ସେପ୍ଟେମ୍ବରରେ ସମୀକ୍ଷା ହେବ ଓଭର ଥ୍ରୋ ନିୟମ
ଲଣ୍ଡନ,୧୩।୮- ବିଶ୍ୱକପ୍ ଫାଇନାଲରେ ଡିପ୍ ଅଞ୍ଚଳରୁ ଯେଉଁ ଥ୍ରୋ ବେନ ଷ୍ଟୋକ୍ସଙ୍କ ବ୍ୟାଟରେ ବାଜି ବାଉଣ୍ଡ୍ରି ଲାଇନ ଅତିକ୍ରମ କରିଥିଲା, ତାହା ଆସନ୍ତା ସେପ୍ଟେମ୍ବରରେ ସମୀକ୍ଷା ହେବ। ଏ ନେଇ ମାରିଲେବୋନ କ୍ରିକେଟ କ୍ଲବ ପକ୍ଷରୁ କୁହାଯାଇଛି। ଉକ୍ତ ଓଭର ଥ୍ରୋ…
ଚା’ ଦୋକାନ ପାଲଟିଛି ଲେଖକଙ୍କ ଆଲୋଚନା ସ୍ଥଳି
ଥିରୁଭାନନ୍ତପୁରମ୍: ସାଧାରଣତଃ କୌଣସି ବହିକୁ ନେଇ ଚର୍ଚ୍ଚା ହେଉ ଅବା ଲେଖକଙ୍କ ସମ୍ମିଳନୀ ଏହିସବୁ ବହି ଦୋକାନରେ କି କୌଣସି ଅନୁଷ୍ଠାନ ବା ଅଡିଟୋରିୟମରେ ହୋଇଥାଏ। କିନ୍ତୁ କେବେ ଭାବିଛନ୍ତି କି ଗୋଟିଏ ଚା ଦୋକାନରେ ଲେଖକଙ୍କ ସମ୍ମିଳନୀ ହେବା ବା…
ଏଣିକି ବିଦ୍ୟୁତ୍ ଚୋରଙ୍କୁ ଧରିବ ଡ୍ରୋନ୍
ନୂଆଦିଲ୍ଲୀ,୧୩।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ନିକଟରେ ଦିଲ୍ଲୀବାସୀଙ୍କ ପାଇଁ ଏକ ନୂଆ ଯୋଜନା ଆଣିଛନ୍ତି, ଯେଉଁଥିରେ ଯଦି ଗୋଟିଏ ପରିବାର ୨ଶହ ୟୁନିଟ ପର୍ଯ୍ୟନ୍ତ ବିଦ୍ୟୁତ ବ୍ୟବହାର କରନ୍ତି ତେବେ ତାଙ୍କୁ କୌଣସି ଦେୟ ଦେବାକୁ ପଡ଼ିବ ନାହିଁ। ଏହାପରେ…
କୋରାପୁଟ ଜିଲାରେ ୬୩୫ ମିଲିମିଟର ବର୍ଷା ରେକର୍ଡ: କୋଟପାଡ଼ ବ୍ଲକରେ ସର୍ବାଧିକ
କୋରାପୁଟ,୧୩।୮(ସ୍ବ.ପ୍ର): ୨ ଦିନ ହେବ ବର୍ଷା ଲାଗି ରହିଥିବା ବେଳେ କୋରାପୁଟ ଜିଲାରେ ମଙ୍ଗଳବାର ୬୩୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। କୋଟପାଡ଼ ବ୍ଲକରେ ସର୍ବାଧିକ ୧୨୫ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ଜଣାଯାଇଛି ା ସେହିପରି…
ଇସ୍ଲାମାବାଦ୍ ସୁରକ୍ଷାରେ ସନ୍ତୁଷ୍ଟ ଆଇଟିଏଫ୍
ମୁମ୍ବାଇ,୧୩।୮- ଆସନ୍ତା ମାସରେ ଇସ୍ଲାମାବାଦ୍ଠାରେ ଭାରତ ଓ ପାକିସ୍ତାନ ମଧ୍ୟରେ ଦୁଇଦିନିଆ ଡେଭିସ କପ୍ ମୁକାବିଲା ଖେଳାଯିବ। ଏହି ମ୍ୟାଚ୍ ଲାଗି ପାକିସ୍ତାନ ପକ୍ଷରୁ କରାଯାଇଥିବା ସୁରକ୍ଷା ବ୍ୟବସ୍ଥାରେ ଅନ୍ତର୍ଜାତୀୟ ଟେନିସ ଫେଡେରେଶନ (ଆଇଟିଏଫ୍) ସ.େନ୍ତାଷ ପ୍ରକାଶ କରିଛି। ଉଲ୍ଲେଖଥାଉ କି,…
ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସ୍ଥାନ ପାଇଲା ମହିଳା କ୍ରିକେଟ
ମେଲବୋର୍ନ,୧୩।୮(ପିଟି)- ପ୍ରଥମ ଥର ପାଇଁ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସାମିଲ ହେବାକୁ ଯାଉଛି ମହିଳା କ୍ରିକେଟ୍। ୨୦୨୨ରେ ବର୍ମିଂହାମ ସଂସ୍କରଣରେ ମହିଳା ଟି୨୦ ସାମିଲ କରାଯିବା ନେଇ କମନଓ୍ବେଲଥ ଗେମ୍ସ ଫେଡେରେଶନ (ସିଜିଏଫ୍) ଓ ଆଇସିସି ମଙ୍ଗଳବାର ଘୋଷଣା କରିଛନ୍ତି। କ୍ରିକେଟ କେବଳ…
ତ୍ରିରଙ୍ଗା ତଳେ ପକାଇବାକୁ ନେଇ ଉତ୍ତେଜନା: ପିଏନ୍ କଲେଜରେ ଏବିଭିପିର ଧାରଣା
ଖୋର୍ଦ୍ଧା ଅଫିସ,୧୩।୮: ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି)ର ତ୍ରିରଙ୍ଗା ଯାତ୍ରାବେଳେ ତ୍ରିରଙ୍ଗାକୁ ତଳେ ପକାଇବାକୁ ନେଇ ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟରେ ମଙ୍ଗଳବାର ପୂର୍ବାହ୍ନରେ ଉତ୍ତେଜନା ଦେଖାଦେଇଛି। ତ୍ରିରଙ୍ଗାର ଅପମାନ ପ୍ରତିବାଦରେ ଏବିଭିପି ପକ୍ଷରୁ ଧାରଣା ଚାଲୁରହିଛି। ଏ ନେଇ ବିଜୁ ଛାତ୍ର…
ଲାଲଚୌକରେ ତ୍ରିରଙ୍ଗା ଉଡ଼ାଇବେ ସ୍ବରାଷ୍ଟ୍ର ମନ୍ତ୍ରୀ
ଶ୍ରୀନଗର,୧୩।୮: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଚଳିତ ବର୍ଷ ଜମ୍ମୁ-କଶ୍ମୀରରେ ୭୩ତମ ସ୍ବାଧୀନତା ଦିବସ ଅବସରରେ ତ୍ରିରଙ୍ଗା ଉତ୍ତୋଳନ କରିପାରନ୍ତି। ଏଥିପାଇଁ ଅଗଷ୍ଟ ୧୪ ସନ୍ଧ୍ୟାରେ ଶାହ ଶ୍ରୀନଗର ଅଭିମୁଖେ ଯାତ୍ରା କରିବେ ବୋଲି ସୂଚନା ମିଳିଛି। ସୂଚନାଯୋଗ୍ୟ, ଅନୁଚ୍ଛେଦ ୩୭୦…
ବାରୁଆଁରୁ ଭାଲୁ ଛୁଆ ଉଦ୍ଧାର
ଆନନ୍ଦପୁର,୧୩।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତ ବାରୁଆଁ ଗ୍ରାମରୁ ମଙ୍ଗଳବାର ଏକ ଭାଲୁ ଛୁଆ ଉଦ୍ଧାର କରାଯାଇଛି। ସ୍ଥାନୀୟ ଜଙ୍ଗଲରୁ ଭାଲୁ ଛୁଆଟି ଗ୍ରାମ ମଧ୍ୟକୁ ପଶିଆସିଥିବ ବେଳେ ଆଉ ଫେରିପାରି ନ ଥିଲା। ଗ୍ରାମ ଲୋକେ ଭାଲୁ…
ନିଜଠୁ ୨୪ବର୍ଷ ସାନ ଅଭିନେତ୍ରୀଙ୍କ ସହ ରୋମାନ୍ସ କରିବେ ସଲମାନ
ବଲିଉଡର ଦବଙ୍ଗ ଷ୍ଟାର୍ ସଲମାନ ଖାନ୍ ନିଜଠାରୁ ୨୪ ବର୍ଷ ସାନ ଅଭିନେତ୍ରୀଙ୍କ ସହ ରୋମାନ୍ସ କରିବାକୁ ଯାଉଛନ୍ତି। ଦବଙ୍ଗ-୩ରେ ସେ ଅଭିନେତ୍ରୀ ସାଇ ମଞ୍ଜେସ୍କରଙ୍କ ସହ ନଜର ଆସିବେ। ଫିଲ୍ମରେ ସଲ୍ଲୁଙ୍କ ପ୍ରେମିକା ହେବେ ସାଇ ଏବଂ ତାଙ୍କ ପତ୍ନୀ…
ବନ୍ୟା ଘେରରେ ବଲାଙ୍ଗୀର ସହର: ୧ ହଜାର ଲୋକ ସ୍ଥାନାନ୍ତରିତ; ତଦାରଖ କରୁଛନ୍ତି ଜିଲାପାଳ, ଏସ୍ପି
ବଲାଙ୍ଗୀର ଅଫିସ, ୧୩।୮: ଲଗାଣ ବର୍ଷାରେ ବଲାଙ୍ଗୀର ସହର ଉବୁଟୁବୁ ହେଉଛି । ବନ୍ୟା ଜଳରେ ସମଗ୍ର ସହର ଭାସମାନ ଅବସ୍ଥାରେ। ପରିସ୍ଥିତି ଅନୁଧ୍ୟାନକରି ଜିଲାପାଳ ଅରିନ୍ଦମ ଡାକୁଆ ଜରୁରୀ ବୈଠକ ଡାକିଛନ୍ତି। ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର, ଡିଆର୍ଡିଏ ପିଡି…
ଶ୍ରୀନଗରରେ ମୁତୟନ ୨ ମହିଳା ଅଫିସର ଏବେ ଚର୍ଚ୍ଚାରେ
ଶ୍ରୀନଗର,୧୩।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟିବା ପରେ ଘାଟିର ବହୁ ଅଞ୍ଚଳରେ ଏବେ ବି ୧୪୪ ଧାରା ଜାରି ରହିଛି। ହେଲେ ଏହା ଭିତରେ ଦୁଇ ମହିଳା ଅଧିକାରୀ ଲୋକଙ୍କ ସାହାଭରସା ପାଲଟି ଚର୍ଚ୍ଚାରେ ରହିଛନ୍ତି। ୨୦୧୩ ବ୍ୟାଚର ଆଇଏଏସ ଅଫିସର…

