Home Left

ଲଗାଣ ବର୍ଷାରେ ଧୋଇଗଲା ରାସ୍ତା: ସପ୍ତାହେ ହେଲା କାଲିଗାଡ଼ୁ-ସୁଗଡ଼ବାଡ଼ି ମଧ୍ୟରେ ଯାତାୟାତ ବନ୍ଦ, ବିପଦସଙ୍କୁଳ ଭାବେ ନାଳ ପାର ହେଉଛନ୍ତି ଛାତ୍ରୀଛାତ୍ର

ରାଇକିଆ, ୧୪।୮(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ରାଇକିଆ ବ୍ଲକ କାଲିଗାଡୁ-ସୁଗଡବାଡି ରାସ୍ତାରେ ଏକ ସପ୍ତାହ ହେଲା ଯାତାୟାତ ବନ୍ଦ ରହିଛି। ଲଗାଣ ବର୍ଷା ଯୋଗୁଁ କାଲିଗାଡୁ ନାଳରେ ପ୍ରବଳ ବର୍ଷା ପାଣି ପ୍ରବାହିତ ହେବା ଫଳରେ ସେଠାରେ ଥିବା ନିର୍ମାଣଧୀନ ପୋଲର ଉଭୟ…

ଦେଶବାସୀଙ୍କୁ ସଚିନଙ୍କ ନିବେଦନ, ଦୟାକରି ସାହାଯ୍ୟ କରନ୍ତୁ

ମୁମ୍ବାଇ, ୧୪।୮: ଦେଶବାସୀ ଏବଂ ନିଜ ଫ୍ୟାନ୍‌ମାନଙ୍କୁ ବନ୍ୟା ପ୍ରପୀଡିତଙ୍କୁ ସହାୟତା ଯୋଗାଇଦେବା ପାଇଁ ଅପିଲ୍‌ କରିଛନ୍ତି। ଟୁଇଟରେ ସଚିନ କହିଛନ୍ତି, ଦେଶର ବିଭିନ୍ନ ରାଜ୍ୟରେ ବନ୍ୟା ତାଣ୍ଡବରେ ଅନେକ ଲୋକଙ୍କ ଜୀବନ ଯାଇଛି। ବନ୍ୟା ଜଳ କିଛିଟା ହ୍ରାସ ହେବାରୁ…

ଲୁଟ୍‌ ଉଦ୍ୟମ ବିଫଳ: ଘର ମାଲିକଙ୍କ କାନ କାଟି ଫେରାର ହେଲେ ଦୁର୍ବୃତ୍ତ

କଣ୍ଟାପଡା,୧୪।୮(ଡି.ଏନ୍‌.ଏ.): କଟକ ଜିଲା ଓଲଟପୁର ଥାନା ଅନ୍ତର୍ଗତ ଅଡ଼ଶପୁର ଗ୍ରାମ ବେଢ଼ାସାହିର ଜଣେ ବ୍ୟକ୍ତିଙ୍କ ଘରୁ ମଙ୍ଗଳବାର ବିଳମ୍ବିତ ରାତିରେ ୨ ଦୁର୍ବୃତ୍ତ ଲୁଟ୍‌ ଉଦ୍ୟମ କରି ବିଫଳ ହୋଇଛନ୍ତି। ଏଯାବତ୍‌ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ବେଳେ…

ପାକିସ୍ତାନ ରାଷ୍ଟ୍ରପତି ଦେଖାଇଲେ ନାଲିଆଖି: କହିଲେ ଯୁଦ୍ଧ ହେଲେ ଜେହାଦ୍‌ରେ ଦିଆଯିବ ଉତ୍ତର

ଇସଲାମାବାଦ୍‌,୧୪।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ନେଇ ପାକିସ୍ତାନର ଅବସ୍ଥା ଭୋକ ବିକଳରେ ତାଟିଆ କାମୁଡ଼ା ଭଳି ହୋଇଛି। ପୂର୍ବରୁ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ବିଭିନ୍ନ ବିବାଦୀୟ ମନ୍ତବ୍ୟ ଦେଇଥିବାବେଳେ ଏବେ ପାକିସ୍ତାନ ରାଷ୍ଟ୍ରପତି ଆରିଫ୍‌ ଅଲଓ୍ବୀ ଭାରତକୁ ନାଲି ଆଖି ଦେଖାଇଛନ୍ତି।…

ପାନୀୟ ଜଳସଙ୍କଟ: ୧୫୦ ଛାତ୍ରୀଙ୍କ କେଶ କଟାଇଲେ ପ୍ରିନ୍ସିପଲ୍‌

ମେଡକ, ୧୪।୮: ପାନୀୟ ଜଳସଙ୍କଟ ଯୋଗୁ ତେଲେଙ୍ଗାନାର ଏକ ସରକାରୀ ସ୍କୁଲରେ ୧୫୦ ଛାତ୍ରୀଙ୍କ କେଶ କଟା ଯାଇଛି। ଛାତ୍ରୀମାନେ ରହୁଥିବା ହଷ୍ଟେଲରେ ପିଇବା ପାଣିର ଘୋର ଅଭାବ ଦେଖାଦେଇଥିବାରୁ ପ୍ରିନ୍ସିପଲ୍‌ କେ.କରୁଣା ଏଭଳି ପଦକ୍ଷେପ ଗ୍ରହଣ କରିଥିବା ଅଭିଯୋଗ ହୋଇଛି।…

ନିଜକୁ ଗୁଳି ମାରି ଆତ୍ମହତ୍ୟା କଲେ ଡିସିପି

ଫରିଦାବାଦ୍‌,୧୪।୮: ହରିୟାଣାରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଫରିଦାବାଦର ଡେପୁଟୀ କମିଶନର ଅଫ୍‌ ପୋଲିସ୍‌(ଡିସିପି) ବିକ୍ରମ କପୁର ବୁଧବାର ସକାଳୁ ନିଜ ବାସଭବନରେ ଗୁଳିମାରି ଆତ୍ମହତ୍ୟା କରିଛନ୍ତି। ସେ କାହିଁକି ଆତ୍ମହତ୍ୟା କଲେ ତାହାର କାରଣ ଜଣାପଡିନାହିଁ। ସୂନଚାଯୋଗ୍ୟ, ବିକ୍ରମ…

ମୋଦିଙ୍କୁ ଏଥର ବି ରାଖୀ ବାନ୍ଧିବେ ପାକିସ୍ତାନ ଭଉଣୀ

ନୂଆଦିଲ୍ଲୀ,୧୪।୮: ସାରା ଦେଶରେ ରାଖୀ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଭାଇ ହାତରେ ରାଖୀ ବାନ୍ଧିବା ପାଇଁ ଭଉଣୀ ସଜବାଜ ଆରମ୍ଭ କରିଦେଲେଣି। ରାଖୀ ଅବସରରେ ପାକିସ୍ତାନରେ ଜନ୍ମିତ ଜଣେ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହାତରେ ରାଖୀ ବାନ୍ଧିବା…

ଅଭିନନ୍ଦନଙ୍କୁ ମିଳିବ ବୀର ଚକ୍ର

ନୂଆଦିଲ୍ଲୀ,୧୪।୮: ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କୁ ବୀର ଚକ୍ର ସମ୍ମାନରେ ସମ୍ମାନୀତ କରାଯିବ। ଏହା ଭାରତର ତୃତୀୟ ସମ୍ମାନ ଜନକ ମେଡାଲ। ବାଲାକୋଟ ଏୟାର ଷ୍ଟ୍ରାଇକ୍‌ର ଗୋଟିଏ ଦିନ ପରେ ଅଭିନନ୍ଦନ ପାକିସ୍ତାନ ସମ୍ମୁଖରେ ପ୍ରଦର୍ଶନ କରିଥିବା ନିଜର ବୀରତ୍ୱ ପାଇଁ…

ବାଂଶୁରୀ ଭାଜପାରେ ଯୋଗଦେବା ନେଇ ମୋଦି ଦେଲେ ସଙ୍କେତ

ନୂଆଦିଲ୍ଲୀ,୧୪।୮: ସୁଷମା ସ୍ବରାଜଙ୍କ ପୁତ୍ରୀ ବାଂଶୁରୀ କୌଶଲ ଭାଜପାରେ ଯୋଗଦେବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଙ୍କେତ ଦେଇଛନ୍ତି। ସୁଷମାଙ୍କ ଶ୍ରଦ୍ଧାଞ୍ଜଳୀ ସଭାରେ ଯୋଗଦେଇ ମୋଦି କହିଛନ୍ତି ଯେ, ବାଂଶୁରୀ ହେଉଛନ୍ତି ସୁଷମାଙ୍କ ପ୍ରତିଛବି। ସୁଷମାଙ୍କ ଅନୁପସ୍ଥିତିରେ ମୋଦି ବାଂଶୁରୀଙ୍କ କାର୍ଯ୍ୟକୁ…

ସେସୁ ସିଇଓ ଭାବେ ଦାୟିତ୍ୱ ନେଲେ ବୋଥ୍ରା

ଭୁବନେଶ୍ୱର,୧୪।୮(ବ୍ୟୁରୋ): ଆଇପିଏସ୍‌ ଅଫିସର ଅରୁଣ ବୋଥ୍ରା ସେସୁର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ)ଭାବେ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ନିକଟରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଶାସନିକ ସ୍ତରରେ ଅଦଳବଦଳ କରାଯାଇଥିଲା। ଏହି ସମୟରେ ଆଇଏଏସ୍‌ ଅଫିସର ମହମ୍ମଦ ସିଦ୍ଦିକ୍‌ ଆଲାମଙ୍କ ସ୍ଥାନରେ ବୋଥ୍ରାଙ୍କୁ…

ପଶ୍ଚିମ ଓଡ଼ିଶାରେ ବନ୍ୟା: ଏସ୍‌ଆର୍‌ସି, ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲା ଭାଜପା ଟିମ୍‌

ଭୁବନେଶ୍ୱର,୧୪ା୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ବଲାଙ୍ଗୀର, ସୁବର୍ଣ୍ଣପୁର, କଳାହାଣ୍ଡି, କନ୍ଧମାଳ, ବରଗଡ ଆଦି ଜିଲାରେ ଗତ ୩ ଦିନରେ ପ୍ରବଳ ବର୍ଷା ହୋଇଛି। ଏବେ ସେହି ଅଞ୍ଚଳଗୁଡିକରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିର ମୁକାବିଲା କରିବାସହ ପ୍ରଭାବିତ ଲୋକଙ୍କୁ ଉଦ୍ଧାର କରି ସୁରକ୍ଷିତ…

‘ମିଶନ ମଙ୍ଗଲ’ରେ ନିଥ୍ୟା ମେନନଙ୍କ ପଦାର୍ପଣ

ମୁମ୍ବାଇ: ଦକ୍ଷିଣ ଭାରତୀୟ ଅଭିନେତ୍ରୀ ନିଥ୍ୟା ମେନନ୍‌ ‘ମିଶନ ମଙ୍ଗଲ’ରେ ଅଭିନୟ କରି ବେଶ୍‌ ଖୁସି ଅନୁଭବ କରିଛନ୍ତି। ଏହି ଫିଲ୍ମରେ ଡେବ୍ୟୁ କରି ସେ ବଲିଉଡ ଅଭିନେତ୍ରୀର ମାନ୍ୟତା ପାଇଛନ୍ତି। ଏଥିରେ ମୁଖ୍ୟ ଚରିତ୍ରରେ ଅକ୍ଷୟ କୁମାର, ବିଦ୍ୟା ବାଲାନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?