Home Left

ଗୋଟିଏ ରାତିରେ ୩ ଘରୁ ଚୋରି

ବଇଣ୍ଡା,୧୨।୮(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ସଙ୍ଗେ ୩ଟି ଘରୁ ଟଙ୍କା, ସୁନା ଗହଣା, ରୂପା ସହ ଆସବାବପତ୍ର ଚୋରି ହୋଇଥିବା ସୋମବାର ଠାକୁରଗଡ଼ ଥାନାରେ ଅଭିଯୋଗ ହୋଇଛି। ଠାକୁରଗଡ଼ ଗ୍ରାମରେ ଧଣ୍ଡାତୋପା ଗ୍ରାମର…

କୋଚିଳାଖାଇ ଚଢେଇ ଉଦ୍ଧାର, ୩ ଗିରଫ

ଠାକୁରମୁଣ୍ଡା,୧୨ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡର ଠାକୁରମୁଣ୍ଡା ବନାଞ୍ଚଳ ଅନ୍ତର୍ଗତ ଘଣ୍ଟିଆଦର ଗ୍ରାମରୁ ରବିବାର ରାତିରେ ଏକ କୋଚିଲାଖାଇ ଚଢେଇ ଉଦ୍ଧାର ହୋଇଛି। ଏହି ଘଟଣାରେ ସଂପୃକ୍ତ ୩ ଅଭିଯୁକ୍ତଙ୍କୁ ବନବିଭାଗ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ମହୁଲଡ଼ିହା…

ବର୍ଷା, ପବନରେ ଉପୁଡିଲା ଶତାଧିକ ଗଛ, ଭାଙ୍ଗିଲା ୮ ଘର

ପଡିଆ, ୧୨ା୮-ମାଲକାନଗିରି ଜିଲା ପଡିଆ ବ୍ଲକ ଅନ୍ତର୍ଗତ ମାଟେରୁ ପଞ୍ଚାୟତ ମାଢିଗୁଡାରେ ରବିବାର ଅପରାହ୍ନରେ ପ୍ରବଳ ବର୍ଷା ଓ ପବନ ଯୋଗୁ ଶତାଧିକ ଗଛ ରାସ୍ତା ଏବଂ ଘର ଉପରେ ପଡିଥିବା ଜଣାପଡିଛି। ଏଥିରେ ୮ଟି ପରିବାରର ଘର ଭାଙ୍ଗି ଯାଇଛି…

ରେଳଧାରଣାରୁ କ୍ଷତବିକ୍ଷତ ମୃତଦେହ ଉଦ୍ଧାର

କୋରାପୁଟ/କାକିରିଗୁମ୍ମା/ଲକ୍ଷ୍ମୀପୁର ,୧୨ା୮(ସ୍ବ.ପ୍ର)-କୋରାପୁଟ ଜିଲା କାକିରିଗୁମ୍ମା ଥାନା ଅନ୍ତଗର୍ତ କୁଡିପଦର ଗ୍ରାମ ନିକଟ ରେଳ ଧାରଣାରୁ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହକୁ ପୋଲିସ ସୋମବାର ଉଦ୍ଧାର କରିଛି । ମୃତ ବ୍ୟକ୍ତିଙ୍କ ପରିଚୟ ମିଳିନାହିଁ । ସେ ଆଖପାଖ ଅଞ୍ଚଳରେ ପ୍ଲାଷ୍ଟିକ ଜରି…

ନବବଧୂଙ୍କୁ ହତ୍ୟା ଅଭିଯୋଗ

ପାପଡାହାଣ୍ଡି,୧୨।୮(ଡି.ଏନ.ଏ)-ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ପଣ୍ଡିକୋଟ ପଞ୍ଚାୟତ ବାଙ୍କସର୍ଗି ଗ୍ରାମରେ ନବବଧୂ ମେନକା ସୌରାଙ୍କୁ ହତ୍ୟା କରାଯାଇଥିବା ନେଇ ସୋମବାର ଥାନାରେ ଅଭିଯୋଗ ହୋଇଛି । ତେନ୍ତୁଳିଖୁଣ୍ଟି ଥାନା ବିରୀଗୁଡା ଗ୍ରାମର ମେନକା ୪ ମାସ ତଳେ ବାଙ୍କସର୍ଗି ଗ୍ରାମର ତୀର୍ଥ…

ଯାନ୍ତ୍ରିକ ତ୍ରୁଟି ଯୋଗୁ ବସ୍‌ରେ ନିଆଁ: ବର୍ତ୍ତିଲେ ୬୦ରୁ ଊର୍ଦ୍ଧ୍ୱ ଯାତ୍ରୀ

ବାଲେଶ୍ୱର ଅଫିସ, ୧୨।୮-ବାଲେଶ୍ୱର ଫକୀରମୋହନ ଗୋଲେଇ ନିକଟରେ ସେହେନ୍‌ସା ଯାତ୍ରୀବାହୀ ବସ୍‌ (ନଂ. ଓଡ଼ି୦୫ଭି-୦୭୧୭) ରେ ଏସିରୁ ସର୍ଟସର୍କିଟ୍‌ ହୋଇ ସୋମବାର ଅପରାହ୍ନ ୨ଟା ୪୦ମିନିଟ୍‌ ସମୟରେ ନିଆଁ ଲାଗିଯାଇଥିଲା। ବସ୍‌ରେ ଥିବା ୬୦ରୁ ଊର୍ଦ୍ଧ୍ୱ ଯାତ୍ରୀ ସଙ୍ଗେ ସଙ୍ଗେ ବାହାରକୁ…

ରାଜଘାଟକୁ ଷ୍ଟେଶନ ମାନ୍ୟତା ଦାବି: କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଡେଭଲପମେଣ୍ଟ କମିଟି କର୍ମକର୍ତ୍ତା

ରୂପ୍‌ସା,୧୨।୮(ଡି.ଏନ.ଏ.)-ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ରାଜଘାଟ ପାସେଞ୍ଜର ହଲ୍ଟକୁ ଷ୍ଟେଶନ ମାନ୍ୟତା ମିଳୁ ନ ଥିବାରୁ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ଏଥିସହ ଷ୍ଟେଶନର ବିଭିନ୍ନ ସମସ୍ୟାର ସମାଧାନ ଦିଗରେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁୁ ବାରମ୍ବାର ଅବଗତ କରାଯାଇଥିଲେ…

ସବୁଠାରୁ ବଡ଼ ଶୁଆର ଜୀବାଶ୍ମ

ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡର ସେଣ୍ଟ୍ରାଲ ଓଟାଗୋର ସେଣ୍ଟବାଂଥସ୍‌ ପାଖରୁ ଏବେ ବିଶାଳକାୟ ଶୁଆର ଜୀବାଶ୍ମ ମିିଳିଛି। ନ୍ୟୁଜିଲାଣ୍ଡର କଣ୍ଟେବରୀ ସଂଗ୍ରହାଳୟ ,ଫ୍ଲିଡର୍ସ ଓ ନ୍ୟୁ ସାଉଥ ୟୁନିଭର୍ସିଟିର ବିଶେଷଜ୍ଞଙ୍କ ମତାନୁସାରେ ଏହାର ଲମ୍ବ ୧ ମିଟର ଓ ଓଜନମ୍‌ ୭ କିଲୋଗ୍ରାମ୍‌ ଥିଲା।…

ରାଶନ ପାଇଁ ଲୋକେ ରାସ୍ତାରେ ଆଣ୍ଟେନା ଧରି ବୁଲୁଛନ୍ତି

ଯୋଜନାରୁ ଦୁର୍ନୀତି ଦୂର କରିବା ପାଇଁ ଏବେ ରାଶନ ବ୍ୟବସ୍ଥାକୁ ଅନଲାଇନ କରାଯାଇଛି। ଏହା ସ୍ବାଗତଯୋଗ୍ୟ । କିନ୍ତୁ ଝାଡ଼ଖଣ୍ଡର ଖୁଣ୍ଟି ଅଞ୍ଚଳର ନିଲମା ପଞ୍ଚାୟତ ପାଇଁ ଏହି ଅନଲାଇନ ବ୍ୟବସ୍ଥା ପୂରା ଅଡୁଆ ହୋଇଯାଇଛି। ବର୍ଷା ହେବାରୁ ନିଲମା ଗାଁ…

ମଦ ପିଇଲେ ୫୧ ହଜାର ଟଙ୍କା ଜରିମାନା

ସମସ୍ତିପୁର : ବିହାରର ସମସ୍ତିପୁର ଜିଲାର ଏକ ଗାଁ ଭୋଦଘାଟ। ଏହି ଗାଁରେ ଯିଏ ମଦ ବିକ୍ରି କରିବ କିମ୍ବା ପିଇବ ସେ ୫୧ ହଜାର ଟଙ୍କା ଜରିମାନା ଦେବ ବୋଲି ସର୍ବସମ୍ମତିିକ୍ରମେ ନିଷ୍ପତ୍ତି ନିଆଯାଇଛି। ବିହାରରେ ମଦ ପୂରା ବନ୍ଦ…

ଇଦ ଅବସରରେ ଶୁଭକାମନା ଜଣାଇଲା କ୍ରୀଡ଼ା ଜଗତ

ନୂଆଦିଲ୍ଲୀ,୧୨।୮- ପୂରା ଦେଶରେ ସୋମବାର ପବିତ୍ର ଇଦ୍‌-ଉଜ-ଜୁହା ପାଳନ କରାଯାଇଛି। ଏହି ଅବସରରେ କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକରଙ୍କଠାରୁ ଆରମ୍ଭ କରି କ୍ରିକେଟରୁ ରାଜନେତା ପାଲଟିଥିବା ଗୌତମ ଗମ୍ଭୀର, ଟେନିସ ତାରକା ସାନିଆ ମିର୍ଜାଙ୍କ ସମେତ ପର୍ଯ୍ୟନ୍ତ ବହୁ କ୍ରୀଡ଼ାବିତ୍‌ ଶୁଭକାମାନା…

ସେଲଫି ଭିଡିଓରୁ ଜାଣି ହେବ ବ୍ଲଡପ୍ରେସର

ଏଣିକି ବ୍ଲଡପ୍ରେସର ମାପିବ ସେଲଫି ଭିଡିଓ। ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। କାନାଡା ଟରୋଣ୍ଟୋ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ମୋବାଇଲର କ୍ୟାମେରାରୁ ବ୍ଲଡ଼ ପ୍ରେସରର ଲେବୁଲ ଜାଣିବା ପାଇଁ ଏକ ନୂଆ ଟେକ୍ନୋଲୋଜି ତିଆରି କରିଛନ୍ତି। ଯାହା ସେଲିଫି ଭିଡିଓ ସାହାଯ୍ୟରେ ବ୍ଲଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?