Home Left

କଶ୍ମୀର ଘାଟିରେ ମୁତୟନ ଯବାନଙ୍କ ପାଇଁ ଫୋନର ବ୍ୟବସ୍ଥା କଲେ ଡୋଭାଲ

ଶ୍ରୀନଗର,୯।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଇବା ପୂର୍ବରୁ ସହରରେ ଧାରା ୧୪୪ ଲାଗୁ ହୋଇଥିବା ବେଳେ ଘାଟିରେ ୪୦ରୁ ଊର୍ଦ୍ଧ୍ୱ ସୁରକ୍ଷାକର୍ମୀ ମୁତୟନ ହୋଇଛନ୍ତି। ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ଅଞ୍ଚଳରେ ମୋବାଇଲ ଓ ଇଣ୍ଟରନେଟ ସେବାକୁ ଏବେ ବି ବନ୍ଦ ରଖାଯାଇଛି।…

ଅଗଷ୍ଟ ୧୫ରେ ଲଦାଖରେ ପତାକା ଉଡାଇବେ ଧୋନୀ

ଶ୍ରୀନଗର, ୧।୮:ଟିମ ଇଣ୍ଡିଆର ୱିକେଟକିପର ମହେନ୍ଦ୍ର ସିଂହ ଧୋନୀ ତଥା ଲେଫ୍ଟନାଣ୍ଟ କର୍ଣ୍ଣେଲ ପାରାସୁଟ ରେଜିମେଣ୍ଟ ବାଟାଲିଅନର ଟ୍ରେନିଂ ଆରମ୍ଭ କରିଛନ୍ତି। ଧୋନୀ ୧୦୬ ଟେରିଟୋରିୟଲ ଆର୍ମି ବାଟାଲିୟନର କମାଣ୍ଡର ୟୁନିଟରେ ନିୟୋଜିତ ରହିଛନ୍ତି। ସ୍ବାଧୀନତା ଦିବସ ଅବସରରେ ଲଦାଖରେ ସେ…

ବଦଳିବ ଇଣ୍ଡୋନେସିଆର ରାଜଧାନୀ

ଜାକର୍ତ୍ତା,୯।୮: ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତା ବଦଳରେ ବୋର୍ଣ୍ଣିଓ ଦ୍ୱୀପକୁ ଉଠାଇ ନିଆଯିବା ପାଇଁ ଯୋଜନା ଚାଲିଛି ବୋଲି ରାଷ୍ଟ୍ରପତି ଜୋକୋ ୱିଡୋଡୋ ସୂଚନା ଦେଇଛନ୍ତି। ଏହା କାଲିମାଣ୍ଟନ, ପୂର୍ବ କାଲିମାଣ୍ଟନ କିମ୍ବା ଦକ୍ଷିଣ କାଲିମାଣ୍ଟନରେ ପ୍ରତିଷ୍ଠିତ ହେବା ନେଇ ସେ ଟୁଇଟ୍‌…

ଭୁବନେଶ୍ୱରକୁ ୫୦ ଇ-ବସ୍‌ ଦେବ କେନ୍ଦ୍ର

ଭୁବନେଶ୍ୱର,୯।୮(ବ୍ୟୁରୋ) : କେନ୍ଦ୍ର ସରକାରଙ୍କ ଭାରୀ ଉଦ୍ୟୋଗ ବିଭାଗ ପକ୍ଷରୁ ‘ଫେମ୍‌ ଇଣ୍ଡିଆ ଯୋଜନା’ର ଦ୍ୱିତୀୟ ପର୍ଯ୍ୟାୟରେ ଦେଶରେ ୫୫୯୫ ବିଦ୍ୟୁତ୍‌ ଚାଳିତ ବସ୍‌ (ଇ-ବସ୍‌) ଚଳାଚଳ ପାଇଁ ମଞ୍ଜୁରି ମିଳିଛି। ସହର ଭିତରେ ଓ ଗୋଟିଏ ସହରରୁ ଅନ୍ୟ ସହରକୁ…

ରାଜଧାନୀରେ ଏନ୍‌କାଉଣ୍ଟର ମାମଲା : ଗ୍ୟାଙ୍ଗ୍‌ର ୯ ସଦସ୍ୟ ଗିରଫ

ଭୁବନେଶ୍ୱର,୯।୮(ବ୍ୟୁରୋ) : ଲୁଟପାଟ ଓ ଡକାୟତି ଗ୍ୟାଙ୍ଗ୍‌ର ୯ ସଦସ୍ୟଙ୍କୁ ପୋଲିସ ଗିରଫ କରିଛି। ୫ଜଣଙ୍କୁ ଏନ୍‌କାଉଣ୍ଟର କରିଥିବାବେଳେ ଅନ୍ୟ ୪ଜଣଙ୍କୁ ବିଭିନ୍ନ ସ୍ଥାନରୁ ଗିରଫ କରିଛି। ଏନ୍‌କାଉଣ୍ଟରରେ ଆହତ ୫ଜଣ କଟକ ବଡ ମେଡିକାଲରେ ଚିକିସତ୍ିତ ହେଉଛନ୍ତି। ଅନ୍ୟ ୪ଜଣଙ୍କୁ…

ଜ୍ୟୋତିର୍ମୟୀ ମହାନ୍ତିଙ୍କୁ ଶିଶୁ ବିଜ୍ଞାନ ସମ୍ମାନ

କଟକ ଅଫିସ, ୯।୮: ଲୋକପ୍ରିୟ ବିଜ୍ଞାନ ଲେଖିକା ତଥା ଶିଶୁ ସାହିତି୍ୟକା ଡ. ଜ୍ୟୋତିର୍ମୟୀ ମହାନ୍ତିଙ୍କୁ ଶିଶୁ ବିଜ୍ଞାନ ସାହିତ୍ୟ ସମ୍ମାନରେ ସମ୍ମାନିତ କରାଯାଇଛି। ତାଙ୍କୁ ବିଜ୍ଞାନ ପ୍ରଚାର ସମିତିର ୭୧ତମ ପ୍ରତିଷ୍ଠା ଦିବସ ଅବସରରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ…

ଆୟୋଗ ବିରୋଧରେ ଅପପ୍ରଚାରକୁ ଓପିଏସ୍‌ସିର ଖଣ୍ଡନ

ଭୁବନେଶ୍ୱର,୯।୮(ବ୍ୟୁରୋ): ଓଡ଼ିଶା ସିଭିଲ୍‌ ସର୍ଭିସ୍‌-୨୦୧୫ ଏବଂ ସହକାରୀ ଉପବିଭାଗ ଅଧିକାରୀ-୨୦୧୮ (ଏଏସ୍‌ଓ) ପରୀକ୍ଷାରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ହେଲେ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଗୁରୁବାର ଏହାକୁ ଖଣ୍ଡନ କରାଯାଇଛି। ଆୟୋଗ ପକ୍ଷରୁ କୁହାଯାଇଛି ଯେ, କେତେକ ପ୍ରାର୍ଥୀ…

କେରଳରେ ବନ୍ୟା,: ୧୪ ମୃତ, ଅଗଷ୍ଟ ୧୧ ପର୍ଯ୍ୟନ୍ତ ବିମାନସେବା ବନ୍ଦ

ଥିରୁଭାନନ୍ତପୁରମ୍‌, ୯।୮: କେରଳରେ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ଏର୍ନାକୁଲମ, ତ୍ରିଶୁର, ପଠାନମଥିଟ୍ଟା, ମଲ୍ଲପୁରମ ଆଦି ଜିଲାରେ ବନ୍ୟା ପରିସ୍ଥିତି ଭୟଙ୍କର ହୋଇଛି। ବର୍ଷା ପାଣି ଘରେ ପଶିଯିବାର ଲୋକେ ନାହିଁ ନ ଥିବା ଅସୁବିଧାର ସାମ୍ନା…

୨୦୧୯ରେ ବିଏମ୍‌ସି ନିର୍ବାଚନ ନେଇ ଅନିଶ୍ଚିତତା

ଭୁବନେଶ୍ୱର,୯।୮(ବ୍ୟୁରୋ) : ଆସନ୍ତା ଡିସେମ୍ବର ମଧ୍ୟରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନିର୍ବାଚନ ହେବା ନେଇ ଏବେ ଅନିଶ୍ଚିତତା ଦେଖାଦେଇଛି। ବିଏମ୍‌ସି କାଉନ୍‌ସିଲ ଭାଙ୍ଗିବାର ୮ମାସ ବିତିଥିଲେ ମଧ୍ୟ ଏଯାଏ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇନାହିଁ। ଗତ ଜାନୁୟାରୀ ୧୪…

ଆକର୍ଷିତ କରୁଛି ପୁରାତନ ସାମଗ୍ରୀ

କଟକ ଅଫିସ,୯।୮: ବିଦେଶୀଙ୍କୁ ଆକୃଷ୍ଟ କରୁଛି କଟକ ଜିଲା ଖପୁରିଆସ୍ଥିତ ଆଇଟିଆଇ ସରକାରୀ କଲେଜ। ଏଠାରେ ଏକ ଦକ୍ଷତା ସଂଗ୍ରହାଳୟ ରହିଛି। ଏହା ରାଜ୍ୟର କୌଣସି ସରକାରୀ ଶିକ୍ଷାନୁଷ୍ଠାନରେ ଗଢ଼ି ଉଠିଥିବା ପ୍ରଥମ ଦକ୍ଷତା ସଂଗ୍ରହାଳୟ। କଲେଜ ଛାତ୍ରୀଛାତ୍ରଙ୍କ ଜ୍ଞାନକୌଶଳ ଓ…

କଟକରେ ୩ ଜଣଙ୍କ ଗଳାକାଟି ହତ୍ୟା ଘଟଣା : ଜେଏମ୍‌ଏଫ୍‌ସିରେ ଅଭିଯୁକ୍ତଙ୍କ ସ୍ତ୍ରୀଙ୍କ ବୟାନ ରେକର୍ଡ

କଟକ ଅଫିସ,୯।୮ : କଟକରେ କିଛିଦିନ ତଳେ ୨୪ ଘଣ୍ଟା ମଧ୍ୟରେ ୩ ଜଣଙ୍କ ଗଳାକାଟି ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୋଲିସ ନୟାଗଡ ଅଞ୍ଚଳର ନାରାୟଣ ସାହୁଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ମାତ୍ର ଗତ ବୁଧବାର ନାରାୟଣଙ୍କ ସ୍ତ୍ରୀ…

ବସ୍‌ରେ ବଳାତ୍କାର କରିବା ଘଟଣା : ବସିଲା ମନ୍ତ୍ରୀସ୍ତରୀୟ ବୈଠକ, ବସ୍‌ ଧର୍ମଘଟ ବନ୍ଦ କରିବାକୁ ଅନୁରୋଧ

ଭୁବନେଶ୍ୱର,୯।୮(ବ୍ୟୁରୋ) : ଆସନ୍ତା ୧୨ତାରିଖରେ ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ରାଜ୍ୟବ୍ୟାପୀ ଧର୍ମଘଟ କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ଏନେଇ ଶୁକ୍ରବାର ବସ୍‌ ମାଲିକ ସଂଘର ସାଧାରଣ ପରିଷଦ ବୈଠକରେ ଚୂଡାନ୍ତ ନିଷ୍ପତ୍ତି ନେବା ସକାଶେ ସ୍ଥିର ହୋଇଛି। ବସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?