Home Left

ଡୋଭାଲଙ୍କ କଶ୍ମୀର ଭିଡ଼ିଓ: ଲୋକଙ୍କୁ ଅର୍ଥ ଲୋଭ ଦେଖାଇ କରାଯାଇଥିବା ଅଭିଯୋଗ କଲେ ଗୁଲାମ୍‌ନବୀ ଆଜାଦ୍‌

ନୂଆଦିଲ୍ଲୀ,୮।୮: ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରର ସ୍ଥିତି ନେଇ ଶୁଟିଂ କରାଯାଇଥିବା ଭିଡ଼ିଓରେ କୌଣସି ସତ୍ୟାସତ୍ୟ ନାହିଁ ବୋଲି କଂଗ୍ରେସର ବରିଷ୍ଠ ନେତା ଗୁଲାମ୍‌ନବୀ ଆଜାଦ୍‌ ଅଭିଯୋଗ କରିଛନ୍ତି। ଭିଡ଼ିଓରେ ଭାରତୀୟ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍‌ ଡୋଭାଲ…

ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ବିରୋଧ

ଭୁବନେଶ୍ୱର, ୮ା୮(ବ୍ୟୁରୋ): କେନ୍ଦ୍ର ସରକାର କଶ୍ମୀରରୁ ଧାରା ୩୭୦କୁ ଉଚ୍ଛେଦ କରି ଏକ କେନ୍ଦ୍ର ଶାସିତ ଅଞ୍ଚଳ କରିଛନ୍ତି। ଫଳରେ କଶ୍ମୀରବାସୀଙ୍କୁ ଆତ୍ମନିର୍ଣ୍ଣୟର ଅଧିକାରରୁ ବଞ୍ଚତ୍ତ କରିଛନ୍ତି। ଏ ନେଇ ସିପିଆଇ (ଏମ୍‌-ଏଲ୍‌) ରେଡ୍‌ଷ୍ଟାର ସମେତ ବିଭିନ୍ନ ଗଣତାନ୍ତ୍ରିକ ମାନବିକ ଅଧିକାର…

୬ ମାସରେ ୫୨୧ଥର ଅଯଥା ଚେନ୍‌ ପୁଲିଂ

ଭୁବନେଶ୍ୱର,୮ା୮(ବ୍ୟୁରୋ): ଭାରତୀୟ ରେଲଓ୍ବେ ସର୍ବଦା ବିଳମ୍ବରେ ପହଞ୍ଚତ୍ବା ଲାଗି ସମାଲୋଚିତ ହୋଇ ଆସିଛି। କିନ୍ତୁ ଏମିତି ଏକ ତଥ୍ୟ ମିଳିଛି, ଯେଉଁଥିରେ ଟ୍ରେନ ବିଳମ୍ବ ହେବାରେ ମୁଖ୍ୟ କାରଣ କେତେକ ଅସଚେତନ ଯାତ୍ରୀ ହଁ ଦାୟୀ। ଭୁବନେଶ୍ୱର ରେଳ ଷ୍ଟେଶନ କର୍ତ୍ତୃପକ୍ଷଙ୍କ…

ମାଇଁ ସିଟି ଆୱାର୍ଡସ୍‌ର ଦ୍ୱିତୀୟ ସଂସ୍କରଣ: ୮ ବିଶିଷ୍ଟ ବ୍ୟକ୍ତି ସମ୍ବର୍ଦ୍ଧିତ

ଭୁବନେଶ୍ୱର, ୮ା୮(ବ୍ୟୁରୋ): ଓଡିଶାର ପ୍ରଥମ ଇଂରାଜୀ ପ୍ରକାଶନ ମାଇଁ ସିଟି ଲିଙ୍କସ୍‌ ପକ୍ଷରୁ ମାଇଁ ସିଟି ଆୱାର୍ଡସ୍‌ର ଦ୍ୱିତୀୟ ସଂସ୍କରଣ ବୁଧବାର ସ୍ଥାନୀୟ ହୋଟେଲ ସ୍ବସ୍ତି ପ୍ରିମିୟମଠାରେ ଆୟୋଜିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର, କଟକ ଓ ପୁରୀକୁ ନେଇ ଗଠିତ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ନ୍ୟୁ ଇଣ୍ଡିଆ ଆସ୍ୟୁରାନ୍ସ ଦେଲା ୩ କୋଟି

ଭୁବନେଶ୍ୱର,୮ା୮: ନ୍ୟୁ ଇଣ୍ଡିଆ ଆସ୍ୟୁରାନ୍ସ କମ୍ପାନୀ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୩ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। କମ୍ପାନୀର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଅତୁଲ ସହାୟ, ମହାପ୍ରବନ୍ଧକ ଗୌରୀ ରାଜନ, ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ଉପମହାପ୍ରବନ୍ଧକ…

ଫେଲ୍‌ ମାରିବା ପରେ ବଦଳିଲା ସର୍ବକ୍ଷମା ଯୋଜନା: ଅଧିକ ଲୋକଙ୍କୁ ସାମିଲ କରିବାକୁ ଲକ୍ଷ୍ୟ

ଭୁବନେଶ୍ୱର, ୮ା୮(ବ୍ୟୁରୋ): ସହରରେ ଘର କରିବାକୁ ହେଲେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କିମ୍ବା ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ଠାରୁ ଅନୁମତି ନେବାକୁ ପଡ଼ିବ। ଯଦି ଘରଟି ବେନିୟମ ଭାବେ ନିର୍ମିତ ହୋଇଥାଏ ତାହା ହେଲେ ପରବର୍ତ୍ତୀ ସମୟରେ ତାହାକୁ ବିଡିଏ…

ପଞ୍ଚମ ଜାତୀୟ ହସ୍ତତନ୍ତ ଦିବସ: ବୁଣାକାରଙ୍କୁ ମିଳିଲା ପରିଚୟ ପତ୍ର

ଭୁବନେଶ୍ୱର,୮ା୮(ବ୍ୟୁରୋ): ହସ୍ତତନ୍ତର ଆଦିଭୂମି ଭାବେ ଓଡ଼ିଶା ବିଶ୍ୱପ୍ରସିଦ୍ଧ। ହସ୍ତତନ୍ତ ଆମ ରାଜ୍ୟର ପାରମ୍ପରିକ ତଥା କୌଳିକ ବୃତ୍ତି। ଓଡ଼ିଶାର ‘ଇକତ’, ବୋମକାଇ, ଖଣ୍ଡୁଆ, ମାଣିଆବନ୍ଧ, ହବାସ୍‌ପୁରୀ, କୋଟପାଡ଼ ଓ ଟସର ଶାଢ଼ି ସାରା ବିଶ୍ୱରେ ପ୍ରସିଦ୍ଧ। ହସ୍ତତନ୍ତର ଉତ୍କର୍ଷ ଓ ବୁଣାକାରଙ୍କ…

ପୁଣି ୫ ଘରୋଇ ଶିକ୍ଷାନୁଷ୍ଠାନର ଏନ୍‌ଓସି ରଦ୍ଦ

ଗୋପ,୮ା୮(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ବ୍ଲକ୍‌ ଅଞ୍ଚଳରେ ଥିବା ବେଆଇନ ଘରୋଇ ଶିକ୍ଷାନୁଷ୍ଠାନଗୁଡ଼ିକର ଏନ୍‌ଓସି ରଦ୍ଦ କରାଯାଉଛି। ତେବେ ବୁଧବାର ଆଉ ୫ ଘରୋଇ ଶିକ୍ଷାନୁଷ୍ଠାନର ଏନଓସି ରଦ୍ଦ କରାଯାଇଥିବା ଗୋପ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜଣାପଡ଼ିଛି। ସୂଚନାଯୋଗ୍ୟ, ଏହି…

ପ୍ରାଚୀନ ବୃଷଭ ପ୍ରତିମୂର୍ତ୍ତିକୁ ଫିଙ୍ଗିଦେଲେ

ପୁରୁଣା ଭୁବନେଶ୍ୱର, ୮ା୮(ଡି.ଏନ.ଏ.): ଏକାମ୍ର କ୍ଷେତ୍ରର ଐତିହ୍ୟ ଓ ପୂରାତନ ମନ୍ଦିରଗୁଡ଼ିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ପାଇଁ ସରକାର ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିଲେ ହେଁ କେତେଜଣଙ୍କ ପାଇଁ କୀର୍ତ୍ତିରାଜି କ୍ରମଶଃ ଧ୍ୱଂସ ହେବାରେ ଲାଗିଛି।…

ସୁନା ଦର ୩୮ ହଜାର ନିକଟବର୍ତ୍ତୀ

ନୂଆଦିଲ୍ଲୀ,୮-୮: ଅନ୍ତର୍ଜାତୀୟ ଓ ଘରୋଇ ବଜାରରେ ସକାରାମତ୍କ ସଙ୍କେତ କାରଣରୁ ଦେଶର ସର୍ରାଫା ବଜାରରେ ବୁଧବାର ସୁନା ଦର ଆକାଶଛୁଅଁା ହୋଇଛି। ଘରୋଇ ବଜାରରେ ସୁନା ଦର ପ୍ରତି ୧୦ ଗ୍ରାମ ୩୮ ହଜାର ଟଙ୍କା ନିକଟବର୍ତ୍ତୀ ହୋଇଛି। ଏହା ୧,୧୧୩…

ଏସ୍‌ବିଆଇ ଋଣ ସୁଧ ହାର ହ୍ରାସ

ନୂଆଦିଲ୍ଲୀ,୮-୮: ଦେଶର ସର୍ବବୃହତ ବ୍ୟାଙ୍କ ଏସ୍‌ବିିଆଇ ବୁଧବାର ଋଣ ଉପରେ ସୁଧ ହାର ୦.୧୫% ହ୍ରାସ ଘୋଷଣା କରିଛି। ରିଜର୍ଭ ବ୍ୟାଙ୍କ ପକ୍ଷରୁ ରେପୋ ରେଟକୁ ୦.୩୫% ହ୍ରାସ କରାଯିବା ପରେ ଏସ୍‌ବିଆଇର ଗୃହ ଓ ଅଟୋ ଋଣ ଉପରେ ସୁଧ…

ପ୍ରତିବନ୍ଧକ ସାଜିଛି ପରିବର୍ତ୍ତିତ ପାଣିପାଗ: କୃଷିକ୍ଷେତ୍ରରେ ନୂଆ ପ୍ରଯୁକ୍ତିବିଦ୍ୟା ଉପଯୋଗ ଉପରେ ଗୁରୁତ୍ୱ ଦିଆଯାଉଛି; ମନ୍ତ୍ରୀ

ଭୁବନେଶ୍ୱର,୮ା୮(ବ୍ୟୁରୋ): ୨୦୨୨ ସୁଦ୍ଧା ରାଜ୍ୟରେ କୃଷକଙ୍କ ଆୟ ଦ୍ୱିଗୁଣିତ କରିବା ଲକ୍ଷରେ ‘ଅନନ୍ୟା’ ଏବଂ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ମିଳିତ ସହଯୋଗରେ ବୁଧବାର କୃଷି ବିଶେଷଜ୍ଞଙ୍କ ଏକ ମତବିନିମୟ କାର୍ଯ୍ୟକ୍ରମ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?