ସୋସିଆଲ ମିଡିଆ ଛାଡିବେ ଜନ୍
ମୁମ୍ବାଇ: ଏବେ ସେଲିବ୍ରିଟିମାନେ ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ ଥିବାବେଳେ ଅଭିନେତା ଜନ୍ ଆବ୍ରାହମ୍ କୁଆଡେ ସୋସିଆଲ ମିଡିଆ ଛାଡିଦେବେ ବୋଲି କହିଛନ୍ତି। କାରଣ ସୋସିଆଲ ମିଡିଆ ତାଙ୍କୁ ରୋଗିଣା କରି ଦେଇଛି ବୋଲି ସେ କହିଛନ୍ତି। କାରଣ ପ୍ରତିଦିନ ସୋସିଆଲ…
ଏମିତି ଚାଲିଛି ପାଠପଢ଼ା: ୧୧୯ ଛାତ୍ରୀଛାତ୍ରଙ୍କୁ ୨ ଶିକ୍ଷୟିତ୍ରୀ
ମାଧପୁର,୧୦।୮(ଡି.ଏନ୍.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ମାଧପୁର ପଞ୍ଚାୟତ କୁନ୍ଦନାଳୀ ପ୍ରକଳ୍ପ ଉ.ପ୍ରା. ବିଦ୍ୟାଳୟରେ ବର୍ତ୍ତମାନ ଶିକ୍ଷକ ଅଭାବ ଦେଖାଦେଇଛି। ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୧୧୯ ଜଣ ଛାତ୍ରୀଛାତ୍ର ପଢ଼ୁଥିବା ବେଳେ ପଢ଼ାଇବାକୁ ୨ (କଳା) ଶିକ୍ଷୟିତ୍ରୀ…
ପଟ୍ଟାମୁଣ୍ଡାଇ: ବେଆଇନ ଘୋଷଣା ପରେ ବି ମୋବାଇଲରେ ମହିଳାଙ୍କୁ ତିନି ତଲାକ ଦେଲେ ସ୍ବାମୀ, ମାମଲା ରୁଜୁ
ପଟ୍ଟାମୁଣ୍ଡାଇ, ୧୦।୮(ସ୍ବ.ପ୍ର.): ତିନି ତଲାକଖ ବିଲ୍କୁ ନେଇ ଲୋକ ସଭା ଏବଂ ରାଜ୍ୟ ସଭାରେ ତର୍ଜମା କରାଯିବା ପରେ ଏଥିରେ ମୋହର ମରାଯାଇଛି। ମୁସଲମାନ ମହିଳାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ତିନି ତଲାକ୍ ନିୟମକୁ ଉଚ୍ଛେଦ କରାଯିବା ସହ ବେଆଇନ ଘୋଷଣା…
ବନ୍ଦ ହେଲା ଅମୃତସର-ଲାହୋର ବସ୍ ସେବା
ନୂଆଦିଲ୍ଲୀ/ଇସଲାମାବାଦ,୧୦।୮: ବିଚଳିତ ପାକିସ୍ତାନ ଏବେ ଭାରତକୁ ନେଇ ଆଉ ଏକ ବଡ ନିଷ୍ପତ୍ତି ନେଇଛି। ପ୍ରଥମେ କୁଟନୈତିକ ସମ୍ପର୍କ, ପରେ ଟ୍ରେନ୍ ସେବା ବନ୍ଦ କରିଥିବା ପାକିସ୍ତାନ ଏବେ ଭାରତ ସହ ବସ୍ ସେବାକୁ ମଧ୍ୟ ବନ୍ଦ କରି ଦେଇଛି। ଶନିବାର…
୯ ବର୍ଷର ବାଳିକା ହେଲେ ‘ ଚିଫ୍ ମିନିଷ୍ଟରର୍ସ ଗ୍ରୀନ ମଣିପୁର ମିଶନ’ର ଆମ୍ବାସାଡର
କାକଚିଙ୍ଗ,୧୦।୮: ମଣିପୁର କାକଚିଙ୍ଗ ଜିଲାର ହିୟାଙ୍ଗଲମ୍ ମାଖା ଲେଇକାଇର ୯ ବର୍ଷୀୟା ବାଳିକା ଭାଲେଣ୍ଟିନା ଏଲାଙ୍ଗବମଙ୍କୁ ‘ ଚିଫ୍ ମିନିଷ୍ଟରର୍ସ ଗ୍ରୀନ ମଣିପୁର ମିଶନ’ର ଆମ୍ବାସାଡର କରାଯାଇଛି। ରାସ୍ତା ନିର୍ମାଣ ପାଇଁ କିଛି ଗଛ କଟାଯିବା ପରେ ଏହାକୁ ଦେଖି ଭୋଭୋ…
ଅନୁଚ୍ଛେଦ ୩୭୦ ଉଚ୍ଛେଦ: ସୁପ୍ରିମ୍କୋର୍ଟରେ ଆବେଦନ କଲା ନ୍ୟାସନାଲ୍ କନଫରେନ୍ସ୍
ନୂଆଦିଲ୍ଲୀ,୧୦।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ନେଇ ଫାରୁକ୍ ଅବଦୁଲାଙ୍କ ନ୍ୟାସନାଲ୍ କନଫରେନ୍ସ୍ ସୁପ୍ରିମ୍କୋର୍ଟରେ ଆବେଦନ କରିଛି। ଦଳପକ୍ଷରୁ ଅକବର ଲୋନ୍ ଏନେଇ ଏକ ଆବେଦନ କରିଛନ୍ତି। ଏଠାକାର ବିଚ୍ଛିନ୍ନତାବାଦୀ ନେତା ଅବଦୁଲ୍ ଗନି ଲୋନ୍ଙ୍କର ପୁଅ ହେଉଛନ୍ତି ଅକବର। ସେ ଆବେଦନରେ…
ରାକ୍ଷୀ ପୂର୍ଣ୍ଣିମାରେ ମହିଳାମାନେ ମାଗଣା ବସ୍ ଯାତ୍ରା କରିବେ
ଲକ୍ଷ୍ନୌ,୧୦।୮: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ରାକ୍ଷୀ ପୂର୍ଣ୍ଣିମା ଅବସରରେ ମହିଳାମାନଙ୍କୁ ବିଶେଷ ଉପହାର ଦେଇଛନ୍ତି। ଉକ୍ତଦିନ ମହିଳାମାନେ ମାଗଣାରେ ବସ୍ ଯାତ୍ରା କରିପାରିବେ ବୋଲି ଯୋଗୀ ଆଦିତ୍ୟନାଥ ଘୋଷଣା କରିଛନ୍ତି। ସରକାରୀ ସିଟି ବସ୍ ଓ ଉତ୍ତର…
ମହଙ୍ଗା ପଡ଼ିଲା ଭାରତ ସହିତ ପାକିସ୍ତାନର ଶତ୍ରୁତା: ଟମାଟୋ କିଲୋ ୩ଶହ
ଇସ୍ଲାମାବାଦ,୧୦।୮: ଜମ୍ମୁ-କଶ୍ମୀରରେ ମୋଦି ସରକାରଙ୍କ ଅନୁଚ୍ଛେଦ ୩୭୦କୁ ହଟାଇ ଦିଆଯିବା ନିଷ୍ପତ୍ତିକୁ ନେଇ ପାକିସ୍ତାନ ବିଚଳିତ ହୋଇପଡ଼ିଛି। ଏହାପରେ ପାକିସ୍ତାନ ଭାରତରୁ ସବୁ ସମ୍ପର୍କ ଭାଙ୍ଗିବାକୁ ଚେଷ୍ଟା ଚଳାଇଛି। ଭାରତରୁ କୁଟନୈତିକ ସମ୍ପର୍କ ବିଚ୍ଛିନ୍ନ କରିବା ପାକିସ୍ତାନକୁ ଏବେ ମହଙ୍ଗା ପଡ଼ିଛି।…
ଗାଜା ସୀମାରେ ୪ ପାଲେଷ୍ଟାଇନ୍ ଆତଙ୍କବାଦୀଙ୍କୁ ହତ୍ୟା କଲେ ଇସ୍ରାଏଲ୍ ସୈନ୍ୟ
ଜେରୁଜେଲମ୍,୧୦।୮:ଗାଜା ସୀମାରେ ୪ ପାଲେଷ୍ଟାଇନ୍ ଆତଙ୍କବାଦୀଙ୍କୁ ଇସ୍ରାଏଲ୍ ସୈନ୍ୟ ହତ୍ୟା କରିଛନ୍ତି। ଆତଙ୍କବାଦୀମାନଙ୍କ ମଧ୍ୟରୁ ଜଣେ ଇସ୍ରାଏଲ୍ ସୈନ୍ୟ ବାହିନୀ ଶିବିର ଉପରକୁ ଗ୍ରେନେଡ୍ ମାଡ଼ କରିଥିଲେ। ଏହାର ଜବାବରେ ଇସ୍ରାଏଲ୍ ସୈନ୍ୟଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ସୂଚନାଯୋଗ୍ୟ, ୨୦୧୮ଠାରୁ…
ଅପହୃତା ଯୁବତୀ ଉଦ୍ଧାର: ଅପହରଣକାରୀ ଗିରଫ
ଦିଗପହଣ୍ଡି,୧୦।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଜଣେ ଅପହୃତା ଯୁବତୀଙ୍କୁ କେ. ନୂଆଗାଁ ପୋଲିସ ଉଦ୍ଧାର କରିଛି। ଅପହରଣକାରୀ ଯୁବକଙ୍କୁ ପୋଲିସ ଥାନାରେ ରଖି ପଚରାଉଚରା କରୁଛି। ସୂଚନାଯୋଗ୍ୟ, ଜାନୁୟାରୀ ୫ ତାରିଖରେ ଯୁବତୀଙ୍କ ବାପା ଝିଅଙ୍କୁ ଅପହରଣ କରାଯାଇଥିବା…
ଇଦ୍ ପାଇଁ ପ୍ରସ୍ତୁତ ଜମ୍ମୁ-କଶ୍ମୀର: ରାଜ୍ୟପାଳ
ଶ୍ରୀନଗର,୧୦।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ନିଆଯିବା ପରେ ସୁରକ୍ଷାକୁ ଦୃଷ୍ଟିରେ ରଖି ସେଠାରେ ୧୪୪ ଧାରା ଜାରି କରାଯିବା ସହ ଶହ ଶହ ସଂଖ୍ୟାରେ ସୁରକ୍ଷାକର୍ମୀଙ୍କୁ ନିୟୋଜିତ କରାଯାଇଥିଲା। ହେଲେ ଏବେ ସେଠାକାର ସ୍ଥିତି ସ୍ବାଭାବିକ ଥିବାରୁ ଜମ୍ମୁର ୫…
ଅନ୍ତିମ ସଂସ୍କାର ପାଇଁ ଚାଷୀ ଗୋବରରୁ ପ୍ରସ୍ତୁତ କଲେ କାଠ
କାନପୁର,୧୦।୮: ଅନ୍ତିମ ସଂସ୍କାରରେ ହିନ୍ଦୁ ପରମ୍ପରା ଅନୁସାରେ ମୃତଦେହକୁ ଦାହ କରାଯାଇଥାଏ। ତେବେ ଏଥିପାଇଁ କାଠର ଆବଶ୍ୟକତା ପଡ଼ିଥାଏ। ଏହାଦ୍ୱାରା ଗଛ କଟା ହୋଇଥାଏ। ଫଳରେ ପରିବେଶ ଉପରେ ନକାରାତ୍ମକ ପ୍ରଭାବ ପଡ଼ିଥାଏ। ଏହାକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶ ଉନ୍ନାଓ୍ବର କଲ୍ୟାଣୀ…

