Home Left

ଆନ୍ତଃ ସ୍କୁଲ ଫୁଟବଲ: ବିଜେଇଏମ୍‌ ବିଜୟୀ

ଭୁବନେଶ୍ୱର, ୭।୮(କ୍ରୀଡ଼ା ପ୍ରତିନିଧି): ୟୁନିଟ-୬ ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ୬ ନମ୍ବର ହାଇସ୍କୁଲ ପଡ଼ିଆରେ ଚାଲିଥିବା ୟୁନିଲାଇଟ କପ୍‌ ଆନ୍ତଃସ୍କୁଲ ଫୁଟବଲ ଟୁର୍ନାମେଣ୍ଟରେ ବୁଧବାର ଗୋଟିଏ ମ୍ୟାଚ ଡ୍ର ରହିଥିବାବେଳେ ଅନ୍ୟ ମ୍ୟାଚରେ ବିଜେଇଏମ ସ୍କୁଲ ବିଜୟୀ ହୋଇଛି। ପ୍ରଥମ ମ୍ୟାଚଟି…

ଲଡର୍‌ସ ଟେଷ୍ଟରୁ ଓଲି ଷ୍ଟୋନ୍‌ ବାଦ୍‌

ଲଣ୍ଡନ, ୭।୮- ଆଘାତଜନିତ ସମସ୍ୟା ଇଂଲଣ୍ଡ ଦ୍ରୁତ ବୋଲର ଓଲି ଷ୍ଟୋନ୍‌ ଲଡର୍‌ସରେ ଖେଳାଯିବାକୁ ଥିବା ଅଷ୍ଟ୍ରେଲିଆ ବିପକ୍ଷ ୨ୟ ଆଶେସ ଟେଷ୍ଟରୁ ବାଦ୍‌ ପଡ଼ିଛନ୍ତି। ଓ୍ବର୍କଶାୟର ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଷ୍ଟୋନ୍‌ ଏଜ୍‌ବାଷ୍ଟନରେ ଅଭ୍ୟାସ କରୁଥିବାବେଳେ ପିଠି ଯନ୍ତ୍ରଣାଜନିତ ଆଘାତ…

ଲଗାଣ ବର୍ଷାରେ ଲାଞ୍ଜିଗଡରେ ବନ୍ୟା ପରିସ୍ଥିତି: ଅନେକ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

ଲାଞ୍ଜିଗଡ,୭।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ବିଭିନ୍ନ ଅଞ୍ଚଳରେ ସୋମବାରଠାରୁ ବର୍ତ୍ତମାନ ଯାଏଁ ଲଗାଣ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ରାସ୍ତା ଉପରେ ବର୍ଷାଜଳ ପ୍ରବାହିତ ହେଉଥିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡିଛି । ମଙ୍ଗଳବାଠାରୁ ବିଦ୍ୟୁତ ସରବରାହରେ ବ୍ୟାହତ…

ବାଘଲଟି ଜଳ ଭଣ୍ଡାରରେ ଫସିଥିବା ୪ ଜଣ ଉଦ୍ଧାର

ପାତ୍ରପୁର,୭।୮(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ତୁରୁବୁଡ଼ିଠାରେ ଥିବା ବାଘଲଟି ଜଳଭଣ୍ଡାରରେ ବୁଧବାର ଫସିଥିବା ୪ଜଣକୁ ଉଦ୍ଧାର କରିଛି ପାତ୍ରପୁର ଦମକଳ ବାହିନୀ। ସେମାନେ ହେଲେ ବେହେରାପୁଟୁ ଗ୍ରାମର ସବିତା କାର୍ଯୀ (୧୯), ନରସିଂହ କାର୍ଯୀ (୪୫), ଏଲଗଲ ଗ୍ରାମର ଦଣ୍ଡପାଣି କାର୍ଯୀ (୧୬),…

ଋଷିକୁଲ୍ୟା, ବଡନଦୀରେ ପ୍ରଥମ ବନ୍ୟାଜଳ

ଆସିକା,୭।୮(ଡି.ଏନ୍‌.ଏ.)- ଗତ ସୋମବାର ଠାରୁ ଆସିକା ତଥା ଆଖପାଖ ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିଛି ା ବୁଧବାର ମଧ୍ୟାହ୍ନରେ ଆସିକାର ଉଭୟ ପାର୍ଶ୍ୱରେ ପ୍ରବାହିତ ଋଷିକୂଲ୍ୟା ଓ ବଡନଦୀରେ ପ୍ରଥମ ବନ୍ୟାଜଳ ପ୍ରବେଶ କରିଛି। ଆସିକାଠାରେ ଋଷିକୁଲ୍ୟା…

ପ୍ଲାଷ୍ଟିକ ମୁକ୍ତ ଅଭିଯାନ

ଭବାନୀପାଟଣା,୭।୮(ଡି.ଏନ.ଏ.): ଭବାନୀପାଟଣା ସହରସ୍ଥିତ ବ୍ରଜ ମୋହନ ଉଚ୍ଚବିଦ୍ୟାଳୟ ପରିସରରେ ଇକୋ କ୍ଲବ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ଅଭିଯାନ, ସାମୂହିକ ଚାରାରୋପଣ ଓ ସଚେତନ ସଭା ଅନୁଷ୍ଠିତ ହୋଇଯାଇଛି। ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ ସବିତା ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଦକ୍ଷିଣ ବନଖଣ୍ଡ…

ଜୁନାଗଡ ପୋଲିସ ପକ୍ଷରୁ ପରୀ ପାଇଁ କଥାଟିଏ କାର୍ଯ୍ୟକ୍ରମ

ଜୁନାଗଡ,୭।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହରସ୍ଥିତ ସଂସ୍କୃତି ଭବନଠାରେ ଜୁନାଗଡ ପୋଲିସ ପକ୍ଷରୁ ପରୀ ପାଇଁ କଥାଟିଏ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି। ଏଥିରେ ଜୁନାଗଡ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ଲଙ୍କେଶ୍ୱରୀ ବାଳିକା ବିଦ୍ୟାଳୟର ଛାତ୍ରୀଛାତ୍ର, ଶିକ୍ଷୟତ୍ରୀଶିକ୍ଷକମାନେ ଯୋଗଦେଇଥିଲେ। ଜୁନାଗଡ ଆଇଆଇସି…

ରାୟଗଡ଼ା ଜଳାର୍ଣ୍ଣବ: ଲଗାଣ ବର୍ଷାରେ ଧୋଇଗଲା ରେଲଓ୍ବେ ଟ୍ରାକ

ରାୟଗଡା ଅଫିସ/ମୁନିଗୁଡ଼ା/ଅମ୍ବାଦଳା, ୭।୮(ଡି.ଏନ୍‌.ଏ.): ଗତ ୪୦ ଘଣ୍ଟାରୁ ଅଧିକ ସମୟ ଧରି ଲଗାଣ ବର୍ଷା ଯୋଗୁ ରାୟଗଡ଼ାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏଥିରେ ସବୁଠୁ ଅଧିକ ପ୍ରଭାବିତ ହୋଇଛି ମୁନିଗୁଡ଼ା ବ୍ଲକ। ମୁଖ୍ୟତଃ ଅମ୍ବାଦଳା, ଇଚ୍ଛାପୁର, ରଘୁବାରି ଓ ଡିମିରିଗୁଡ଼ା…

କାମ ଆରମ୍ଭରୁ ଭାଙ୍ଗିଲା ଗ୍ରୀଡ୍‌ ସବ୍‌ଷ୍ଟେଶନ ପାଚେରି

ବନ୍ତ, ୭।୮ (ଡି.ଏନ.ଏ.) : ଭଦ୍ରକ ଜିଲା ବନ୍ତ ବ୍ଲକ ଅନ୍ତର୍ଗତ ରାମକୃଷ୍ଣପୁର ପଞ୍ଚାୟତ ଗୋପାଳସାହିସ୍ଥିତ କପାଳି ନଦୀ କୂଳରେ ଓପିଟିସିଏଲ୍‌(ଓଡ଼ିଶା ପାୱାର ଟ୍ରାନ୍ସମିସନ୍‌ କରର୍ପୋରେସନ ଲିଃ) ପକ୍ଷରୁ ଜାପାନ ଇଣ୍ଟରନ୍ୟାଶନାଲ ଏଜେନ୍ସି ଅଧୀନରେ ୨/୫୦୦ ଏମ୍‌ଭିଏ ଆଇସିଟି/୪୦୦/୨୨୦ ଜିଆଇଏସ୍‌ଗ୍ରୀଡ୍‌ ସବ୍‌ଷ୍ଟେଶନ…

ବର୍ଜ୍ୟବସ୍ତୁ ଦେଲେ ମାଗଣାରେ ଖାଇବେ

ଭୋପାଳ: ବର୍ଜ୍ୟବସ୍ତୁ ଆଣ ଓ ମାଗଣାରେ ଖାଅ- ଏମିତି ଏକ ଯୋଜନା ଆରମ୍ଭ କରାଯାଇଛି ମଧ୍ୟପ୍ରଦେଶର ଛିଣ୍ଡଓ୍ବାଡା ନଗର ନିଗମରେ । ଏହି ଯୋଜନା ସହରରେ ସ୍ବଚ୍ଛ ଭାରତ ଅଭିଯାନକୁ ଅହୁରି ସକ୍ରିୟ କରିପାରିବ ବୋଲି କହିଛନ୍ତି ନଗର ନିଗମର ଅଧିକାରୀମାନେ…

ଅପରେଶନ୍‌ ୩୭୦ ପରେ ସୋଫିଆନ ଗସ୍ତରେ ଡୋଭାଲ: କଶ୍ମୀରୀଙ୍କ ସହ କଲେ ଭୋଜନ

ଶ୍ରୀନଗର,୭।୮: ଜମ୍ମୁ-କଶ୍ମୀରରେ ଧାରା ୩୭୦ ହଟାଇ ଦିଆଯିବା ପରେ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍‌ ଡୋଭାଲ ସୋଫିଆନ୍‌ ଗସ୍ତରେ ଅଛନ୍ତି। ସେ ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିବା ସହ ସେଠାକାର ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି। ଏଥିସହ ଅଜିତ୍‌ ସ୍ଥାନୀୟ ଲୋକଙ୍କୁ…

ଚାଲିଛି ଭୂତ ଓ ସାପ ନାଁରେ ସ୍କୁଲ

କୋଲକାତା: ଭୂତ ଓ ସାପ ଭଳି ଅଜବ ନାମରେ ଚାଲୁଥିବା ସ୍କୁଲକୁ ପିଲା ଯାଉଛନ୍ତି। ଅଭିଭାବକମାନେ ବି ପିଲା ପଠାଉଛନ୍ତି। ପଶ୍ଚିମବଙ୍ଗର ନଦିୟା ଜିଲାରେ ଚାଲିଛି ଏମିତିକା ସ୍କୁଲ। ଏବେ କିନ୍ତୁ ଅଭିଭାବକମାନେ ସଫା କହିଦେଇଛନ୍ତି ଯେ,ସ୍କୁଲର ନାମ ନ ବଦଳାଇଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?