ମେଦବହୁଳତାରୁ ବି ଦୂରେଇ ରଖେ ଚୁଇଗମ୍…
ଚୁଇଗମ୍ ଚୋବାଇବା ଦ୍ୱାରା ଅନେକ ସୁଫଳ ମିଳିଥାଏ। ଏହାଦ୍ୱାରା ପାଚନ କ୍ରିୟା ସ୍ବାଭାବିକ ହୁଏ। ନିୟମିତ ଚୁଇଗମ୍ ଚୋବାଇଲେ ପାଟିରୁ ଅଧିକ ଲାଳ କ୍ଷରଣ ହୋଇଥାଏ। ଏହା ଖାଦ୍ୟ ହଜମରେ ସହାୟକ ହୋଇଥାଏ। ଚୁଇଗମ୍ ଚୋବାଇବା ଦ୍ୱାରା ପ୍ରତି ଘଣ୍ଟାରେ ଶରୀରରୁ…
ଭଲ ଜୀବନସାଥୀ ପାଇଁ ଲଣ୍ଡା ହୁଅନ୍ତି ଯୁବତୀ
ସାଉଥ୍ ଆଫ୍ରିକାର ଇଥିଓପିଆ ଓ ସୋମାଲିଆ ମଧ୍ୟରେ ରହିଛନ୍ତି ବୋରାନା ଜନଜାତି । ଏହି ଜନଜାତିଙ୍କର ପରମ୍ପରା ବିଶ୍ୱରେ କେଉଁଠି ଦେଖିବାକୁ ମିଳେ ନାହିଁ। ଏଠାକାର ପରମ୍ପରା ଅନୁଯାୟୀ, ଝିଅମାନେ ନିଜପାଇଁ ଯେପର୍ଯ୍ୟନ୍ତ ସୁନ୍ଦର ଜୀବନସାଥୀ ପାଇ ନାହାନ୍ତି ସେପର୍ଯ୍ୟନ୍ତ ଏମାନେ…
ହାତରେ ଛତା, ବ୍ୟାଟ୍ ଧରି ପଡିଆକୁ ଓହ୍ଲାଇଲେ ରୋହିତ୍
ପୋର୍ଟ ଅଫ ସ୍ପେନ,୧୧।୮: ବର୍ଷା ଯୋଗୁ ପ୍ରଥମ ଦିନିକିଆ ଧୋଇଯିବା ପରେ ଭାରତ ଓ ଘରୋଇ ଓ୍ବେଷ୍ଟଇଣ୍ଡିଜ ରବିବାର ସିରିଜର ଦ୍ୱିତୀୟ ମ୍ୟାଚରେ ପରସ୍ପରକୁ ଭେଟିବେ। ତ୍ରିନିଦାଦର ପୋର୍ଟ ଅଫ ସ୍ପେନସ୍ଥିତ କୁଇନ୍ସ ପାର୍କ ଓଭାଲ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି…
‘ଜିରୋ’ ପରେ ଶାହାରୁଖଙ୍କ ହାତ ଖାଲି
ବଲିଉଡ୍ ଇଣ୍ଡଷ୍ଟ୍ରୀରେ ୨୭ ବର୍ଷ ଧରି ରାଜ୍ କରି ଆସିଥିବା ବାଦ୍ଶାହା ତଥା ଶାହାରୁଖଙ୍କ ହାତ ଏବେ ପୂରା ଖାଲି। ‘ଜିରୋ’ଫିଲ୍ମ ପରଠାରୁ ଶାହାରୁଖ୍ ଆଉ କୌଣସି ଫିଲ୍ମରେ ନଜର ଆସିନାହାନ୍ତି। ମେଲବୋର୍ଣ୍ଣଠାରେ ଅନୁଷ୍ଠିତ ଇଣ୍ଡିଆନ୍ ଫିଲ୍ମ ଫେଷ୍ଟିଭାଲରେ ସେ କିଛିଦିନ…
ରିଲିଜ୍ ପୂର୍ବରୁ ସୁପରହିଟ୍ ହେଲା ଫିଲ୍ମ ‘ସାହୋ: ୨୪ ଘଣ୍ଟାରେ ୧ କୋଟିରୁ ଉର୍ଦ୍ଧ୍ୱ ଦର୍ଶକ ଦେଖିଲେଣି ଟ୍ରେଲର
ସାଉଥ ସୁପରଷ୍ଟାର ପ୍ରଭାସ ଏବଂ ବଲିଉଡ ଅଭିନେତ୍ରୀ ଶ୍ରଦ୍ଧା କପୁର ଷ୍ଟାରର ଫିଲ୍ମ ’ସାହୋ’ର ଜବରଦସ୍ତ ଟ୍ରେଲର ରିଲିଜ ହୋଇଛି। ଫିଲ୍ମର ଟିଜର୍ ଏବଂ ଗୀତ ଭଳି ଟ୍ରେଲରକୁ ମଧ୍ୟ ଦର୍ଶକ ଖୁବ୍ ପସନ୍ଦ କରିଛନ୍ତି। ଟ୍ରେଲର ରିଲିଜର ଗୋଟିଏ ଦିନ…
ପାକିସ୍ତାନରୁ ଡେଭିସ୍ କପ୍ ମ୍ୟାଚ୍ ସ୍ଥାନାନ୍ତର କରିବାକୁ ଭାରତର ଅନୁରୋଧ
ନୂଆଦିଲ୍ଲୀ,୧୧।୮: ପାକିସ୍ତାନରେ ଆୟୋଜିତ ହେବାକୁ ଥିବା ଡେଭିସ୍ କପ୍ ମ୍ୟାଚ୍ ସ୍ଥାନାନ୍ତର ପାଇଁ ଏବେ ଅଲ ଇଣ୍ଡିଆ ଟେନିସ ଆସୋସିଏଶନ (ଏଆଇଟିଏ) ଅନ୍ତର୍ଜାତୀୟ ଟେନିସ ଫେଡେରେଶନ (ଆଇଟିଏଫ୍)କୁ କହିଛି । ଏଆଇଟିଏ ଏହି ମ୍ୟାଚ୍କୁ କୌଣସି ନିରପେକ୍ଷ ଭେନ୍ୟୁକୁ ସ୍ଥାନାନ୍ତର କରିବାକୁ…
୩୭୦ ଉଚ୍ଛେଦ ଯୋଗୁ ଜାତୀୟ ପୁରସ୍କାର ଜିତିବା ଖବର ଜାଣି ନ ଥିଲେ ୮ ବର୍ଷର ଶିଶୁ କଳାକାର
୬୬ତମ ଜାତୀୟ ଚଳଚ୍ଚିତୟ ଚଳଚ୍ଚିତ୍ର ପୁରସ୍କାର-୨୦୧୮ ଘୋଷଣା କରାଯାଇଛି। ଊର୍ଦ୍ଦୁ ଫିଲ୍ମ ‘ହମିଦ୍’ ପାଇଁ ୮ବର୍ଷୀୟ ତହ୍ଲା ଅରଶଦ ରେଶୀଙ୍କୁ ମିଳିଛି ସର୍ବଶ୍ରେଷ୍ଠ ଶିଶୁ କଳାକାର ପୁରସ୍କାର। ଏଭଳି ଖୁସି ଖବର କଶ୍ମୀରରେ ରହୁଥିବା ଏହି ଶିଶୁ କଳାକାର ଜଣଙ୍କ ପ୍ରଥମେ…
ଏହିସବୁ ଖାଦ୍ୟ ଖାଇବା ପରେ କ୍ଷୀର ପିଇବା ଅନୁଚିତ
ପ୍ରତିଦିନ କ୍ଷୀର ପିଇବା ଶରୀର ପାଇଁ ଖୁବ୍ ଲାଭଦାୟକ। ଏହା ଶରୀରକୁ ଶକ୍ତି ଯୋଗାଇବା ସହିତ ଅନେକ ରୋଗ ସହ ଲଢ଼ିଥାଏ। ମାତ୍ର ଏପରି କିଛି ଖାଦ୍ୟ ଅଛି ଯାହାକୁ ଖାଇବା ପରେ କ୍ଷୀର ପିଇଲେ ଶରୀର ପ୍ରତି କ୍ଷତି ପହଞ୍ଚାଇଥାଏ।…
କର୍ନାଟକ ବନ୍ୟା ପରିସ୍ଥିତିକୁ ଅଣଦେଖା କରୁଛି କେନ୍ଦ୍ର: ସିଦ୍ଧରମେୟା
ବେଙ୍ଗାଲୁରୁ,୧୧।୮: କର୍ନାଟକରେ ଉପୁଜିଥିବା ବନ୍ୟା ପରିସ୍ଥିତିକୁ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସିଦ୍ଧରମେୟା। ସେ ହକିଛନ୍ତି କର୍ନାଟକର ବନ୍ୟା ପରିସ୍ଥିତିକୁ କେନ୍ଦ୍ର ଅଣଦେଖା କରିଛି। କର୍ନାଟକ ବନ୍ୟାକୁ ଜାତୀୟ ବିପତ୍ତି ଘୋଷଣା…
ସ୍ଥାନୀୟ ନିଯୁକ୍ତିକୁ ପ୍ରୋତ୍ସାହନ: ହଳଦୀ ପ୍ରସ୍ତୁତିକରଣ ଯନ୍ତ୍ର ଉଦ୍ଘାଟିତ
ଭବାନୀପାଟଣା,୧୧।୮(ଡି.ଏନ୍.ଏ.): ମହିଳା ସଶକ୍ତିକରଣ ନିମନ୍ତେ ନିଜର ପ୍ରତିବଦ୍ଧତାକୁ ଦୃଷ୍ଟିରେ ରଖି ସ୍ବୟଂ ସହାୟକ ଗୋଷ୍ଠୀଙ୍କ ନିମନ୍ତେ ବେଦାନ୍ତ ଆଲୁମିନିୟମ ହଳଦୀ ପ୍ରକ୍ରିୟାକରଣ ଯନ୍ତ୍ର ଉଦ୍ଘାଟନ। କରିଛି କମ୍ପାନୀ ସଖୀ ନାମରେ ଯୋଜନା ମହିଳାମାନଙ୍କ ନିମନ୍ତେ ଜାରିରଖିଛି । ଏହି ଅବସରରେ ବେଦାନ୍ତ…
ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭଉଣୀ-ଭାଇଙ୍କ ରକ୍ଷା ବନ୍ଧନ
ନୂଆଦିଲ୍ଲୀ,୧୧।୮: ଆସୁଛି ରାକ୍ଷୀ ପୂର୍ଣ୍ଣିମା। ଭାଇ ହାତରେ ଭଉଣୀ ବାନ୍ଧିବ ସୁରକ୍ଷାର ଡୋର। ଜୀବନ ଥିବା ପର୍ଯ୍ୟନ୍ତ ଭାଇ ଭଉଣୀକୁ ସୁରକ୍ଷା ଦେବାକୁ କଥା ଦେବ। ଏବେ ଏହି ରାକ୍ଷୀକୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…
ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା କ୍ଷୟକ୍ଷତି ଆକଳନ
ଭବାନୀପାଟଣା,୧୧।୮(ଡି.ଏନ୍.ଏ.) : କଳାହାଣ୍ଡି ଜିଲାରେ ଗତ ୭ ଓ ୮ ତାରିଖ ଲଘୁଚାପ ଜନିତ ବର୍ଷାରେ ଜିଲାର ଲାଞ୍ଜିଗଡ଼, ଥୁଆମୂଳ ରାମପୁର ଓ କର୍ଲାମୁଣ୍ଡା ବ୍ଲକରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି ଦିନିକିଆ…

