Home Left

ହକି ବିଶ୍ୱକପ୍‌ ଖର୍ଚ୍ଚର ପ୍ରାଥମିକ ହିସାବ: ୮୨.୫ କୋଟିରୁ ୫୯ କୋଟିର ହିସାବ ଆସିଛି

ଭୁବନେଶ୍ୱର,୧୪ା୮(ବ୍ୟୁରୋ): ଓଡ଼ିଶାରେ ଗତବର୍ଷ ହୋଇଥିବା ହକି ବିଶ୍ୱକପ୍‌ ପାଇଁ ରାଜ୍ୟ ସରକାର ୮୨.୫ କୋଟି ଟଙ୍କାର ବ୍ୟୟବରାଦ କରିଥିଲେ। ଏଥିମଧ୍ୟରୁ ୫୯.୫୯ କୋଟି ଟଙ୍କାର ହିସାବ ସାମ୍ନାକୁ ଆସିଛି। ୨୫ କୋଟି ଟଙ୍କା କେବଳ ବିଶ୍ୱକପର ଆୟୋଜକ, ଅନ୍ତର୍ଜାତୀୟ ହକି ପରିଷଦ(ଏଫ୍‌ଆଇଏଚ୍‌)…

ସ୍ବାଧୀନତା ଦିବସ ସୁରକ୍ଷାକୁ ନେଇ ଡିଜିପିଙ୍କ ସମୀକ୍ଷା: ମାଓବାଦୀପ୍ରବଣ ଅଞ୍ଚଳରେ ସଜାଗ ରହିବାକୁ ନିର୍ଦ୍ଦେଶ

କଟକ ଅଫିସ, ୧୪।୮: ଆଗାମୀ ସ୍ବାଧୀନତା ଦିବସରେ କୌଣସି ଅପ୍ରୀତିକର ପରିସ୍ଥିତି ଓ ଆତଙ୍କବାଦୀ ଆକ୍ରମଣ ଏଡ଼ାଇବା ଲାଗି ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ମଙ୍ଗଳବାର ରାଜ୍ୟ ପୋଲିସ ମୁଖ୍ୟାଳୟରେ ସୁରକ୍ଷା ସଂକ୍ରାନ୍ତ ସମୀକ୍ଷା ବୈଠକ…

ସ୍ବାଧୀନତା ଦିବସ ପାଇଁ ରେଳ ଷ୍ଟେଶନରେ ବଢ଼ିଲା ସୁରକ୍ଷା: ଯାତ୍ରୀଙ୍କ ଲଗେଜ୍‌, ଟ୍ରେନ୍‌ ବଗି ଯାଞ୍ଚ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ସ୍ବାଧୀନତା ଦିବସ ପାଇଁ ମଙ୍ଗଳବାର ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେଶନରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ରେଳ ସୁରକ୍ଷା ବଳ ଓ ସ୍ପେଶାଲ ଟାସ୍କ ଫୋର୍ସ ମିଶି ରେଳ ଷ୍ଟେଶନର କୋଣ ଅନୁକୋଣ ଯାଞ୍ଚ କରିଛନ୍ତି। ଯାତ୍ରୀଙ୍କଠାରୁ ନେଇ,…

ଶ୍ରୀଲିଙ୍ଗରାଜ ମନ୍ଦିରକୁ ଆଦର୍ଶ ପର୍ଯ୍ୟଟନସ୍ଥଳ ପାଇଁ ଦାବି

ପୁରୁଣା ଭୁବନେଶ୍ୱର, ୧୪। ୮(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ଶ୍ରୀଜଗନ୍ନାଥ ଓ ଅର୍କକ୍ଷେତ୍ର କୋଣାର୍କ ମନ୍ଦିରକୁ ଆଦର୍ଶ ପର୍ଯ୍ୟଟନସ୍ଥଳ ରୂପେ ପରିଗଣିତ କରିବାକୁ ନିକଟରେ କେତେଜଣ ବିଧାୟକ କେନ୍ଦ୍ର ପର୍ଯ୍ୟଟନ ବିଭାଗକୁ ବିଧାନସଭା ପ୍ରଶ୍ନୋତ୍ତର କାଳରେ ପତ୍ର ଲେଖିଛନ୍ତି। ଏହି ପରିପ୍ରେକ୍ଷୀରେ ମନ୍ଦିର…

ପିଏଚ୍‌ଡି ମୁଖ୍ୟ ପାଇପ୍‌ ଲାଇନ୍‌ରେ ଫାଟ : ପାନୀୟ ଜଳରେ ମିଶୁଛି ଦୂଷିତ ପାଣି

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ରସୁଲଗଡ ଛକ ଦେଇଯାଇଛି ପିଏଚଡିର ମୁଖ୍ୟ ପାନୀୟ ଜଳ ପାଇପ ଲାଇନ। କୁଆଖାଇ ନଦୀରୁ ଉକ୍ତ ସର୍ଭିସ ପାଣି ପାଇପ ଲାଇନ ଆସିଛି। ଯାହାକି ରସୁଲଗଡ ଛକରୁ ପାଇପ ଲାଇନ କଟକରୋଡ, କଳ୍ପନା, ରାଜମହଲ ଧରି ପୁରୁଣା ଭୁବନେଶ୍ୱର…

ମହିଳାଙ୍କୁ ଅସଦାଚରଣ ମାମଲା: ଜେଲ୍‌ ଗଲେ ପୂର୍ବତନ ସରପଞ୍ଚ

ନିମାପଡ଼ା,୧୪ା୮(ଡି.ଏନ୍‌.ଏ.): ନିମାପଡ଼ା ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଅସଦାଚରଣ ପ୍ରଦର୍ଶନ କରିଥିବା ମାମଲାରେ ସୋମବାର ଜଣେ ପୂର୍ବତନ ସରପଞ୍ଚ ଜେଲ ଯାଇଥିବା ଜଣାପଡିଛି। ସେ ହେଲେ ଚାରିଛକ ଫାଣ୍ଡି ଅଞ୍ଚଳର ଦୁର୍ଯ୍ୟୋଧନ ବାରିକ। ସୂଚନାଥାଉ କି, ନିମାପଡ଼ା ଥାନା ଅଞ୍ଚଳର ଜଣେ…

ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା ଫି’ ପ୍ରସଙ୍ଗ: କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଓ ଦ୍ୱାଦଶ ପରୀକ୍ଷା ଫି’ ବୃଦ୍ଧିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ପରୀକ୍ଷା ଫି’ ବୃଦ୍ଧି ଯୋଗୁ ଅଭିଭାବକ ମହଲରେ…

ଜୟପୁରରେ ୧୪୪ ଧାରା ଜାରି: ଇଣ୍ଟରନେଟ୍‌ ସେବା ବନ୍ଦ

ଜୟପୁର, ୧୪।୮: ରାଜସ୍ଥାନ ଜୟପୁରରେ ୨ ସମ୍ପ୍ରଦାୟ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ୯ ପୋଲିସ କର୍ମଚାରୀଙ୍କ ସମେତି ୨୪ରୁ ଅଧିକ ଆହତ ହୋଇଛନ୍ତି। ଶାନ୍ତି ଶୃଙ୍ଖଳା ପାଇଁ ଏଠାରେ ୧୪୪ ଧାରା ଜାରି ହୋଇଛି। ଏହା ସହିତ ୧୦ଟି ଥାନା…

ସ୍ତ୍ରୀଙ୍କୁ ହତ୍ୟା ମାମଲା: ଅଭିଯୁକ୍ତ ସ୍ବାମୀଙ୍କୁ ୭ବର୍ଷ ଜେଲ୍‌

କଟକ ଅଫିସ୍‌, ୧୪।୮: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ମାମଲାରେ କଟକ ଅତିରିକ୍ତ ଜିଲା ଦୌରାଜଜ୍‌-୩ ବନ୍ଦନା କର ମଙ୍ଗଳବାର ଅଭିଯୁକ୍ତ ସ୍ବାମୀଙ୍କୁ ୭ବର୍ଷ କାରାଦଣ୍ଡ ଓ ୧୦ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅଧିକ ୬ମାସ ଜେଲ୍‌ଦଣ୍ଡ…

ସିିଲ୍କ ଇଣ୍ଡିଆ ଏକ୍ସପୋ-୨୦୧୯ : ଗୋଟିଏ ଛାତତଳେ ୧୭ ରାଜ୍ୟର ହସ୍ତତନ୍ତ

ଭୁବନେଶ୍ୱର,୧୪ା୮(ବ୍ୟୁରୋ): ଚନ୍ଦେରୀ, ମାହେଶ୍ୱରୀ, ବାନ୍ଧେଣୀ, ଜାମ୍‌ଦାନୀ, ଟସର୍‌, ଚିକନ୍‌କରି, ଭାଗଲପୁରୀ ସିଲ୍କ ଓ ମୁଙ୍ଗା ସିଲ୍କ। ଭାରତୀୟ ହସ୍ତତନ୍ତର ଏଭଳି ବିଭିନ୍ନତାକୁ ନେଇ ଭୁବନେଶ୍ୱରରେ ଆୟୋଜିତ ହୋଇଛି ସିିଲ୍କ ଇଣ୍ଡିଆ ଏକ୍ସପୋ ୨୦୧୯। ‘ହସ୍ତଶିଳ୍ପୀ’ ପକ୍ଷରୁ ଗତ ୯ ତାରିଖରୁ ହୋଟେଲ…

ଭିସୁଟ୍‌ ଅଧ୍ୟାପକ ଆନ୍ଦୋଳନର ଅନ୍ତ

ସମ୍ବଲପୁର,୧୪।୮(ବ୍ୟୁରୋ): ବୁର୍ଲା ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍‌) ଅଧ୍ୟାପକଙ୍କ ଆନ୍ଦୋଳନର ମଙ୍ଗଳବାର ଅନ୍ତ ଘଟିଛି। କୁଳସଚିବ ମଙ୍ଗଳବାର ଚିଠି ନଂ-୫୪୨, ତା ୧୩।୮।୧୯ ଅନୁଯାୟୀ ଆନ୍ଦୋଳନରତ ଅଧ୍ୟାପକ ସଂଗଠନକୁ ବେଆଇନ ଘୋଷଣା କରିଛନ୍ତି। ଭିସୁଟ୍‌ ପରିସରରେ ଆନ୍ଦୋଳନ କଲେ…

ନାବାଳିକା ଗାଧୋଇବା ବେଳେ ଭିଡିଓ ରେକର୍ଡିଂ କରି ଯୁବକ ଗିରଫ

ବାରିପଦା ଅଫିସ,୧୪।୮: ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କ ଗାଧୁଆ ସମୟର ଦୃଶ୍ୟ ମୋବାଇଲରେ ରେକର୍ଡିଂ କରି ଜଣେ ଯୁବକ ଗିରଫ ହୋଇଛନ୍ତି। ପୋଲିସ ତାଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ବାଙ୍ଗିରିପୋଷି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?