Home Left

ବ୍ଲାକ୍‌ହୋଲ ଅନୁସନ୍ଧାନ କରିବ ଇସ୍ରାଏଲ୍‌

ଜେରୁଜେଲମ: ୨୦୨୩ରେ ଏକ ସ୍ବତନ୍ତ୍ର ସାଟେଲାଇଟ୍‌ ମହାକାଶକୁ ଲଞ୍ଚ୍‌ କରିବାକୁ ଇସ୍ରାଏଲ୍‌ ଯୋଜନା କରିଛି। ମହାଜାଗତିକ ବିସ୍ଫୋରଣକୁ ରେକର୍ଡ କରିବା ସହିତ ବ୍ଲାକହୋଲ୍‌ ସମ୍ପର୍କରେ ଅଧିକ ଅନୁସନ୍ଧାନ କରାଯିବ ବୋଲି ଓ୍ବିଜମାନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ (ଡବ୍ଲୁଆଇଏସ୍‌) ପକ୍ଷରୁ କୁହାଯାଇଛି। ୧୬୦…

ଅନ୍ଧବିଶ୍ୱାସରୁ ମୁକୁଳିପାରୁନି ଭାରତ: ଅଙ୍ଗ ଅଭାବରୁ ଜୀବନ ହାରୁଛନ୍ତି ଲକ୍ଷାଧିକ ରୋଗୀ

ଭୁବନେଶ୍ୱର,୧୩।୮(ବ୍ୟୁରୋ): କଥାରେ ଅଛି ଅଙ୍ଗଦାନ ମହତ୍‌ ଦାନ। ହେଲେ ଏହାକୁ ଗ୍ରହଣ କରିବାକୁ ଆଜି ବି ଅନେକେ ନାରାଜ। ବିଂଶଶତାବ୍ଦୀରେ ଅଙ୍ଗ ପ୍ରତିରୋପଣ ମେଡିକାଲ ସାଇନ୍ସର ଏକ ଅବିଚ୍ଛେଦ୍ୟ ଅଙ୍ଗରେ ପରିଣତ ହୋଉଥିବାବେଳେ ଏହାଦ୍ୱାରା ଲକ୍ଷ ଲକ୍ଷ ଜୀବନ ରକ୍ଷା କରିହେଉଛି।…

‘ଡ୍ରିମ୍‌ ଗର୍ଲ’ର ଟ୍ରେଲର ଲଞ୍ଚ୍‌

ମୁମ୍ବାଇ: ଏକ୍‌ତା କପୁରଙ୍କ ପ୍ରଯୋଜନାରେ ନିର୍ମାଣ ହେଉଥିବା ରୋମାଣ୍ଟିକ୍‌ କମେଡି ଫିଲ୍ମ‘ଡ୍ରିମ୍‌ ଗର୍ଲ’ରେ ଅଭିନୟ କରୁଛନ୍ତି ଆୟୁଷ୍ମାନ ଖୁରାନା। ସେ ଜଣେ ଜାତୀୟ ପୁରସ୍କାର ବିଜୟୀ କଳାକାର ହୋଇଥିବାରୁ ତାଙ୍କୁ ପ୍ରଶଂସା କରିବାରେ ଏକ୍‌ତା ଶତମୁଖ। ଉକ୍ତ ଫିଲ୍ମର ଟ୍ରେଲର ଲଞ୍ଚ୍‌…

୧୬ରେ ଆନ୍ଦୋଳନକୁ ଓହ୍ଲାଇବେ ୫୦ ହଜାର ଶିକ୍ଷକ, କର୍ମଚାରୀ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଆସନ୍ତା ୧୬ ତାରିଖ ‘ଶିକ୍ଷକ ଦାବି ଦିବସ’ରେ ନିଜର ହକ୍‌ ପାଇଁ ୫୦ ହଜାର ଶିକ୍ଷକ ଓ କର୍ମଚାରୀ ରାସ୍ତାକୁ ଓହ୍ଲାଇବେ। ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ମିଳିତ ମଞ୍ଚ ସରକାରଙ୍କୁ ଏଭଳି ଚେତାବନୀ ଦେଇଛି। ମଞ୍ଚ…

ସର୍ବୋଚ୍ଚ ରାମ ମୂର୍ତ୍ତି ନିର୍ମାଣରେ ଅନିଶ୍ଚିତତା

ଅଯୋଧ୍ୟା,୧୩ା୮(ଆଇଏଏନ୍‌ଏସ୍‌): ଅଯୋଧ୍ୟା ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାର ଦୈନନ୍ଦିନ ଶୁଣାଣି ସୁପ୍ରିମକୋର୍ଟରେ ଚାଲିଥିବାବେଳେ ସେପଟେ ଶ୍ରୀରାମଙ୍କର ସର୍ବୋଚ୍ଚ ମୂର୍ତ୍ତି ସ୍ଥାପନକୁ ନେଇ ଅନିଶ୍ଚିତତା ସୃଷ୍ଟି ହୋଇଛି। କାରଣ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣରେ ପ୍ରତିବନ୍ଧକ ଦେଖାଯାଇଛି। ସରଯୁ ନଦୀକୂଳ…

ଆଜି ନାମାଙ୍କନପତ୍ର ଦାଖଲ କରିବେ ମନମୋହନ

ଜୟପୁର, ୧୩ା୮(ପି.ଟି.): ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ରାଜ୍ୟ ସଭା ଉପନିର୍ବାଚନ ଲାଗି ରାଜସ୍ଥାନରୁ ମଙ୍ଗଳବାର ନାମାଙ୍କନପତ୍ର ଦାଖଲ କରିବେ ବୋଲି ରାଜ୍ୟ କଂଗ୍ରେସ ଉପାଧ୍ୟକ୍ଷ ସଚିନ ପାଇଲଟ କହିଛନ୍ତି। ସେ ୪ ସେଟ୍‌ ନାମାଙ୍କନପତ୍ର ଦାଖଲ କରିବେ। ଗତ ଜୁନ୍‌ରେ…

ପାକ୍‌ ରାଜନୈତିକ ଦଳଗୁଡ଼ିକୁ କୁରେଶୀଙ୍କ ଆହ୍ବାନ: କଶ୍ମୀର ପ୍ରସଙ୍ଗରେ ଏକ ହୁଅ

ଇସ୍‌ଲାମାବାଦ, ୧୩ା୮(ପି.ଟି.): କଶ୍ମୀର ପ୍ରସଙ୍ଗରେ ପାକିସ୍ତାନର ସବୁ ରାଜନୈତିକ ଦଳ ଏକ ହେବାକୁ ଏହାର ବହିର୍ବ୍ୟାପାର ମନ୍ତ୍ରୀ ଶାହ ମେହମୁଦ କୁରେଶୀ ଆହ୍ବାନ କରିଛନ୍ତି। ପାକ୍‌ ଅଧିକୃତ କଶ୍ମୀରର ମୁରାଦାବାଦ୍‌ଠାରେ ଇଦ୍‌ ପାଳନ ଅବସରରେ ସେ ଯୋଗଦେଇ କହିଛନ୍ତି, କଶ୍ମୀର ପଛରେ…

‘ମହିଳାଙ୍କ ଏକତାରେ ସମାଜର ପରିବର୍ତ୍ତନ ସମ୍ଭବ’

କୋରେଇ,୧୩।୮(ସ୍ବ.ପ୍ର.)- ଜାତୀୟ ଏକତା ପରିଷଦର ଯାଜପୁର ଜିଲା ଶାଖା ପକ୍ଷରୁ ସୋମବାର ଖମଣ ପଞ୍ଚାୟତର ଶଙ୍ଖଚିଲାଠାରେ ଜଳ, ଜମି, ଜଙ୍ଗଲ ଉପରେ ମହିଳାଙ୍କ ଅଧିକାର ଶୀର୍ଷକ ଏବଂ ମହିଳା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ମୁଖ୍ୟ ଅତିଥିଭାବେ ଜାତୀୟ ମାନବିକ ଅଧିକାର…

ଏମ୍‌ପିଙ୍କ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ

ଧର୍ମଶାଳା,୧୩ା୮(ଡି.ଏନ୍‌.ଏ.)- ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ ସୋମବାର ଅଚାନକ୍‌ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ପ୍ରଥମେ ସେ ମେଡିକାଲରେ ଥିବା ରୋଗୀଙ୍କ ଚିକିତ୍ସା ସମ୍ପର୍କରେ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀଙ୍କୁ ପଚାରି ବୁଝିଥିଲେ। ଏଥିସହ ବିଭିନ୍ନ ବିଭାଗ ବୁଲିଦେଖିବା ସହ ନିରାମୟ ଯୋଜନାରେ…

ବିପଜ୍ଜନକ ଅବସ୍ଥାରେ ଗ୍ରାମ୍ୟ ଉନ୍ନୟନ ରାସ୍ତା

ରତ୍ନଗିରି,୧୩ା୮(ଡି.ଏନ୍‌.ଏ.)- ବରୀ-ବାଲିବିଲ ଗ୍ରାମ୍ୟ ଉନ୍ନୟନ ବିଭାଗର ଗାନ୍ଧୀଛକଠାରୁ ବଣ ବାବାଜୀ କାଇପଡା ଗ୍ରାମ୍ୟ ଉନ୍ନୟନ ରାସ୍ତାକୁ ସଂଯୋଗ କରୁଥିବା ରାସ୍ତା ଶୋଚନୀୟ ହୋଇପଡିଛି। ଏହି ରାସ୍ତାଦେଇ ଦୁଧେଇ ସେତୁର ନିର୍ମାଣ ପାଇଁ ଠିକାଦାର ମାଟି ନେଉଥିବାରୁ ରାସ୍ତାରେ ମାଟି ଗଦା ହେଉଛି।…

ଶେଷ ସୋମବାର: ଲଡ଼ୁବାବାଙ୍କ ପୀଠରେ ୪୦୦୦ କାଉଡିଆ

ନୟାଗଡ଼ ଅଫିସ,୧୩ା୮: ଶ୍ରାବଣ ମାସର ଶେଷ ସୋମବାରରେ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ଶରଶକୁଳ ଲଡ଼ୁବାବାଙ୍କ ପୀଠରେ ୪୦୦୦ କାଉଡିଆ ଜଳଲାଗି କରିଛନ୍ତି। ମନସ୍କାମନା ପୂରଣ ପାଇଁ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ କାଉଡିଆମାନେ ଏଠାରେ ସମବେତ ହୋଇଥିଲେ। ଏଥିଲାଗି ମନ୍ଦିର ସେବାୟତ ଓ…

ଲଘୁଚାପ ବର୍ଷା: ଧାନଜମି ଜଳମଗ୍ନ

କୃଷ୍ଣପ୍ରସାଦ,୧୩ା୮(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ ବର୍ଷା ଅଭାବରୁ ଧାନରୁ ଗଜା ବାହାରିପାରି ନ ଥିଲା। ପରେ ଲୋକମାନେ ପୁଣି ଚାଷକରି ଧାନ ବୁଣିଥିଲେ। ବହୁ କଷ୍ଟ କରି ପମ୍ପ ଦ୍ୱାରା ପାଣି ମଡାଇ ଧାନଗଛ ବଞ୍ଚାଇ ରଖିଥିଲେ। ଏପରି ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?