Home Left

ବିଶ୍ୱ ଆଦିବାସୀ ଦିବସ ସମାରୋହ

କର୍ଲାମୁଣ୍ଡା,୧୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବ୍ରା ରାଜୀବଗାନ୍ଧୀ ସେବାକେନ୍ଦ୍ରଠାରେ ବ୍ଲକସ୍ତରୀୟ ବିଶ୍ୱ ଆଦିବାସୀ ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମ ଆରମ୍ଭରେ ମୁଗଲାଲ ମାଝିଙ୍କ ଦ୍ୱାରା ଦେବାଦେବୀଙ୍କୁ ପୂଜାର୍ଚ୍ଚନା ପରେ ଯୋରାଡବ୍ରା ଗ୍ରାମ୍ୟ ପରିକ୍ରମା ହୋଇଥିଲା। ଏହା ପରେ ଯୋରାଡବ୍ରା…

ନିଖୋଜ ବ୍ୟକ୍ତିଙ୍କ ଗଳିତ ମୃତଦେହ ୯ଦିନ ପରେ କୂଅରୁ ଉଦ୍ଧାର: ହାତଗୋଡ ବନ୍ଧା ହୋଇଥିବାରୁ ହତ୍ୟା ସନ୍ଦେହ

ଖଣ୍ଡପଡା,୧୦।୮(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡା ଥାନା ଅନ୍ତର୍ଗତ ତେନ୍ତୁଳିଆପଲ୍ଲୀ ଗ୍ରାମରେ ନିଖୋଜ ଥିବା ଜନୈକ ବ୍ୟକ୍ତିଙ୍କ ଗଳିତ ମୃତଦେହ ଦୀର୍ଘ ୯ଦିନ ପରେ ଶୁକ୍ରବାର ପୋଲିସ ହାତଗୋଡ ବନ୍ଧା ଅବସ୍ଥାରେ ଏକ କୂଅ ମଧ୍ୟରୁ ଉଦ୍ଧାର କରିଛି ା ତାଙ୍କୁ ହତ୍ୟା…

ଚାଷୀକୁଁ ସବ୍‌ସିଡିରେ ଦିଆଯିବା ଉଷୋକଷା

ବିଜେପୁର, ୧୦।୮ (ଡି.ଏନ୍‌.ଏ.):ବରଗଡ ଜିଲା ବିଜେପୁର ଅଂଚଲ୍‌ରେ ମୁଗ୍‌ଫଲି ଫସଲରେ ରୋଗ୍‌ପୋକ୍‌ ଲାଗି ଚାଷୀ ଅଥାଥାଲି ହେଇଯାଉଥିଲେ। ଯେତେ ଉଷୋକଷା ଝିଁଟ୍‌ଲେ ବି କାମ୍‌ ନାଇଁ କରୁଥିବାର ଅଭିଯୋଗ୍‌ ହେଇଥିଲା। ଇ ବାବ୍‌ଦେ ଗଲା ବୁଧବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ମୁଗ୍‌ଫଲି…

ଜିଲାରେ ଆମ୍ବୁଲାନ୍ସ ସେବା ବିପର୍ଯ୍ୟସ୍ତ: ଠିକ୍‌ ସମୟରେ ରୋଗୀଙ୍କୁ ମିଳୁନି

ନୟାଗଡ଼ ଅଫିସ,୧୦ା୮: ନୟାଗଡ଼ ଜିଲାରେ ଆମ୍ବୁଲାନ୍ସ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଆବଶ୍ୟକ ମୁତାବକ ଆମ୍ବୁଲାନ୍ସ ନ ଥିବାରୁ ଠିକ୍‌ ସମୟରେ ରୋଗୀଙ୍କୁ ସେବା ମିଳିପାରୁନି। ଏଥିଯୋଗୁ କେତେବେଳେ ନବଜାତ ଶିଶୁ ତ ଆଉ କେତେବେଳେ ସାଧାରଣ ଲୋକେ ମୃତ୍ୟୁମୁଖରେ ପଡୁଛନ୍ତି। ଏହାକୁ…

ଚିକିତ୍ସା ଅବହେଳାରୁ ନର୍ସିଂହୋମରେ ଶିଶୁପୁତ୍ରର ମୃତ୍ୟୁ ଅଭିଯୋଗ

ନୟାଗଡ଼ ଅଫିସ,୧୦ା୮: ନୟାଗଡ଼ ଜିଲା ସଦର ମହକୁମାରେ ଥିବା ବିଭିନ୍ନ ନର୍ସିଂହୋମ୍‌ରେ ମାଲିକମାନଙ୍କ ରାଜୁତି ଦେଖିବାକୁ ମିଳୁଛି। ଦୁଇଦିନରେ ଦୁଇଟି ନର୍ସିଂହୋମରେ ଏଭଳି କିଛି ଘଟଣା ଏହାକୁ ସ୍ପଷ୍ଟ କରୁଛି। ଗୁରୁବାର ରାଜାବଗିଚା ନିକଟରେ ଥିବା ଏକ ନର୍ସିଂହୋମ୍‌ରେ ଏକ ଦମ୍ପତିଙ୍କୁ…

ବିଚାରାଧୀନ କଏଦୀ ତୃତୀୟଥର ଫେରାର

ଭାପୁର,୧୦ା୮(ଡି.ଏନ.ଏ.): ଖଣ୍ଡପଡା ସବ୍‌ଜେଲରେ ବନ୍ଦୀ ଜୀବନ କାଟୁଥିବା ଜଣେ କଏଦୀ ଶୁକ୍ରବାର କୋର୍ଟ ଆସିଥିବାବେଳେ ତୃତୀୟଥର ପାଇଁ ଫେରାର ହୋଇଯାଇଛନ୍ତି। ସେ ହେଲେ ତପନ କୁମାର ରାଉତ (୨୭)। ନୟାଗଡ଼ ଜିଲା ଫତେଗଡ଼ ଥାନା କରବର ଗ୍ରାମର ତପନ ଏକ ବଳାତ୍କାର…

ଓକିଲାତି ପେଶାରେ ନୀଳଗିରି ରାଜଜେମା

ନୀଳଗିରି, ୧୦।୮(ଡି.ଏନ.ଏ.)-ବାଲେଶ୍ୱର ଜିଲାର ଏକମାତ୍ର ନୀଳଗିରି ଗଡ଼ଜାତ ରାଜ ପରିବାରର ରାଜଜେମା ଅକ୍ରୀତି ମର୍ଦ୍ଦରାଜ ଓକିଲାତି ପାଇଁ ଦିଲ୍ଲୀ ବାର୍‌ରେ ଗୁରୁବାର ତାଲିକାଭୁକ୍ତ କରାଇଛନ୍ତି। ସୁପ୍ରିମକୋର୍ଟ ଓ ହାଇକୋର୍ଟରେ ସେ ପ୍ରାକ୍ଟିସ କରିବେ ବୋଲି ପରିବାର ପକ୍ଷରୁ କୁହାଯାଇଛି। ରାଜ୍ୟର ୨୪ଟି…

ବିପଦ ସଙ୍କୁଳ ଅବସ୍ଥାରେ ବାରବାଟୀ: ଖସୁଛି ପ୍ଲାଷ୍ଟର, ମହୁମାଛି ଆତଙ୍କ

କଟକ ଅଫିସ,୧୦ା୮- ଫନୀ ଝଡ଼ ପରେ ରକ୍ଷଣାବେକ୍ଷଣ ଅଭାବରୁ ବାରବାଟୀ ଷ୍ଟାଡିୟମ ବିପଦ ସଙ୍କୁଳ ଅବସ୍ଥାକୁ ଆସିଲାଣି । କିଛି ଦିନ ହେବ ବାରବାଟୀ ଷ୍ଟାଡିୟମ ପରିସରରେ ଛିଡ଼ା ହେବା ବି ଲୋକଙ୍କ ପାଇଁ ମୁସ୍କିଲ ହୋଇପଡ଼ିଛି । ବୁଧବାର ଦିନ…

ଦୂତୀଙ୍କୁ ମିଳିଲା ଭିଜା

ନୂଆଦିଲ୍ଲୀ,୧୦।୮(ପି.ଟି.)- ଦେଶର ଦ୍ରୁତତମ ମହିଳା ଧାବିକା ଦୂତୀ ଚାନ୍ଦଙ୍କୁ ୟୁରୋପ୍‌ ଗସ୍ତ ପାଇଁ ଶେଷରେ ଭିଜା ମିଳିଛି। ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଯୋଗ୍ୟତା ହାସଲ ପାଇଁ ସେ ୟୁରୋପ୍‌ ଗସ୍ତରେ ଯାଇ ଦୁଇଟି ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଥିଲା। ଗୁରୁବାର…

ରାଜ୍ୟର ୧୨ ହସ୍ପିଟାଲରେ ଏଲ୍‌ଇଡି ଡିସ୍‌ପ୍ଲେ ବୋର୍ଡ ଉନ୍ମୋଚିତ: ସ୍ବାସ୍ଥ୍ୟସେବା ସଂକ୍ରାନ୍ତ ସୂଚନା ପାଇବେ ଜନସାଧାରଣ

ଭୁବନେଶ୍ୱର, ୯ା୮(ବ୍ୟୁରୋ): ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସଚେତନତା ବୃଦ୍ଧି ତଥା ସ୍ବାସ୍ଥ୍ୟସେବା ସମ୍ପର୍କିତ ସମସ୍ତ ଅପ୍‌ଡେଟ୍‌ ସୂଚନା ଲୋକଙ୍କ ନିକଟରେ ପହଞ୍ଚାଇବା ଉଦ୍ଦେଶ୍ୟରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଶୁକ୍ରବାର କ୍ୟାପିଟାଲ ହସ୍ପିଟାଲ ପରିସରରେ ଏଲ୍‌ଇଡି ଡିସପ୍ଲେ ବୋର୍ଡ…

କୋଲୋରେକ୍ଟାଲ୍‌ କ୍ୟାନସର୍‌ ଆଶଙ୍କାକୁ ହ୍ରାସ କରାଏ ଭିଟାମିନ୍‌-ଡି

ଏକ ଅନ୍ତଃରାଷ୍ଟ୍ରୀୟ ଗବେଷଣାରୁ ଜଣାପଡ଼ିଛି ଯେ, ଶରୀରରେ ଭିଟାମିନ୍‌-ଡି’ର ଉଚ୍ଚସ୍ତର କୋଲୋରେକ୍ଟାଲ୍‌ କ୍ୟାନସର୍‌ ଆଶଙ୍କାକୁ ହ୍ରାସ କରିଥାଏ। ଏହାର ଗବେଷଣା ହାର୍ଭାର୍ଡ ଟିଏଚ୍‌ ଚାନ୍‌ ସ୍କୁଲ୍‌ ଅଫ୍‌ ପବ୍ଲିକ୍‌ ହେଲ୍‌ଥ ଦ୍ୱାରା କରାଯାଇଥିଲା। ଯଦିଓ ଏହି ଭିଟାମିନ୍‌ ଆହାର ମାଧ୍ୟମରେ ସହଜରେ…

ବାଇକ୍‌ ଚୋରି ର଼୍ୟାକେଟ୍‌ ଠାବ: ଶଳା, ଭିଣୋଇ ଗିରଫ: ୩ ବାଇକ୍‌ ଜବତ

ବାଲେଶ୍ୱର ଅଫିସ, ୯।୮-ବାଲେଶ୍ୱର ସହର ତଥା ଆଖପାଖ ଅଞ୍ଚଳରେ କିଛି ଦିନ ହେଲା ବାଇକ୍‌ ଚୋରି ପୋଲିସର ନିଦ ହଜାଇ ଦେଇଥିଲା। ପୋଲିସ ଏହି ଚୋରି ର଼୍ୟାକେଟକୁ ଠାବ କରିବାରେ ସଫଳ ହୋଇଛି। ଏହି ଚୋରିରେ ସମ୍ପୃକ୍ତ ଶଳା, ଭିଣୋଇଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?