Home Left

ରାଜ୍ୟପାଳଙ୍କ ନିମନ୍ତ୍ରଣକୁ ସ୍ବୀକାର କଲେ ରାହୁଲ: କହିଲେ, ସ୍ବତନ୍ତ୍ର ବିମାନ ବଦଳରେ ଲୋକଙ୍କୁ ଭେଟିବାକୁ ମିଳୁ ଅନୁମତି

ନୂଆଦିଲ୍ଲୀ,୧୩।୮: ଜମ୍ମୁ-କଶ୍ମୀରର ପ୍ରକୃତ ପରିସ୍ଥିତି ଜାଣିବା ପାଇଁ ରାଜ୍ୟପାଳ ସତ୍ୟପାଲ ମଲିକ ଦେଇଥିବା ନିମନ୍ତ୍ରଣକୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ସ୍ବୀକାର କରିଛନ୍ତି। ଏଥିସହ ସେ କହିଛନ୍ତି, ଘାଟିକୁ ଯିବା ପାଇଁ ସ୍ବତନ୍ତ୍ର ବିମାନ ଦରକାର ନାହିଁ ବରଂ ଏହା ବଦଳରେ…

ସଶସ୍ତ୍ର ଡକାୟତି: ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ନଗଦ ଟଙ୍କା, ୨ ବାଇକ ଲୁଟ୍‌

ଓଡ଼ଗାଁ, ୧୩।୮(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଅନ୍ତର୍ଗତ ଗୋଠଣ ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତି ହୋଇଛି। ୪ରୁ ୫ ଡକାୟତ ଗାଁ ମୁଣ୍ଡରେ ରହୁଥିବା ଭଗବାନ ଷଡ଼ଙ୍ଗୀଙ୍କ ଘରେ ପଶି ପରିବାରଙ୍କୁ ବନ୍ଧୁକ ଓ ମାରଣାସ୍ତ୍ର…

ବିଶ୍ୱର ସବୁଠୁ ମହଙ୍ଗା ଆଳୁ ଚିପ୍ସ, ୪ ହଜାର ଟଙ୍କାରେ ମିଳୁଛି ମାତ୍ର ୫ ପିସ୍‌

ଭାରତରେ ଆଳୁ ଚିପ୍ସ ପ୍ୟାକେଟ୍‌ ଅତିକମରେ ୧୦ କି ୧୫ ଟଙ୍କାରେ ମିଳିଯାଉଛି। କିନ୍ତୁ ବିଶ୍ୱରେ ଏମିତି ଏକ ଦେଶ ରହିଛି ଯେଉଁଠି ୪ ହଜାର ଟଙ୍କା ଦେଲେ ମାତ୍ର ୫ ପିସ୍‌ ଆଳୁ ଚିପ୍ସ ମିଳୁଛି। ସ୍ବିଡେନର ଏକ କମ୍ପାନୀ…

ଆସନ୍ତା ୨୭ ପର୍ଯ୍ୟନ୍ତ ବଢ଼ିଲା କାଳିଆ ଯାଞ୍ଚ ଅବଧି

ଭୁବନେଶ୍ୱର, ୧୩।୮(ବ୍ୟୁରୋ): କାଳିଆ ଯୋଜନା ପାଇଁ ଯୋଗ୍ୟ ହିତାଧିକାରୀଙ୍କ ତାଲିକା ଯାଞ୍ଚ ପାଇଁ ଅବଧି ବୃଦ୍ଧି ପାଇଛି। ବୁଧବାର ଏହି ଯାଞ୍ଚର ଶେଷ ତାରିଖ ଥିବାବେଳେ ଏହାକୁ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କାଳିଆ ଯୋଜନାର ସମୀକ୍ଷା ପରେ…

ଦିଲ୍ଲୀ ଗୁରୁଦ୍ୱାରରେ ପ୍ରସାଦ ବଦଳରେ ବଣ୍ଟାଯିବ ଚାରା

ନୂଆଦିଲ୍ଲୀ, ୧୩।୮:ଦିଲ୍ଲୀରେ ଥିବା ଗୁରୁଦ୍ୱାରରେ ଭକ୍ତଙ୍କୁ ପ୍ରସାଦ ବଦଳରେ ଚାରା ବଣ୍ଟାଯିବ। ଗୁରୁଦ୍ୱାରା କମିଟି ପକ୍ଷରୁ ସ୍କୁଲ ଏବଂ କଲେଜ୍‌ ଛାତ୍ରୀଛାତ୍ରଙ୍କୁ ଚାରା ପ୍ରଦାନ କରାଯିବାର ବ୍ୟବସ୍ଥା କରାଯାଇଛି। ଫଳରେ ସେମାନେ ଚାରା ଲଗାଇବା ସହ ତାହାର ଧ୍ୟାନ ବି ରଖିପାରିବେ।…

ରାଜସ୍ଥାନ ରାଜ୍ୟ ସଭା ଉପ ନିର୍ବାଚନ: ନାମାଙ୍କନ ପତ୍ର ଦାଖଲ କଲେ ମନମୋହନ

ଜୟପୁର,୧୩।୮: ରାଜସ୍ଥାନ ରାଜ୍ୟ ସଭା ଉପ ନିର୍ବାଚନ ପାଇଁ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ଏବଂ ଉପମୁଖ୍ୟମନ୍ତ୍ରୀ ସଚିନ୍‌ ପାଇଲଟ୍‌ ଉପସ୍ଥିତ ଥିଲେ। ଭାଜପାର ମଦନ ଳାଲ୍‌…

ଲଗାଣ ବର୍ଷା ଯୋଗୁ ମୁନିଗୁଡ଼ା ବ୍ଲକର ୩ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

ରାୟଗଡ଼ା,୧୩।୮(ଡି.ଏନ୍‌.ଏ.): ଲଗାଣ ବର୍ଷା ଯୋଗୁ ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ ଇଚ୍ଛାପୁର ପଞ୍ଚାୟତର କୁଟୁଣିପଦର ଗ୍ରାମ ନାଳରେ ବର୍ଷାଜଳ ପ୍ରବାହିତ ଯୋଗୁ ୩ ଗ୍ରାମକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଗାଁକୁ ସଂଯୋଗ କରୁଥିବା ବ୍ରିଜ ଗତ ବର୍ଷାରେ ଭାଙ୍ଗି ଯାଇଥିବା ବେଳେ…

ବଦଳିବ ନାହିଁ ନ୍ୟୁଟ୍ରାଲ ଅମ୍ପାୟର ନିୟମ

ଲଣ୍ଡନ,୧୩।୮(ପି.ଟି.)- କ୍ରିକେଟରେ ନିୟମ ପ୍ରସ୍ତୁତକାରୀ ଏମ୍‌ସିସି (ମାରିଲେବୋନ କ୍ରିକେଟ କ୍ଲବ) ଟେଷ୍ଟ ମ୍ୟାଚ୍‌ରେ ନ୍ୟୁଟ୍ରାଲ ଅମ୍ପାୟର ନିୟମକୁ ସମର୍ଥନ କରିଛି। ଆଶେସ ସିରିଜ୍‌ର ପ୍ରଥମ ଟେଷ୍ଟରେ ଦୁଇ ନ୍ୟୁଟ୍ରାଲ ଅମ୍ପାୟର ଅତ୍ୟଧିକ ଭୁଲ ନିଷ୍ପତ୍ତି ନେଇଥିଲେ। ଓ୍ବେଷ୍ଟଇଣ୍ଡିଜ ଅମ୍ପାୟର ଜୁଏଲ ଓ୍ବିଲସନ…

ମୋଦିଙ୍କୁ ପଛରେ ପକାଇଲେ ସନ୍ନି ଲିଓନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପଛରେ ପକାଇଦେଇଛନ୍ତି ଅଭିନେତ୍ରୀ ସନ୍ନି ଲିଓନ। ଅଗଷ୍ଟ ପ୍ରଥମ ସପ୍ତାହରେ ଗୁଗୁଲ ସର୍ଚ୍ଚରେ ସନ୍ନି ମୋଦି ଶାହରୁଖ ଖାନ୍‌, ସଲମାନ ଖାନଙ୍କୁ ମଧ୍ୟ ପଛରେ ପକାଇଦେଇଛନ୍ତି। ଗୁଗୁଲ ଆନାଲିଟିକାଲ୍‌ ସର୍ଭେ ଅନୁଯାୟୀ, ଭିଡିଓ ଏବଂ ବାୟୋପିକ୍‌ ସିରିଜ୍‌…

ବଢ଼ୁଛି ହୀରାକୁଦ ଜଳସ୍ତର, ବୁଧବାର ନିଷ୍କାସନ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ୨ ଦିନ ଧରି ଲଗାଣ ବର୍ଷା କାରଣରୁ ହୀରାକୁଦ ଜଳସ୍ତର ବଢ଼ିବାରେ ଲାଗିଛି। ହୀରାକୁଦ ଡ୍ୟାମ୍‌କୁ ବନ୍ୟା ଜଳ ଅଧିକ ମାତ୍ରାରେ ପ୍ରବେଶ କରୁଛି। ତେଣୁ ବୁଧବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବ। ହୀରାକୁଦ ଜଳଭଣ୍ଡାରର…

ଧୋଇଗଲା ବାଟାଗୁଡ଼ା ଅସ୍ଥାୟୀ ପୋଲ

କୋଟଗଡ଼, ୧୩।୮ (ଡି.ଏନ୍‌.ଏ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ବାଟାଗୁଡ଼ା ଅସ୍ଥାୟୀ ପୋଲ ଲଗାଣ ବର୍ଷାରେ ମଙ୍ଗଳବାର ପୁଣିଥରେ ଧୋଇଯାଇଛି। ଫଳରେ ଗାଡ଼ିମୋଟର ଯିବାଆସିବା ଠପ୍‌ ହୋଇଯାଇଛି। ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିଛି। ଦୁଇ ଦିନ ହେବ…

ଭାରତ ପାଇଁ ୫୦୦ରୁ ଅଧିକ ପାଳି ଖେଳିଛନ୍ତି ମାତ୍ର ତିନି ଖେଳାଳି

କ୍ରିକେଟ ଏମିତି ଏକ ଖେଳ ଯେଉଁଠି ପ୍ରତି ମ୍ୟାଚ୍‌ରେ କିଛି ରେକର୍ଡ ସଷ୍ଟି ହୁଏ, ଆଉ କିଛି ରେକର୍ଡ ଭାଙ୍ଗେ। କେଉଁ ମ୍ୟାଚ୍‌ରେ ବ୍ୟାଟ୍ସମ୍ୟାନ୍‌ ରେକର୍ଡ କରନ୍ତି ତ ଆଉ କେବେ ବୋଲ୍‌ର କୀର୍ତ୍ତିମାନ ହାସଲ କରନ୍ତି। ତେବେ ଅନ୍ତର୍ଜାତୀୟ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?