Home Left

ଗାଭାସ୍କରଙ୍କ ସମେତ ମହାନ୍‌ କ୍ରିକେଟରଙ୍କ ଟୋପି ହେବ ନିଲାମ

ମହାନ କ୍ରିକେଟରଙ୍କ ଟୋପି ନିଲାମ କରାଯିବ ବୋଲି ଜଣାପଡିଛି। ଭାରତର ପୂର୍ବତନ କ୍ରିକେଟର ସୁନୀଲ ଗାଭାସ୍କର, ଶ୍ରୀଲଙ୍କାର ହସନ ତିଳକରତ୍ନେ, ପାକିସ୍ତାନର ଜାଭେଦ୍‌ ମିଆଁଦାଦ୍‌ ଏବଂ ଇନ୍ତିଖାବ୍‌ ଆଲମ ଟୋପି ନିଲାମ କରାଯିବ ବୋଲି ନିଲାମକର୍ତ୍ତା ଚାଲର୍‌ସ ଲେକ୍ସି କହିଛନ୍ତି। ଓ୍ବାଲର୍‌ଡ…

ଭାସିଗଲା ଭୁଟୁଭୁଟି : ଉଦ୍ଧାର କଲା ଓଡ୍ରାଫ୍‌ ଟିମ୍‌

ଆରଡ଼ି,୧୨।୮(ଡି.ଏନ୍‌.ଏ.): ଭଦ୍ରକ ଜିଲାର ଶୈବପୀଠ ଆରଡ଼ି ନିକଟସ୍ଥ ମୁଆଁ ଘାଟରେ କାଉଡ଼ିଆମାନେ ଭର୍ତ୍ତି ହୋଇ ଏକ ଭୁଟୁଭୁଟିରେ ଯାଉଥିବା ବେଳେ ପ୍ରାୟ ଦେଢ କିମି ପର୍ଯ୍ୟନ୍ତ ଭାସି ଯାଇଥିଲେ। ସୂଚନାନୁସାରେ ଶେଷ ସୋମବାରରେ କେନ୍ଦ୍ରାପଡ଼ା ଜିଲାରୁ ମୁଆଁ ଘାଟଦେଇ କାଉଡ଼ିଆ ଶହଶହ…

ଭାରତଠାରୁ ଇଦ୍‌ ମିଠା ନେବାକୁ ମନାକଲା ପାକିସ୍ତାନ

ଅମୃତସର,୧୨।୮: ଚଳିତ ବର୍ଷ ସୋମବାର ଇଦ୍‌-ଉଲ୍‌-ଜୁହା ପାଳନ କରାଯାଉଥିବା ବେଳେ ଭାରତ-ପାକିସ୍ତାନ ସୀମାରେ ଥିବା ବିଏସ୍‌ଏଫ୍‌ ଯବାନ ପାକିସ୍ତାନ ସହ ମିଠା ଆଦାନ ପ୍ରଦାନ କରିବାକୁ ଚାହିଁଥିବା ବେଳେ ପାକିସ୍ତାନ ସେନା କିନ୍ତୁ ଭାରତଠାରୁ ମିଠା ନେବାକୁ ମନା କରିଦେଇଥିବା ଜଣାପଡିଛି।…

ଭାରତୀୟ ଦଳ ପାଇଁ ମୁଣ୍ଡବିନ୍ଧା ସାଜିପାରନ୍ତି ୧୪୦ କିଲୋ କ୍ରିକେଟର୍‌

ପୋର୍ଟ-ଅଫ୍‌-ସ୍ପେନ୍‌,୧୨।୮:ଭାରତୀୟ କ୍ରିକେଟ ଦଳ ଏବେ ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତରେ ଯାଇଛି। ଟି-୨୦ ସିରିଜ୍‌ ହାତେଇବା ପରେ ଏବେ ଏକଦିବସୀୟ ସିରିଜ୍‌ ଖେଳୁଛି। ଏହାପରେ ଆରମ୍ଭ ହେବ ଟେଷ୍ଟ ସିରିଜ୍‌। ଏହି ସିରିଜ୍‌ ପାଇଁ ଓ୍ବେଷ୍ଟଇଣ୍ଡିଜ୍‌ ଦଳରେ ସାମିଲ ହୋଇଛନ୍ତି ସ୍ପିନର ରହକିମ୍‌ କର୍ନଓ୍ବାଲ୍‌।…

କନ୍ଧମାଳରେ ପ୍ରବଳରୁ ଅତିପ୍ରବଳ ବର୍ଷା: ଧୋଇଗଲା ଡାଇଭର୍ସନ, ଦାରିଙ୍ଗବାଡ଼ି-ଭବାନୀପାଟଣା-ତୁମୁଡ଼ିବନ୍ଧ ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି/କୋଟଗଡ଼,୧୨।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲାରେ ରବିବାର ସନ୍ଧ୍ୟାରୁ ପ୍ରବଳରୁ ଅତିପ୍ରବଳ ବର୍ଷା ହେଉଛି । ଫଳରେ ଜିଲାର ବିଭିନ୍ନ ଅଞ୍ଚଳ ଜଳମଗ୍ନ ସହ ରାସ୍ତା ଧୋଇଯିବା କାରଣରୁ ଯାତାୟାତରେ ସମସ୍ୟା ଦେଖାଯାଇଛି । ଦାରିଙ୍ଗବାଡ଼ିଠାରୁ ବାଲିଗୁଡ଼ା, ତୁମୁଡ଼ିବନ୍ଧ, ଭବାନୀପାଟଣା, ରାଇପୁର ଆଦିକୁ ସଂଯୋଗ…

ଜଳପ୍ରଳୟରୁ ବଞ୍ଚାଇଥିବା ଯବାନଙ୍କ ହାତରେ ରାକ୍ଷୀ ବାନ୍ଧିଲେ ମହିଳା

ସାଙ୍ଗଲି,୧୨।୮: ଗତ କିଛି ଦିନ ହେବ ମହାରାଷ୍ଟ୍ର ସାଙ୍ଗଲିରେ ବନ୍ୟା ବିତ୍ପାତ ଦେଖାଦେଇଛି। ସେଠାରେ ବହୁ ଲୋକ ଜଳବନ୍ଦୀ ହୋଇ ରହିଛନ୍ତି। ହଜାର ହଜାର ଲୋକଙ୍କୁ ଜଳବନ୍ଦୀରୁ ଉଦ୍ଧାରି କରି ସେନା, ନୌସେନା ଓ ରାଜ୍ୟ ପୋଲିସ ସୁରକ୍ଷିତ ସ୍ଥାନକୁ ନେଇ…

ଚିକେନ୍‌ ଦମ୍‌ ବିରିୟାନି

ଆବଶ୍ୟକ ସାମଗ୍ରୀ : ବସୁମତୀ ଚାଉଳ, ଚିକେନ୍‌, ପୋଦିନାପତ୍ର, ଡାଲଚିନି, ଗୁଜୁରାତି, ଅନାସୀଫୁଲ, କ୍ଷୀର, ଦହି, ଅଣ୍ଡା, ପିଆଜ, ଅଦା, ରସୁଣ, ଲବଙ୍ଗ, କଳାମରିଚ, ତେଜପତ୍ର, ଜାଇଫଳ, ଜାୟତ୍ରୀ, ସାଜିରା, ବଡଅଳେଇଚ, କେଓଡା(କିଆଫୁଲ ସେଣ୍ଟ), ଘିଅ, କେଶର, ଜିରା ପାଉଡର, ହଳଦୀଗୁଣ୍ଡ,…

ନନ୍ଦନକାନନରେ ବାଘୁଣୀର ମୃତ୍ୟୁ

ଭୁବନେଶ୍ୱର, ୧୨।୮(ବ୍ୟୁରୋ): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ସୋମବାର ଏକ ବାଘୁଣୀର ମୃତ୍ୟୁ ହୋଇଛି। ‘ପ୍ରିୟଙ୍କା’ ନାମ୍ନୀ ଏହି ବାଘୁଣୀର ବୟସ ୧୯ ବର୍ଷ ୫ ମାସ ହେବ। ବୟସାଧିକ ଯୋଗୁ ବାଘୁଣୀର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଗତ ୨ ବର୍ଷ ହେବ…

ଅସନ୍ତୁଳିତ ଜୀବନଶୈଳୀ ସ୍ବାସ୍ଥ୍ୟ ସମସ୍ୟାର କାରଣ ସାଜିଥାଏ

ଆଜିକାଲିର ବ୍ୟସ୍ତମୟ ଜୀବନରେ ଏକ ସୁବ୍ୟବସ୍ଥିତ ଜୀବନଶୈଳୀ ଅନୁସରଣ କରିବା ପ୍ରାୟ କଷ୍ଟକର। କାରଣ ନିଜ କାର୍ଯ୍ୟକୁ ନେଇ ଅନେକେ ଏତେ ବ୍ୟସ୍ତ ଯେ ସେମାନେ ନିଜର ଶରୀର ପ୍ରତି ଠିକ୍‌ ନଜର ଦେଇପାରି ନ ଥାନ୍ତି। ଫଳରେ ସେମାନେ ଏଥିପାଇଁ…

ରକ୍ତ ସଞ୍ଚାଳନକୁ ସକ୍ରିୟ କରେ ଶିଡ଼ି ଚଢ଼ିବା

ଶିଡ଼ି ଚଢ଼ିବାକୁ ଅନେକ କୁଣ୍ଠାବୋଧ କରିଥାଆନ୍ତି। ଆଜିକାଲିର ହାଇଟେକ୍‌ ଯୁଗରେ ଉପର ମହଲାକୁ ଯିବା ଆସିବା ପାଇଁ ଏବେ ତ ଲିଫ୍ଟର ବ୍ୟବସ୍ଥା ରହିଛି, ଯାହାକୁ ଅନେକେ ଆପଣେଇଥାଆନ୍ତି। କିନ୍ତୁ ଶିଡ଼ି ଚଢ଼ିବା ଦ୍ୱାରା ଆମର ଅନେକ ଉପକାର ହୋଇଥାଏ। ଏହାଦ୍ୱାରା…

ଆଙ୍ଗୁଠି ଫୁଟାଇବା ଓ ଆର୍ଥ୍ରାଇଟିସ୍‌ ସମସ୍ୟା

ଆଙ୍ଗୁଠି ଫୁଟାଇବା ଅନେକ ଙ୍କର ଏକ ଅଭ୍ୟାସ। ଯଦି ଏହି ଅଭ୍ୟାସ ଦୀର୍ଘ ବର୍ଷ ଧରି ଲାଗି ରହେ ତେବେ ଭବିଷ୍ୟତରେ ଗୁରୁତର ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେବାର ଆଶଙ୍କା ରହିଛି। ଏପରି ତଥ୍ୟ ବିଷୟରେ କାନାଡା ୟୁନିଭର୍ସିଟି ପକ୍ଷରୁ ପ୍ରକାଶିତ…

ଧୋନୀଙ୍କୁ ‘ମିସ୍‌’ କରୁଛନ୍ତି ସାକ୍ଷୀ: କହିଲେ, ତୁମ ଖେଳନା ଆସିଗଲା, ଏବେ ଅପେକ୍ଷା କରିଛି ତୁମକୁ

ରାଞ୍ଚି, ୧୨।୮:ଟିମ ଇଣ୍ଡିଆର ୱିକେଟକିପର ମହେନ୍ଦ୍ର ସିଂହ ଧୋନୀ ଏବେ ଲେଫ୍ଟନାଣ୍ଟ କର୍ଣ୍ଣେଲ ପାରାସୁଟ ରେଜିମେଣ୍ଟ ବାଟାଲିଅନର ଟ୍ରେନିଂ ନେଉଛନ୍ତିି। ଧୋନୀ ୧୦୬ ଟେରିଟୋରିୟଲ ଆର୍ମି ବାଟାଲିୟନର କମାଣ୍ଡର ୟୁନିଟରେ ନିୟୋଜିତ ରହିଛନ୍ତି। ତାଙ୍କ ଅନୁପସ୍ଥିତ ଅନୁଭବ କରୁଛନ୍ତି ସ୍ତ୍ରୀ ସାକ୍ଷୀ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?