Home Left

ଚୋର ସନ୍ଦେହରେ ଯୁବକଙ୍କୁ ନିସ୍ତୁକ ମାଡ଼

ବାଲେଶ୍ୱର ଅଫିସ,୯।୮: ବାଲେଶ୍ୱର ଜିଲା ଜଳେଶ୍ୱର ରେଳ ଷ୍ଟେଶନରେ ଏକ ଅଭାବନୀୟ କାଣ୍ଡ ଦେଖିବାକୁ ମିଳିଛି। ରେଳ ପୋଲିସ ଉପସ୍ଥିତିରେ ଯାତ୍ରୀମାନେ ଜଣେ ଲୋକଙ୍କୁ ଚୋର ଭାବି ନିସ୍ତୁକ ମାଡ଼ ମାରିଥିଲାବେଳେ ପୋଲିସ ଜଣକ ଦର୍ଶକ ସାଜିଥିଲେ। ଖବର ଅନୁଯାୟୀ, ଜଳେଶ୍ୱର…

ଶାନ୍ତି ଆଶାରେ କଶ୍ମୀରବାସୀ: ମହିଳା ସୁରକ୍ଷାକର୍ମୀଙ୍କ ସହ ହାତ ମିଳାଇଲେ କଶ୍ମୀର ବାଳକ, ଫଟୋ ଭାଇରାଲ

ଶ୍ରୀନଗର,୯।୮: ଜମ୍ମୁ କଶ୍ମୀରରେ ଧାରା ୩୭୦କୁ ଅଚଳ କରିଦିଆଯିବା ପୂର୍ବରୁ ହିଁ ସେଠାରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଜମ୍ମୁ ଓ ଶ୍ରୀନଗରରେ ଧାରା ୧୪୪ ଲାଗୁ କରାଯିବା ସହ ବ୍ୟାପକ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ଇତିମଧ୍ୟରେ ଏକ ସୁନ୍ଦର ଫଟୋ…

ବାଉଁଶିଆପଲ୍ଲୀ ଗୁଟ୍‌ଖା କାରଖାନାରେ ଚଢ଼ାଉ: ମାଲିକ ଗିରଫ, ମାଷ୍ଟରମାଇଣ୍ଡ ଫେରାର

ବ୍ରହ୍ମପୁର ଅଫିସ,୯।୮: ଗଞ୍ଜାମ ଜିଲା ସଦର ଥାନା ପୋଲିସ ଗୁରୁବାର ବିଳମ୍ବିତ ରାତିରେ ବାଉଁଶିଆପଲ୍ଲୀରେ ଚାଲିଥିବା ବେଆଇନ ଗୁଟ୍‌ଖା କାରଖାନାରେ ଚଢ଼ାଉ କରିଛି। ଲକ୍ଷାଧିକ ଟଙ୍କାର ଗୁଟ୍‌ଖା ଜବତ କରାଯାଇଥିବା ଥାନାଧିକାରୀ ଭାବନାନନ୍ଦ ପ୍ରଧାନ ସୂଚନା ଦେଇଛନ୍ତି। ଚଢ଼ାଉ ସମୟରେ ୨୧…

କେନାଲରେ ପଡ଼ି ଚାଷୀଙ୍କ ମୃତ୍ୟୁ

ଭଦ୍ରକ ଅଫିସ,୯।୮: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ଚରମ୍ପା ସାଳନ୍ଦୀ କେନାଲରେ ପଡ଼ି ଶୁକ୍ରବାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତ ଚାଷୀ ଜଣଙ୍କ ହେଲେ କୁନ୍ତଳା ଗ୍ରାମପଞ୍ଚାୟତ ଖିଲାର ସାହିର ରାମଚନ୍ଦ୍ର ଖିଲାର(୪୨)। ଧାନ ତଳି ନେଇ କେନାଲ ଆଡ଼ିବନ୍ଧରେ…

ଇମ୍ରାନଙ୍କ ଧମକ: କହିଲେ, ଭାରତ ସହ ଯୁଦ୍ଧ ଚାହୁଁନୁ, ସୁଯୋଗ ମିଳିଲେ ଦେବୁ ଦୃଢ ଜବାବ

ଇସଲମାବାଦ୍‌,୯।୮: ଜମ୍ମୁ-କଶ୍ମୀରୁ ୩୭୦ ଉଚ୍ଛେଦ ପରେ ବ୍ୟତିବ୍ୟସ୍ତ ହୋଇପଡିଛି ପାକିସ୍ତାନ। ଭାରତଠାରୁ ବ୍ୟାପାରିକ ଏବଂ କୁଟନୈତିକ ସମ୍ପର୍କ ଛିନ୍ନ କରିଛି ପାକିସ୍ତାନ। ଭାରତ ସହ ଆମେ ଯୁଦ୍ଧ ଚାହୁଁନାହୁଁ, କିନ୍ତୁ ସୁଯୋଗ ମିଳିଲେ ଦୃଢ ଜବାବ ଦେବୁ ବୋଲି ପାକିସ୍ତାନ ପ୍ରଧାନମନ୍ତ୍ରୀ…

ମହିଳାଙ୍କୁ ସୁରକ୍ଷା ଦେବ ସ୍ମାର୍ଟ ଚୁଡ଼ି

ଆଜିକାଲି ମହିଳା ନିଖୋଜ, ଅପହରଣ, ବଳାତ୍କାର ପରି ଘଟଣା ଦ୍ରୁତ ଗତିରେ ବଢ଼ିଚାଲିଛି। ଏହାକୁ ରୋକିବା ତଥା ମହିଳାଙ୍କ ସୁରକ୍ଷା ପାଇଁ ହାଇଦ୍ରାବାଦର ଗଡି ହରିଶ ନାମକ ଜଣେ ୨୩ ବର୍ଷୀୟ ଛାତ୍ର ଏକ ସ୍ମାର୍ଟ ଚୁଡ଼ି ତିଆରି କରିଛନ୍ତି। ଏହି…

ଜମ୍ମୁ-କଶ୍ମୀରରେ ଖୋଲିଲା ସ୍କୁଲ, ହଜ୍‌ ଯାତ୍ରା ସାରି ଫେରୁଥିବା ଯାତ୍ରୀଙ୍କୁ ମିଳିବ ପାସ୍‌

ନୂଆଦିଲ୍ଲୀ, ୯।୮: ଜମ୍ମୁ-କଶ୍ମୀରରେ ୧୪୪ ଧାରା ଲାଗୁ ହୋଇଥିବା ସତ୍ତ୍ୱେ ଶୁକ୍ରବାର ସମସ୍ତ ସରକାରୀ ଓ ଘରୋଇ ଶିକ୍ଷାନୁଷ୍ଠାନ ଖୋଲିଛିି। ଜମ୍ମୁ-କଶ୍ମୀର ମୁଖ୍ୟ ଶାସନ ସଚିବ ମଧ୍ୟ ଏକ ବିଜ୍ଞପ୍ତି ଜାରି କରି ଆସନ୍ତାକାଲି ସମସ୍ତ କର୍ମଚାରୀଙ୍କୁ କାର୍ଯ୍ୟରେ ଯୋଗଦେବାକୁ କହିଛନ୍ତି।…

କଶ୍ମୀର ଘାଟିରେ ମୁତୟନ ଯବାନଙ୍କ ପାଇଁ ଫୋନର ବ୍ୟବସ୍ଥା କଲେ ଡୋଭାଲ

ଶ୍ରୀନଗର,୯।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଇବା ପୂର୍ବରୁ ସହରରେ ଧାରା ୧୪୪ ଲାଗୁ ହୋଇଥିବା ବେଳେ ଘାଟିରେ ୪୦ରୁ ଊର୍ଦ୍ଧ୍ୱ ସୁରକ୍ଷାକର୍ମୀ ମୁତୟନ ହୋଇଛନ୍ତି। ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ଅଞ୍ଚଳରେ ମୋବାଇଲ ଓ ଇଣ୍ଟରନେଟ ସେବାକୁ ଏବେ ବି ବନ୍ଦ ରଖାଯାଇଛି।…

ଅଗଷ୍ଟ ୧୫ରେ ଲଦାଖରେ ପତାକା ଉଡାଇବେ ଧୋନୀ

ଶ୍ରୀନଗର, ୧।୮:ଟିମ ଇଣ୍ଡିଆର ୱିକେଟକିପର ମହେନ୍ଦ୍ର ସିଂହ ଧୋନୀ ତଥା ଲେଫ୍ଟନାଣ୍ଟ କର୍ଣ୍ଣେଲ ପାରାସୁଟ ରେଜିମେଣ୍ଟ ବାଟାଲିଅନର ଟ୍ରେନିଂ ଆରମ୍ଭ କରିଛନ୍ତି। ଧୋନୀ ୧୦୬ ଟେରିଟୋରିୟଲ ଆର୍ମି ବାଟାଲିୟନର କମାଣ୍ଡର ୟୁନିଟରେ ନିୟୋଜିତ ରହିଛନ୍ତି। ସ୍ବାଧୀନତା ଦିବସ ଅବସରରେ ଲଦାଖରେ ସେ…

ବଦଳିବ ଇଣ୍ଡୋନେସିଆର ରାଜଧାନୀ

ଜାକର୍ତ୍ତା,୯।୮: ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତା ବଦଳରେ ବୋର୍ଣ୍ଣିଓ ଦ୍ୱୀପକୁ ଉଠାଇ ନିଆଯିବା ପାଇଁ ଯୋଜନା ଚାଲିଛି ବୋଲି ରାଷ୍ଟ୍ରପତି ଜୋକୋ ୱିଡୋଡୋ ସୂଚନା ଦେଇଛନ୍ତି। ଏହା କାଲିମାଣ୍ଟନ, ପୂର୍ବ କାଲିମାଣ୍ଟନ କିମ୍ବା ଦକ୍ଷିଣ କାଲିମାଣ୍ଟନରେ ପ୍ରତିଷ୍ଠିତ ହେବା ନେଇ ସେ ଟୁଇଟ୍‌…

ଭୁବନେଶ୍ୱରକୁ ୫୦ ଇ-ବସ୍‌ ଦେବ କେନ୍ଦ୍ର

ଭୁବନେଶ୍ୱର,୯।୮(ବ୍ୟୁରୋ) : କେନ୍ଦ୍ର ସରକାରଙ୍କ ଭାରୀ ଉଦ୍ୟୋଗ ବିଭାଗ ପକ୍ଷରୁ ‘ଫେମ୍‌ ଇଣ୍ଡିଆ ଯୋଜନା’ର ଦ୍ୱିତୀୟ ପର୍ଯ୍ୟାୟରେ ଦେଶରେ ୫୫୯୫ ବିଦ୍ୟୁତ୍‌ ଚାଳିତ ବସ୍‌ (ଇ-ବସ୍‌) ଚଳାଚଳ ପାଇଁ ମଞ୍ଜୁରି ମିଳିଛି। ସହର ଭିତରେ ଓ ଗୋଟିଏ ସହରରୁ ଅନ୍ୟ ସହରକୁ…

ରାଜଧାନୀରେ ଏନ୍‌କାଉଣ୍ଟର ମାମଲା : ଗ୍ୟାଙ୍ଗ୍‌ର ୯ ସଦସ୍ୟ ଗିରଫ

ଭୁବନେଶ୍ୱର,୯।୮(ବ୍ୟୁରୋ) : ଲୁଟପାଟ ଓ ଡକାୟତି ଗ୍ୟାଙ୍ଗ୍‌ର ୯ ସଦସ୍ୟଙ୍କୁ ପୋଲିସ ଗିରଫ କରିଛି। ୫ଜଣଙ୍କୁ ଏନ୍‌କାଉଣ୍ଟର କରିଥିବାବେଳେ ଅନ୍ୟ ୪ଜଣଙ୍କୁ ବିଭିନ୍ନ ସ୍ଥାନରୁ ଗିରଫ କରିଛି। ଏନ୍‌କାଉଣ୍ଟରରେ ଆହତ ୫ଜଣ କଟକ ବଡ ମେଡିକାଲରେ ଚିକିସତ୍ିତ ହେଉଛନ୍ତି। ଅନ୍ୟ ୪ଜଣଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?