Home Left

ଓଡ଼ିଶା ଜର୍ନାଲିଜମ୍‌ ଆଓ୍ବାର୍ଡ-୨୦୧୯: ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’, ‘ଧରିତ୍ରୀ’ର ସସ୍ମିତା ପାଇକରାୟ ସମ୍ମାନିତ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ବିଶ୍ୱର ବଡ଼ ବଡ଼ ଦେଶ ମଧ୍ୟରେ ଭାରତର ସ୍ବାତନ୍ତ୍ର୍ୟ ରହିଛି। ଆମ ଦେଶରେ ସୁପ୍ରିମ୍‌କୋର୍ଟ ପରି ନ୍ୟାୟାଳୟ ଥିବାବେଳେ ଗଣମାଧ୍ୟମ ପରି ଜାଗ୍ରତ ପ୍ରହରୀ ମଧ୍ୟ ରହିଛି। ଆମ୍ଭେମାନେ ଗଣମାଧ୍ୟମ ସହିତ ଜଡ଼ିତ ରହି ଠିକ୍‌ କଥାକୁ ଲୋକଲୋଚନକୁ ଆଣିବା…

ଆଜି ଉତ୍ତର, ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୧।୮(ବ୍ୟୁରୋ)- ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇଛି। ଏହା ଫଳରେ ରାଜ୍ୟରେ ବର୍ଷାର ପରିମାଣ କମିଯାଇଛି। ଶନିବାର ବଲାଙ୍ଗୀରରେ ସର୍ବାଧିକ ୧୨ ମିଲିମିଟର ବର୍ଷା ହୋଇଥିବାବେଳେ ଅନୁଗୋଳ, ମାଲକାନଗିରି, ସୋନପୁର, ଗୋପାଳପୁର, ସମ୍ବଲପୁର, ଝାରସୁଗୁଡ଼ାରେ ମଧ୍ୟ ବର୍ଷା ହୋଇଥିବା…

‘ମର୍ଦ୍ଦାନି ୨’ ରିଲିଜ ଡିସେମ୍ବର ୧୩

ମୁମ୍ବାଇ: ରାଣୀ ମୁଖାର୍ଜୀଙ୍କ ଅଭିନୀତ ‘ମର୍ଦ୍ଦାନି ୨’ ଡିସେମ୍ବର ୧୩ରେ ରିଲିଜ ହେବାକୁ ଯାଉଛି। ଏଥିରେ ଜଣେ ପୋଲିସ ଅଫିସର ଭାବେ ଶିବାନୀ ରଏ ଭୂମିକାରେ ଅଭିନୟ କରିଛନ୍ତି ରାଣୀ। ଉକ୍ତ ଫିଲ୍ମ ୨୦୧୪ରେ ରିଲିଜ ହୋଇଥିବା ‘ମର୍ଦ୍ଦାନି’ର ଦ୍ୱିତୀୟ ସଂସ୍କରଣ।…

ଦିଲ୍ଲୀରେ ପ୍ରଥମ ତିନି ତଲାକ୍‌ ମାମଲା

ନୂଆଦିଲ୍ଲୀ,୧୧ା୮(ପି.ଟି.): ଦିଲ୍ଲୀର ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ତିନି ତଲାକ୍‌ ଦେବା ଅଭିଯୋଗରେ ଗିରଫ ହୋଇଛନ୍ତି। ତିନି ତଲାକ୍‌ ଆଇନ ପ୍ରଣୟନ ହେବା ପରେ ଦିଲ୍ଲୀରେ ଏହା ପ୍ରଥମ ମାମଲା। ଜୁନ୍‌ ୨୩ରେ ଉକ୍ତ ବ୍ୟକ୍ତି ଜଣକ ତାଙ୍କ ସ୍ତ୍ରୀଙ୍କୁ ତିନି…

ବୃଦ୍ଧା ମା’ ସାଜିଛି ଦୃଷ୍ଟିହୀନ ପୁଅର ସାହାରା, ଭିକ୍ଷାବୃତ୍ତି କରି ପୋଷୁଛନ୍ତି ପେଟ

ଯାଜପୁର ଟାଉନ,୧୧।୮(ଡିଏନଏ)- ଅନେକ ସ୍ଥାନରେ ପୁଅ ବୃଦ୍ଧ ମା’ବାପାଙ୍କୁ ନ ପଚାରିବା ଓ ଘରୁ ତଡ଼ି ଦେଉଥିବା ଭଳି ଘଟଣା ପ୍ରତିଦିନ କେଉଁଠି ନା କେଉଁଠି ଦେଖିବାକୁ ମିଳୁଛି। ମାତ୍ର ଯଦି ସନ୍ତାନ ଅସହାୟ ଥାଏ, ସେଠାରେ ନିଜ ଶେଷ ନିଶ୍ୱାସ…

ଆମେରିକୀୟ ଫାଇନାନ୍ସରଙ୍କ ଆତ୍ମହତ୍ୟା

ନ୍ୟୁୟର୍କ,୧୧ା୮(ଏଏଫ୍‌ପି): ଏକ ଲଜ୍ଜାଜନକ ଘଟଣାରେ ଜେଲରେ ରହିଥିବା ଆମେରିକୀୟ ଫାଇନାନ୍ସର ଜେଫ୍‌ରି ଏପ୍‌ଷ୍ଟାଇନ୍‌ ଆତ୍ମହତ୍ୟା କରିଛନ୍ତି। ସେ ୧୪ ବର୍ଷ ବୟସର ବାଳିକାମାନଙ୍କୁ ଯୌନଶୋଷଣ ଲାଗି ଚୋରାଚାଲାଣ କରୁଥିବା ଅଭିଯୋଗରେ ଗିରଫ ହୋଇ ଜେଲ୍‌ରେ ଥିଲେ। ତାଙ୍କ ବିରୋଧରେ ଅଦାଲତରେ ମାମଲା…

ପଶ୍ଚିମବଙ୍ଗ ଉପନିର୍ବାଚନ: କଂଗ୍ରେସ-ସିପିଏମ୍‌ ଆସନ ବୁଝାମଣା

କୋଲକାତା,୧୧ା୮(ପି.ଟି.): ଲୋକ ସଭା ନିର୍ବାଚନରେ ପରାଜୟ ପରେ କଂଗ୍ରେସ ଏବଂ ସିପିଆଇ(ଏମ୍‌) ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ଉପନିର୍ବାଚନ ପାଇଁ ଆସନ ବୁଝାମଣା କରିଛନ୍ତି। ରାଜ୍ୟରେ ଭାଜପା ଓ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ବିଜୟ ଅଭିଯାନରେ ରୋକ୍‌ ଲଗାଇବାକୁ ୩ ବିଧାନସଭା ଆସନରେ…

ମହେନ୍ଦ୍ର ହାଇସ୍କୁଲରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ: ଗୋଟିଏ ହଲ୍‌ରେ ୧୫୦ ପିଲା

ଆଠମଲ୍ଲିକ,୧୧ା୮(ଡି.ଏନ.ଏ.) – ଅନୁଗୋଳ ଜିଲା ଆଠମଲ୍ଲିକ ସଦର ମହକୁମାସ୍ଥିତ ବହୁ ପୁରାତନ ମହେନ୍ଦ୍ର ହାଇସ୍କୁଲ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ଏଠାରେ ପଢୁଥିବା ଛାତ୍ରୀଛାତ୍ରଙ୍କୁ ଉପଯୁକ୍ତ ଶିକ୍ଷା ପ୍ରଦାନରେ ସମସ୍ୟା ହେଉଥିଲେ ହେଁ ବିଭାଗୀୟ ଉଦସୀନତା ଯୋଗୁ ଏହାର ସମାଧାନ…

ମ୍ୟାନ୍‌ମାରରେ ଭୂସ୍ଖଳନ: ୩୪ ମୃତ

ୟାଙ୍ଗନ୍‌,୧୧ା୮(ଆଇଏଏନ୍‌ଏସ୍‌): ମ୍ୟାନ୍‌ମାରର ଏକ ସହରରେ ଭୂସ୍ଖଳନ ହେବାରୁ ୩୪ ଜଣଙ୍କ ମୃତ୍ୟୁ ହେବା ସହ ବହୁ ଘର ମାଟିତଳେ ପୋତିହୋଇପଡିଛି। ବନ୍ୟା ପ୍ରଭାବରେ ମୋନ୍‌ ରାଜ୍ୟ ଅନ୍ତର୍ଗତ ପାଉଙ୍ଗ୍‌ ସହରରେ ଶୁକ୍ରବାର ଭୂସ୍ଖଳନ ହୋଇଥିବା ଅଗ୍ନିଶମ ବିଭାଗ ପକ୍ଷରୁ କୁହାଯାଇଛି। ଉଦ୍ଧାର…

ତେଲ ଟ୍ୟାଙ୍କର ବିସ୍ଫୋରଣ: ୬୨ ନିହତ

ଦାର୍‌ ଏସ୍‌ ସଲାମ (ତାଞ୍ଜାନିଆ),୧୧ା୮: ତାଞ୍ଜାନିଆର ମୋରୋଗୋରୋ ସହରରେ ଏକ ତେଲ ଟ୍ୟାଙ୍କର ବିସ୍ଫୋରଣ ହେବାରୁ ୬୨ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନୂ୍ୟନ ୭୦ ଜଣ ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ କେତେଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଦୁର୍ଘଟଣାଗ୍ରସ୍ତ ଏହି…

ଉଦ୍‌ଘାଟନକୁ ୧୫ ବର୍ଷ ବିତିଲା: କାର୍ଯ୍ୟକ୍ଷମ ହୋଇପାରିନି ଉପଖଣ୍ଡ ଷ୍ଟାଡିୟମ

ତାଳଚେର,୧୧ା୮(ନି.ପ୍ର.) – କ୍ରୀଡା ଓ କ୍ରୀଡାବିତ୍‌ଙ୍କ ଉନ୍ନତି ନିମନ୍ତେ ରାଜ୍ୟ ସରକାର ବହୁ ମିନି ଷ୍ଟାଡିୟମ ନିର୍ମାଣ କରୁଛନ୍ତି। ହେଲେ ତାଳଚେର ରାଜବାଟୀ ନିକଟରେ ୨୦୦୪ରୁ ନିର୍ମାଣ ହୋଇଥିବା ସବ୍‌ଡିଭିଜନାଲ ଷ୍ଟାଡିୟମକୁ କାର୍ଯ୍ୟକ୍ଷମ କରିବାକୁ ସରକାର ଯେପରି ଭୁଲି ଯାଇଛନ୍ତି। କାରଣ…

କଶ୍ମୀର ଛାଡୁଛନ୍ତି ହିନ୍ଦୀଭାଷୀ ଶ୍ରମିକ

ଜମ୍ମୁ,୧୧ା୮(ପି.ଟି.): ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଆଇନଶୃଙ୍ଖଳା ପରିସ୍ଥିତି ଆଶଙ୍କାରେ ବିଭିନ୍ନ ଅଞ୍ଚଳରେ ୧୪୪ ଧାରା ଜାରି ହୋଇଥିବାବେଳେ ବହୁସଂଖ୍ୟାରେ ହିନ୍ଦୀଭାଷୀ ଶ୍ରମିକ ଉପତ୍ୟକା ଛାଡିବାରେ ଲାଗିଛନ୍ତି। ଗତ ୫ ଦିନ ମଧ୍ୟରେ ୫୦ ହଜାର ଶ୍ରମିକ ଜମ୍ମୁ-କଶ୍ମୀର ଛାଡ଼ିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?