ଜାରକା ବଜାରର ବାଇପାସ୍ ରାସ୍ତା କୃତ୍ରିମ ବନ୍ୟା
ଧର୍ମଶାଳା,୮ା୮(ଡି.ଏନ୍.ଏ.): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଜାରକା ବଜାର ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେଥିବା ଡ୍ରେନ୍ ସଫା ନ ହୋଇ ପଡିରହିଛି। ଏବେ ଲଗାଣ ବର୍ଷା ହେବାରୁ ପାଣି ନିଷ୍କାସନ ହୋଇ ନ ପାରି ଅନେକ ଦୋକାନ ବଜାରରେ…
ଜିନ୍ଦଲଙ୍କ ୮୯ତମ ଜୟନ୍ତୀ ପାଳିତ
କଳିଙ୍ଗନଗର,୭ା୮(ଡି.ଏନ୍.ଏ.): ଜିନ୍ଦଲ ଗ୍ରୁପ୍ର ପ୍ରତିଷ୍ଠାତା ଓ.ପି.ଜିନ୍ଦଲଙ୍କ ୮୯ତମ ଜନ୍ମ ଜୟନ୍ତୀ ଜିନ୍ଦଲ ଷ୍ଟେନଲେସ ଲିମିଟେଡ କଳିଙ୍ଗନଗରଠାରେ ବୁଧବାର ପାଳିତ ହୋଇଯାଇଛି। ଏହି ଅବସରରେ ଜିନ୍ଦଲ କମ୍ପାନୀର ମ୍ୟାନେଜିଙ୍ଗ୍ ଡାଇରେକ୍ଟର ଅଭ୍ୟୁଦୟ ଜିନ୍ଦଲ, ସିଓଓ ତରୁଣ ଖୁଲ୍ବେ, କାରଖାନା ମୁଖ୍ୟ ଆର.ଏସ୍. ବୈଦ୍ୟ…
ବିଦ୍ୟୁତ୍ ଆଘାତରେ ଶ୍ରମିକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ
ଧର୍ମଶାଳା,୮ା୮(ଡି.ଏନ୍.ଏ.): ଧର୍ମଶାଳା ଥାନା ଅନ୍ତର୍ଗତ ଦେଓଦା ଗ୍ରାମରେ ବୁଧବାର ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତ ଶ୍ରମିକ ଜଣଙ୍କ ଦିଗାମ୍ବରପୁର ଗ୍ରାମର ଶରତ ଖଟୁଆ (୩୫)। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା।…
ଚଣ୍ଡିମନ୍ଦିର ପରିଚାଳନା ବିଭ୍ରାଟ ନେଇ ବଢୁଛି ଅସନ୍ତୋଷ: କାର୍ଯ୍ୟକାରୀ ହେଉନି ଦେବୋତ୍ତର କମିଶନରଙ୍କ ଆଦେଶ
ଚଣ୍ଡିଖୋଲ,୮ା୮(ଡି.ଏନ.ଏ): ଚଣ୍ଡିଖୋଲର ଚଣ୍ଡିମାତା ମନ୍ଦିର ପରିଚାଳନା କ୍ଷେତ୍ରରେ ଦୀର୍ଘଦିନ ହେବ ବିଭ୍ରାଟ ହେବା ପରେ ଏହାକୁ ନେଇ ଦେବୋତ୍ତର କମିଶନରେ ମାମଲା ରୁଜୁ ହୋଇଥିଲା। କମିଶନର ଏଠାରେ ଗଠିତ ଟ୍ରଷ୍ଟ ବୋର୍ଡକୁ ରଦ୍ଦ କରି ସ୍ଥାୟୀ ପରିଚାଳନା କମିଟି ଗଠନ ପାଇଁ…
ସମ୍ଭାବ୍ୟ ବନ୍ୟା ଆଶଙ୍କା : ମୁକାବିଲା ପାଇଁ ପ୍ରଶାସନ,ଜଳସମ୍ପଦ ବିଭାଗ ପ୍ରସ୍ତୁତ
ଭଞ୍ଜନଗର,୮।୮(ଡି.ଏନ.ଏ.)-ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବ ମଧ୍ୟ ଭଞ୍ଜନଗର ଉପଖଣ୍ଡରେ ପଡିବା ସମ୍ଭାବନା ରହିଛି। ତେଣୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ଓ ଜଳସମ୍ପଦ ବିଭାଗ ପକ୍ଷରୁ ଆଗୁଆ ପଦକ୍ଷେପ ନିଆଯାଇଛି।…
ଜାତୀୟ ରାଜପଥ ପୋଲ ପଥଚାରୀଙ୍କ ପାଇଁ ପାଲଟିଛି ମରଣଯନ୍ତା
ଚଣ୍ଡିଖୋଲ,୮ା୮(ଡି.ଏନ.ଏ): ଜାତୀୟ ରାଜପଥରେ କେନ୍ଦ୍ର ସରକାର ଟୋଲ ଗେଟ ସ୍ଥାପନ କରି ରାଜପଥ ପାଇଁ ଟୋଲ ଟିକସ ଆଦାୟ କରୁଥିଲାବେଳେ ଏହାର ମରାମତି ପାଇଁ ଆଦୌ ଧ୍ୟାନ ଦେଉ ନ ଥିବା ଅଭିଯୋଗ ହୋଇଛି। ଯେଉଁଥି ପାଇଁ ବାରମ୍ବାର ଦୁର୍ଘଟଣା ଘଟୁଥିବା…
ସୁନା ଦୋକାନରୁ ଡକାୟତି ଯୋଜନା ପଣ୍ଡ: ୬ ଗିରଫ
ଯାଜପୁର ରୋଡ,୮ା୮(ନି.ପ୍ର): ଦୀର୍ଘଦିନ ଧରି ପୋଲିସକୁ ଚକ୍ମା ଦେଖାଇ ଯାଜପୁର ରୋଡ, କେନ୍ଦୁଝର, କଳିଙ୍ଗନଗର ସମେତ ଅନ୍ୟ ଜିଲାଗୁଡିକରେ ଡକାୟତି କରିଆସୁଥିବା ୬ଜଣଙ୍କୁ ମଙ୍ଗଳବାର ରାତିରେ ଗିରଫ କରିଛି ଯାଜପୁର ରୋଡ ପୋଲିସ। ସେମାନଙ୍କଠାରୁ ଡକାୟତିରେ ବ୍ୟବହୃତ ଯନ୍ତ୍ରପାତି ସହ ଚୋରି…
ଜନତା ମହାବିଦ୍ୟାଳୟ ପ୍ରତିଷ୍ଠା ଦିବସ
ନିରାକାରପୁର/ଟାଙ୍ଗୀ(ଖୋର୍ଦ୍ଧା),୮ା୮(ଡି.ଏନ.ଏ.): ଖୋର୍ଦ୍ଧା ଜିଲା କୁହୁଡ଼ିସ୍ଥିତ ଜନତା ମହାବିଦ୍ୟାଳୟର ୩୪ତମ ପ୍ରତିଷ୍ଠା ଦିବସ ବୁଧବାର କଲେଜ ପରିସରରେ ପାଳିତ ହୋଇଯାଇଛି । ଆୟୋଜିତ ସଭାରେ ଏହାର ଅଧ୍ୟକ୍ଷ ଡ. ସଞ୍ଜୟ କୁମାର ମହାପାତ୍ର ପୌରୋହିତ୍ୟ କରିଥିବାବେଳେ ସଂସ୍କୃତ ଅଧ୍ୟାପକ ବଟକୃଷ୍ଣ ମିଶ୍ର ବେଦପାଠ…
ଲଗାଣ ବର୍ଷା, ସମସ୍ତ ଅଞ୍ଚଳ ଜଳମୟ: ଜେସିବି ଯୋଗେ ଗ୍ରାମବାସୀ ନିର୍ମାଣ କଲେ ଡ୍ରେନ୍
କୃଷ୍ଣପ୍ରସାଦ,୮ା୮(ଡି.ଏନ.ଏ.): କୃଷ୍ଣପ୍ରସାଦ ବ୍ଲକରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁ ସମସ୍ତ ଅଞ୍ଚଳ ଜଳମୟ ହୋଇଉଠିଛି। ବର୍ଷା ପାଣିରେ ଗାଁ ଦାଣ୍ଡ ଉବୁଟୁବୁ ହେଉଛି। ବର୍ଷା ଲାଗି ରହିବାରୁ ଏହା ବିଶେଷ ଭାବେ କୃଷି ଓ କୃଷକଙ୍କ ନିମନ୍ତେ…
କଣ୍ଟିଲୋବାସୀଙ୍କ ପାନୀୟ ଜଳ ମହାନଦୀର ଗୋଳିଆ ପାଣି
ଖଣ୍ଡପଡା,୮ା୮(ସ୍ବ.ପ୍ର.): ନୟାଗଡ଼ ଜିଲା ଅନ୍ତର୍ଗତ କଣ୍ଟିଲୋ ନୀଳମାଧବଜୀଉ ପଯର୍ୟଟନ କ୍ଷେତ୍ର ଓ କଂସା ପିତ୍ତଳ ବାସନ ଶିଳ୍ପ ପାଇଁ ପ୍ରସିଦ୍ଧି ଲାଭ କରିଛି । ୧୫ ହଜାରରୁ ଊର୍ଦ୍ଧ୍ୱ ଜନସଂଖ୍ୟା ବିଶିଷ୍ଟ ଏହି ରାଜସ୍ବ ଗ୍ରାମର ୨୫ଟି ୱାର୍ଡକୁ ନେଇ କଣ୍ଟିଲୋ…
ଟାଟା ସ୍ପଞ୍ଜ କାରଖାନା କର୍ତ୍ତୃପକ୍ଷ ଦୁଃଖ ଶୁଣିଲେନି: ଧାରଣାସ୍ଥଳରେ ସ୍ବାମୀଙ୍କୁ ଶ୍ରାଦ୍ଧ ଦେଲେ ମହିଳା
ଯୋଡ଼ା, ୮।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦାସ୍ଥିତ ଟାଟାସ୍ପଞ୍ଜ କାରଖାନା ଫାଟକ ସମ୍ମୁଖରେ ଗତ ୮୩ ଦିନ ଧରି ଧାରଣାରେ ବସିଛନ୍ତି ବିଳାସୀ କାରୁଆ। ପୁଅ ଦୀପକ କାରୁଆ ବି ମାଆଙ୍କ ସହିତ ଏହି ଧାରଣାରେ ସାମିଲ ହୋଇଛନ୍ତି ା ହେଲେ…
ରାଜନୈତିକ ଚାପରେ ଡ୍ରେନ ନିର୍ମାଣ: ଘଣ୍ଟାଏ ବର୍ଷାରେ ଘରେ ପଶିଲା ପାଣି
ଓଡ଼ଗାଁ,୮ା୮(ସ୍ବ.ପ୍ର.): ଓଡଗାଁ ଏନ୍ଏସି ମାନ୍ୟତା ପାଇବା ପରେ ବିଭିନ୍ନ ଓ୍ବାର୍ଡର ରାସ୍ତା ଓ ଡ୍ରେନ ନିର୍ମାଣ କରାଯାଇଥିଲା। ହେଲେ ଜରୁରୀ ଆବଶ୍ୟକତା ଥିବା ସ୍ଥାନକୁ ବାଦ୍ଦେଇ ରାଜନୈତିକ ଚାପରେ ଅନ୍ୟତ୍ର ଡ୍ରେନ ନିର୍ମାଣ ହୋଇଥିବାରୁ ବର୍ଷାପାଣି ବିଭିନ୍ନ ସାହିର ଲୋକଙ୍କ ଘରେ…

