ଟରଣ୍ଟୋ ଡବ୍ଲ୍ୟୁଟିଏ ଫାଇନାଲରେ ସେରେନା
ଟରଣ୍ଟୋ,୧୧।୮(ଏଏଫପି): ଆମେରିକାର ଅଭିଜ୍ଞ ମହିଳା ଖେଳାଳି ଏଠାରେ ଚାଲିଥିବା ଟରଣ୍ଟୋ ଡବ୍ଳ୍ୟୁଟିଏ ମହିଳା ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ ସେମିଫାଇନାଲରେ ଅଷ୍ଟମ ସିଡ୍ ସେରେନା ଚେକ୍ ଗଣରାଜ୍ୟର ମେରି ବୋଉଜକୋଭାଙ୍କୁ ୧-୬, ୬-୩, ୬-୩ ସେଟ୍ରେ ପରାସ୍ତ କରି…
ମୋଦିଙ୍କ ସହ ସେନାଙ୍କ ନିକଟକୁ ହାତ ତିଆରି ରାକ୍ଷୀ ପଠାଇଲେ ଅଜିଭିକା ଏଜୁକେଶନର ମହିଳା
ଡେରାଡୁନ,୧୧।୮: ଉତ୍ତରାଖଣ୍ଡର ଡେରାଡୁନରେ ଥିବା ଅଜିଭିକା ଏଜୁକେଶନର ମହିଳାମାନେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେତେଜଣ କ୍ୟାବିନେଟ ମନ୍ତ୍ରୀ ଓ ସୀମାରେ ଥିବା ସେନାଙ୍କ ନିକଟକୁ ହାତ ତିଆରି ରାକ୍ଷୀ ପଠାଇଛନ୍ତି। ସ୍ବାଧୀନତା ଦିବସ ଥିମ୍ ବା ବିଷୟବସ୍ତୁକୁ…
ପରୀକ୍ଷା ଦିନ ନାତି ଶୋଇ ରହିବାରୁ ପୋଲିସ ଡାକିଲେ ଜେଜେମା
ଚୋରି, ଡକାୟତି କିମ୍ବା ଅନ୍ୟ କୌଣସି ଘଟଣା ଘଟିଲେ ପୋଲିସ ଡାକିବାକୁ ପଡ଼ିଥାଏ। କିନ୍ତୁ ନାତି ପରୀକ୍ଷା ଦିନ ଶୋଇ ରହିବାରୁ ଜେଜେମା ପୋଲିସକୁ ଡାକିବା ସହ ପରୀକ୍ଷା ହଲ୍ରେ ନେଇ ଛାଡ଼ିବାକୁ କହିବା ଯେତିକି ମଜାଦାର ସେତିକି ସମ୍ବେଦନଶୀଳ। ଏମିତି…
ମୋଦିଙ୍କୁ ଭାଇ ସମ୍ବୋଧନ କରି ରାକ୍ଷୀ ପଠାଇଲେ ମୁସଲମାନ ମହିଳା: ରାଗିଲେ ମୌଲାନା
ନୂଆଦିଲ୍ଲୀ,୧୧।୮: ତିନ୍ ତଲାକକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଯେଉଁ ନିଷ୍ପତ୍ତି ନେଲେ ସେଥିରେ ଉତ୍ସାହିତ ହୋଇ ବାରଣାସୀର ମୁସଲମାନ ମହିଳାମାନେ ମୋଦିଙ୍କ ନିକଟକୁ ନିଜ ହାତ ତିଆରି ରାକ୍ଷୀ ପଠାଇଛନ୍ତି। ଏହାକୁ କେତେଜଣ ମୁସଲମାନ ମୌଲବି ପ୍ରଶଂସା କରିଥିବା…
ରୋଜର୍ସ କପ୍ ଫାଇନାଲରେ ନାଡାଲ
ମଣ୍ଟ୍ରିଲ,୧୧।୮(ଏଏଫ୍ପି): ସ୍ପେନ୍ ତାରକା ଟେନିସ ଖେଳାଳି ରାଫାଲ ନାଡାଲ ଏଠାରେ ଚାଲିଥିବା ମଣ୍ଟ୍ରିଲ ମାଷ୍ଟର୍ସ ଟେନିସ୍ ବା ରୋଜର୍ସ କପ୍ ଟୁର୍ନାମେଣ୍ଟର ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ସେମିଫାଇନାଲରେ ଗୋଟିଏ ହେଲେ ବି ଶଟ୍ ନ ଖେଳି ସେ ଫାଇନାଲକୁ…
ଶୁଶ୍ରୁତ ଥିଲେ ବିଶ୍ୱର ପ୍ରଥମ ସର୍ଜନ: ପୋଖରୀୟାଲ
ମୁମ୍ବାଇ,୧୧।୮: କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରୀୟାଲ ଶନିବାର ଦାବି କରିଛନ୍ତି କି ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ ସ୍ପେଶ ଆଡମିନିଷ୍ଟ୍ରେଶନ(ନାସା) ଯଦି ଭବିଷ୍ୟତରେ ସ୍ପିକିଙ୍ଗ ବା କଥାକୁହା କମ୍ପୁଟର ତିଆରି କରେ ତାହା କେବଳ ସଂସ୍କୃତ ଭାଷା ପାଇଁ…
ଇଦ୍-ଉଲ୍-ଜ୍ଜୁହା ପାଇଁ ଜମ୍ମୁ-କଶ୍ମୀରରେ ଅଢ଼େଇ ଲକ୍ଷ ଛେଳିମେଣ୍ଢା ଏବଂ ୩୦ ଲକ୍ଷ କୁକୁଡ଼ା ବନ୍ଦୋବସ୍ତ କଲେ ସରକାର
ଶ୍ରୀନଗର,୧୧।୮: ଜମ୍ମୁ-କଶ୍ମୀରରେ ସ୍ବାଭାବିକ ସ୍ଥିତି ପୁଣି ଫେରିବାରେ ଲାଗିଛି। ସୋମବାର ଇଦ୍-ଉଲ୍-ଜ୍ଜୁହା ପାଳିତ ହେବ। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଅଢ଼େଇ ଲକ୍ଷରୁ ଅଧିକ ଛେଳିମେଣ୍ଢା ଏବଂ ୩୦ ଲକ୍ଷ କୁକୁଡ଼ା ବନ୍ଦୋବସ୍ତ କରାଯାଇଛି। ଲୋକଙ୍କ ପାଖରେ ଆବଶ୍ୟକ ସାମଗ୍ରୀ…
ତ୍ରିରଙ୍ଗା ଧରି ୧୫ କିଲୋମିଟର ଲମ୍ବ ମାନବ ଶୃଙ୍ଖଳରେ ଠିଆହେଲେ ସୁରକ୍ଷାକର୍ମୀ, ଛାତ୍ରୀଛାତ୍ର
ରାୟପୁର,୧୧।୮: ପାଖେଇ ଆସୁଛି ସ୍ବାଧୀନତା ଦିବସ। ଏହି ଦିବସକୁ ଆଉ ୪ ଦିନ ବାକି ଥିବା ବେଳେ ଛତିଗଡ଼ରେ ଏକ ଭିନ୍ନ ଦୃଶ୍ୟ ଦେଖିବାକୁ ମିଳିଛି। ଏଠାରେ ସୁରକ୍ଷାକର୍ମୀ ଓ ଛାତ୍ରୀଛାତ୍ରମାନେ ଜାତୀୟ ପତାକା ଧରି ପ୍ରାୟ ୧୫ କିଲୋମିଟରର ଏକ…
ଏକାଧିକଥର ଓଡ଼ିଶା ଆସିଥିଲେ ଗାନ୍ଧିଜୀ, ମିଳିଥିଲା ଅନେକ ଭେଟି: ଜାଣନ୍ତୁ ସେ ସମ୍ପର୍କରେ..
ବ୍ରିଟିଶ ଶାସନ କବଳରୁ ଦେଶକୁ ସ୍ବାଧୀନ କରିବା ପାଇଁ ଗାନ୍ଧିଜୀ ଅସହଯୋଗ ଆନ୍ଦୋଳନର ଡାକରା ଦେଇଥିଲେ । ଯେଉଁଥିପାଇଁ ସେ ସାରା ଦେଶର କୋଣଅନୁକୋଣରେ ବୁଲି ଲୋକଙ୍କୁ ଏକଜୁଟ୍ କରୁଥିଲେ । ଏହି ସମୟରେ ଲୋକମାନେ ଶ୍ରଦ୍ଧାରେ ତାଙ୍କୁ ବିଭିନ୍ନ ଭେଟି…
ଶହ ଶହ ବତକ ଶୃଙ୍ଖଳିତ ଭାବେ ରାସ୍ତା କଲେ ପାର୍: ସୋସିଆଲ୍ ମିଡ଼ିଆରେ ଭିଡ଼ିଓ ଭାଇରାଲ
ଥିରୁଭାନନ୍ତପୁରମ୍,୧୧।୮: କେରଳର ଅଲାପୁଝା ସହରରେ ବତକପଲଙ୍କ ଯୋଗୁ ପ୍ରାୟ ୨୦ରୁ ୨୫ ମିନିଟ ଧରି ରାସ୍ତା ଜାମ୍ ହୋଇଯାଇଥିଲା। ଟ୍ରାଫିକ୍ ପୋଲିସ ଯାନବାହନଗୁଡ଼ିକୁ ଅଟକାଇ ରଖିଥିଲା। ବତକ ପଲ ରାସ୍ତା ପାର୍ ହେବାପରେ ଯାନବାହନଗୁଡ଼ିକ ଗନ୍ତବ୍ୟ ପଥରେ ଯାଇଥିଲା। ଏହାର ଭିଡ଼ିଓ…
ରବିବାର ଭୋର୍ରେ ଥରିଲା ଇଣ୍ଡୋନେସିଆ
ଜାକର୍ତ୍ତା,୧୧।୮: ଇଣ୍ଡୋନେସିଆରେ ରବିବାର ଭୋର୍ ୪ଟା ୧୪ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୨ ଥିଲା ବୋଲି ଆମେରିକା ଭୂବିଜ୍ଞାନ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ସୁମାତ୍ରା ଉପକୂଳରେ ହୋଇଥିବା ଏହି ଭୂକମ୍ପର କେନ୍ଦ୍ର ଭୂଗର୍ଭର…
ଆଜି ରାଜ୍ୟସ୍ତରୀୟ ସତ୍ସଙ୍ଗ କର୍ମୀ ସମ୍ମିଳନୀ: ଯୋଗଦେବେ ପୂଜନୀୟ ବାବାଇଦା
ଭୁବନେଶ୍ୱର,୧୧।୮(ବ୍ୟୁରୋ): ସ୍ଥାନୀୟ ସତ୍ସଙ୍ଗ ବିହାରଠାରେ ରବିବାର ରାଜ୍ୟସ୍ତରୀୟ ସତ୍ସଙ୍ଗ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହେବ। ଏଥିରେ ସତ୍ସଙ୍ଗର ପ୍ରଶାସକ ପୂଜନୀୟ ଅର୍କଦ୍ୟୁତି ଚକ୍ରବର୍ତ୍ତୀ ‘ବାବାଇଦା’ଙ୍କର ଉଦ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ, ସତ୍ସଙ୍ଗର ଆଚାର୍ଯ୍ୟଦେବ ଶ୍ରୀଶ୍ରୀଦାଦାଙ୍କ ଆଶୀର୍ବାଦକ୍ରମେ ଆସନ୍ତା ନଭେମ୍ବର ୧୭ରେ…

