରିବିୟାନସ୍ଥିତ ଭାରତୀୟ ଦୂତାବାସର ବରିଷ୍ଠ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଥିବାରୁ…

ଟେଲରଙ୍କ ଅପରାଜିତ ଅର୍ଦ୍ଧଶତକ: ନ୍ୟୁଜିଲାଣ୍ଡ ୨୦୩/୫

ଗାଲେ, ୧୪।୮(ପି.ଟି.): ସ୍ଥାନୀୟ ଗାଲେ ନ୍ୟାଶନାଲ ଷ୍ଟାଡିୟମରେ ଶ୍ରୀଲଙ୍କା ଓ ଘରୋଇ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ ବୁଧବାରଠାରୁ ଆରମ୍ଭ ହୋଇଛି। ବର୍ଷା ବାଧାପ୍ରାପ୍ତ ଏହି ମ୍ୟାଚ୍‌ରେ ଟସ୍‌ ଜିତି ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ନ୍ୟୁଜିଲାଣ୍ଡ…

ବିଧାୟକଙ୍କ ବନ୍ୟାଞ୍ଚଳ ପରିଦର୍ଶନ

ଲାଞ୍ଜିଗଡ଼,୧୪।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡରେ ଆଜକୁ ୩ ଦିନ ହେଲା ବର୍ଷା ଲାଗି ରହିଥିବା ବେଳେ ବିଭିନ୍ନ ନଦୀରେ ଜଳସ୍ରୋତ ବୃଦ୍ଧି ପାଇ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଶହ ଶହ ଏକର ଚାଷଜମି ବାଲିଚର ହେବା ସହ ଅନେକ…

ଲାଞ୍ଜିଗଡ ପଞ୍ଚାୟତ ସମିତି ବୈଠକ: ବେଦାନ୍ତ ନନ୍ଦଘରକୁ ନେଇ ହୋହାଲ୍ଲା

ଲାଞ୍ଜିଗଡ଼,୧୪।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ପଞ୍ଚାୟତ ସମିତି ସଭାଗୃହରେ ବ୍ଲକ ଅଧ୍ୟକ୍ଷ ଇଂ.ଫକୀର ମୋହନ ମାଝିଙ୍କ ସଭାପତିତ୍ୱରେ ଲାଞ୍ଜିଗଡ ପଞ୍ଚାୟତ ସମିତି ବୈଠକ ବୁଧବାର ଅନୁଷ୍ଠିତ ହୋଇଥିଲା। ବୈଠକରେ ବ୍ଲକର ୨୬ଟି ପଞ୍ଚାୟତରୁ ସରପଞ୍ଚ ଏବଂ ସମିତି ସଭ୍ୟମାନେ ଯୋଗଦେଇଥିଲେ। ପ୍ରଥମେ…

‘ଏମିତି ହୁଏନି ଭାଇ’ କହି ସୁଷମାଙ୍କୁ ମନେପକାଇଲେ ମୋଦି

ନୂଆଦିଲ୍ଲୀ,୧୪।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତ୍ରୀ ସୁଷମା ସ୍ବରାଜ ଓ ତାଙ୍କ କାର୍ଯ୍ୟଶୈଳୀକୁ ମନେପକାଇଛନ୍ତି। ଦିଲ୍ଲୀର ଜବାହାରଲାଲ ନେହେରୁ ଷ୍ଟାଡିୟମ୍‌ରେ ସ୍ବର୍ଗତା ସୁଷମାଙ୍କ ଉପଲକ୍ଷେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ମୋଦି ସୁଷମାଙ୍କ…

କଂଗ୍ରେସ ମୁଖ୍ୟାଳୟରୁ ରାହୁଲଙ୍କ ପୋଷ୍ଟର ଉଭାନ

ନୂଆଦିଲ୍ଲୀ,୧୪।୮: ଦିଲ୍ଲୀର କଂଗ୍ରେସ ମୁଖ୍ୟାଳୟରୁ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ପୋଷ୍ଟରକୁ ହଠାତ୍‌ ହଟାଇ ଦିଆଯାଇଛି। ସେହି ସ୍ଥାନରେ ଏବେ ନବ ନିର୍ବାଚିତ କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ପୋଷ୍ଟର ଲଗାଯିବ ବୋଲି ସୂଚନା ମିଳିଛି। ସୂଚନାଯୋଗ୍ୟ, ଲୋକ ସଭା…

ଆଖି ଥାଏ ସବୁବେଳେ ଜାଗ୍ରତ…

ମଣିଷ ଶୋଇଥିବା ସମୟରେ ମଧ୍ୟ ଆଖି ଜାଗ୍ରତ ରହିଥାଏ। ସାରା ଶରୀର ନିଦ୍ରାରେ ଥିବାବେଳେ କେବଳ ଆଖି ରହିଥାଏ ସଜାଗ। ଏନେଇ କାର୍ଲିଫର୍ନିଆ ବିଶ୍ୱବିଦ୍ୟାଳୟର ଗବେଷକ ସୂଚିତ କରିଛନ୍ତି। ଦୀର୍ଘଦିନ ଧରି ଗବେଷଣା କରିବା ପରେ ସେମାନେ ଏସମ୍ପର୍କିତ ରିପୋର୍ଟରେ ଏହା…

ସୂଆଁପଦା ଛକ ଦୁର୍ଘଟଣା ଘଟଣା: ମୃତ୍ୟୁସଂଖ୍ୟା ଦୁଇରେ ପହଞ୍ଚିଲା

ଆନନ୍ଦପୁର,୧୪।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ୨୦ ନଂ. ଜାତୀୟ ରାଜପଥର ସୂଆଁପଦା ଛକଠାରେ ମଙ୍ଗଳବାର ହୋଇଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଘସିପୁରା ବ୍ଲକ ଶାଳଦେଇ ପଞ୍ଚାୟତ ନପଙ୍ଗା ଗ୍ରାମର ଭରତ ଦଳେଇଙ୍କ ପୁଅ ଜୟଦେବଙ୍କୁ କଟକ ବଡ ମେଡିକାଲକୁ…

ଚଳିତ ଶିକ୍ଷାବର୍ଷ ପାଇଁ ଆନନ୍ଦପୁର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଫର୍ମ ପ୍ରଦାନ ଆରମ୍ଭ

ଆନନ୍ଦପୁର,୧୪।୮(ସ୍ବ.ପ୍ର.): ଚଳିତ ମାସ ୧୦ ତାରିଖରେ ଆନନ୍ଦପୁର କେନ୍ଦ୍ରୀୟ ବିଦ୍ୟାଳୟକୁ ମୋହର ଲାଗିଥିବାବେଳେ ଶିକ୍ଷାବର୍ଷ ୨୦୧୯-୨୦ ପାଇଁ ଛାତ୍ରୀଛାତ୍ରଙ୍କ ନିମନ୍ତେ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଚଳିତ ମାସ ୧୪ରୁ ବିଦ୍ୟାଳୟ ପକ୍ଷରୁ ଫର୍ମ ପ୍ରଦାନ ଆରମ୍ଭ ହୋଇଛି। ପ୍ରଥମ ଦିନରେ…

ଦୁଇ ମିନିଟର ଭିଡିଓ ବଦଳାଇଲା ଜୀବନ: ଷ୍ଟେଶନରେ ଗୀତ ଗାଇ ଗୁଜୁରାଣ ମେଣ୍ଟାଉଥିବା ରାନୁ ଏବେ ଷ୍ଟାର, ଦଶ ବର୍ଷ ପରେ ଭେଟିଲେ ଝିଅଙ୍କୁ

ମୁମ୍ବାଇ: ଦୁଇ ମିନିଟର ଭିଡିଓ ବଦଳାଇଛି ଜୀବନ। ରାନୁ ମାରିୟା ମଣ୍ଡଳ ପଶ୍ଚିମବଙ୍ଗର ରାଣାଘାଟ ଷ୍ଟେଶନରେ ବସି ଗାଉଥିବା ବେଳର ଏକ ଭିଡିଓକୁ ଯାତ୍ରୀ ଅତିନ୍ଦ୍ର ଚକ୍ରବର୍ତ୍ତୀ ସୋସିଆଲ ମିଡିଆରେ ଛାଡ଼ିଥିଲେ। ଏଥିରେ ତାଙ୍କୁ ଲତା ମଙ୍ଗେସକରଙ୍କ ଗୀତ ‘ଏକ ପ୍ୟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?