ସୋମବାର ଇଦ୍: ଜମ୍ମୁ-କଶ୍ମୀରରେ ଲୋକଙ୍କ ଘର ପାଖରେ ସରକାର ପହଞ୍ଚାଉଛନ୍ତି ପନିପରିବା
ଶ୍ରୀନଗର,୧୧।୮: ସୋମବାର ଇଦ୍ ଥିବାରୁ ଜମ୍ମୁ-କଶ୍ମୀରରେ ଲୋକଙ୍କ ସୁବିଧା ପାଇଁ ସରକାର ଲୋକମାନଙ୍କ ଘର ପାଖରେ ପନିପରିବା ପହଞ୍ଚାଉଛନ୍ତି। ଲୋକଙ୍କର ଯେଭଳି କୌଣସି ଅସୁବିଧା ନ ହେବ ସେଥିଲାଗି ସାଢ଼େ ୩ ହଜାର ଦୋକାନ ଖୋଲା ରହିବ ବୋଲି ସରକାରଙ୍କ ପକ୍ଷରୁ…
ନିଜ ଟୁଇଟର ଆକାଉଣ୍ଟ ଡିଲିଟ୍ କଲେ ଅନୁରାଗ
ମୁମ୍ବାଇ: ବଲିଉଡ୍ର ନାମୀ ନିର୍ଦ୍ଦେଶକ ଅନୁରାଗ କାଶ୍ୟପ ଏବେ ତାଙ୍କ ଟୁଇଟର ଆକାଉଣ୍ଟ ଡିଲିଟ କରିଥିବା କହିଛନ୍ତି। ଗ୍ୟାଙ୍ଗସ୍ ଅଫ୍ ଓ୍ବାସିପୁର, ବ୍ଲାକ ଫ୍ରାଇଡେ ଭଳି ହିଟ୍ ଫିଲ୍ମ ଭେଟି ଦେଇଥିବା ଏହି ନିର୍ଦ୍ଦେଶକ ଏବେ ରାଗରେ ସୋସିଆଲ ମିଡିଆଠାରୁ ଦୂରେଇ…
ମୋଦି-ଶାହଙ୍କ ଯୋଡି ଆଜିର କୃଷ୍ଣ-ଅର୍ଜୁନ: ରଜନୀକାନ୍ତ
ଚେନ୍ନାଇ,୧୧।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ନେଇ ସାଉଥ୍ ସୁପରଷ୍ଟାର ରଜନୀକାନ୍ତ ମୋଦି ସରକାରଙ୍କର ଖୁବ୍ ପ୍ରଶଂସା କରିଛନ୍ତି। ଏହାକୁ ନେଇ ରଜନୀକାନ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ଯୋଡିକୁ କୃଷ୍ଣ-ଅର୍ଜୁନଙ୍କ ଯୋଡି ସହ ତୁଳନା କରିଛନ୍ତି।…
ସୌଦିକୁ ଡ୍ରାଇଭର୍ ହେବାକୁ ଯାଇଥିବା ଯୁବକ ପାଲଟିଲେ କୋଟିପତି
ଥିରୁଭାନନ୍ତପୁରମ୍, ୧୧।୮: କଥାରେ ଅଛି ଭାଗ୍ୟଦେବୀ ପ୍ରସନ୍ନ ହେଲେ ଯୋଗୀ ବି ରାଜା ପାଲଟେ। ଏହା ଜଣେ ଯୁବକଙ୍କ ପାଇଁ ସତ୍ୟରେ ପରିଣତ ହୋଇଛି। ସୌଦିକୁ ଡ୍ରାଇଭର ହେବାକୁ ଯାଇଥିବା କେରଳର ଜଣେ ଯୁବକ ଏବେ କୋଟିପତି ପାଲଟି ଯାଇଛନ୍ତି। ସ୍ଥାନୀୟ…
ପାହାଡ଼ରୁ ଖସି ବ୍ୟକ୍ତିଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ
ଯୋଡ଼ା,୧୧।୮(ଡି.ଏନ୍.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜଜାଙ୍ଗ – ଜିଲିଂ ପାହାଡ଼ରୁ ଖସି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନାନୁଯାୟୀ, ଜୁରୁଡ଼ି ଅଞ୍ଚଳର ନର ନାଏକ (୫୦) କୌଣସି କାରଣରୁ ଶନିବାର ଅପରାହ୍ନରେ ଘରୁ ବାହାରିଥିଲେ। ସନ୍ଧ୍ୟାରେ ସେ…
ପାକିସ୍ତାନର ନୂଆ ନାଟକ: ବନ୍ଦ କଲା ଟେଲିଭିଜନର ବିଶେଷ କାର୍ଯ୍ୟକ୍ରମ
ଇସଲାମାବାଦ,୧୧।୮: ଗୋଟିଏ ପରେ ଗୋଟିଏ ନୂଆ ନାଟକ କରି ଚାଲିଛି ପାକିସ୍ତାନ। ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟିଯିବା ପରେ ପାକିସ୍ତାନ ଏକ ପ୍ରକାର ହଡବଡେଇ ଯାଇଛି। ପ୍ରଥମେ ଭାରତ ସହ କୁଟନୈତିକ ସମ୍ପର୍କ ଛିନ୍ନ କରିଥିବା ପାକିସ୍ତାନ ଏବେ ଇଦ୍-ଉଲ୍-ଜୁହାରେ ଟେଲିଭିଜନ…
ଟୋକିଓରେ ଅଲିମ୍ପିକ ଟେଷ୍ଟ ଇଭେଣ୍ଟ : ୧୭ରୁ ଭାରତୀୟ ପୁରୁଷ, ମହିଳା ହକି ଦଳର ଅଭିଯାନ
ବେଙ୍ଗାଲୁରୁ,୧୧।୮(ପି.ଟି.) : ଟୋକିଓରେ ଆୟୋଜନ ହେବାକୁ ଥିବା ଅଲିମ୍ପିକ୍ ଟେଷ୍ଟ ଇଭେଣ୍ଟରେ ଅଂଶଗ୍ରହଣ କରିବାରକୁ ଭାରତୀୟ ପୁରୁଷ ଓ ମହିଳା ହକି ଦଳ ଜାପାନ ଯାତ୍ରା କରିଛନ୍ତି। ଏହି ଇଭେଣ୍ଟ ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ଆଗକୁ…
୫ ମୁଖ୍ୟମନ୍ତ୍ରୀଙ୍କ ସହ ରୁଷ ପହଞ୍ଚିଲେ ଯୋଗୀ
ନୂଆଦିଲ୍ଲୀ,୧୧।୮: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୪ ଦିନିଆ ରୁଷ ଗସ୍ତରେ ଯାଇଛନ୍ତି। ଶନିବାର ସନ୍ଧ୍ୟାରେ ସେ ଯାତ୍ରା ଆରମ୍ଭ କରିଥିବା ବେଳେ ତାଙ୍କ ସହ ମହାରାଷ୍ଟ୍ର, ଗୁଜରାଟ, ହରିୟାଣା, ଗୋଆ ଓ ଆସାମର ମୁଖ୍ୟମନ୍ତ୍ରୀ ମଧ୍ୟ ଅଛନ୍ତି। କେନ୍ଦ୍ରମନ୍ତ୍ରୀ…
ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଯୁବତୀ ପିଠିରେ ଆଙ୍କିଲେ ମୋଦିଙ୍କ ଟାଟୁ
ଜମ୍ମୁ -କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଖୁସିରେ ବିଭୋର ହୋଇ ଝାଡ଼ଖଣ୍ଡର ଜଣେ ଯୁବତୀ ପିଠିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଟାଟୁ ଆଙ୍କି ଦେଶପ୍ରେମର ଝଲକ ଦେଖାଇଛନ୍ତି। ରାଞ୍ଚିରେ ରହୁଥିବା ୨୧ ବର୍ଷୀୟା ରିଦ୍ଧି ଶର୍ମା କୁହନ୍ତି, ମୁଁ…
ହଡବଡେଇଲେ ପାକିସ୍ତାନୀ ନ୍ୟୁଜ ଆଙ୍କର
ଇସଲାମାବାଦ,୧୧।୮: ଜମ୍ମୁ-କଶ୍ମୀରରୁ ଭାରତ ଅନୁଚ୍ଛେଦ ୩୭୦ ହଟାଇବା ପରେ ପାକିସ୍ତାନର ସ୍ଥିତିକୁ ଦେଖି ଏବେ ସବୁଠି ଚର୍ଚ୍ଚା ଚାଲିଛି। ପାକିସ୍ତାନର ଜଣାଶୁଣା ନ୍ୟୁଜ ଆଙ୍କର କିରଣ ନାଜ ଏବେ ଯେମିତି ସବୁ ରାଗ ଭାରତ ଉପରେ ସୁଝାଇବା ମୁଡରେ ଅଛନ୍ତି। ନିକଟରେ…
ଜୟ ହିନ୍ଦ୍ ଲେଖି ପାକିସ୍ତାନୀ ମହିଳାଙ୍କ ରୋଷର ଶିକାର ହେଲେ ପ୍ରିୟଙ୍କା
ବ୍ୟକ୍ତିଗତ ହେଉ କି ପ୍ରଫେଶନାଲ ଜୀବନ ହେଉ ଦୁଇଟାଯାକରେ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ପୂରା ସନ୍ତୁଳନ ରକ୍ଷା କରିଥାନ୍ତି। ଏମିତିରେ ବି ତାଙ୍କୁ ବହୁବାର ଟ୍ରୋଲ କରିବାକୁ ଚେଷ୍ଟା କରାଯାଇଛି। କିନ୍ତୁ ସେ ଏହାର କଡ଼ା ଜବାବ ରଖି ସମାଧାନ କରିଦିଅନ୍ତି।…
ରୋଜର୍ସ କପ୍: ସେମିରେ ହାରିଲେ ବୋପାନ୍ନା- ଶାପୋଭାଲୋଭ
ମଣ୍ଟ୍ରିଲ,୧୧।୮(ପି.ଟି.): ଏଠାରେ ଚାଲିଥିବା ଏଟିପି ମଣ୍ଟ୍ରିଲ ମାଷ୍ଟର୍ସ ଟେନିସ ଟୁର୍ନାମେଣ୍ଟରେ ଭାରତର ରୋହନ ବୋପାନ୍ନା ଓ ତାଙ୍କ କାନାଡା ପାର୍ଟନର ଡେନିସ ଶାପୋଭାଲୋଭ ପୁରୁଷ ଡବଲ୍ସ ଇଭେଣ୍ଟରେ ସେମିଫାଇନାଲରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି। ଅଣସିଡ୍ ଏହି ଯୋଡି ୬-୭, ୬-୭…

