ବରିଷ୍ଠ ନାଗରିକମାନେ ସମାଜର ପଥ ପ୍ରଦର୍ଶକ
ଟିଟିଲାଗଡ଼,୧୦।୮ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ ବିଧାନସଭା ନିର୍ବାଚନ ମଣ୍ଡଳୀ ଦୀର୍ଘବର୍ଷ ପରେ ରାଜ୍ୟ ମନ୍ତ୍ରିମଣ୍ଡଳରେ ମନ୍ତ୍ରୀ ପଦ ହାସଲ କରିଛି। ବିଧାୟିକା ଟୁକୁନୀ ସାହୁ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗର କ୍ୟାବିନେଟ ମନ୍ତ୍ରୀ ହୋଇଛନ୍ତି।…
ହାତୀ ଉପଦ୍ରବ, ବ୍ୟାପକ ଧାନ ଫସଲ ନଷ୍ଟ
ଅମରପାଲି, ୧୦।୮ (ଡି.ଏନ.ଏ.) : ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ଗ୍ରାମରେ କିଛିଦିନ ତଳେ ହାତୀପଲ ଧାନ ପହ୍ଲା ନଷ୍ଟ କରିଥିଲେ। ଶୁକ୍ରବାର ରାତିରେ ପୁଣିଥରେ ହାତୀପଲ ସୀମାନ୍ତ ବହଲପଦର ଗାଁ ସମୀପ ଖେତରେ ବ୍ୟାପକ ଧାନ ଫସଲ…
ଦୁବାଇରେ ଓଡିଆ ଯୁବକଙ୍କ ମୃତ୍ୟୁ ଘଟଣା : ୯ଦିନ ପରେ ଗ୍ରାମରେ ପହଞ୍ଚତ୍ଲା ମୃତଦେହ
ଖଲିକୋଟ,୧୦ା୮(ଡି.ଏନ.ଏ.): ଖଲିକୋଟ ବ୍ଲକ ପଥରା ବଜାରସାହିର ଯୁବକ ବସନ୍ତ କୁମାର ସାଧବ (୪୧) ଦୁବାଇ ଆବୁଧାବି ଅଞ୍ଚଳରେ ଏକ ଘରୋଇ କମ୍ପାନୀରେ ଦାଦନ ଶ୍ରମିକ ଭାବେ କାମ କରୁଥିଲେ। ଅଗଷ୍ଟ ୨ରେ ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା କମ୍ପାନୀ କର୍ତ୍ତୃପକ୍ଷ ପରିବାର…
ଲଗାଣ ବର୍ଷାରେ ଘର ଭାଙ୍ଗିଲା, ପୋଲ ଦବିଲା
ଖଜୁରୀପଡ଼ା,୧୦ା୮(ଡି.ଏନ.ଏ.): ଲଘୁଚାପ ଜନିତ ଲଗାଣ ବର୍ଷାରେ କନ୍ଧମାଳ ଜିଲାର ବିଭିନ୍ନ ଅଞ୍ଚଳରେ ବହୁ କ୍ଷୟକ୍ଷତି ହୋଇଛି। ଖଜୁରିପଡ଼ା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିଥିବାବେଳେ କେତେକ ସ୍ଥାନରେ ପୋଲ ଦବିଯାଇଛି। ବଲସକୁମ୍ପା ଅଧିଷ୍ଠାତ୍ରୀ ଦେବୀ ମା’ ବରାଳ ଦେବୀଙ୍କ ନିକଟରେ ପୁରୁଣା…
ଏଏଆଇ ଉପରୁ ସସ୍ପେଣ୍ଡ ଆଦେଶ ଉଠି ପାରିବ
ନୂଆଦିଲ୍ଲୀ,୧୦ା୮ (ପି.ଟି.): ଭାରତୀୟ ତୀରନ୍ଦାଜୀ ଆସୋସିଏଶନ (ଏଏଆଇ) ଉପରୁ ସସ୍ପେଣ୍ଡ ଆଦେଶ ପ୍ରତ୍ୟାହାର ହୋଇପାରିବ। ଏଥିପାଇଁ ବିଶ୍ୱ ତୀରନ୍ଦାଜୀ ମହାସଂଘ (ଡବ୍ଲ୍ୟୁଏଏଫ୍) ତରଫରୁ ଏକ ସର୍ତ୍ତାରୋପ କରାଯାଇଛି। ଚଳିତମାସ ଶେଷ ସୁଦ୍ଧା ଆସୋସିଏଶନକୁ ଏକ ସ୍ପଷ୍ଟ ‘ରୋଡ୍ ମ୍ୟାପ୍’ ପ୍ରସ୍ତୁତ କରିବାକୁ…
କ୍ୟାଲସିୟମ ପାଇଁ ଖାଆନ୍ତୁ ଏହି ୧୦ ପ୍ରକାର ଖାଦ୍ୟ
ସୁସ୍ଥ ଅସ୍ଥି ପାଇଁ ଶରୀରକୁ ଆବଶ୍ୟକ କ୍ୟାଲସିୟମ ଆମେ ୧୦ଟି ଖାଦ୍ୟରୁ ସହଜରେ ପାଇଥାଉ। * କ୍ୟାଲସିୟମର ମୁଖ୍ୟ ଉସତ୍ତ୍ ଭାବେ କ୍ଷୀରକୁ ନିଆଯାଏ। ଏହା ହଜମ ହେବାକୁ ସହଜ। ଶରୀର ପାଇଁ ଦିନକୁ ୧୦୦୦ ମିଲିଗ୍ରାମ କ୍ୟାଲସିୟମ ଆବଶ୍ୟକ। ଏକ…
ଗଛ କ’ଣ ଭାବୁଛି ତାହା ଜାଣିହେବ
ଅସମ୍ଭବକୁ ସମ୍ଭବ କରିଛି ମୁଲ୍ଲେରଙ୍କ ସ୍ମାର୍ଟକୁଣ୍ଡ । ଗଛର ମନକଥା ଜଣାଉଥିବା ଏହି କୁଣ୍ଡ ବର୍ଷର ଶେଷ ଆଡକୁ ବଜାରକୁ ଆସିବ। ଗଛ ଭାବନା ବ୍ୟକ୍ତ କରିବ! ଏହା ଜାଣି ଯେ କେହି ଆଶ୍ଚର୍ଯ୍ୟ ହୋଇଯିବେ, ହେଲେ ଏହାକୁ ସମ୍ଭବ କରିଛନ୍ତି…
ଲୋକସଂଖ୍ୟା ବଢାଇବାର ଲୋଭନୀୟ ଅଫର : ମାଗଣାରେ ପାଇବେ ଘର ଓ ମାସକୁ ୪୦ହଜାର ଟଙ୍କା
ଏଥେନ୍ସ: ଗ୍ରୀସର ଦ୍ୱୀପ ଏନ୍ତିକେଥେରାରେ ଲୋକସଂଖ୍ୟ। ବୃଦ୍ଧି କରିବା ପାଇଁ ସେଠାକାର ସରକାର ଏକ ଅଫର ଦେଇଛନ୍ତି। ସେହି ଦ୍ୱୀପରେ ରହିଲେ ମାଗଣାରେ ଘର ଓ ଜମି ପାଇବା ସହ ରହିବାର ପ୍ରଥମ ତିନି ମାସ ଯାଏ ପ୍ରତିମାସରେ ୫୬୫ ଡଲାର(…
ବୋତଲ ଦେଲେ ମିଳୁଛି ବସ୍ ଟିକେଟ
ଜାକର୍ତ୍ତା: ଲୋକେ ପ୍ଲାଷ୍ଟିକ ବୋତଲ ହେଉ ବି ଡିସ୍ପୋଜାଲ କପ୍ ଦେଇ ବସ ଟିକେଟ ନେଉଛନ୍ତି ଇଣ୍ଡୋନେସିଆରେ। ଦେଶରେ କେମିତି ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ କମ୍ ହୋଇପାରିବ ସେଥିପାଇଁ ଇଣ୍ଡୋନେସିଆ ସରକାର ଏଭଳି ଏକ ବ୍ୟବସ୍ଥା କରିଛନ୍ତି। ସମୁଦ୍ରକୁ ପ୍ରଦୂଷିତ କରିବାରେ ଚାଇନା…
କାମରେ ଆସୁନି ସ୍ଲୁଇସ୍ ଗେଟ୍
ପଦ୍ମପୁର,୧୦।୮ (ଡି.ଏନ.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁରର ମେଳକସାହିଠାରେ ନିର୍ମିତ ସ୍ଲୁଇସ୍ଗେଟ୍ ଏବେ ଚାଷୀମାନଙ୍କ କାମରେ ଆସୁନି। ୩୦ ବର୍ଷ ତଳେ ନିର୍ମିତ ଏହି ସ୍ଲୁଇସ୍ଗେଟ୍ କଞ୍ଚୁଡ଼ି ନଦୀର ଜଳକୁ ଗଚ୍ଛିତ ରଖି ଅଞ୍ଚଳର ସୁଗୋ, ଏଡତାଳ,…
ଇନ୍ଦ୍ରାବତୀ ଜଳଭଣ୍ଡାରର ଜଳ ପତ୍ତନ ଶନିବାର ସନ୍ଧ୍ୟା ସୁଦ୍ଧା ୬୪୦.୦୬ ମିଟର: ୨ଟି ଗେଟ୍ ଖୋଲା
ତେନ୍ତୁଳିଖୁଣ୍ଟି,୧୦।୮(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ଇନ୍ଦ୍ରାବତୀ ଜଳଭଣ୍ଡାରର ଜଳ ପତ୍ତନ ଶନିବାର ସନ୍ଧ୍ୟାସୁଦ୍ଧା ୬୪୦.୦୬ ରହିଛି। ବର୍ତ୍ତମାନ ୨ ଓ ୬ ନଂ.ଗେଟ୍ ଦେଢ଼ ମିଟର ଲେଖାଏ ଖୋଲାରହିଛି। ମୁଖୀଗୁଡ଼ା ପାଓ୍ବାର ହାଉସ୍ରେ ୩ଟି ଟର୍ବାଇନ୍ ଚାଲୁରହିଛି। ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡ୍ରେ…
ଯୁବକଙ୍କ ଉନ୍ମତ୍ତ କାଣ୍ଡ : ଧାରୁଆ ଅସ୍ତ୍ରରେ ୫ ଜଣଙ୍କୁ ମରଣାନ୍ତକ ଆକ୍ରମଣ
ବଡ଼ବିଲ,୧୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଗାଢ଼ା ହଟିଂ ଅଞ୍ଚଳରେ ରହୁଥିବା ମନୋଜ ରାଜପୁତ ନାମକ ଯୁବକ ଶୁକ୍ରବାର ରାତିରେ ଗାଢ଼ା ହଟିଂ ଓ ସୁନ୍ଦରାବସ୍ତି ଅଞ୍ଚଳରେ ଉନ୍ମତ୍ତ କାଣ୍ଡ ଭିଆଇଛନ୍ତି। ଅଭିଯୁକ୍ତ ମନୋଜ ଏକ ଧାରୁଆ ଅସ୍ତ୍ର ସାହାଯ୍ୟରେ…

