Home Left

ଡେଙ୍ଗୁ ନେଲା ମହିଳାଙ୍କ ଜୀବନ: ଏସ୍‌ସିବିରେ ଚଳିତବର୍ଷର ପ୍ରଥମ ଡେଙ୍ଗୁଜନିତ ମୃତ୍ୟୁ

କଟକ ଅଫିସ,୧୪ା୮: ଏସ୍‌ସିବି ମେଡିକାଲରେ ମଙ୍ଗଳବାର ଜଣେ ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ବାଳକାଟୀ ଅଞ୍ଚଳର ଦେବକୀ ବେହେରା (୬୦)। ସେ ଗତ ୧୫ଦିନ ହେଲା ମେଡିିସିନ ବିଭାଗ ଆଇସିୟୁରେ ଚିକିତ୍ସାଧୀନ…

ରାହୁଲ-ରାଜ୍ୟପାଳ ବାକ୍‌ଯୁଦ୍ଧ

ନୂଆଦିଲ୍ଲୀ,୧୪ା୮: ଜମ୍ମୁ-କଶ୍ମୀର ଗସ୍ତ କରିବାକୁ ଚାହୁଁଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସହ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ବାକ୍‌ଯୁଦ୍ଧ ଜୋରଧରିବାରେ ଲାଗିଛି। ଜମ୍ମୁ-କଶ୍ମୀରରେ ଲୋକେ ମରୁଥିବାବେଳେ ସବୁକିଛି ସ୍ବାଭାବିକ ଅଛି ବୋଲି ରାଜ୍ୟପାଳ ଦାବି କରୁଥିବା ନେଇ ରାହୁଲ ସମାଲୋଚନା କରିଥିଲେ।…

ବର୍ଷା ପାଇଁ ସମ୍ବଲପୁର-ଟିଟିଲାଗଡ଼ ସେକ୍ସନରେ ସେବା ବ୍ୟାହତ: ୯ ଟ୍ରେନ ବାତିଲ, ୧୧ଟିର ଗତିପଥ ବଦଳିଲା

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ସୋମବାର ରାତିରୁ ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ଅବିରତ ବର୍ଷା ଯୋଗୁ ବିଶେଷକରି ପଶ୍ଚିମ ଓଡ଼ିଶାରେ ବନ୍ୟା ପରିସ୍ଥିତି ଉପୁଜିଛି। ଫଳରେ ସମ୍ବଲପୁର-ଟିଟିଲାଗଡ଼ ରେଳ ସେକ୍ସନରେ ସେବା ବ୍ୟାହତ ହୋଇଛି। ଅଧିକାଂଶ ସ୍ଥାନରେ ରେଳ ଧାରଣା ଉପରେ ପାଣି ପ୍ରବାହିତ…

ପିଓକେରେ ସ୍ବାଧୀନତା ଦିବସ ପାଳିବେ ଇମ୍ରାନ୍‌

ଇସ୍‌ଲମାବାଦ,୧୪ା୮ (ଆଇଏଏନ୍‌ଏସ୍‌): ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ପାକ୍‌-ଅଧିକୃତ କଶ୍ମୀର (ପିଓକେ)ରେ ବୁଧବାର ସ୍ବାଧୀନତା ଦିବସ ପାଳନ କରିବେ। ଏହାସହ ସେ ସେଠାକାର ବିଧାନସଭାକୁ ସମ୍ବୋଧିତ କରିବେ। ଜମ୍ମୁ-କଶ୍ମୀର ସମ୍ପର୍କରେ ଭାରତର ନିଷ୍ପତ୍ତିକୁ ନେଇ ଅନ୍ତର୍ଜାତୀୟ ସମୁଦାୟଠାରୁ କିଛି ସହଯୋଗ ନ…

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ

ପୋର୍ଟ ଅଫ୍‌ ସ୍ପେନ୍‌, ୧୪।୮(ପି.ଟି.)- ଭାରତ ଓ ଘରୋଇ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ବୁଧବାର ତୃତୀୟ ତଥା ଅନ୍ତିମ ଦିନିକିଆ ଖେଳାଯିବ। ସ୍ଥାନୀୟ କୁଇନ୍ସ ପାର୍କ ଓଭାଲ ଗ୍ରାଉଣ୍ଡରେ ଆୟୋଜନ ହେବାକୁ ଥିବା ଏହି ମ୍ୟାଚ୍‌ ସିରିଜ୍‌ ନିର୍ଣ୍ଣାୟକ ସାବ୍ୟସ୍ତ ହେବ। ପ୍ରଥମ…

୬ ମାସ ପରେ ମୁଦ୍ରାସ୍ପୀତି ସାମାନ୍ୟ ହ୍ରାସ

ନୂଆଦିଲ୍ଲୀ,୧୪-୮: ଜୁଲାଇରେ କଞ୍ଜ୍ୟୁମର ପ୍ରାଇସ୍‌ ଇଣ୍ଡେକ୍ସ(ସିପିଆଇ) ଅର୍ଥାତ୍‌ ଖୁଚୁରା ମୁଦ୍ରାସ୍ଫୀତି ଗତ ୬ ମାସ ପରେ ସାମାନ୍ୟ ହ୍ରାସ ପାଇଛି। ମଙ୍ଗଳବାର ପ୍ରକାଶିତ ତଥ୍ୟ ଅନୁଯାୟୀ ଜୁଲାଇରେ ଖୁଚୁରା ମୁଦ୍ରାସ୍ଫୀତି ୩.୧୫%କୁ କମିଛି, ଯାହା କି ଜୁନ୍‌ରେ ୩.୧୮ ପ୍ରତିଶତ ରହିଥିଲା।…

ଜୁଲାଇରେ ଗାଡ଼ି ବିକ୍ରି ୧୯ବର୍ଷର ସର୍ବନିମ୍ନ ସ୍ତରରେ

ନୂଆଦିଲ୍ଲୀ,୧୪-୮: ଅଟୋ ସେକ୍ଟରରେ ମାନ୍ଦାବସ୍ଥା ମାଡ ବଢ଼ିଚାଲିଛି। ଏହା କେବେ ରୋକିବ କେହି କହିପାରୁନାହାନ୍ତି। ଏହାରି ଭିତରେ ଜୁଲାଇରେ ଗାଡ଼ି ବିକ୍ରି ୧୯ ବର୍ଷର ସର୍ବନିମ୍ନ ସ୍ତର ୧୮.୭୧ ପ୍ରତିଶତକୁ ହ୍ରାସ ପାଇଛି। ଫଳରେ ଗତ ୩ ମାସ ମଧ୍ୟରେ ୧୫…

ସିଏସ୍‌ଆର୍‌କୁ ଅନୁପାଳନ ଅବମାନନା ପରିଧିକୁ ଆଣିବା ଲାଗି ସୁପାରିସ୍‌

ନୂଆଦିଲ୍ଲୀ,୧୪-୮: ସରକାରଙ୍କ ଦ୍ୱାରା ଗଠିତ ଉଚ୍ଚସ୍ତରୀୟ କମିଟି ମଙ୍ଗଳବାର କମ୍ପାନୀ ଆଇନ ଅଧୀନରେ ସିଏସ୍‌ଆରରେ ହେଉଥିବା ଖର୍ଚ୍ଚ ଉପରେ ଟିକସଛାଡ଼ କରିବା ସହ ଏହାର ଅନୁପାଳନରେ ହେଉଥିବା ଅବମାନନାକୁ ଦଓ୍ବୋନୀ ଅପରାଧ ଭାବେ ମନେକରିବାକୁ ସୁପାରିସ୍‌ କରିଛି। କମ୍ପାନୀ ଆଇନ, ୨୦୧୩…

ଦିନକରେ ରୁପା ବଢ଼ିଲା ୨୦୦୦ ଟଙ୍କା

ନୂଆଦିଲ୍ଲୀ,୧୪-୮: ସୁନା ପରେ ଏବେ ରୁପା ମଧ୍ୟ ଏହାର ପୁରୁଣା ରେକର୍ଡ ଭାଙ୍ଗିଛି। ସ୍ଥାନୀୟ ସର୍ରାଫା ବଜାରରେ ମଙ୍ଗଳବାର ରୁପା ମୂଲ୍ୟ ୨୦୦୦ ଟଙ୍କା ବୃଦ୍ଧି ପାଇଛି। ଫଳରେ ରୁପା ମୂଲ୍ୟ ପ୍ରତି କେଜି ୪୫ ହଜାର ଟଙ୍କାର ସର୍ବୋଚ୍ଚ ସ୍ତର…

ତିଆରି ହେଲା ୧୮୦କିମି/ଘଣ୍ଟା ସ୍ପିଡ୍‌ର ରେଳ ଇଞ୍ଜିନ

ନୂଆଦିଲ୍ଲୀ,୧୪-୮: ଭାରତୀୟ ରେଲଓ୍ବେ ହାଇସ୍ପିଡ ଟ୍ରେନ ଇଞ୍ଜିନ ନିର୍ମାଣ କ୍ଷେତ୍ରରେ ବହୁ ଉନ୍ନତି କରିଛି। ପଶ୍ଚିମବଙ୍ଗର ଚିତ୍ତରଞ୍ଜନ ଲୋକୋମୋଟିଭ ଓ୍ବର୍କ୍ସରେ ଏକ ହାଇସ୍ପିଡ ଇଞ୍ଜିନ ନିର୍ମାଣ କରାଯାଇଛି ଯାହା ଘଣ୍ଟା ପ୍ରତି ୧୮୦କିମି ବେଗରେ ଗତକରିପାରିବ। ରେଳମନ୍ତ୍ରୀ ପୀୟୂଷ ଗୋୟଲ ଏସମ୍ପର୍କରେ…

ସେନ୍‌ସେକ୍ସ ୬୨୪ ପଏଣ୍ଟ ହ୍ରାସ

ମୁମ୍ବାଇ,୧୪-୮: ଦେଶର ଅର୍ଥନୀତିକୁ ଗତିଶୀଳ କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ୟାକେଜ ଘୋଷଣାରେ ବିଳମ୍ବ ତଥା ବିଶ୍ୱ ବଜାରରେ ଦେଖାଦେଇଥିବା ଅସ୍ଥିରତା କାରଣରୁ ମଙ୍ଗଳବାର ଭାରତୀୟ ଷ୍ଟକ୍‌ ବଜାର ପ୍ରଭାବିତ ହୋଇଥିଲା। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ସେନ୍‌ସେକ୍ସ ୬୨୪ ପଏଣ୍ଟ…

ଗରିବ ରାଜ୍ୟ ଜିଏସ୍‌ଟି ଆଦାୟରେ ଆଗୁଆ; ଓଡ଼ିଶାର ଟିକସ ସଂଗ୍ରହ ୨୦.୮%

ନୂଆଦିଲ୍ଲୀ,୧୪-୮: ଚଳିତ ଆର୍ଥିକ ବର୍ଷ ୨୦୧୯-୨୦ର ପ୍ରଥମ ୪ ମାସରେ ସାମ୍ରଗୀ ଏବଂ ସେବା ଟିକସ(ଜିଏସ୍‌ଟି) ସଂଗ୍ରହ କ୍ଷେତ୍ରରେ ଓଡ଼ିଶା, ବିହାର, ୟୁପି ଓ ମଧ୍ୟପ୍ରଦେଶ ଭଳି ଖାଉଟି ତଥା ଗରିବ ରାଜ୍ୟ ମହାରାଷ୍ଟ୍ର, ଗୁଜରାଟ, କର୍ନାଟକ ଏବଂ ତାମିଲନାଡୁ ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?