ଭାରତ-ପାକିସ୍ତାନ ମଝିରେ କାହିଁକି କୁଦି ପଡିଲେ ଟ୍ରମ୍ପ? ବୈଦେଶିକ ସଚିବ କହିଲେ ଅସଲ କାହାଣୀ
ନୂଆଦିଲ୍ଲୀ,୨୦।୫: ବୈଦେଶିକ ସଚିବ ବିକ୍ରମ ମିଶ୍ରୀ ସୋମବାର (୧୯ ମଇ, ୨୦୨୫) ସଂସଦୀୟ ବୈଦେଶିକ ବ୍ୟାପାର ସ୍ଥାୟୀ କମିଟି ସମ୍ମୁଖରେ ଆତଙ୍କବାଦରେ ପାକିସ୍ତାନର ସମ୍ପୃକ୍ତି ବିଷୟରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ସୂତ୍ର ଅନୁସାରେ, ସେମାନେ କମିଟିକୁ କହିଥିଲେ ଯେ ପହଲଗାମ ଆତଙ୍କବାଦୀ…
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିରେ ଲୋକଙ୍କ ଆସ୍ଥା ବଢ଼ିଛି: ମୋହନ
ଭୁବନେଶ୍ୱର, ୧୯ା୫(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ୧୧ତମ ପାଳି ଶେଷହୋଇଛି। ଭୁବନେଶ୍ୱର ୟୁନିଟ୍-୨ସ୍ଥିତ ନୂଆ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା, ଦୁଃଖ ଶୁଣିବା ସହ ଏହାର ସମାଧାନ ଓ ପ୍ରତିକାର ପାଇଁ ତତ୍କାଳ…
କାଳ ବୈଶାଖୀକୁ ନେଇ ସତର୍କ ସୂଚନା ଜାରି କଲାପାଣିପାଗ ବିଭାଗ
ଭୁବନେଶ୍ୱର, ୨୦ା୫ (ଅନୁରାଧା ମହାରଣା): ରାଜ୍ୟରେ ଆସନ୍ତା ୫ ଦିନ ଅର୍ଥାତ୍ ୨୩ ତାରିଖ ଯାଏ କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି। ଅନେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା…
ଭାରତର ଆମ୍ବକୁ ପ୍ରତ୍ୟାଖ୍ୟାନ କଲା ଆମେରିକା! ଠିଆ ହୋଇ ରହିଲା ୧୫ ଜାହାଜ, କୋଟି କୋଟି ଟଙ୍କା କ୍ଷତି
ନୂଆଦିଲ୍ଲୀ,୨୦।୫: କାଗଜପତ୍ର ଠିକ ନ ଥିବାରୁ ଆମେରିକାର କଷ୍ଟମ୍ସ ଅଧିକାରୀମାନେ ସମ୍ପ୍ରତି ଲସ ଆଞ୍ଜେଲସ, ସାନ ଫ୍ରାନ୍ସିସ୍କୋ ଏବଂ ଆଟଲାଣ୍ଟା ସମେତ ଅନେକ ବିମାନବନ୍ଦରରେ ଭାରତରୁ ଆମ୍ବ ପଠାଯାଇଥିବା ଅତି କମରେ ୧୫ଟି ସିପମେଣ୍ଟକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହି ନିଷ୍ପତ୍ତି ଯୋଗୁଁ…
ବସ-ଟ୍ରକ ମୁହାଁମୁହିଁ ଧକ୍କା: ଚାଲିଗଲା ୪ ଜୀବନ
ଭିକାରାବାଦ,୨୦।୪: ତେଲଙ୍ଗାନାର ଭିକାରାବାଦ ଜିଲା ପାରିଗି ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍-ଟ୍ରକ ମୁହାଁମୁହିଁ ଧକ୍କା ହୋଇ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୭ ଜଣ ଆହତ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି…
ଏଇ ଭାରତରେ
ବିଭିନ୍ନ ଫସଲ କରି କ୍ଷତି ସହିବା ପରେ ସ୍ତ୍ରୀର ଗହଣା ବିକ୍ରିକରି ସୁନୀଲ କୋଲ୍ପେ ୧୬ଟି ମଇଁଷି କିଣି ଏକ ସ୍ମାର୍ଟ ଡାଇରି ଫାର୍ମ କରିଛନ୍ତି । ସୁନୀଲଙ୍କ ବୟସ ଏବେ ୪୩ ଓ ମହାରାଷ୍ଟ୍ରର ଯୁବତମଲ ଜିଲାର ଛୋଟ ସହର…
ଶିକ୍ଷାର ମାନବବାଦୀ ଆଭିମୁଖ୍ୟ
କ୍ଷା ହେଉଛି ସାମାଜିକ ପରିବର୍ତ୍ତନର ବାର୍ତ୍ତାବହ ତଥା ଜାତୀୟ ଆଶା, ଆକାଂକ୍ଷା ଓ ସ୍ବପ୍ନର ରୂପକାର। ସୁସମାଜ ଗଠନ ନିମନ୍ତେ ଶିକ୍ଷକମାନେ ଆଜିର ଶିଶୁମାନଙ୍କୁ ଶିକ୍ଷାଦାନ କରିଥାନ୍ତି। ପ୍ରଗତିଶୀଳ ଶିକ୍ଷା ମାଧ୍ୟମରେ ଶିକ୍ଷାର୍ଥୀମାନେ ଶିକ୍ଷାଗ୍ରହଣକରି ନବ ପ୍ରସ୍ଫୁଟିତ ସୂର୍ଯ୍ୟର କିରଣ ଭଳି…
ବାଇକ୍ ଆରୋହୀଙ୍କୁ ମରଣାନ୍ତକ ଆକ୍ରମଣ କରି ଲୁଟ୍: ପୋଡ଼ିଦେଲେ ବାଇକ୍
ଦଶପଲ୍ଲା,୨୦।୫: ନୟାଗଡ଼ ଜିଲା ଦଶପଲ୍ଲା-ଭଞ୍ଜନଗର ରାସ୍ତା ସାକେଣୀ ଗାଁରେ ଏକ ବଡ଼ ଧରଣର ଲୁଟ୍ ହୋଇଛି। ଜଣେ ବାଇକ୍ ଆରୋହୀଙ୍କୁ ମରଣାନ୍ତକ ଆକ୍ରମଣ କରି ଦୁର୍ବୃତ୍ତମାନେ ଲୁଟ କରିବା ସହ ବାଇକ୍ ପୋଡ଼ି ଫେରାର ହୋଇଯାଇଛି। ଏହି ଘଟଣା ଜିଲାରେ ଚାଞ୍ଚଲ୍ୟ…
ଓଡ଼ିଆ ଭାଷା ସମୃଦ୍ଧ ହେବ କେମିତି
ଆମ ଦେଶର ୧୧ ଶାସ୍ତ୍ରୀୟ ଭାଷା ମଧ୍ୟରୁ ଓଡ଼ିଆ ୬ଷ୍ଠ ସ୍ଥାନ ପାଇଛି। ୨୦୧୪ ଫେବୃଆରୀ ୨୦ରେ ଓଡ଼ିଆ ଭାଷା ଶାସ୍ତ୍ରୀୟ ମାନ୍ୟତା ପାଇଲା। ଭାଷା ପ୍ରତିଷ୍ଠାନ ଓ ଓଡ଼ିଆ ବିଶ୍ୱବିଦ୍ୟାଳୟ ଖୋଲାଗଲା। ସଂସ୍କୃତି ବିଭାଗକୁ ଓଡ଼ିଆ ଭାଷା, ସାହିତ୍ୟ ଓ…
ଖୁବ୍ଶୀଘ୍ର ‘ଦି ଗର୍ଲଫ୍ରେଣ୍ଡ’: ରଶ୍ମିକା
ହାଇଦ୍ରାବାଦ: ଅଭିନେତ୍ରୀ ରଶ୍ମିକା ମନ୍ଦାନା ସମ୍ପ୍ରତି ନିଜର ଆଗାମୀ ରୋମାଣ୍ଟିକ ଡ୍ରାମା ଫିଲ୍ମ ‘ଦି ଗର୍ଲଫ୍ରେଣ୍ଡ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମକୁ ନେଇ ରଶ୍ମିକାଙ୍କ ପ୍ରଶଂସକମାନେ ଉତ୍ସାହର ସହ ଅପେକ୍ଷା କରି ରହିଛନ୍ତି। ଫିଲ୍ମକୁ ଯଥାଶୀଘ୍ର ରିଲିଜ୍ କରିବା ପାଇଁ ସେମାନେ…
ଟ୍ୟୁଶନ ଫି’ ଫେରସ୍ତ ମାଗିଲେ ଛାତ୍ରୀ
ୱାଶିଂଟନ: ଆମେରିକାର ବୋଷ୍ଟନ ସହରରେ ଥିବା ନର୍ଥ ଇଷ୍ଟର୍ନ ୟୁନିଭର୍ସିିଟିର ଜଣେ ଛାତ୍ରୀ ତାଙ୍କ ପ୍ରଫେସରଙ୍କ ଉପରେ ଚାଟ୍ ଜିପିଟିର ବ୍ୟବହାର କରି ନୋଟ୍ସ ଦେଉଥିବାର ଅଭିଯୋଗ ଆଣିଛନ୍ତି। ଏଲା ଷ୍ଟାପ୍ଲଟନ୍ ନାମ୍ନୀ ଏହି ଛାତ୍ରୀ କହିଛନ୍ତି, ସେ ଜଣେ ବିଜ୍ନେସ୍ ଷ୍ଟୁଡେଣ୍ଟ୍…
ସରକାରଙ୍କ ବଡ଼ ପଦକ୍ଷେପ: ସାଇବର ଅପରାଧ ରୋକିବ ଇ-ଜିରୋ ଏଫ୍ଆଇଆର୍
ନୂଆଦିଲ୍ଲୀ,୨୦ା୫: ଦେଶରେ ସାଇବର ଅପରାଧ ଉଦ୍ବେଗଜନକ ଭାବେ ବଢ଼ିଚାଲିଥିବାବେଳେ ଅପରାଧୀଙ୍କୁ ତୁରନ୍ତ ଧରିବା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ନୂଆ ଇ-ଜିରୋ ଏଫ୍ଆଇଆର୍ ବ୍ୟବସ୍ଥା ଆଣିଛନ୍ତି। ମନ୍ତ୍ରଣାଳୟ ଅଧୀନରେ ଥିବା ଭାରତୀୟ ସାଇବର ସମନ୍ବୟ କେନ୍ଦ୍ର (ଆଇସିସିସିସି ବା ଆଇ୪ସି) ଏହି ନୂଆ…
Archives


