ସୀମାରେ କିଛି ବି ଘଟଣା ଘଟିଲେ ପାକିସ୍ତାନକୁ ଏହାର ପରିଣାମ ଭୋଗିବାକୁ ପଡିବ: ସେନା ମୁଖ୍ୟ
ନୂଆଦିଲ୍ଲୀ,୧୩।୮: ପାକିସ୍ତାନର ଧମକକୁ ନେଇ ଏବେ ମୁହଁ ଖୋଲିଛନ୍ତି ଭାରତର ସେନାମୁଖ୍ୟ ବିପିନ ରାଓ୍ବତ। ମୋଦି ସରକାର ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୦ ହଟାଇବା ପରେ ପାକିସ୍ତାନର ବିଭିନ୍ନ ସମୟରେ ବିଭିନ୍ନ ମନ୍ତବ୍ୟ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଯାହାର ପ୍ରଭାବ ଏବେ…
ଟ୍ରାକ୍ରେ ପାଣି: ରାଉରକେଲା-ଜଗଦଲପୁର ଏକ୍ସପ୍ରେସ୍ ବାତିଲ
ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଜନଜୀବନ ପ୍ରଭାବିତ ହେଉଛି। ଟ୍ରେନ୍ ଲାଇନ୍ରେ ପାଣି ଚାଲିବାରୁ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଫଳରେ ମଙ୍ଗଳବାର ରାଉରକେଲା-ଜଗଦଲପୁର ଏକ୍ସପ୍ରେସ୍କୁ ବାତିଲ କରାଯାଇଛି। ସମ୍ବଲପୁର ଓ ଟିଟିଲାଗଡ଼ ମଧ୍ୟରେ ଟ୍ରାକ୍ରେ ପାଣି…
ତେଲନଦୀରେ ବନ୍ୟାଜଳ: ୮ ପଞ୍ଚାୟତକୁ ଯୋଗାଯୋଗ ବିଚ୍ଛିନ୍ନ
କଣ୍ଟାମାଳ,୧୩।୮(ଡି.ଏନ୍.ଏ.): ବୌଦ୍ଧ ଜିଲାର ତେଲନଦୀରେ ବନ୍ୟାଜଳ ଆସିବାରୁ ୮ ପଞ୍ଚାୟତକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ଉଦେପୁରଠାରେ କଣ୍ଟାମାଳ-ବାଲିଗୁଡା ରାସ୍ତାରେ ୪ ଫୁଟ ଉଚ୍ଚରେ ବନ୍ୟାଜଳ ପ୍ରବାହିତ ହେଉଥିବା ଦେଖିବାକୁ ମିଳିଛି। ଏ ନେଇ ଅଞ୍ଚଳର ପ୍ରାୟ ୪୦ ହଜାର ଲୋକ ପ୍ରଭାବିତ…
୧୪ ବର୍ଷ ପରେ ଫେସବୁକ୍ରେ ଭାଇକୁ ପାଇଲେ ଭଉଣୀ
ଗାଜିଆବାଦ୍, ୧୩।୮: ଫେସବୁକ୍ ସହାୟତାରେ ୧୪ବର୍ଷ ପରେ ଭାଇକୁ ଖୋଜି ପାଇଛନ୍ତି ଭଉଣୀ। ଉତ୍ତର ପ୍ରଦେଶର ଗାଜିଆବାଦ୍ରେ ଘଟିଛି ଏଭଳି ଘଟଣା। ୨୦୦୫ରେ ଏଠାରେ ଜଣେ ମହିଳା ୧୧ ବର୍ଷ ପୁଅ ଅଭିଷେକ ଏବଂ ନିଜ ସ୍ବାମୀଙ୍କୁ ଛାଡି ୩ ବର୍ଷର…
ରାଖୀରେଏଥେନିକ୍ ଲୁକ୍
ଯଦି ରାଖୀରେ ଆପଣ ଲୁକ୍ ବଦଳାଇବାକୁ ଚାହୁଁଛନ୍ତି ତେବେ ଏଥେନିକ୍ ଡ୍ରେସ୍ ସିଲେକ୍ଟ କରିପାରିବେ। ବ୍ରାଇଟ୍ କଲର ହେଉ ଅବା ଓ୍ବେଡିଂ ଡ୍ରେସ୍ ରାଖୀରେ ଦିଅନ୍ତୁ ନିଜକୁ ଗ୍ଲାମର୍ସ ଲୁକ୍। – ବ୍ରାଇଟ୍ କଲର ଯେପରିକି ରୟାଲ୍ ବ୍ଲୁ, ଡାର୍କ ମେରୁନ୍,…
ନଡ଼ିଆ ବର୍ଫି
ଆବଶ୍ୟକ ସାମଗ୍ରୀ: ନଡିଆ -୨ଟି, ମିଲ୍କମେଡ – ୧ କପ୍, ପେସ୍ତା ବାଦାମ -୧୦ରୁ ୧୨, ଅଳେଇଚ ପାଉଡର – ୪/୫ ସ୍ପୁନ୍, ଘିଅ – ୨-୩ ଚାମଚ ପ୍ରସ୍ତୁତି ପ୍ରଣାଳୀ: ନଡିଆକୁ ଭଲଭାବେ କୋରି ଦିଅନ୍ତୁ। କୋରାଯାଇଥିବା ନଡିଆକୁ ୫ରୁ…
ତୈଳୀୟ ତ୍ୱଚାର ଯତ୍ନ
ଋତୁ ବଦଳିବା ମାତ୍ରେ ତା’ର ପ୍ରଭାବ ତ୍ୱଚା ଉପରେ ପଡ଼ିଥାଏ। ବିଶେଷ କରି ବର୍ଷାଦିନେ ତୈଳୀୟ ତ୍ୱଚାରେ ବ୍ରଣ ଏବଂ ଲାଲ୍ ଦାନା ଭଳି ଫଳିଯାଏ। ତେବେ ଏହାର ଉପଚାର ପାଇଁ ଜାଣନ୍ତୁ କିଛି ଟିପ୍ସ…।ତ୍ୱଚାର ଲୋମଛିଦ୍ରକୁ ତୈଳମୁକ୍ତ ରଖନ୍ତୁ। ମୁହଁକୁ…
ମାତ୍ର ୧୩ ବର୍ଷ ବୟସରୁ ହିଁ ଏହି ଅଭିନେତ୍ରୀ ମା’ ଚରିତ୍ରରେ ଆସିଥିଲେ ନଜର
ମୁମ୍ବାଇ: ନିଜର ଦମ୍ଦାର ଅଭିନୟ ଓ ଡ୍ୟାନ୍ସରେ ସମସ୍ତଙ୍କୁ ବାନ୍ଧି ରଖିଥିବା ବଲିଉଡ୍ର ଚାନ୍ଦିନୀଙ୍କ ମଙ୍ଗଳବାର ଜନ୍ମଦିନ। ୧୩ ଅଗଷ୍ଟ ୧୯୬୩ ଶିବକାଶୀରେ ଅଭିନେତ୍ରୀ ଶ୍ରୀଦେବୀଙ୍କ ଜନ୍ମ ହୋଇଥିଲା। ତାଙ୍କ ପିତା ତାମିଲ ହୋଇଥିବା ବେଳେ ମା’ ତେଲଗୁ ଥିଲେ। ଶ୍ରୀଙ୍କ…
କାହିଁକି ଏତେ ଦାୟିତ୍ୱହୀନତା? ଜୀବନ ନେଇଯିବ ବିପଜ୍ଜନକ ଖୁଣ୍ଟ
ଭୁବନେଶ୍ୱର,୧୩।୮(ବ୍ୟୁରୋ): ବାତ୍ୟା ଫନୀରେ ରାଜଧାନୀରେ ଶହ ଶହ ବିଦ୍ୟୁତ୍, ଟେଲିଫୋନ୍ ଓ କେବୁଲ ଖୁଣ୍ଟ ଭାଙ୍ଗିପଡିଥିବାବେଳେ ଆଉକିଛି ନଇଁଯାଇ ଝୁଲି ରହିଥିଲା। ବିଦ୍ୟୁତ୍ କର୍ମଚାରୀମାନେ ତରବରିଆ ଭାବେ ମରାମତି କରି ବିଦ୍ୟୁତ୍ ସଂଯୋଗଦେଇଥିଲେ। କେତେକ ସ୍ଥାନରେ ଅସ୍ଥାୟୀ ଭାବେ ମରାମତି କରାଯାଇଥିଲା।…
ବର୍ଷା ଅଘଟଣରେ ୮ ମୃତ: ଏସ୍ଆର୍ସି
ଭୁବନେଶ୍ୱର, ୧୩।୮(ବ୍ୟୁରୋ): ରାଜ୍ୟରେ ବର୍ଷା ଓ ବନ୍ୟା ଜନିତ ଅଘଟଣରେ ବର୍ତ୍ତମାନ ପର୍ଯ୍ୟନ ମୋଟ ୮ ଜଣଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ଆୟୋଜିତ ଏକ ସ୍ବତନ୍ତ୍ର ଖବରଦାତା ସମ୍ମିଳନୀରେ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍ଆର୍ସି) ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି। ତାଙ୍କ ସୂଚନା…
କଶ୍ମୀରକୁ ନେଇ ମଧ୍ୟସ୍ଥତା କରିବନି ଆମେରିକା
ନୂଆଦିଲ୍ଲୀ/ଓ୍ବାଶିଂଟନ,୧୩।୮: କଶ୍ମୀର ମାମଲାକୁ ନେଇ ଭାରତ-ପାକିସ୍ତାନ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ନାହିଁ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଥିବା ପ୍ରକାଶ କରିଛନ୍ତି ଭାରତର ଜଣେ ବରିଷ୍ଠ କୁଟନୀତିଜ୍ଞ। ଦ୍ୱିପାକ୍ଷିକ ଭାବେ ଉଭୟ ଦେଶ ଏହାର ସମାଧାନ କରନ୍ତୁ ବୋଲି…
ଭାଇ ସହ ସ୍ମୃତି: ସେଦିନର ଘଟଣା ଲୋମ ଟାଙ୍କୁରି ଉଠେ
ଭାଇ ଭଉଣୀର ପବିତ୍ର ସମ୍ପର୍କର ନିଦର୍ଶନ ହେଉଛି ରାଖୀ। ରାଖୀ ପୂର୍ଣ୍ଣିମାରେ ଭାଇ ହାତରେ ରାଖୀଟିଏ ବାନ୍ଧି ଏହି ସମ୍ପର୍କକୁ ଆହୁରି ଦୃଢ଼ କରିବା ପାଇଁ ସବୁ ଭଉଣୀ ଚାହାନ୍ତି। ତେବେ କେବଳ ରାଖୀ ବାନ୍ଧିବା ନୁହେଁ ଭାଇଭଉଣୀଙ୍କ ସ୍ନେହ ଭଲପାଇବା…

