Home Left

ସ୍ବାଧୀନତା ଦିବସରେ ଓ୍ବାଘା ବର୍ଡରରେ ମିଠା ଦିଆନିଆ ହେଲାନି

ନୂଆଦିଲ୍ଲୀ, ୧୪।୮: ଜମ୍ମୁ କଶ୍ମୀରରୁ ଧାରା ୩୭୦ ହଟେଇ ଦିଆଯିବା ପରେ ବିଚଳିତ ହୋଇପଡିଛି ପାକିସ୍ତାନ। ବୁଧବାର ପାକିସ୍ତାନ ସ୍ବାଧୀନତା ଦିବସ ଅବସରରେ ଅଟ୍ଟାରୀ-ଓ୍ବାଘା ବର୍ଡରରେ କୌଣସି ମିଠା ଦିଆନିଆ ହୋଇନାହିଁ। ଗତ ଇଦ-ଉଲ-ଜୁହା ଅବସରରେ ଅଟ୍ଟାରି ୱାଘା ସୀମାରେ ଭାରତ…

ଚୋରା ମଦଭାଟିରେ ଅବକାରୀ ବିଭାଗର ଚଢ଼ାଉ: ପୋଚ, ଦେଶୀ ମଦ ଜବତ

ଦିଗପହଣ୍ଡି,୧୪। ୮(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ ଡିମ୍ବୁଳା ପଞ୍ଚାୟତ ନିକଟ ଜଙ୍ଗଲରେ ବହୁଦିନ ଧରି ଚାଲିଥିବା ଚୋରା ମଦଭାଟି ଉପରେ ବୁଧବାର ଭୋର ସମୟରେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି। ଭାଟିରେ ମଦ ପ୍ରସ୍ତୁତ ପାଇଁ…

ପ୍ରେମିକ ପରିକ୍ଷୀତଙ୍କ ସହ ନିର୍ବନ୍ଧ କଲେ ନୀତି

ମୁମ୍ବାଇ: ପ୍ରଥମେ ବନ୍ଧୁତା ତା’ ପରେ ପ୍ରେମ, ଆଉ ଏବେ ବିବାହ। ଏଭଳି କିଛି ଘଟିଛି ଟେଲି ଅଭିନେତ୍ରୀ ନୀତି ଟେଲରଙ୍କ ଜୀବନରେ। ଟେଲିଭିଜନ ଜଗତରେ ଜଣେ ଚୁଲବୁଲି ନାୟିକା ଭାବେ ନୀତିଙ୍କୁ ସମସ୍ତେ ଜାଣନ୍ତି। ଏବେ ସେ ହାତକୁ ଦୁଇ…

ଜମ୍ମୁ-କଶ୍ମୀର, ଲଦାଖର ବିଭିନ୍ନ କଲେଜକୁ ପଠାଗଲା ରାଖୀ

ହିଞ୍ଜିଳିକାଟୁ,୧୪।୮(ଡି.ଏନ୍‌.ଏ.): ଜମ୍ମୁ କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ବିଭିନ୍ନସ୍ତରରେ ଭିନ୍ନଭିନ୍ନ ଆଲୋଚନା କରାଯାଉଛି। ତେବେ ସେଠାକାର କଲେଜ ଛାତ୍ରୀଛାତ୍ରଙ୍କୁ ସ୍ନେହ ଶ୍ରଦ୍ଧା ଜ୍ଞାପନ ପାଇଁ ହିଞ୍ଜିଳିକାଟୁ କଲେଜ ଛାତ୍ରୀଛାତ୍ରଙ୍କ ପକ୍ଷରୁ ଅଭିନବ ପ୍ରୟାସ କରାଯାଇଛି। ଜମ୍ମୁ- କଶ୍ମୀର ଓ ଲଦାଖର…

ଶାର୍ଦ୍ଦୁଳଙ୍କ ପ୍ରେମରେ ନେହା, ଖୁବ୍‌ଶୀଘ୍ର କରିପାରନ୍ତି ବିବାହ

ମୁମ୍ବାଇ: ଖୁବ୍‌ଶୀଘ୍ର ବିବାହ କରିପାରନ୍ତି ବଲିଉଡ୍‌ ଅଭିନେତ୍ରୀ ନେହା ପେଡନସେ। ପ୍ରେମିକ ଶାର୍ଦ୍ଦୁଳ ସିଂଙ୍କୁ ସେ ନିର୍ବନ୍ଧ କରିଥିବା ଖବର ପ୍ରଚାରିତ ହେବା ପରେ ଏବେ ବିବାହକୁ ନେଇ ଅନେକ କିଛି ଚର୍ଚ୍ଚା ହେବାରେ ଲାଗିଛି। ତେବେ ନିର୍ବନ୍ଧ ଖବରକୁ ଏଡ଼ାଇ…

ରୋଗୀଙ୍କ ଗଳାରୁ ବାହାରୁଥିଲା ରକ୍ତ, କାରଣ ଜାଣି ଆଶ୍ଚର୍ଯ୍ୟ ହେଲେ ଡାକ୍ତର

ବ୍ରିଟେନ୍‌ରେ ରହୁଥିବା ୭୨ ବର୍ଷୀୟ ଅବସରପ୍ରାପ୍ତ ଇଲେକ୍ଟ୍ରିସିଆନ୍‌ ଜ୍ୟାକ୍‌ଙ୍କ ଗଳାରୁ ରକ୍ତ ବାହାରୁଥିଲା। ଜ୍ୟାକ୍‌ଙ୍କ ଗଳା ଦରଜ ହେବା ସହ ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ହେଉଥିଲା। ଅପରେଶନ୍‌ ପାଇଁ ସେ ଡାକ୍ତରଙ୍କ ନିକଟକୁ ଯାଇଥିଲେ। ଏହାର କାରଣ ଜାଣି ଡାକ୍ତର…

ଭାରତୀୟ ଆର୍ମି ହେଡକ୍ୱାର୍ଟରକୁ ରାଖୀ ପଠାଇଲେ ଛାତ୍ରୀଛାତ୍ର

ଭବାନୀପାଟଣା,୧୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ସ୍ବାମୀ ବିବେକାନନ୍ଦ ପବ୍ଲିକ୍‌ ସ୍କୁଲର ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ନୂଆଦିଲ୍ଲୀସ୍ଥିତ ଭାରତୀୟ ଆର୍ମି ହେଡକ୍ୱାର୍ଟରକୁ ୧୫୦ ରୁ ଅଧିକ ରାଖୀ ପଠାଇଛନ୍ତି। ସ୍କୁଲର ଅଧ୍ୟକ୍ଷ ଶିବରାମ ନାଏକଙ୍କ ସହଯୋଗରେ ଡାକ ଯୋଗେ ଏହି ରାଖୀ ପଠାଯାଇଛି।…

କଶ୍ମୀର ଘଟଣା: ସର୍ଫରାଜ ଅହମ୍ମଦଙ୍କ ଟିପ୍ପଣୀ

କରାଚୀ,୧୪।୮- କେନ୍ଦ୍ର ସରକାର ଜମ୍ମୁ-କଶ୍ମୀର ରାଜ୍ୟର ସ୍ବତନ୍ତ୍ର ମାନ୍ୟତା ପ୍ରତ୍ୟାହାର କରି କେନ୍ଦ୍ର ଶାସିତ ଅଞ୍ଚଳ ଘୋଷଣା କରିବାର ଗୋଟିଏ ସପ୍ତାହ ପରେ ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସର୍ଫରାଜ ଅହମ୍ମଦ ଟିପ୍ପଣୀ ଦେଇଛନ୍ତି। କଶ୍ମୀର ଭାଇଙ୍କ ସହ ଆମ ପୂରା…

ଏଣିକି ସ୍ବାଧୀନତା ସଂଗ୍ରାମୀମାନଙ୍କୁ ‘ମାନ୍ୟବର’ ସମ୍ବୋଧନ

ଭୁବନେଶ୍ୱର,୧୪।୮(ବ୍ୟୁରୋ): ଏଣିକି ସ୍ବାଧୀନତା ସଂଗ୍ରାମୀମାନଙ୍କୁ ‘ମାନ୍ୟବର’ ସମ୍ବୋଧନ କରାଯିବ। ସ୍ବାଧୀନତା ସଂଗ୍ରାମରେ ସେମାନଙ୍କ ମହନୀୟ ଅବଦାନକୁ ସମ୍ମାନ ଜଣାଇ ରାଜ୍ୟ ସରକାର ସ୍ବାଧୀନତା ସଂଗ୍ରାମୀମାନଙ୍କୁ ସଭାସମିତିରେ ସମ୍ବୋଧନ କରିବା ସମୟରେ ‘ମାନ୍ୟବର’ ଭାବେ ସମ୍ବୋଧନ କରିବା ଲାଗି ନିଷ୍ପତ୍ତି ନେଇଛନ୍ତି। ଫଳରେ…

ପାକିସ୍ତାନର ସ୍ବାଧୀନତା ଦିବସରେ ଭାରତୀୟ ଟୁଇଟର ବ୍ୟବହାରକାରୀ ଟ୍ରୋଲ କରି ଲେଖିଲେ ‘# ହାପି ବାର୍ଥଡେ ବେଟା’

ନୂଆଦିଲ୍ଲୀ,୧୪।୮: ପାକିସ୍ତାନ ଅଗଷ୍ଟ ୧୪ ବୁଧବାର ନିଜର ୭୩ତମ ସ୍ବାଧୀନତା ଦିବସ ପାଳନ କରୁଛି। ଏହି ଅବସରରେ ଭାରତୀୟ ଟୁଇଟର ବ୍ୟବହାରକାରୀ ପଡୋଶୀ ଦେଶକୁ ଟୁଇଟରରେ ‘# ହାପି ବାର୍ଥଡେ ବେଟା’ ଲେଖି ଟ୍ରୋଲ କରିଥିବା ଦେଖିବାକୁ ମିଳିଛି। ୧୯୪୭ ଅଗଷ୍ଟ…

ନାମାଙ୍କନ ପତ୍ର ଦାଖଲ କଲେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ପୁଅ ନୀରଜ ଶେଖର

ଲକ୍ଷ୍ନୌ, ୧୪।୮:ଉତ୍ତର ପ୍ରଦେଶର ଏକ ସିଟ୍‌ରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖର ପୁଅ ନୀରଜ ଶେଖର। ନାମାଙ୍କନବେଳେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଅନ୍ୟ ଭାଜପା ନେତା ଉପସ୍ଥିତ ଥିଲେ।…

ଖରସ୍ରୋତାରେ ଡଙ୍ଗା ବୁଡ଼ି, ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର

ସିଂହପୁର,୧୪।୮(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଜରୀଗ୍ରାମ ନଦୀ ଅପରପାର୍ଶ୍ୱ ମଧୁବନଠାରେ ଖରସ୍ରୋତାରେ ବୁଧବାର ଡଙ୍ଗା ବୁଡ଼ିଯାଇଥିଲା। ମାତ୍ର ସ୍ଥାନୀୟ ଲୋକଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ ସେଥିରେ ଥିବା ଛାତ୍ରୀଛାତ୍ରଙ୍କ ସମେତ କିଛି ଯାତ୍ରୀ ନିଶ୍ଚିତ ମୃତ୍ୟୁ ମୁଖରୁ ବର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?