Home Left

ଗ୍ରାଉଣ୍ଡରେ ନାଚିଲେ କୋହଲି

ଗୁୟାନା,୯।୮- ସ୍ଥାନୀୟ ବ୍ରାଏନ ଲାରା ଗ୍ରାଉଣ୍ଡଠାରେ ଓ୍ବେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ଅନୁଷ୍ଠିତ ପ୍ରଥମ ଦିନିକିଆ ବର୍ଷା ଯୋଗୁ ବାତିଲ ହୋଇଯାଇଥିଲା। ମ୍ୟାଚ୍‌ରେ କେବଳ ୧୩ ଓଭର ଖେଳ ସମ୍ଭବ ହୋଇପାରିଥିଲା। କିନ୍ତୁ ଏହା ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କ…

ଶ୍ରୀନଗର ବିମାନବନ୍ଦରରେ ୟେଚୁରୀ ଅଟକ

ଶ୍ରୀନଗର, ୯।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଏବଂ ଉକ୍ତ ରାଜ୍ୟକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ପରେ ସେଠାକୁ ଦଳୀୟ ଗସ୍ତରେ ଯାଇଥିବା ସିପିଆଇ(ଏମ୍‌) ମହାସଚିବ ସୀତାରାମ ୟେଚୁରୀଙ୍କୁ ଶ୍ରୀନଗର ବିମାନବନ୍ଦରରେ ଅଟକ ରଖାଯାଇଛି। ଦଳର ନେତାଙ୍କ ସହ…

କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି ଦାବିରେ ଆମରଣ ଅନଶନ

ବାସୁଦେବପୁର,୯।୮(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନୂଆଗାଁ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟୀ ପଣ୍ଡାଙ୍କୁ ପଞ୍ଚାୟତରୁ ବଦଳି ଦାବିରେ ବ୍ଲକ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତର ସରପଞ୍ଚ ରଘୁନାଥ ମଳିକଙ୍କ ସମେତ ୫୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଆମରଣ ଅନଶନରେ ବସିଛନ୍ତି। ସଂପୃକ୍ତ…

ମାନସିକ ବିକୃତ ମହିଳାଙ୍କୁ ଥଇଥାନ କେନ୍ଦ୍ରକୁ ପଠାଗଲା

ଧର୍ମଗଡ଼,୯।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ସହରରେ ବୁଲୁଥିବା ଜଣେ ମାନସିକ ବିକୃତ ମହିଳାଙ୍କୁ ଧର୍ମଗଡ଼ସ୍ଥିତ ଏକ ଥଇଥାନ କେନ୍ଦ୍ରକୁ ଶୁକ୍ରବାର ହସ୍ତାନ୍ତର କରାଯାଇଛି। ମାନସିକ ବିକୃତି ଥିବା ଉକ୍ତ ମହିଳା ସହରର ବିଭିନ୍ନ ସ୍ଥାନରେ ଅଳିଆ ଆବର୍ଜନା କରିବା ସହ ବିଭିନ୍ନ…

୪ ରାଜ୍ୟରେ ନିର୍ବାଚନ ପ୍ରଭାରୀ ନିଯୁକ୍ତ କଲା ଭାଜପା

ନୂଆଦିଲ୍ଲୀ, ୯।୮: ଦିଲ୍ଲୀ, ଝାଡଖଣ୍ଡ, ହରିୟାଣା ଏବଂ ମଧ୍ୟ ପ୍ରଦେଶରେ ଆଗାମୀ ଅକ୍ଟୋବରରେ ନିର୍ବାଚନ ହେବାର ସମ୍ଭାବନା ରହିଛି। ଏହାପୂର୍ବରୁ ପ୍ରସ୍ତୁତି ଆରମ୍ଭ କରିଦେଇଛି ଭାଜପା। ଦଳ ପକ୍ଷରୁ ଏହି ୪ଟି ରାଜ୍ୟରେ ନିର୍ବାଚନ ପ୍ରଭାରୀ ନିଯୁକ୍ତ କରାଯାଇଛି। ଭାଜପା ରାଷ୍ଟ୍ରୀୟ…

ହରିୟାଣା ବିଧାନସଭା ନିର୍ବାଚନ: ଭାଜପା ପ୍ରଭାରୀ ନିଯୁକ୍ତ ହେଲେ କେନ୍ଦ୍ରମନ୍ତ୍ରୀ ତୋମାର

ଚଣ୍ଡିଗଡ଼,୯।୮: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଜୋର୍‌ସୋରରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଏନେଇ ଭାଜପା ଅଧ୍ୟକ୍ଷ ତଥା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାରଙ୍କୁ ଭାଜପାର ନିର୍ବାଚନ ପ୍ରଭାରୀ ଭାବେ ନିଯୁକ୍ତ କରିଛନ୍ତି।…

ମଧ୍ୟାହ୍ନଭୋଜନ ଖାଇ ୧୯ ଛାତ୍ରୀଛାତ୍ର ଅସୁସ୍ଥ :ଡାକ୍ତରଖାନାରେ ଭର୍ତ୍ତି

ଭଦ୍ରକ ଅଫିସ,୯।୮: ଭଦ୍ରକ ଜିଲା ଅଧିନସ୍ଥ ତିହିଡ଼ି ବ୍ଲକ ରାଜନଗର ପଞ୍ଚାୟତର ଚାରି ତରଫ ୟୁଜିଏମଇ ସ୍କୁଲରେ ମଧ୍ୟାହ୍ନଭୋଜନ ଖାଇ ୧୯ ଜଣ ଛାତ୍ରୀଛାତ୍ର ଅସୁସ୍ଥ ହୋଇ ପଡ଼ିଛନ୍ତି। ଅସୁସ୍ଥମାନେ ଭଦ୍ରକ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଛାତ୍ରୀଛାତ୍ରଙ୍କ ଅଭିଯୋଗ ମୁତାବକ, ସେମାନେ…

ଦିଲ୍ଲୀ ବିଧାନସଭା ନିର୍ବାଚନ: ପ୍ରକାଶ ଜାଭଡେକର ଭାଜପା ନିର୍ବାଚନ ପ୍ରଭାରୀ ନିଯୁକ୍ତ

ନୂଆଦିଲ୍ଲୀ,୯।୮: ଆସନ୍ତା ବର୍ଷ ଆରମ୍ଭରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ଭାଜପା ପକ୍ଷରୁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହେଲାଣି। ଏନେଇ ଭାରତୀୟ ଜନତା ପାର୍ଟି (ଭାଜପା) ଅଧ୍ୟକ୍ଷ ତଥା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଦିଲ୍ଲୀ ବିଧାନସଭା ନିର୍ବାଚନ…

ନିଜ ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିଛନ୍ତି ଏହିସବୁ କ୍ରିକେଟର୍‌

କ୍ରିକେଟରଙ୍କ ପ୍ରେମ ଏବଂ ବିବାହକୁ ନେଇ ସବୁବେଳେ ଚର୍ଚ୍ଚା ହୋଇଥାଏ। ବିଶ୍ୱରେ ଏମିତି କିଛିି କ୍ରିକେଟର ଅଛନ୍ତି ଯେଉଁମାନେ ନିଜ ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିଛନ୍ତି। ପାକିସ୍ତାନର ଅନେକ କ୍ରିକେଟର୍‌ ନିଜ ସମ୍ପର୍କିୟ ଭଉଣୀଙ୍କୁ ବିବାହ କରିଛନ୍ତି। ଆସନ୍ତୁ ଜାଣିବା ସେହି…

୬ ବଖରା ଜଳିଗଲା, ନଗଦ ୫୦ ହଜାର ଟଙ୍କା, ଆସବାବପତ୍ର ପୋଡ଼ି ପାଉଁଶ

ପଦ୍ମପୁର,୯।୮(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମେଦ ପଞ୍ଚାୟତର ପୁରୁଷୋତ୍ତମପୁର ଗ୍ରାମରେ ଅଗ୍ନିକାଣ୍ଡ ଘଟି ୬ ବଖରା ଜଳିଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଗ୍ରାମର ରୀନା ମହାନ୍ତିଙ୍କ ଘରେ ନିଆଁ ଲାଗି ଯାଇଥିଲା। ଖବର ପାଇ ବାସୁଦେବପୁର ଅଗ୍ନିଶମ…

‘ମୋ ଗୋପାଳପୁର କାର୍ଯ୍ୟକ୍ରମ’ ଉଦ୍‌ଘାଟିତ: ପାଷ୍ଟିକ୍‌, ପଲିଥିନ ଛାଡ଼, ଗୋପାଳପୁର ଓ ବେଳାଭୂମି ସୁନ୍ଦର ରହିବ : ଜିଲାପାଳ

ଗୋପାଳପୁର,୯।୮: ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଭିନବ ପ୍ରୟାସରେ ‘ମୋ ଗୋପାଳପୁର କାର୍ଯ୍ୟକ୍ରମ’ ତଥା ବେଳାଭୂମି ସାମୂହିକ ସଫେଇ ଅଭିଯାନ ଆରମ୍ଭ ହୋଇଛି। ଶୁକ୍ରବାର ସକାଳେ ଜିଲାପାଳଙ୍କ ନେତୃତ୍ୱରେ ଗୋପାଳପୁର ବେଳାଭୂମି ସଫେଇ କାର୍ଯ୍ୟକ୍ରମ କରାଯାଇଛି। ମୁଖ୍ୟଅତିଥି ଭାବେ ବ୍ରହ୍ମପୁର…

କେରଳ, କର୍ନାଟକ ସମେତ ୫ଟି ରାଜ୍ୟରେ ବନ୍ୟା ବିତ୍ପାତ: ଉଦ୍ଧାର କାର୍ଯ୍ୟ ପାଇଁ ପହଞ୍ଚିଲା ବାୟୁସେନା

ଥିରୁଭାନନ୍ତପୁରମ,୯।୮: ଦେଶରେ ବହୁ ରାଜ୍ୟରେ ଲଗାଣ ବର୍ଷା ଯୋଗୁ ବନ୍ୟା ବିତ୍ପାତ ଦେଖାଦେଇଛି। କେରଳରୁ କର୍ନାଟକ ଓ ମଧ୍ୟପ୍ରଦେଶରୁ ମହାରାଷ୍ଟ୍ର ପର୍ଯ୍ୟନ୍ତ ବହୁ ରାଜ୍ୟ ପାଣି ଘେରରେ ରହିଛି। ପାଣି ଘେରରେ ଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ପହଞ୍ଚାଇବା ପାଇଁ ଏନଡିଆର୍‌ଏଫ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?