Home Left

ଝାରସୁଗୁଡ଼ା ଜିଲାପାଳ ନିଲମ୍ବିତ

କଟକ ଅଫିସ/ଝାରସୁଗୁଡ଼ା ଅଫିସ, ୧୪।୮: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ଝାରସୁଗୁଡ଼ା ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ନିଲମ୍ବିତ କରିଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶ ନ ଆସିବା ଯାଏ ଏଡିଏମ୍‌ ପ୍ରଦୀପ ସାହୁ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ହାଇକୋର୍ଟଙ୍କ ଆଦେଶ ଉଲଘଂନ କରିଥିବାରୁ…

ଆଜିର ଦିନରେ କ୍ୟାରିୟରର ପ୍ରଥମ ଶତକ ଲଗାଇଥିଲେ ସଚିନ

ନୂଆଦିଲ୍ଲୀ,୧୪।୮- ୧୯୯୦ ମସିହା ଆଜିର ଦିନରେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର କ୍ୟାରିୟରର ପ୍ରଥମ ଅନ୍ତର୍ଜାତୀୟ ଶତକ ଲଗାଇଥିଲେ। ସେତେବେଳେ ୧୭ ବର୍ଷୀୟ ସଚିନ ଓଲ୍ଡ ଟ୍ରାଫର୍ଡଠାରେ ୧୧୯ ରନ୍‌ର ଇନିଂସ ଖେଳିଥିଲେ। ଏଥିଯୋଗୁ ଭାରତୀୟ ଦଳ ମ୍ୟାଚ୍‌ ବଞ୍ଚାଇବାକୁ ସକ୍ଷମ…

ପାକିସ୍ତାନକୁ ୮ ଉଇକେଟରେ ପରାସ୍ତ କଲା ଭାରତ, ମ୍ୟାଚ୍‌ର ହିରୋ ଜମ୍ମୁ-କଶ୍ମୀର ଖେଳାଳି

ଲଣ୍ଡନ, ୧୪।୮: ଇଂଲଣ୍ଡରେ ଚାଲିଥିବା ଦିବ୍ୟାଙ୍ଗ ଟି-୨୦ ବିଶ୍ୱ କ୍ରିକେଟ୍‌ ଚାମ୍ପିଅନ୍‌ସିପ୍‌ରେ ଭାରତ ଏକ ମ୍ୟାଚ୍‌ରେ ପାକିସ୍ତାନକୁ ପରାସ୍ତ କରିଛି। ଏହି ମ୍ୟାଚର ହିରୋ ଥିଲେ ଜମ୍ମୁ-କଶ୍ମୀରର ଓ୍ବାସିମ୍‌ ଇକଓ୍ବାଲ। ସେ ୪୩ଟି ବଲରୁ ୬୯ରନ୍‌ କରି ଭାରତ ବିଜୟର ପ୍ରମୁଖ…

କଶ୍ମୀର: ୨ ମିନିଟ୍‌ ଫୋନ୍‌ରେ କଥାହେବା ପାଇଁ ଡିସି ଅଫିସ୍‌ ସମ୍ମୁଖରେ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରୁଛନ୍ତି ଲୋକେ

ଶ୍ରୀନଗର,୧୪।୮: ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଜମ୍ମୁ-କଶ୍ମୀରରେ ମୋବାଇଲ୍‌ ଏବଂ ଇଣ୍ଟରନେଟ୍‌ ସେବାକୁ ସାମୟିକ ବନ୍ଦ କରାଯାଇଛି। ଏହା ଦ୍ୱାରା ସ୍ଥାନୀୟ ବାସିନ୍ଦା ହଇରାଣ ହେଉଛନ୍ତି। ତେବେ ଡିସି ଅଫିସ୍‌ ପକ୍ଷରୁ ଲୋକଙ୍କ ସୁବିଧା ପାଇଁ ଫୋନ୍‌ ବ୍ୟବସ୍ଥା କରାଯାଇଛି। ଏଠାରେ…

ବଲିଉଡ୍‌ରେ ଦେଶଭକ୍ତିର ସଂଳାପ, ଆଜି ବି ଲୋମ ଟାଙ୍କୁରାଇ ଦିଏ

ବଲିଉଡ୍‌ରେ ଏମିତି କିଛି ଦେଶପ୍ରେମ ତଥା ଦେଶଭକ୍ତି ଫିଲ୍ମ ରହିଛି, ଯାହା ଦର୍ଶକଙ୍କୁ ଆଜି ପର୍ଯ୍ୟନ୍ତ ବାନ୍ଧି ରଖିଛି। କେବଳ ଯେ ଫିଲ୍ମ ତାହା ନୁହେଁ, ଗୋଟିଏ ଗୋଟିଏ ଫିଲ୍ମର କିଛି ଦେଶଭକ୍ତି ସଂଳାପ ଶୁଣିଲେ ଆଜି ବି ଲୋମ ଟାଙ୍କୁରି…

ପରିମଳ ସଚେତନତା: ଝାଡୁ ଧରିଲେ ଜିଲାପାଳ

ଶେରଗଡ଼,୧୪।୮(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ରୁ ବୁଧବାର ସକାଳେ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଝାଡୁଧରି ପରିମଳ ସଚେତନତାର ଶୁଭାରମ୍ଭ କରିଛନ୍ତି। ସକାଳ ସାଢ଼େ ୬ଟାରେ ଶେରଗଡ଼ ଚାରିଛକରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତି ନିକଟରେ ଛିଡ଼ାହୋଇ ସଚେତନତା ଅଭିଯାନ ଆରମ୍ଭ କରିଥିଲେ।…

ଆଗରପଡ଼ା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ: ଶ୍ରେଣୀଗୃହରେ ଅଚେତ ହେଲେ ଛାତ୍ରୀ, ଚାଲିଛି ଚିକିତ୍ସା

ବନ୍ତ, ୧୪।୮(ସ୍ବ.ପ୍ର.): ଭଦ୍ରକ ଜିଲା ଆଗରପଡ଼ା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ୯ମ ଶ୍ରେଣୀ କକ୍ଷରେ ବୁଧବାର କେତେକ ଛାତ୍ରୀ ହଠାତ୍‌ ଅଣନିଃଶ୍ୱାସୀ ହୋଇ ଅଚେତ ହୋଇଯାଇଛନ୍ତି। ସେମାନଙ୍କୁ ନିକଟସ୍ଥ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି। ତେବେ ସେମାନଙ୍କ…

ଲଗାଣ ବର୍ଷା: ଧୋଇଗଲା ପୋଲର ଦୁଇ ପାର୍ଶ୍ୱ

କୋଟଗଡ଼, ୧୪।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା କୋଟଗଡ଼ ବ୍ଲକ ପକାରିଓ ରାଣିପଙ୍ଗା ପଞ୍ଚାୟତରେ ଗ୍ରାମ ଉନ୍ନୟନ ବିଭାଗ ଦ୍ବାରା ନୂତନ ଭାବେ ଏକ ପୋଲ ନିର୍ମାଣ ହୋଇଥିଲା। ଗତ ଲଗାଣ ବର୍ଷାରେ ପୋଲର ଦୁଇ ପାର୍ଶ୍ୱ ଧୋଇଯାଇଛି। ଫଳରେ ଦୁଇ ପଞ୍ଚାୟତ ମଧ୍ୟରେ…

ଏଥିପାଇଁ ଡ୍ରେସ୍‌ ଖୋଲିଲେ ଇଂଲଣ୍ଡ ମହିଳା କ୍ରିକେଟ ଖେଳାଳି

ଲଣ୍ଡନ, ୧୪।୮:ଇଂଲଣ୍ଡର ଓ୍ବିକେଟକିପର୍‌ ବ୍ୟାଟ୍ସମ୍ୟାନ୍‌ ସାରା ଟେଲର ମହିଳା କ୍ରିକେଟରେ ଏକ ଜଣାଶୁଣା ନାଁ। କ୍ରିକେଟ ପଡିଆରେ ସେ ଅନେକ ରେକର୍ଡର ଅଧିକାରୀ ମଧ୍ୟ। ଖାସ୍‌ ଭାବେ ଓ୍ବିକେଟ୍‌ ପଛରେ ସେ ଅନେକ କ୍ରିକେଟରଙ୍କୁ ପାଣି ପିଆଇ ଦେଇଛନ୍ତି। ଏବେ ସେ…

ଅଗଷ୍ଟ ୧୫କୁ କଳାଦିବସ ରୂପେ ପାଳିବାକୁ ମାଓବାଦୀ ଲଗାଇଲେ ବ୍ୟାନର

ନବରଙ୍ଗପୁର/ଝରିଗାଁ,୧୪ା୮(ବି.ପ୍ର./ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଇଚ୍ଛାପୁର ପଞ୍ଚାୟତ କର୍ଲାପଡ଼ା ନୂତନ ପ୍ରାଥମିକ ବିଦ୍ୟାଳୟରେ ମାଓବାଦୀ ପକ୍ଷରୁ ଅଗଷ୍ଟ ୧୫କୁ କଳାଦିବସ ରୂପେ ପାଳିବାକୁ କଳା ବ୍ୟାନରରେ ଲେଖି କାନ୍ଥରେ ଟାଙ୍ଗିଛନ୍ତି। ଏଥିସହ ଏକ ଧଳା କାଗଜରେ ଲାଲ ରଙ୍ଗରେ ସିପିଆଇ…

ଭାରତୀୟ ସେନାଙ୍କ ସହ ଲେହରେ ପହଞ୍ଚିଲେ ଧୋନୀ, ଅଗଷ୍ଟ ୧୫ରେ ଉଡାଇବେ ତ୍ରିରଙ୍ଗା

ଶ୍ରୀନଗର,୧୪।୮:ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ କ୍ରିକେଟରୁ କିଛିଦିନ ପାଇଁ ଦୂରେଇ ଯାଇଛନ୍ତି। ଏହି ସମୟ ମଧ୍ୟରେ ନିଜକୁ ସେନାରେ ସାମିଲ କରିଛନ୍ତି ମାହି। ଧୋନୀ ଲେଫ୍ଟନାଣ୍ଟ କର୍ଣ୍ଣେଲ ପାରାସୁଟ ରେଜିମେଣ୍ଟ ବାଟାଲିଅନର ଟ୍ରେନିଂ କରୁଛନ୍ତି। ଧୋନୀ…

ମାଟିତଳୁ ମହିଳାଙ୍କ ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତ ସ୍ବାମୀ ଗିରଫ

ହାଟଡିହୀ, ୧୪।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅନ୍ତର୍ଗତ ଅଣା ଗ୍ରାମରେ ପ୍ରଦୀପ ମଲିକଙ୍କ ଘର ବାଡିରୁ କିଛି ଦିନ ତଳେ ଜଣେ ମହିଳାଙ୍କ ମୃତଦେହକୁ ପୋଲିସ ମାଟିତଳୁ ଉଦ୍ଧାର କରିଥିଲା। ମୃତଦେହ ପ୍ରଦୀପଙ୍କ ସ୍ତ୍ରୀ ମଧୁସ୍ମିତା ନାୟକଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?