୨ ଦୋକାନରୁ ଚୋରି
ବନ୍ତ,୮।୮(ସ୍ବ.ପ୍ର.): ଭଦ୍ରକ ଜିଲା ଆଗରପଡା ଥାନା କଳାପାହାଡ ଛକରୁ ବୁଧବାର ବିଳମ୍ବିତ ରାତିରେ ୨ଟି ଦୋକାନରୁ ଚୋରି ହୋଇଥିବା ଜଣାପଡ଼ିଛି। ଉକ୍ତ ଗାଁର ନିଲୁ ରଞ୍ଜନ ରାଉତଙ୍କ ଦୋକାନ ତାଲା ଭାଙ୍ଗି ଟଙ୍କା ବାକ୍ସ ସମେତ ଅନ୍ୟାନ୍ୟ ସାମଗ୍ରୀ ଲୁଟି ନେଇଥିବା…
ଗୁଲାମ୍ନବୀ ଆଜାଦ୍ଙ୍କ କଶ୍ମୀର ଗସ୍ତ ବିଫଳ: ଶ୍ରୀନଗର ବିମାନ ବନ୍ଦରରେ ଅଟକ
ନୂଆଦିଲ୍ଲୀ,୮।୮: କଂଗ୍ରେସ ବରିଷ୍ଠ ନେତା ଗୁଲାମ୍ନବୀ ଆଜାଦ୍ ଗୁରୁବାର କଶ୍ମୀର ଗସ୍ତରେ ଯାଇଛନ୍ତି। ତେବେ ଏହା ବିଫଳ ହୋଇଛି। ତାଙ୍କୁ ଶ୍ରୀନଗର ବିମାନ ବନ୍ଦରରେ ଅଟକ ରଖାଯାଇଛି। ତାଙ୍କ ସହିତ ଜମ୍ମୁ-କଶ୍ମୀର କଂଗ୍ରେସ ଅଧ୍ୟକ୍ଷ ଗୁଲାମ୍ ଅହମ୍ମଦ୍ ମୀର୍ଙ୍କୁ ମଧ୍ୟ ଅଟକ…
ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିବେ ମୋଦି
ନୁଆଦିଲ୍ଲୀ,୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସନ୍ଧ୍ୟାରେ ଏକ ସ୍ବତନ୍ତ୍ର ବେତାର କାର୍ଯ୍ୟକ୍ରମ ମାଧ୍ୟମରେ ଦେଶକୁ ସାମ୍ବୋଧିତ କରିବେ। ଏଥିରେ ମୋଦି ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଇବାକୁ ନେଇ ସରକାରଙ୍କ ପକ୍ଷ ରଖିବେ ବୋଲି ଅନୁମାନ କରାଯାଉଛି। ତେବେ ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ…
ମହିଳାଙ୍କ ପାଇଁ ଆଦର୍ଶ ଥିଲେ ସୁଷମା: ଇଭାଙ୍କା ଟମ୍ପ୍
ଓ୍ବାଶିଂଟନ୍, ୮।୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତ୍ରୀ ସୁଷମା ସ୍ବରାଜଙ୍କ ନିଧନରେ ଚାରିଆଡେ ଶୋକର ଛାୟା ଖେଳିଯାଇଛି। କେବଳ ଭାରତରେ ନୁହେଁ, ସାରା ବିଶ୍ୱ ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟମ୍ପଙ୍କ…
ଅଲୋଡା ଶିଶୁକନ୍ୟା: ଅନ୍ଧାର ରାତିରେ ଚାଳିଆରୁ ଉଦ୍ଧାର ହେଲା ନବଜାତକ
ସଜନାଗଡ଼, ୮।୮(ଡି.ଏନ.ଏ.)-ଶିଶୁ କନ୍ୟା ପ୍ରତି ଘୃଣା ଭାବ ପୋଷଣ ନ କରିବା ପାଇଁ ବିଭିନ୍ନ ପ୍ରକାର ସଚେତନତା କାର୍ଯ୍ୟକ୍ରମ କରାଯାଉଥିଲେ ମଧ୍ୟ ତାହା ସମ୍ପୂର୍ଣ୍ଣ ସଫଳ ହୋଇପାରିନି। ଏବେ ବି ଶିଶୁକନ୍ୟାକୁ ଅଲୋଡା ଭାବି ଅତି ନିର୍ଦ୍ଦୟ ଭାବେ ରାସ୍ତାକଡରେ ଛାଡି…
ମରୋଣତ୍ତର ଭାବେ ନାନାଜୀ ଦେଶମୁଖଙ୍କୁ ମିଳିବ ଭାରତ ରତ୍ନ
ନୂଆଦିଲ୍ଲୀ,୮।୮: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ପ୍ରଦାନ କରିବେ। ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ, ଆସାମ ଗାୟକ ଭୁପେନ ହଜାରିକା ଓ ସମାଜସେବୀ ନାନାଜୀ ଦେଶମୁଖଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ। ତେବେ ନାନାଜୀ…
ଆପଣମାନେ ଖୁସି ତ
ରିଲିଜ୍ ଅପେକ୍ଷାରେ ଥିବା ଓଡ଼ିଆ ସିନେମା ‘ଫ୍ରମ୍ ମି ଟୁ ୟୁ’ ଏବେ ଚର୍ଚ୍ଚାରେ। କାରଣ ଏଥିରେ ଏପରି ଏକ ଗୀତ ସଂଯୋଜିତ ହୋଇଛି, ଯାହା ଆଲୋଚନା ପାଇଁ ଯଥେଷ୍ଟ ଖୋରାକ ଯୋଗାଇଛି। ଗୀତଟିର ଏକ ଟ୍ୟାଗ୍ ଲାଇନ୍ ରହିଛି ‘ଆପଣମାନେ…
ଜୀବିତ ଲୋକଙ୍କୁ ବ୍ୟବଚ୍ଛେଦ ପାଇଁ ପଠାଇଲା ପୋଲିସ
ବରଗଡ଼ ଅଫିସ/ଅତାବିରା,୮ା୮: ଜଣେ ଜୀବିତ ଲୋକଙ୍କୁ ପୋଲିସ ମୃତ ଭାବିବା ଓ ବ୍ୟବଚ୍ଛେଦ ପାଇଁ ପଠାଇବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ବ୍ୟବଚ୍ଛେଦ ଗୃହରେ ସମ୍ପୃକ୍ତ ବ୍ୟକ୍ତି ଜୀବିତ ଥିବା ଜଣାପଡିବା ପରେ ତାଙ୍କୁ ତୁରନ୍ତ ଡାକ୍ତରଖାନାକୁ ନିଆଯାଇଥିଲା ।…
ଇମ୍ରାନଙ୍କ ଧମକ ପରେ ପଞ୍ଜାବରେ ସୁରକ୍ଷା ବ୍ୟବସ୍ଥା କଡାକଡି
ଜଳନ୍ଧର,୮।୮:ଭାରତ ସହ ସମସ୍ତ ପ୍ରକାର କୁଟନୈତିକ ଓ ବାଣିଜି୍ୟକ ସମ୍ପର୍କ ଛିନ୍ନ କରିଛି ପାକିସ୍ତାନ। ଭାରତରେ ପୁଣି ପୁଲଓ୍ବାମା ଭଳି ଆକ୍ରମଣ ହେବ ବୋଲି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ ଧମକ ଦେବା ପରେ ଭାରତରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।…
ହାତୀ ଆକ୍ରମଣରେ ଚାଷୀଙ୍କ ମୃତ୍ୟୁ
ବାଙ୍ଗିରିପୋଷି,୮।୮(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ରେଞ୍ଜ ଅନ୍ତର୍ଗତ ଝାରପୋଖରୀଆ ଥାନା ଆମଡିହା ପଞ୍ଚାୟତର ଗୁଲୁବଣି ଠାରେ ଚାଷୀ ଦୁଗଡୁ ମାଝି (୫୫)ଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ରେଞ୍ଜର, ତହସିଲଦାର ଏବଂ ପୋଲିସ ପହଞ୍ଚି ତଦନ୍ତ ଚଳାଇଛନ୍ତି।
କାନ୍ଦିଲେ ଧର୍ମେନ୍ଦ୍ର
ଭାଜପାର ବରିଷ୍ଠ ନେତା ସୁଷମା ସ୍ବରାଜଙ୍କ ଆକସ୍ମିକ ମୃତ୍ୟୁ ସାରା ଦେଶକୁ ସ୍ତବ୍ଧ କରିଦେଇଛି। ନେତାଙ୍କଠାରୁ ଆରମ୍ଭ କରି ବଲିଉଡ ଅଭିନେତା ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି। ଏଥିରେ ସାମିଲ ହୋଇଛନ୍ତି ବିଗତ ଦିନର ଲୋକପ୍ରିୟ ଅଭିନେତା ଧର୍ମେନ୍ଦ୍ର। ତାଙ୍କୁ…
୧୮ ବର୍ଷ ମଧ୍ୟରେ ୨ଶହରୁ ଅଧିକ ଅଚିହ୍ନା ମୃତଦେହ ସଂସ୍କାର କଲେଣି ନବୀନ
ପାଟନା,୮।୮: ଅଚିହ୍ନା ମୃତଦେହର ସଂଗ୍ରହ କରି ସେଗୁଡ଼ିକର ଅନ୍ତିମ ସଂସ୍କାର କରିବା ହେଉଛି ବିହାର ପାଟନାର ଜଣେ ବ୍ୟକ୍ତିଙ୍କ ନିଶା। ସେ ହେଉଛନ୍ତି ନବୀନ ଶ୍ରୀବାସ୍ତବ। ଗତ ୧୮ ବର୍ଷ ମଧ୍ୟରେ ସେ ୨ଶହରୁ ଅଧିକ ଅଚିହ୍ନା ମୃତଦେହ ସଂସ୍କାର କରିଛନ୍ତି।…

