Home Left

ଶ୍ରୀମନ୍ଦିରରେ ପାନ, ଗୁଟ୍‌ଖା କଟକଣା : ଭକ୍ତଙ୍କୁ ଜରିମାନା, ସେବକଙ୍କୁ ମାଫ୍‌

ପୁରୀ ଅଫିସ,୧୨ା୮ : ପାନ, ଗୁଟ୍‌ଖା ଖାଇ କେହି ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କିମ୍ବା ମନ୍ଦିର କର୍ମଚାରୀ କାହାରିକୁ ବାଦ୍‌ ଦିଆଯିବ ନାହିଁ। ପାନ, ଗୁଟ୍‌ଖା ଖାଇ ମନ୍ଦିରକୁ ପ୍ରବେଶ କରିଥିଲେ ୫୦୦ ଟଙ୍କା…

ବିଶ୍ୱ ହସ୍ତୀ ଦିବସ : ବନ ବିଭାଗର ହାତୀ ସୁରକ୍ଷା ଫେଲ୍‌, ୮ବର୍ଷରେ ମଲେଣି ୫୪୮ ହାତୀ

ଭୁବନେଶ୍ୱର,୧୨ା୮(ବ୍ୟୁରୋ) : ଆଜି ବିଶ୍ୱ ହସ୍ତୀ ଦିବସ। ଐତିହ୍ୟ ପ୍ରାଣୀ ହାତୀଙ୍କ ସୁରକ୍ଷା ଓ ସଂରକ୍ଷଣ ଉଦ୍ଦେଶ୍ୟରେ ପ୍ରତିବର୍ଷ ଅଗଷ୍ଟ ୧୨କୁ ହସ୍ତୀ ଦିବସ ଭାବେ ପାଳନ କରାଯାଇ ଆସୁଛି। ୨୦୧୨ରୁ ଆରମ୍ଭ ହୋଇଥିବା ଏହି ଦିବସଟିକୁ ହାତୀଙ୍କ ପାଇଁ ଉତ୍ସର୍ଗ…

ମୃତଦେହ ଧରି ଆସୁଥିବା ଆମ୍ବୁଲାନ୍ସ ଓଲଟିଲା : ୩ ଗୁରୁତର

ଭଦ୍ରକ ଅଫିସ,୧୨।୮: ସୋମବାର ଭୋର୍‌ ସମୟରେ କଟକରୁ ମୃତଦେହ ଧରି ଧାମନଗର ଅଞ୍ଚଳକୁ ଆସୁଥିବା ଏକ ଆମ୍ବୁଲାନ୍ସ ଭଣ୍ଡାରିପୋଖରୀ ନିକଟରେ ଜାତୀୟ ରାଜପଥରୁ ଏକ ଖାଲକୁ ଓଲଟି ପଡ଼ିଛି। ଫଳରେ ଆମ୍ବୁଲାନ୍ସରେ ଥିବା ମୃତକଙ୍କ ୩ ସମ୍ପର୍କୀୟ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରୁ…

ଇଦ୍‌-ଉଲ୍‌-ଜୁହାର ଖୁସି ନୁହେଁ ଦର ବୃଦ୍ଧିରେ ଲୁହ ଗଡାଉଛି କାଙ୍ଗାଳ ପାକିସ୍ତାନ

ଇସଲାମାବାଦ,୧୨।୮: ସାରା ବିଶ୍ୱରେ ସୋମବାର ଇଦ୍‌-ଉଲ୍‌-ଜୁହା ବା ବକରି ଇଦ୍‌ ପାଳନ କରାଯାଉଥିବା ବେଳେ କାଙ୍ଗାଳ ପାକିସ୍ତାନ କିନ୍ତୁ ମହଙ୍ଗା ମାଡରେ ଯେମିତି ଚେପା ହୋଇଯାଇଛି। ମୁସଲମାନଙ୍କର ଏହି ଦେଶ ଏବେ ଇଦ୍‌-ଉଲ୍‌-ଜୁହାର ଖୁସିକୁ ଉପଭୋଗ କରିପାରି ନାହିଁ। ତେବେ ଭାରତ…

ନକଲି ସାମଗ୍ରୀ ବିକ୍ରିରୁ ବାର୍ଷିକ କ୍ଷତି ହେଉଛି ୧ ଲକ୍ଷ କୋଟି

ନୂଆଦିଲ୍ଲୀ,୧୨-୮: ବିଭିନ୍ନ କ୍ଷେତ୍ରରେ ନକଲି ସାମଗ୍ରୀ ବିକ୍ରି ଯୋଗୁ ଦେଶକୁ ପ୍ରତିବର୍ଷ ପ୍ରାୟ ୧.୦୫ ଲକ୍ଷ କୋଟି ଟଙ୍କା କ୍ଷତି ସହିବାକୁ ପଡୁଛି। ଏହାକୁ ରୋକିବା ଲାଗି ଜନସଚେତନତା ସୃଷ୍ଟି, ନଜର ରଖିବାକୁ କଡାକଡି କରିବା ତଥା ଏହା ବିରୋଧରେ କାର୍ଯା୍ୟାନୁଷ୍ଠାନକୁ…

ମହିଳାଙ୍କୁ ତିନି ତଲାକ୍‌ : ୪ ମାସର ଶିଶୁକନ୍ୟାଙ୍କୁ ଧରି ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ

ଭୋଗରାଇ,୧୨ା୮(ଡି.ଏନ୍‌.ଏ.): ମୁସଲିମ୍‌ ଆଇନରେ ତିନି ଥର ତଲାକ୍‌ ଉଚ୍ଚାରଣ କରି ଛାଡ଼ପତ୍ର ଦେବା ବେଆଇନ ଓ ଦଣ୍ଡନୀୟ ଅପରାଧ ବୋଲି ନିକଟରେ ଆଇନରେ ପରିଣତ ହୋଇଛି। ଏଥିରେ ତିନିତଲାକ କହୁଥିବା ବ୍ୟକ୍ତିଙ୍କୁ ୩ବର୍ଷ ଜେଲ୍‌ ଦଣ୍ଡାଦେଶର ବ୍ୟବସ୍ଥା ରହିଛି। ଏହା ସତ୍ତ୍ୱେ…

ଦୁଇଦିନ ପ୍ରବଳ ବର୍ଷା : ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର, ୧୨ା୮(ବ୍ୟୁରୋ) : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ସୋମବାର ସକାଳେ ଏହା ଲଘୁଚାପର ରୂପ ନେବ। ପ୍ରଭାବରେ ରବିବାରଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ମୟୂରଭଞ୍ଜ, ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, କେନ୍ଦୁଝର, ବାରିପଦା, ବଲାଙ୍ଗୀର,…

କଶ୍ମୀରରେ ଶାନ୍ତି ଶୃଙ୍ଖଳାର ସହ ପାଳନ ହେଲା ଇଦ୍‌-ଉଲ୍‌-ଜୁହା

ନୂଆଦିଲ୍ଲୀ,୧୨।୮: ସୋମବାର ସାରା ଦେଶରେ ଇଦ୍‌-ଉଲ୍‌-ଜୁହା(ବକରି ଇଦ୍‌) ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ତେବେ ଜମ୍ମୁ-କଶ୍ମୀରରେ ପରିସ୍ଥିତ ଉତ୍ତେଜନାପୂର୍ଣ୍ଣ ଥିବାରୁ ଇଦ୍‌-ଉଲ୍‌-ଜୁହାକୁ ଶାନ୍ତି ଶୃଙ୍ଖଳାର ସହ ପାଳନ କରିବାକୁ ସରକାରଙ୍କ ତରଫରୁ ସମସ୍ତ ବ୍ୟବସ୍ଥା କରାଯାଇଥିଲା। ସୋମବାର ସକାଳୁ ଲୋକେ ଶାନ୍ତି…

ଆବାସ ହିତାଧିକାରୀଙ୍କ ଅନୁଦାନ ହଡପ : ସମ୍ପୂର୍ଣ୍ଣ ହୋଇପାରୁନି ଗୃହ, ରାସ୍ତାକଡରେ ପରିବାର

ନୂଆଗାଁ,୧୨ା୮ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଗୁମୀ ପଞ୍ଚାୟତ ମଣିଆକୋଟ ଗ୍ରାମର ଜଣେ ହିତାଧିକାରୀଙ୍କ ଆବାସ ଅନୁଦାନ ହଡ଼ପ କରାଯାଇଥିବା ଅଭିଯୋଗ ହୋଇଛି। ଏଣେ ଗୃହ ନିର୍ମାଣ ଶେଷ ହୋଇ ନ ଥିବାରୁ ହିତାଧିକାରୀଙ୍କ ପରିବାର ରାସ୍ତାକଡରେ ଜୀବନ ବିତାଉଛନ୍ତି।…

କଣ୍ଟିଲୋରେ ଝୁଲଣ ଯାତ୍ରା ଆରମ୍ଭ : ସଂକୀର୍ତ୍ତନ କରି ଠାକୁରଙ୍କୁ ଝୁଲାଇଲେ ଭକ୍ତ

ଖଣ୍ଡପଡ଼ା,୧୨ା୮(ସ୍ବ.ପ୍ର.) : ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋସ୍ଥିତ ଶ୍ରୀ ନୀଳମାଧବ ଜୀଉ ପୀଠ, ରାଧାମୋହନ ଜୀଉ ମଠ, ଠାକୁର ଅଭିରାମ ପରମହଂସ ଦେବଙ୍କ ଶାନ୍ତି ଆନନ୍ଦାଶ୍ରମ, ସିଧାମୂଳାସ୍ଥିତ ଶ୍ରୀ ଜଗନ୍ନାଥ ଜୀଉଙ୍କ ମନ୍ଦିର, ଖଣ୍ଡପଡ଼ା ଶ୍ରୀ ଜଗନ୍ନାଥ ଜୀଉ…

କାର୍ଯ୍ୟକ୍ଷମ ହୋଇପାରୁନି ପାନୀୟ ଜଳ ପ୍ରକଳ୍ପ : ଦୂଷିତ କୂଅ ପାଣି ପିଇ ଲୋକେ ରୋଗାକ୍ରାନ୍ତ

ଖଣ୍ଡପଡ଼ା,୧୨ା୮(ସ୍ବ.ପ୍ର.): କୁଆଁରିଆ ନଦୀରୁ ବୋରୱେଲ ମାଧ୍ୟମରେ ପଥରଗଣ୍ଡ ଓ ନିକଟସ୍ଥ ଗ୍ରାମବାସୀଙ୍କୁ ପାନୀୟ ଜଳ ଯୋଗାଣ ନିମନ୍ତେ ପ୍ରକଳ୍ପ କାର୍ଯ୍ୟ ଦୀର୍ଘ ୧ ବର୍ଷ ହେଲା ସମ୍ପୂର୍ଣ୍ଣ ହୋଇସାରିଛି।ମାତ୍ର ପ୍ରଶାସନିକ ଅବହେଳା ଯୋଗୁ ଉକ୍ତ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇପାରୁ ନ ଥିବା…

ଜାତୀୟ କରାଟେ ପ୍ରତିଯୋଗିତାରେ ମିଳିଛି ସ୍ବର୍ଣ୍ଣ ପଦକ : ପ୍ରତିଭା ବିିକାଶରେ ଅର୍ଥ ସାଜିଛି ବାଧକ

ମହାକାଳପଡ଼ା,୧୨ା୮(ଡି.ଏନ୍‌.ଏ.): ଅର୍ଥ ଅଭାବରୁ ଜଣେ ପ୍ରତିଭାବାନ ଛାତ୍ରୀ ତଥା ଜାତୀୟସ୍ତରର କରାଟେ ଖେଳାଳି ଉଚ୍ଚ ଶିକ୍ଷା ଲାଭ କରିବାରେ ବାଧକ ସୃଷ୍ଟି ହୋଇଛି। ସେ ହେଲେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଖରିନାସୀ ଗ୍ରାମର ପାୟଲ ବାୟନ(୧୭)। ୨୦୧୩ରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?