Home Left

ଭାରତ: ବିଶ୍ୱର ସାପ କାମୁଡ଼ା ରାଜଧାନୀ

ପ୍ରାଥମିକ ଚିକିତ୍ସା: ବିଷଧର ସାପ କାମୁଡିଥାଉ କି ବିଷହୀନ ସାପ କାମୁଡିଥାଉ ପ୍ରତ୍ୟେକ ସାପକାମୁଡ଼ା ରୋଗୀକୁ ବିଷଧର ସାପ କାମୁଡିଛି ବୋଲି ବିଚାରି ପ୍ରାଥମିକ ଚିକିତ୍ସା କରିବା ଉଚିତ। ପ୍ରାଥମିକ ଚିକିତ୍ସା କରୁଥିବା ବ୍ୟକ୍ତି ନିଜେ ଆଦୌ ଛାନିଆ ନ ହୋଇ…

ଶ୍ରୀନଗରରେ ଏକକାଳୀନ ନମାଜ ପଢିବାରେ ଲାଗିଲା ପ୍ରତିବନ୍ଧକ

ଶ୍ରୀନଗର,୧୨।୮: ଜମ୍ମୁ-କଶ୍ମୀରରେ ୩୭୦ ଅନୁଚ୍ଛେଦ ହଟାଇ ଦିଆଯିବା ପରେ ସୋମବାର ଏଠାରେ ପ୍ରଥମ କରି ଇଦ୍‌-ଉଲ୍‌-ଜୁହା ପାଳନ କରାଯାଇଛି। ତେବେ ସୁରକ୍ଷାକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ କଡା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଠାକାର ମୋହାଲା ମସ୍‌ଜିଦରେ ଲୋକେ ନମାଜପାଠ କରିବା…

ମଦ ନିଶାର ଚିକିତ୍ସା

”ବାରମ୍ବାର ମଦ ନିଶା ସେବନ ଦ୍ୱାରା ରୋଗୀର ଶାରୀରିକ ଓ ମାନସିକ ସ୍ତରରେ ମଦ ପ୍ରତି ନିର୍ଭରତା ଆସିଯାଏ। ଯଦି କୌଣସି କାରଣରୁ ନିଶା ଦ୍ରବ୍ୟ ସେବନ ବନ୍ଦ ହୋଇଯାଏ, ତେବେ ବ୍ୟକ୍ତିଠାରେ ଅନେକ ଶାରୀରିକ ଓ ମାନସିକ ପ୍ରଭାବ ପଡ଼ିଥାଏ।…

ମୁମ୍ବାଇରେ ୨ଟି ସିଝା ଅଣ୍ଡାର ଦାମ୍‌ ୧୭୦୦ଟଙ୍କା

ମୁମ୍ବାଇ,୧୨।୮: ମୁମ୍ବାଇ ମହାନଗରକୁ ଦାମୀ ସହର କୁହାଯାଉଥିବା ବେଳେ ଏଠାରେ ୨ଟି ସିଝା ଅଣ୍ଡାର ଦାମ୍‌ ୧୭୦୦ଟଙ୍କା ହୋଇଥିବା ଜଣାପଡିଛି। ସୋସିଆଲ ମିଡିଆରେ ଏମିତି ଏକ ଖବର ରବିବାର ଭାଇରାଲ ହୋଇଛି। ଲେଖକ ତଥା ଫଟୋଗ୍ରାଫର କାର୍ତ୍ତିକ ଧର ତାଙ୍କ ଟୁଇଟରରେ…

ଏମ୍‌ଭି ପଡ଼ିଆ ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ୪ ଗିରଫ

କଟକ ଅଫିସ,୧୨ା୮: ବାଦାମବାଡ଼ି ଥାନା ଅନ୍ତର୍ଗତ ଖାନ୍‌ନଗର ଏମ୍‌ଭି ପଡିଆରେ ଗତ ଜୁଲାଇ ୧ରେ ଘଟିଥିବା ଶୁଭ୍ରାଂଶୁ ଶତପଥୀ ହତ୍ୟାକାଣ୍ଡର ରବିବାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ଘଟଣାରେ ପୋଲିସ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ କରିଛି।…

କଶ୍ମୀର ଆମ ହାତରୁ ଖସିଯାଇପାରେ: ଦିଗ୍‌ବିଜୟ

ନୂଆଦିଲ୍ଲୀ,୧୨।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ କରାଯିବ ପରେ ହୁଏତ କେହି ବଡ ବଡ କଂଗ୍ରେସ ନେତା ଏହା ଉପରେ ପ୍ରତିକ୍ରିୟା ରଖି ନ ଥିଲେ। ହେଲେ ଏବେ ବରିଷ୍ଠ କଂଗ୍ରେସ ନେତା ଦିଗ୍‌ବିଜୟ ସିଂ କହିଛନ୍ତି କଶ୍ମୀର ଆମ ହାତରୁ…

ସିକ୍ୟୁରିଟି ଗାର୍ଡ ହତ୍ୟା ଘଟଣାର ପର୍ଦ୍ଦାଫାଶ: ପରକୀୟା ସମ୍ପର୍କ ମୁଖ୍ୟ କାରଣ

ସଜନାଗଡ଼, ୧୨।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ କେଶୁରା ଗ୍ରାମରେ ବିଜୟ କୁମାର ସିଂହ (୪୦) ନାମକ ଜଣେ ସିକ୍ୟୁରିଟି ଗାର୍ଡଙ୍କୁ ହତ୍ୟା କରାଯିବା ଘଟଣାର ପର୍ଦ୍ଦାଫାଶ ହୋଇଛି। ପରକୀୟା ପ୍ରୀତି ସନ୍ଦେହକୁ ନେଇ ଏଭଳି ହତ୍ୟାକାଣ୍ଡ ଘଟିଥିବା ରବିବାର ପୂର୍ବାହ୍ନରେ…

ପ୍ରାକୃତିକ ବାଲିସ୍ତୂପ ଉଭାନ୍‌ : ମାଡ଼ିଆସୁଛି ଅଶାନ୍ତ ସମୁଦ୍ର

କାକଟପୁର,୧୨ା୮: ବିସ୍ତୀର୍ଣ୍ଣ ସମୁଦ୍ର ତଟ ପାଇଁ ପୁରୀ ଜିଲା ପର୍ଯ୍ୟଟନ ମାନଚିତ୍ରରେ ବିଶେଷ ସ୍ଥାନ ଅଧିକାର କରିଛି। ମାତ୍ର ଗତ କେତେ ବର୍ଷ ଧରି ପୁରୀ ସମୁଦ୍ର ତଟ ସହ ଅସ୍ତରଙ୍ଗ ଏବଂ କୋଣାର୍କ ଉପକୂଳରେ ସମୁଦ୍ର କୂଳଲଙ୍ଘି ସ୍ଥଳଭାଗମୁହାଁ ହୋଇଛି।…

ନୂଆ କଶ୍ମୀର ପାଳିଲା ପ୍ରଥମ ଇଦ୍‌-ଉଲ୍‌-ଜୁହା

ଶ୍ରୀନଗର,୧୨।୮:ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଓ ୩୫(ଏ) ଉଚ୍ଛେଦ କରାଯିବା ପରେ ପ୍ରଥମ କରି କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀରରେ ପାଳନ କରାଯାଇଛି ଇଦ୍‌-ଉଲ୍‌-ଜୁହା। ନୂଆ କଶ୍ମୀରର ଏହି ପର୍ବ ସଭିଙ୍କ ମନରେ ଆନନ୍ଦ ଉଲ୍ଲାସ ଭରି ଦେଇଛି। ତେବେ ନୂଆ କଶ୍ମୀରରେ ଉତ୍ତେଜନା…

ଗଙ୍ଗାଜଳ ଆଣି ଆରଡ଼ି ପୀଠରେ ପହଞ୍ଚିଲେ ହରିହର

ଆରଡ଼ି,୧୨।୮ (ଡି.ଏନ.ଏ.) – ଶ୍ରାବଣ ମାସର ପ୍ରତି ସୋମବାର ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ କାଉଡ଼ିଆ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଛି। ବହୁ ଦୂରଦୂରାନ୍ତରୁ କାଉଡ଼ିଆମାନେ ନିଜର ମାନସିକ ପୂରଣ ପାଇଁ ପୀଠକୁ ଛୁଟି ଆସୁଛନ୍ତି। ଆଉ ମଣିବାବାଙ୍କୁ ଜଳଲାଗି କରୁଛନ୍ତି।…

ଇଦ୍‌-ଉଲ୍‌-ଜୁହା ପାଇଁ ସହର ଉତ୍ସବମୁଖର

ଭଦ୍ରକ ଅଫିସ, ୧୨।୮- ସୋମବାର ଇଦ୍‌-ଉଲ୍‌-ଜୁହା ପର୍ବ। ଏଥିପାଇଁ ଭଦ୍ରକ ସହରରେ ଥିବା ବିଭିନ୍ନ ମସ୍‌ଜିଦ, ସମୂହ ନମାଜ ପାଠ ହେବାକୁ ଥିବା କଦମବେଡା ଇଦ୍‌ଗାହା ଅଞ୍ଚଳର ପରିବେଶ ଉତ୍ସବମୁଖର ହୋଇଉଠିଛି। ସହରରେ ଭାଇଚାରା ଓ ସଦ୍‌ଭାବନା ରକ୍ଷା କରି ଏହି…

ସରକାରଙ୍କୁ କ୍ରଶର ମାଲିକ ସଂଘର ଚେତାବନୀ

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ଖୋର୍ଦ୍ଧା ଖଣି-ଖାଦାନ ବେପାରରେ ଅପରାଧୀଙ୍କ ସମ୍ପୃକ୍ତିକୁ ନେଇ କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ (ସ୍ପେଶାଲ ଟାସ୍କ ଫୋର୍ସ) ଟିମ ଖୋଳତାଡ ଚଳାଇଛି। ବେଆଇନ ଖନନକାରୀ ଅଭିଯୁକ୍ତଙ୍କୁ ଏସ୍‌ଟିଏଫ ଗିରଫ କରୁଛି। କ୍ରଶର ମାଲିକମାନଙ୍କୁ ସରକାର ‘ଓ୍ବାଇ’ ଫର୍ମ ଯୋଗାଇ ଦେଉନାହାନ୍ତି। ଫଳରେ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?