Home Left

ସ୍ବରେଜ୍‌ ଗ୍ୟାସ୍‌ରେ ଜଳୁଛି ରୋଷେଇ ଘରେ ଚୁଲି

ନୂଆଦିଲ୍ଲୀ, ୧୦।୮: ଅସୁବିଧା ହିଁ ନୂଆ ଆବିଷ୍କାର ପାଇଁ ପ୍ରେରଣା ଦେଇଥାଏ। ଏହା ଦିଲ୍ଲୀର ଗାଜିଆବାଦ୍‌ରେ ବାସ କରୁଥିବା ୭ ଜଣ ଉଦ୍ୟମୀଙ୍କ ଲାଗି ସତ୍ୟରେ ପରିଣତ ହୋଇଛି। ଏଠାରେ ଏହି ୭ଜଣଙ୍କ ପ୍ରୟାସରେ ସ୍ବରେଜ୍‌ ଗ୍ୟାସ୍‌ରୁ ରୋଷେଇ ଘରେ ଚୁଲି…

ଚର୍ଚ୍ଚାରେ କିଆରାଙ୍କ ପର୍ସ: ଦାମ୍‌ ଜାଣିଲେ ଉଡ଼ିଯିବ ହୋସ୍‌

ମୁମ୍ବାଇ:ଚଳିତ ବର୍ଷ ଫିଲ୍ମ କବିର ସିଂହରୁ ରାତାରାତି ନିଜର ପରିଚୟ ତିଆରି କରିଥିବା କିଆରା ଆଡଭାନୀ ଏବେ ବି-ଟାଉନର ଚର୍ଚ୍ଚିତ ଚେହେରା ପାଲଟିଛନ୍ତି। ନିକଟରେ କିୟାରା ନିଜର ୨୭ତମ ଜନ୍ମଦିନ ପାଳିଥିଲେ। ଏହି ଅବସରରେ କିଆରା ପର୍ଲର ଆଉଟଫିଟ୍‌ରେ ନଜର ଆସିଥିଲେ।…

ବନ୍ଧୁକ ଦେଖାଇ ବ୍ୟବସାୟୀଙ୍କଠାରୁ ଲୁଟ୍‌

ଆସିକା, ୧୦।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା-କବିସୂର୍ଯ୍ୟନଗର ମୁଖ୍ୟ ରାସ୍ତାର କଲେଜ ଛକ ନିକଟରୁ ଶନିବାର ପୂର୍ବାହ୍ନରେ ଜଣେ ମିଠା ବ୍ୟବସାୟୀଙ୍କ ଠାରୁ ୮ ହଜାର ଟଙ୍କା ଲୁଟ୍‌ ହୋଇଛି। ମିଠା ବ୍ୟବସାୟୀ ଜଣକ ହେଲେ ଆସିକା ବ୍ଲକ ଅନ୍ତର୍ଗତ ନିମିନା ଗ୍ରାମର…

ଭାର୍ଗବୀ ବ୍ରିଜ୍‌ ଉପରେ ଦୁର୍ଘଟଣା: ପୁଅ ସାମ୍ନାରେ ବାପାଙ୍କ ଉପରେ ମାଡ଼ିଗଲା ହାଇଓ୍ବା, ଗାଡ଼ି ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

ବାଳକାଟି,୧୦।୮(ଡି.ଏନ୍‌.ଏ.): ସ୍ଥାନୀୟ ଭାର୍ଗବୀ ବ୍ରିଜ୍‌ ଉପରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଳକାଟିରୁ ଭୁବନେଶ୍ୱରରୁ ଯାଉଥିବା ବେଳେ ଏକ ବାଇକ୍‌(ଓଡି-୧୩-ଏଲ୍‌-୬୮୫୫)କୁ ହାଇଓ୍ବା ପଛରୁ ଧକ୍କା ଦେବା ଫଳରେ ପୁଅଙ୍କ ସାମ୍ନାରେ ବାପାଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳି…

ଜିଲାସ୍ତରୀୟ ବ୍ୟାଡମିଣ୍ଟନ ପ୍ରତିଯୋଗିତା: ବାଳିକା ବିଭାଗରେ ଦେସ୍ନା, ବାଳକରେ ଆୟୁଷ ଫାଇନାଲକୁ ପ୍ରବେଶ

ବଅଁରପାଳ,୧୦।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ୟୁନାଇଟେଡ ବ୍ୟାଡମିଣ୍ଟନ ଆସୋସିଏଶନ ପକ୍ଷରୁ ନାଲ୍‌କୋ ବ୍ୟାଡମିଣ୍ଟନ ହଲ୍‌ରେ ଆଯୋଜିତ ଜିଲାସ୍ତରୀୟ ବ୍ୟାଡମିଣ୍ଟନ ପ୍ରତିଯୋଗିତାର ଶନିବାର ଫାଇନାଲ ଦିବସ। ତେବେ ଏଥିରେ ତାଳଚେର, ଅନୁଗୋଳ, ନାଲ୍‌କୋ ଏନ୍‌ଟିପିସି ଟିପିସିପିଏସ୍‌ ଆଦି ଅଞ୍ଚଳର ୫୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ଅଂଶଗ୍ରହଣ…

କଂଗ୍ରେସର ଅଧ୍ୟକ୍ଷ ଚୟନ ପ୍ରକ୍ରିୟାରେ ଭାଗ ନେଲେ ନାହିଁ ସୋନିଆ, ରାହୁଲ

ନୂଆଦିଲ୍ଲୀ,୧୦।୮: କଂଗ୍ରେସ କାର୍ଯ୍ୟକାରୀ କମିଟି ବୈଠକରେ ଶନିବାର ଅଧ୍ୟକ୍ଷ ପଦକୁ ନେଇ କିଛି ସମାଧାନ ଆସିବ ବୋଲି ଅନୁମାନ କରାଯାଉଥିଲା। ହେଲେ ବୈଠକରେ ଯୋଗ ଦେବା ପରେ ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ…

ସ୍ଥିର ଅଛି ଜେଟଲୀଙ୍କ ସ୍ବାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ,୧୦।୮: ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ଅରୁଣ ଜେଟଲୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡିଛି। ଶୁକବାର ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବା ସହ ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାକୁ ତାଙ୍କୁ ଦିଲ୍ଲୀସ୍ଥିତ ଅଲ ଇଣ୍ଡିଆ…

ଟାଇଫୁନ୍‌ ‘ଲେକିମା’ ତାଣ୍ଡବ: ୧୦ ଲକ୍ଷ ଲୋକ ସ୍ଥାନାନ୍ତର

ବେଜିଂ,୧୦।୮: ଚାଇନାରେ ଟାଇଫୁନ୍‌ ‘ଲେକିମା’ ତାଣ୍ଡବ ରଚିଛି। ସ୍ଥାନୀୟ ପୂର୍ବ ଉପକୂଳରେ ଦେଖାଦେଇଥିବା ଏହି ପ୍ରଳୟଙ୍କରୀ ସାମୁଦ୍ରିକ ଝଡ଼ରେ ଇତିମଧ୍ୟରେ ୧୩ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି। ଏଥିରେ ୧୬ରୁ ଅଧିକ ନିଖୋଜ ଥିବା କୁହାଯାଉଛି। ସୁରକ୍ଷା ଦୃଷ୍ଟିରୁ ୧୦ ଲକ୍ଷ…

ଉତ୍ତର ପ୍ରଦେଶରେ ଏବେ ଔଷଧ ଦେବ ରୋବୋ

ଲକ୍ଷ୍ନୌ,୧୦।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ଏବେ ଉତ୍ତର ପ୍ରଦେଶରେ ହାଇଟେକ୍‌ କ୍ଲିନିକ୍‌ର ଯୋଜନା କରୁଥିବା ସୂଚନା ମିଳିଛି। ଗୋରଖପୁରର ଚିଫ୍‌ ମେଡିକାଲ ଅଫିସର ଡ. ଶ୍ରୀକାନ୍ତ ତିଓ୍ବାରୀ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି କି ଆଗକୁ ଡାକ୍ତର ନୁହେଁ ରୋଗୀଙ୍କୁ…

ଭିତରକନିକା ଜାତୀୟ ଉଦ୍ୟାନର କୃତ୍ରିମ ପ୍ରଜନନ କେନ୍ଦ୍ରରେ କୁମ୍ଭୀର ଛୁଆ ଫୁଟିବା ଆରମ୍ଭ

ରାଜନଗର,୧୦।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଭିତରକନିକା ଜାତୀୟ ଉଦ୍ୟାନରେ ୧୯୭୫ ମସିହାରେ ଅଷ୍ଟ୍ରେଲିଆର ବିଶିଷ୍ଟ ପ୍ରାଣୀ ବୈଜ୍ଞାନିକ ଡ. ଏଚ୍‌ .ଆର୍‌ ବଷ୍ଟାର୍ଡଙ୍କ ଦ୍ୱାରା ପ୍ରଥମ କୃତ୍ରିମ ପ୍ରଜନନ କେନ୍ଦ୍ର ସ୍ଥାପନ କରାଯାଇଥିଲା। ଏଥିରେ ଚଳିତ ବର୍ଷ ବନ ବିଭାଗ…

ଯୁବକଙ୍କ ଗୁପ୍ତାଙ୍ଗ ସହ ବେକ କାଟି ହତ୍ୟା: ପୋଲିସର ତଦନ୍ତ ଆରମ୍ଭ

ସଜନାଗଡ଼,୧୦।୮(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ନୀଳଗିରି ଥାନା ଜାମୁଢିଆ ପଞ୍ଚାୟତ କେସୁରା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କ ବେକ ଓ ଗୁପ୍ତାଙ୍ଗ କାଟି ହତ୍ୟା କରାଯାଇଛି। ମୃତକ ହେଲେ ବିଜୟ କୁମାର ସିଂ(୪୦)। ଝିଆରୀର ଜନ୍ମଦିନରେ ଯୋଗଦେବାକୁ ଘର ଲୋକେ…

ଗେଲ୍‌ଙ୍କ ପ୍ରତି ନାହିଁ ସହାନୁଭୂତି

ପୋର୍ଟ ଅଫ୍‌ ସ୍ପେନ,୧୦।୮- ଗତ ବିଶ୍ୱକପ୍‌ରେ ଭାରତ ବିପକ୍ଷ ଟେଷ୍ଟ ସିରିଜରୁ ଅବସର ନେବେ ବୋଲି ଘୋଷଣା କରିଥିଲେ ବିସ୍ଫୋରକ ଓପନର କ୍ରିସ୍‌ ଗେଲ୍‌। ସିରିଜ୍‌ର ଅନ୍ତିମ ମ୍ୟାଚ୍‌ ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୩ ତାରିଖ ପର୍ଯ୍ୟନ୍ତ ଗେଲ୍‌ଙ୍କ ଜନ୍ମସ୍ଥାନ ଜାମାଇକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?