Home Left

ଯୌନକର୍ମୀଙ୍କୁ ଗିରଫ କରିବା ଅନୁଚିତ

କଲିକତା,୧୨ା୮: ଯୌନକର୍ମୀମାନଙ୍କୁ ଗିରଫ କରିବା ଅନୁଚିତ। ସେମାନଙ୍କୁ ଅପରାଧର ଶିକାର ଭାବେ ବିବେଚନା କରାଯିବା ଜରୁରୀ ବୋଲି କଲିକତା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ କହିଛନ୍ତି। କଲିକତାର ଏକ ସ୍ପା’ରେ ଜଣେ ନାବାଳିକାଙ୍କ ସମେତ କେତେଜଣ ମହିଳାଙ୍କୁ ଗଣିକାବୃତ୍ତିରେ ନିୟୋଜିତ କରାଯାଇଥିବା…

କମଳନାଥଙ୍କ ପୁତୁରାଙ୍କ ୩୦୦ କୋଟିର ବଙ୍ଗଳା ଜବତ

ନୂଆଦିଲ୍ଲୀ,୧୨ା୮: ବେନାମୀ ସମ୍ପତ୍ତି ରଖିବା ମାମଲାରେ ଆୟକର ବିଭାଗ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ପୁତୁରା ରାତୁଲ ପୁରୀଙ୍କର ୩୦୦ କୋଟି ଟଙ୍କାର ବଙ୍ଗଳା ସମେତ ୪୦ ନିୟୁତ ଡଲାର ମୂଲ୍ୟର ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜିନିବେଶ (ଏଫ୍‌ଡିଆଇ)କୁ ଜବତ କରିଛି। ଆୟକର ବିଭାଗ…

ଗୋମାଂସ ପରିବେଷଣ ପାଇଁ ବାଧ୍ୟ କରୁଛି ଜୋମାଟୋ

କୋଲକାତା,୧୨ା୮: ଖାଦ୍ୟରେ ଗୋମାଂସ କିମ୍ବା ଘୁଷୁରି ମାଂସ ଥିଲେ ସେମାନେ ଯୋଗାଣ କରିବେ ନାହିଁ ବୋଲି କୋଲକାତାର ଜୋମାଟୋ କର୍ମଚାରୀମାନେ କହିବା ସହ ଅନିର୍ଦ୍ଦିଷ୍ଟ କାଳ ଧର୍ମଘଟ ଲାଗି ଯୋଜନା କରିଛନ୍ତି। ‘ଜୋମାଟୋର ଦାଦାଗିରି ଚଳିବ ନାହିଁ’ ସ୍ଲୋଗାନ ଦେଇ ସେମାନେ…

ମାଗ୍‌ସେସେ ବିଜେତା ସନ୍ଦୀପ ଗୃହବନ୍ଦୀ

ଲକ୍ଷ୍ନୌ, ୧୨ା୮: ମାଗ୍‌ସେସେ ପୁରସ୍କାରପ୍ରାପ୍ତ ସାମାଜିକ କର୍ମୀ ସନ୍ଦୀପ ପାଣ୍ଡେଙ୍କୁ ରବିବାର ଗୃହବନ୍ଦୀ କରାଯାଇଛି। ୩୭୦ ଉଚ୍ଛେଦ ପ୍ରତିବାଦରେ ଜିପିଓ ପାର୍କ ନିକଟରେ ଧାରଣା ଦେବା ଲାଗି ଘୋଷଣା କରିବା ପରେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ସ୍ବାଧୀନତା ଦିବସ ପର୍ଯ୍ୟନ୍ତ…

ମହାରାଜା ରଣଜିତ୍‌ ସିଂଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଦେଲେ

ଲାହୋର,୧୨ା୮(ପି.ଟି.): ଊନବିଂଶ ଶତାବ୍ଦୀର ପ୍ରଥମାର୍ଦ୍ଧରେ ପଞ୍ଜାବକୁ ୪୦ ବର୍ଷ ଧରି ଶାସନ କରିଥିବା ମହାରାଜା ରଣଜିତ୍‌ ସିଂଙ୍କ ପ୍ରତିମୂର୍ତ୍ତିକୁ ଲାହୋରରେ ପାକିସ୍ତାନୀମାନେ ଭାଙ୍ଗିଦେଇଛନ୍ତି। ରଣଜିତ୍‌ ସିଂଙ୍କ ୧୮୦ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ଲାହୋର ଦୁର୍ଗରେ ଗତ ଜୁନ୍‌ରେ ବ୍ରିଟେନର ଶିଖ୍‌ ହେରିଟେଜ୍‌ ଫାଉଣ୍ଡେଶନ୍‌…

‘୩୭୦ ଉଚ୍ଛେଦ ଜାତୀୟ ପ୍ରସଙ୍ଗ’

ଚେନ୍ନାଇ,୧୨ା୮(ଆଇଏଏନ୍‌ଏସ୍‌) : ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଏକ ରାଜନୈତିକ ପ୍ରସଙ୍ଗ ନୁହେଁ ବରଂ ଜାତୀୟ ପ୍ରସଙ୍ଗ ବୋଲି ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡୁ କହିଛନ୍ତି। ଏହା ରାଷ୍ଟ୍ରର ଭବିଷ୍ୟତ ସ୍ବାର୍ଥ ପାଇଁ ଉଦ୍ଦିଷ୍ଟ। ଏହା ସମୟର ଆବଶ୍ୟକତା ଏବଂ ଏକ…

ରକ୍ତଚାଉଳ ଚୋବାଉଛି ପାକିସ୍ତାନ

ଇସ୍‌ଲାମାବାଦ/ନୂଆଦିଲ୍ଲୀ,୧୨ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ସରକାର ସମ୍ବିଧାନର ଅନୁଚ୍ଛେଦକୁ ୩୭୦ ହଟାଇ ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ପରେ ଛାନିଆ ହୋଇଯାଇଥିବା ପାକିସ୍ତାନ ଅନ୍ତର୍ଜାତୀୟ ସମୁଦାୟର ଦ୍ୱାରସ୍ଥ ହୋଇଥିଲା। ହେଲେ ଚାରିଆଡ଼ୁ ନିରାଶ ହେବା ପରେ ଏବେ…

ଫାଇନାଲରେ ହାରିଲେ ଫୋଗତ୍‌

ନୂଆଦିଲ୍ଲୀ, ୧୨ା୮ (ପି.ଟି.)-ଭାରତର ଶୀର୍ଷ ମହିଳା କୁସ୍ତି ଯୋଦ୍ଧା ଭିନେଶ ଫୋଗତ୍‌ ବେଲାରୁଷର ମିନସ୍କଠାରେ ଚାଲିଥିବା ମେଦ୍‌ଭେଦ୍‌ ଇଭେଣ୍ଟର ୫୩ କେଜି ଶ୍ରେଣୀ ଫାଇନାଲରେ ପରାଜିତ ହୋଇଯାଇଛନ୍ତି। ରୁଷିଆର ଏନ୍‌. ମାଲିସେଭା ତାଙ୍କୁ ୧୦-୧ରେ ବୈଷୟିକ ଶ୍ରେଷ୍ଠତା ଭିତ୍ତିରେ ହରାଇ ଦେଇଥିଲେ।…

ସିବିଏସ୍‌ଇ ବୋର୍ଡ ପରୀକ୍ଷା ଫି ବୃଦ୍ଧି

ନୂଆଦିଲ୍ଲୀ,୧୨ା୮(ପି.ଟି.): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଫି ବୃଦ୍ଧି କରିଛନ୍ତି। ଚଳିତ ବର୍ଷଠାରୁ ଏହି ବର୍ଦ୍ଧିତ ଫି ଲାଗୁହେବ। ଅନୁସୂଚିତ ଜାତି ଓ ଜନଜାତି (ଏସ୍‌ସି/ଏସ୍‌ଟି) ପିଲାଙ୍କ ଲାଗି ପରୀକ୍ଷା ଫି…

ମିଛ ଖବର ପ୍ରସାରଣ କଲେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୨ା୮(ଆଇଏଏନ୍‌ଏସ୍‌): କେନ୍ଦ୍ର ସରକାରଙ୍କ ଜମ୍ମୁ-କଶ୍ମୀର ସମ୍ପର୍କିତ ନିଷ୍ପତ୍ତି ପରେ ଉପତ୍ୟକାରେ ଚାପା ଉତ୍ତେଜନା ଲାଗିରହିଛି। ଏଭଳି ସମ୍ବେଦନଶୀଳ ସମୟରେ କେତେକ ଗଣମାଧ୍ୟମ ମିଛ ଓ ମନଗଢ଼ା ଖବର ପ୍ରସାରଣ କରି ଆଇନଶୃଙ୍ଖଳା ପରିସ୍ଥିତିକୁ ବିଗାଡ଼ିବାରେ ଲାଗିଛନ୍ତି। ସେଗୁଡ଼ିକ ମଧ୍ୟରେ କେତେକ ସ୍ଥାନୀୟ…

ଏହି ପାଣି କିଡ୍‌ନୀ ଷ୍ଟୋନ୍‌ରୁ ରଖେ ଦୂରେଇ…

ପରିବର୍ତ୍ତିତ ଜୀବନ ଶୈଳୀ ତଥା ଖାଦ୍ୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ କିଡ୍‌ନୀ ଷ୍ଟୋନ୍‌ ସମସ୍ୟା ଦେଖାଦେଇଥାଏ। ସପ୍ତାହରେ ୨-୩ଥର ପଇଡ଼ ପାଣି ପିଇଲେ ଏହି ସମସ୍ୟା ଦୂର ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏଥିରେ ମ୍ୟାଗ୍ନେସିୟମ୍‌ ଏବଂ ପୋଟାସିୟମ୍‌ ଥାଏ।…

ଆସୁଛି ରାଖୀପୂର୍ଣ୍ଣିମା: ଶୁଣନ୍ତୁ ଏହି ଗୀତ, ଭଉଣୀଙ୍କ ସହ ସମ୍ପର୍କକୁ କରନ୍ତୁ ନିବିଡ଼

ଭଉଣୀ ଭାଇର ପବିତ୍ର ସମ୍ପର୍କକୁ ସୁଦୃଢ଼ କରିଥାଏ ରାଖୀ। ତେବେ ବର୍ଷରେ ଥରୁଟିଏ ଆସୁଥିବା ଏହି ରାଖୀପୂର୍ଣ୍ଣିମାକୁ ସବୁ ଭାଇଭଉଣୀ ଉତ୍ସୁକତାର ସହ ଅପେକ୍ଷା କରିଥାନ୍ତି। ରକ୍ଷାବନ୍ଧନ ଆସିଗଲେ ବଜାରରେ ରାଖୀ, ମିଠା, ଚକୋଲେଟ୍‌ ସହ ଗିଫ୍ଟ ଦୋକାନରେ ପ୍ରବଳ ଭିଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?