ଉନ୍ନାଓ ପୀଡ଼ିତାଙ୍କ ସ୍ବାସ୍ଥ୍ୟବସ୍ଥା ଏବେ ବି ଗମ୍ଭୀର, ଓକିଲ କୋମାରେ
ନୂଆଦିଲ୍ଲୀ,୭।୮: ଦିଲ୍ଲୀ ଏମ୍ସରେ ଜୀବନ ସହ ସଂଘର୍ଷ କରୁଛନ୍ତି ଉନ୍ନାଓ ବଳାତ୍କାର ପୀଡ଼ିତା। ଏବେ ବି ତାଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ରହିଛି ବୋଲି ଦିଲ୍ଲୀ ଏମ୍ସ ପକ୍ଷରୁ ଜାରି କରାଯାଇଥିବା ମେଡିକାଲ ବୁଲେଟିନ୍ ଜାରି କରାଯାଇଛି। ପୀଡ଼ିତାଙ୍କ ରକ୍ତଚାପ ମଧ୍ୟ ଅନିୟନ୍ତ୍ରିତ…
ହଂସରାଳି, ୧୦ ଛୁଆ ଉଦ୍ଧାର
ଭୁବନେଶ୍ୱର,୭।୮(ବ୍ୟୁରୋ): କଟକ ଜିଲା ବାଙ୍କୀ ଗଡ଼ର କୃଷ୍ଣଚନ୍ଦ୍ର ବେହେରାଙ୍କ ଘରୁ ଗୋଟିଏ ହଂସରାଳି ମା’ ଏବଂ ୧୦ଟି ଛୁଆକୁ ବୁଧବାର ସ୍ନେକ୍ ହେଲ୍ପ ଲାଇନ ସଦସ୍ୟ ଉଦ୍ଧାର କରିଛନ୍ତି। ସେମାନଙ୍କୁ ଅରାଚଣ୍ଡୀ ପାଟରେ ଛାଡ଼ି ଦିଆଯାଇଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ମଙ୍ଗଳବାର କୃଷ୍ଣଚନ୍ଦ୍ରଙ୍କ…
ଲଗାଣ ବର୍ଷାରେ ଧୋଇଗଲା ଅସ୍ଥାୟୀ କଲଭର୍ଟ, କଳାହାଣ୍ଡି-କନ୍ଧମାଳ ଯୋଗାଯୋଗ ବିଚ୍ଛିନ୍ନ
ବାଲିଗୁଡ଼ା,୭।୮(ଡି.ଏନ୍.ଏ.): ଲଗାଣ ବର୍ଷାରେ କନ୍ଧମାଳ ଜିଲାର ବାଲିଗୁଡ଼ା ଅଞ୍ଚଳ ବେହାଲ ହୋଇପଡ଼ିଛି। ଲଗାଣ ବର୍ଷା ଯୋଗୁ ମଙ୍ଗଳବାରଠାରୁ ବାଲିଗୁଡ଼ା ବ୍ଲକ ବାଟାଗୁଡା ୫୯ ନଂ ଜାତୀୟ ରାଜପଥର ଅସ୍ଥାୟୀ କଲଭର୍ଟ ଉପରେ ପ୍ରବଳ ପାଣି ଚାଲିଛି। ଫଳରେ ଯାତାୟାତରେ ଘୋର ଅସୁବିଧା…
ମୋଦିଙ୍କ ଦ୍ୱାରା ପ୍ରଶଂସିତ ହୋଇଥିବା କୃଷକଙ୍କ ଆତ୍ମହତ୍ୟା ଉଦ୍ୟମ
ବାଲାପୁର,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ବର୍ଷ ପୂର୍ବରୁ ଯେଉଁ କୃଷକଙ୍କୁ ପ୍ରଶଂସା କରିଥିଲେ ସେ ସୋମବାର ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଅକୋଲାର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ବାଲାପୁର ତହସିଲର…
ସର୍ବାଧିକ ଆୟ କରୁଥିବା ଆଥ୍ଲେଟଙ୍କ ଫୋର୍ବସ ତାଲିକାରେ ଏକମାତ୍ର ଭାରତୀୟ ସିନ୍ଧୁ
ନ୍ୟୁୟର୍କ, ୭।୮- ଜଣାଶୁଣା ପତ୍ରିକା ଫୋର୍ବସ ପକ୍ଷରୁ ପ୍ରକାଶ କରାଯାଇଥିବା ବିଶ୍ୱରେ ସର୍ବାଧିକ ଆୟ କରୁଥିବା ମହିଳା ଆଥ୍ଲେଟଙ୍କ ତାଲିକାରେ ବ୍ୟାଡ୍ମିଣ୍ଟନ ଷ୍ଟାର ପି.ଭି. ସିନ୍ଧୁ ଏକମାତ୍ର ଭାରତୀୟ ଭାବେ ସ୍ଥାନ ପାଇଛନ୍ତି। ବାର୍ଷିକ ୫.୫ ନିୟୁତ ଡଲାର ଆୟ କରୁଥିବା…
ହାଫିଜ୍ ସଇଦ୍ ଦୋଷୀ ସାବ୍ୟସ୍ତ: ମାମଲା ଗୁଜରାଟ ଅଦାଲତକୁ ସ୍ଥାନାନ୍ତର
ଲାହୋର, ୭।୮: ଆତଙ୍କବାଦୀ ହାଫିଜ୍ ସଇଦ୍ଙ୍କୁ ପାକିସ୍ତାନର ଏକ ଅଦାଲତ ଦୋଷୀ ସାବସ୍ତ୍ୟ କରିଛି। ତାଙ୍କ ନାମରେ ଏକାଧିକ ମାମଲା ରହିଥିବାବେଳେ ଏକ ମାମଲାରେ ତାଙ୍କର ସମ୍ପୃକ୍ତି ଥିବା ଅଦାଲତ କହିଛନ୍ତି। ଏହା ସହିତ ହାଫିଜ୍ଙ୍କ ଉପରେ ଚାଲିଥିବା ଏହି ମାମଲାକୁ…
ରାମ ରାଜ୍ୟ ସ୍ବପ୍ନ ଦେଖାଇ ମୋଦି ନିର୍ମାଣ କରୁଛନ୍ତି ରାବଣ ରାଜ୍ୟ: ସିଦ୍ଧାରମେୟା
ବେଙ୍ଗାଲୁରୁ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେକ୍ ଇନ୍ ଇଣ୍ଡିଆ ଏବଂ ରାମ ରାଜ୍ୟର ସ୍ବପ୍ନ ଦେଖାଇ ପ୍ରକୃତପକ୍ଷେ ରାବଣ ରାଜ୍ୟର ନିର୍ମାଣ କରୁଛନ୍ତି ବୋଲି କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧାରମେୟା ଅଭିଯୋଗ କରିଛନ୍ତି। ଦେଶରେ ବେକାରିଙ୍କ ସଂଖ୍ୟା ବଢୁଥିବାବେଳେ ଆବଶ୍ୟକ ନିଯୁକ୍ତି…
ଜମ୍ମୁ-କଶ୍ମୀର ତରଫରୁ ଖେଳିପାରିବେ ଲଦାଖ ଖେଳାଳି
ନୂଆଦିଲ୍ଲୀ,୬।୮(ପି.ଟି.)- ବର୍ତ୍ତମାନ ନୂଆକରି ଗଠିତ ହୋଇଥିବା କେନ୍ଦ୍ରଶାସିତ ଅଞ୍ଚଳ ଲଦାଖରୁ ଖେଳାଳିମାନେ ଜମ୍ମୁ-କଶ୍ମୀର ତରଫରୁ ଆଗାମୀ ଘରୋଇ ସେସନରେ ପ୍ରତନିଧିତ୍ୱ କରିପାରିବେ ବୋଲି ମଙ୍ଗଳବାର କ୍ରିକେଟ ପ୍ରଶାସକ କମିଟି (ସିଓଏ) ମୁଖ୍ୟ ବିନୋଦ ରାଏ କହିଛନ୍ତି। ସମ୍ବିଧାନର ୩୭୦ ଧାର ଉଚ୍ଛେଦ…
ମହାରାଷ୍ଟ୍ରରେ ୨୦୪ ଗାଁ ବନ୍ୟା ପ୍ରଭାବିତ: ଫଡ଼ନଭୀସ୍
ମୁମ୍ବାଇ,୭।୮: ମହାରାଷ୍ଟ୍ରର ୨୦୪ ଗାଁ ବନ୍ୟା ପ୍ରଭାବିତ। ଏସବୁ ଗାଁରେ ଅଧିକ କ୍ଷୟକ୍ଷତି ହୋଇଥିବା ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନଭୀସ୍ ବୁଧବାର ସୂଚନା ଦେଇଛନ୍ତି। ଏସବୁ ଗାଁରେ ଅଧିକ କ୍ଷୟକ୍ଷତି ହୋଇଥିବା ସେ କହିଛନ୍ତି। ଏହି ଗାଁ ଗୁଡ଼ିକର ୧୧ ହଜାର ପରିବାରଙ୍କୁ…
ରିୟଲ- କଶ୍ମୀର ଖେଳାଳି ପରିବାରକୁ ନେଇ ଚିନ୍ତିତ
କଲ୍ୟାଣୀ(ପଶ୍ଚିମବଙ୍ଗ),୬।୮(ପି.ଟି.)- ଧାରା ୩୭୦ ଉଚ୍ଛେଦ ହେବା ପରେ ଜମ୍ମୁ-କାଶ୍ମୀରରେ ସୃଷ୍ଟି ହୋଇଥିବା ପରିସ୍ଥିତି ନେଇ ଫୁଟବଲ କ୍ଲବ ରିୟଲ କଶ୍ମୀରର ଖେଳାଳିମାନେ ଚିନ୍ତିତ ରହିଛନ୍ତି। ଖାସ୍ କରି ନିଜ ପରିବାର ନେଇ ଏମାନେ ଚିନ୍ତା ପ୍ରକଟ କରିଛନ୍ତି। ଏହା ସତ୍ତ୍ୱେ ଖେଳାଳିମାନେ…
ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ନାହିଁ, ଘରେ ପଶିଲା ପାଣି
କର୍ଲାମୁଣ୍ଡା,୭।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମଙ୍ଗଳବାର ରାତିରୁ ବୁଧବାର ପର୍ଯ୍ୟନ୍ତ ବର୍ଷା ଲାଗିରହିଛି। ଫଳରେ କର୍ଲାମୁଣ୍ଡା ବ୍ଲକ ସଦର ବ୍ଲକ ନିୟୁ କଲୋନୀ ପଛପଟେ ଥିବା ଘରଗୁଡ଼ିକରେ ପାଣି ପଶି ଯାଇଥିବା ଦେଖିବାକୁ ମିଳିଛି। ବୁଧବାର ସକାଳ ସୁଦ୍ଧା କର୍ଲାମୁଣ୍ଡାରେ…
ଭାଜପା ଅଫିସ୍କୁ ଅଣାଗଲା ସୁଷମାଙ୍କ ମରଶରୀର
ନୂଆଦିଲ୍ଲୀ, ୭।୮:ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜଙ୍କ ୬୭ବର୍ଷରେ ପରଲୋକ ଘଟିଛି। ଦିଲ୍ଲୀ ଏମ୍ସଠାରେ ପରଲୋକ ହେବା ପରେ ସୁଷମାଙ୍କ ମରଶରୀର ପ୍ରଥମେ ତାଙ୍କ ଦିଲ୍ଲୀସ୍ଥିତ ବାସଭବନକୁ ନିଆଯାଇଥିଲା। ଏଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ…

