Home Left

ଫନିପାଲ ବିଦ୍ୟାଳୟର ନାମ ପରିବର୍ତ୍ତନକୁ ବିରୋଧ

ଯାଜପୁର ରୋଡ,୧୦।୮(ନି.ପ୍ର.): କ୍ରାନ୍ତି ଦିବସ ଅବସରରେ ଶୁକ୍ରବାର ସ୍ମୃତି ସଂସଦ କମିଟିର ଆବାହକ ମଦନ ମୋହନ ଜେନାଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଡ. ଫନିପାଲ ବିଦ୍ୟାଳୟ ପରିସରରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଡ଼. ଫନିପାଲ ଜଣେ ସ୍ବାଧିନତା ସଂଗ୍ରାମୀ।…

ଜିଲା ଯୋଜନା କମିଟି ଅଧ୍ୟକ୍ଷଙ୍କ ନାମ ଘୋଷିତ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ସବୁ ଜିଲାର ଯୋଜନା କମିଟି ଅଧ୍ୟକ୍ଷଙ୍କ ନାମ ଘୋଷଣା କରିଛନ୍ତି। ମୟୂରଭଞ୍ଜ ଜିଲା କମିଟି ଅଧ୍ୟକ୍ଷ ଭାବେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ନିଯୁକ୍ତ ହୋଇଥିବାବେଳେ ବାଲେଶ୍ୱର ପାଇଁ ଅନନ୍ତ ଜେନା, ଭଦ୍ରକ ପାଇଁ ବ୍ୟୋମକେଶ…

ଡେଙ୍ଗୁ ସଚେତନତା ଅଭିଯାନ ଶୁଭାରମ୍ଭ

କଳିଙ୍ଗନଗର,୧୦।୮(ଡି.ଏନ୍‌.ଏ.): କଳୀଙ୍ଗନଗର ସ୍ଥିତ ଟାଟା ଷ୍ଟିଲ କାରଖାନା ପକ୍ଷରୁ ଶୁକବ୍ରାର ସ୍ଥାନୀୟ ଲୋକମାନଙ୍କୁ ଡେଙ୍ଗୁ ରୋଗ ନିବାରଣ ପାଇଁ ପ୍ରତିକାରାତ୍ମକ ଓ ଆରୋଗ୍ୟକର ପଦକ୍ଷେପ ବିଷୟରେ ସଚେତନ କରାଇବା ଲକ୍ଷ୍ୟରେ ଏକ ସଚେତନତା ଅଭିଯାନର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ କଳିଙ୍ଗନଗର…

ଶିମ୍‌ଲା ରାଜିନାମା କ’ଣ

ନୂଆଦିଲ୍ଲୀ,୧୦ା୮: ୧୯୭୧ରେ ଭାରତ ଓ ପାକିସ୍ତାନ ମଧ୍ୟରେ ବାଂଲାଦେଶ ମୁକ୍ତି ଯୁଦ୍ଧ ହୋଇଥିଲା। ଏହାର ପରିଣାମ ସ୍ବରୂପ ପୂର୍ବ ପାକିସ୍ତାନ ନାମରେ ପରିଚିତ ବାଂଲାଦେଶ ପାକିସ୍ତାନ ଭୂଖଣ୍ଡରୁ ଅଲଗା ହୋଇଥିଲା। ଭାରତ ସହାୟତାରେ ବାଂଲାଦେଶ ଏକ ନୂଆ ରାଷ୍ଟ୍ର ଭାବେ ଉଭା…

କୃଷ୍ଣପ୍ରସାଦ ଉପକୂଳରେ ଲାଗିଲା ମାଲୋସିଆ ଜାହାଜ

କୃଷ୍ଣପ୍ରସାଦ,୧୦ା୮(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ବଙ୍ଗୋପସାଗର ଉପକୂଳସ୍ଥ ଖିରିସାହି ନିକଟରେ ଏକ ବିରାଟ ଜାହାଜ ଲାଗିିଛି । ଜାହାଜରେ ନାବିକଙ୍କ ସମେତ ୯ଜଣ ସୁରକ୍ଷିତ ଥିବା ଓ ଏହା ମାଲେସିଆରୁ ବିଶାଖାପାଟଣା ଅଭିମୁଖେ ଏହା ଯାତ୍ରା କରୁଥିବା ସୂଚନା…

ଆମ ଗାଁ ଆମ ବିକାଶ ଯୋଜନାରେ ପଡ଼ି ରହିଛି କାର୍ଯ୍ୟ: ୩୧୪ରୁ ଆରମ୍ଭ ହୋଇନି ୨୦୦ରୁ ଊର୍ଦ୍ଧ୍ୱ ପ୍ରକଳ୍ପ

ନୂଆଗାଁ,୧୦।୮(ଡି.ଏନ.ଏ.): ରାଜ୍ୟରେ ପ୍ରଗତିକୁ ତ୍ୱରାନ୍ବିତ କରିବା ନିମନ୍ତେ ବିଭିନ୍ନ ଯୋଜନା ମଧ୍ୟରୁ ‘ଆମ ଗାଁ ଆମ ବିକାଶ’ ମାଧ୍ୟମରେ ଗ୍ରାମାଞ୍ଚଳର ବିକାଶ ନିମନ୍ତେ ବିଭିନ୍ନ କାର୍ଯ୍ୟକ୍ରମ ଜାରିରହିଛି। ଏହା ମାଧ୍ୟମରେ ରାଜ୍ୟର ପ୍ରତି ବ୍ଲକକୁ କୋଟି କୋଟି ଟଙ୍କା ଅନୁଦାନ ଆସୁଛି…

ଭାଙ୍ଗିପଡିଲା ଅର୍ଦ୍ଧନିର୍ମିତ ବିଦ୍ୟାଳୟ ଗୃହ

ବୋଲଗଡ଼,୧୦ା୮(ଡି.ଏନ.ଏ.): ବୋଲଗଡ଼ ବ୍ଲକ ଅସରଳା ନୋଡ଼ାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଏକ ଅର୍ଦ୍ଧନିର୍ମିତ ଗୃହର ତାଜା ଏବଂ କାନ୍ଥ ବୁଧବାର ବର୍ଷାଯୋଗୁ ଭାଙ୍ଗିିଯାଇଛି। ପ୍ରାୟ ୮ବର୍ଷ ପୂର୍ବରୁ ନିର୍ମାଣ ଆରମ୍ଭ ହୋଇଥିବା ଘରଟି ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡ଼ି ରହିଥିଲା। ଅନୁଦାନ ଅଭାବରୁ…

ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ମହିଳା ମହାସଂଘର ଧାରଣା

ନିରାକାରପୁର,୧୦ା୮(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ଲେଣ୍ଡୋ ପଞ୍ଚାୟତସ୍ଥ ମଦର ଟେରେସା ମହିଳା ମହାସଂଘ ପକ୍ଷରୁ ଶୁକ୍ରବାର ପୂର୍ବାହ୍ନ ୧୧ ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ୨ ଦଫା ଦାବି ନେଇ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଥିଲା ା ତେବେ ବ୍ଲକ ଉପାଧ୍ୟକ୍ଷାଙ୍କ…

ଜଳ ଘେରରେ ସରକାରୀ ଉଚ୍ଚ ବିଦ୍ୟାଳୟ: ଆଣ୍ଠୁଏ ପାଣିରେ ଯାତାୟାତ କରୁଛନ୍ତି ଛାତ୍ରୀଛାତ୍ର, ଶିକ୍ଷାବିତ୍‌

ନିରାକାରପୁର,୧୦ା୮(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥିତ କ୍ଷେତ୍ରବାସୀ ସରକାରୀ ଏକାଡେମୀ(ଉଚ୍ଚ ବିଦ୍ୟାଳୟ) ଏବେ ଜଳ ଘେର ମଧ୍ୟରେ ରହିଥିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ସୃଷ୍ଟିହୋଇଛି। ସୂଚନାଯୋଗ୍ୟ, ୧୯୪୮ମସିହାରେ ଏହା ସ୍ଥାପିତ ହୋଇ ଦୀର୍ଘ ୭୦ ବର୍ଷ ବିତି ଯାଇଥିଲେ ମଧ୍ୟ ବର୍ତ୍ତମାନ…

ତଳିଆ ଅଞ୍ଚଳରେ ପହଞ୍ଚୁନି କେନାଲ ପାଣି : ବିଲ ମୁଣ୍ଡରେ ବସି ଫେରୁଛନ୍ତି ଚାଷୀ

କୁଜଙ୍ଗ,୧୦ା୮(ସ୍ବ.ପ୍ର.): ଶ୍ରାବଣ ମାସ ସରିବାକୁ ବସିଲାଣି, ମାତ୍ର ଚାଷୀଙ୍କ ଜଳସେଚନ ଚିନ୍ତା ଦୂର ହେଉନାହିଁ। ଆବଶ୍ୟକ ଅନୁଯାୟୀ ବର୍ଷା ହୋଇ ନ ଥିବାରୁ ଚାଷକାର୍ଯ୍ୟ ଠିକ୍‌ ଭାବେ ହୋଇପାରୁନି। ସେପଟେ କେନାଲ ତଳମୁଣ୍ଡକୁ ପାଣି ଆସୁନାହିଁ। ଚାଷୀ ଜଳ ନ ପାଇ…

ଭିତ୍ତିପ୍ରସ୍ତର ସ୍ଥାପନର ୫ମାସ ବିତିଲା : ଏ ଯାଏଁ ଆରମ୍ଭ ହୋଇନି ବିଜ୍ଞାନ କେନ୍ଦ୍ର ନିର୍ମାଣ କାର୍ଯ୍ୟ

ଖଣ୍ଡପଡା,୧୦।୮(ସ୍ବ.ପ୍ର.): ଖଣ୍ଡପଡା-ଭାପୁର ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତା ଉମାଦେବୀ ଛକ ନିକଟରେ ଏକ ବିଜ୍ଞାନକେନ୍ଦ୍ର ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ଏ ମଧ୍ୟରେ ଦୀର୍ଘ ୫ମାସ ବିତିଯାଇଥିଲେ ମଧ୍ୟ ନିର୍ମାଣ କାମ ଆରମ୍ଭ ହୋଇନାହିଁ। ସତେ ଯେପରି ନିର୍ମାଣ କାର୍ଯ୍ୟ…

ମୁସରଙ୍ଗି ଜଙ୍ଗଲରୁ ବାଘ ଉଭାନ : ବନବିଭାଗ ଛାନ୍‌ଭିନ୍‌ ଜାରି

ନୂଆପଡ଼ା ଅଫିସ,୧୦ା୮ ସ୍ଥାନୀୟ ମୁସରଙ୍ଗି ଜଙ୍ଗଲରେ ୨ ଛୁଆ ସମେତ ୪ କଲରାପତରିଆ ବାଘ ଥିବା ଜଣାପଡ଼ିବା ପରେ ସଂପୃକ୍ତ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା ା ବନ ବିଭାଗ ପକ୍ଷରୁ ଏ ନେଇ ବିଭିନ୍ନ ସ୍ଥାନରେ କର୍ମଚାରୀ ମୁତୟନ କରାଯାଇଥିଲା ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?