Home Left

ଘର ଭାଙ୍ଗି ଧାନ ଖାଇଲା ହାତୀ

ଅମରପାଲି, ୨୫।୫(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ରେଞ୍ଜ ଜାଲୋଏ ସେକ୍ସନ୍‌ ଅନ୍ତର୍ଗତ କୋଟସମଲାଇ ଗ୍ରାମ ପଞ୍ଚାୟତର ରିଝାଇପାଲି ଗ୍ରାମରେ ହାତୀ ଘର ଭାଙ୍ଗି ବ୍ୟାପକ କ୍ଷୟକ୍ଷତି କରିଛି। ଶୁକ୍ରବାର ରାତି ପ୍ରାୟ ୧୨ଟାରେ ଏକ ଦନ୍ତା ହାତୀ ଗାଁରେ ପଶିଥିଲା ।…

ଶେଷ ୪ ରାଉଣ୍ଡରେ ବଦଳିଗଲା ଫଳାଫଳ

ଉଦଳା,୨୫ା୫ (ଡି.ଏନ.ଏ)- ମୟୂରଭଞ୍ଜ ଜିଲା ଉଦଳା ନିର୍ବାଚନମଣ୍ଡଳୀରେ ଭାଜପାର ଭାସ୍କର ମଢେଇ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିିଜେଡିର ଶ୍ରୀନାଥ ସୋରେନ୍‌ଙ୍କୁ ପରାସ୍ତ କରି ବିଜୟୀ ହୋଇଛନ୍ତି। ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଏବଂ ଭାଜପା ମଧ୍ୟରେ କଡା ଟକ୍କର ହୋଇଥିଲା । ୨୫…

ଠେଙ୍ଗାରେ ପିଟି ପତ୍ନୀଙ୍କୁ ହତ୍ୟା: ସ୍ବାମୀ ଗିରଫ

ବାରିପଦା ଅଫିସ,୨୫।୫- ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ମାଧପୁର ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ଏକ ଠେଙ୍ଗାରେ ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ବାରିପଦା ସଦର ଥାନା ଅଧିକାରୀ ସ୍ବର୍ଣ୍ଣଲତା ମିଞ୍ଜ…

ସୁରଟ ଅଗ୍ନିକାଣ୍ଡ : କୋଚିଂ ସେଣ୍ଟର ମାଲିକ ଗିରଫ, ୨ ଅଗ୍ନିଶମ ଅଧିକାରୀ ନିଲମ୍ବିତ

ସୁରଟ,୨୫ା୫ : ଗୁଜୁରାଟର ହୀରା ସହର କୁହାଯାଉଥିବା ସୁରଟର ଏକ କୋଚିଂ ସେଣ୍ଟରରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟି ୨୦ରୁ ଊର୍ଦ୍ଧ୍ୱ ଛାତ୍ରଙ୍କ ମୃତ୍ୟୁ ଘଟିଥିବାବେଳେ ୨୫ରୁ ଊର୍ଦ୍ଧ୍ୱ ଛାତ୍ର ଗୁରୁତର ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏନେଇ ଗୁଜୁରାଟ ପୋଲିସ…

ଓ୍ବାଇଏସ୍‌ ଜଗନମୋହନ ରେଡ୍ଡୀ ବିଧାୟକ ଦଳର ନେତା ନିର୍ବାଚିତ

ଅମରାବତୀ,୨୫ା୫: ଓ୍ବାଇଏସ୍‌ଆର୍‌ କଂଗ୍ରେସ ସଭାପତି (YSRCP) ୱାଇଏସ୍‌ ଜଗନ ମୋହନ ରେଡ୍ଡୀ ଶନିବାର ସର୍ବସମ୍ମତିକ୍ରମେ ଆନ୍ଧ୍ରପ୍ରଦେଶ ବିଧାୟକ ଦଳର ନେତା ଭାବେ ନିର୍ବାଚିତ ହୋଇଛନ୍ତି। ତାଡ଼େପଲ୍ଲୀସ୍ଥିତ ଦଳୀୟ ରାଜ୍ୟ ଶାଖା କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ବୈଠକରେ ଦଳର ବରିଷ୍ଠ ନେତା ବୋତ୍ସା…

ଟିମ୍‌ ଇଣ୍ଡିଆକୁ ବଡ଼ ଆଶ୍ୱସ୍ତି

ଲଣ୍ଡନ,୨୫।୫- ଭାରତୀୟ ଦଳକୁ ଶନିବାର ବଡ଼ ଆଶ୍ୱସ୍ତି ମିଳିଛି। ଭାରତୀୟ ଅଲ୍‌ରାଉଣ୍ଡର ବିଜୟ ଶଙ୍କରଙ୍କ ଆହତ ସମସ୍ୟା ଗୁରୁତର ନୁହେଁ। ତାଙ୍କ ରିଷ୍ଟର ସ୍କାନ କରାଯିବା ପରେ ଫ୍ୟାକ୍‌ଚର ହୋଇ ନ ଥିବା ଜଣାପଡ଼ିଛି। ହେଲେ ଆହତ ସମସ୍ୟା ଯୋଗୁ ନ୍ୟୁଜିଲାଣ୍ଡ…

ଯୌତୁକ ନ ନେବାକୁ ସର୍ତ୍ତ ରଖିଲେ ଶିକ୍ଷକ ଜ୍ୱାଇଁ: ଲକ୍ଷେ ଟଙ୍କାର ପୁସ୍ତକ ଉପହାର ଦେଲେ ଶ୍ୱଶୁର

ଆଇନ ଅନୁଯାୟୀ ଯୌତୁକ ମାଗିବା ଏକ ଅପରାଧ। ମାତ୍ର ଆମ ସମାଜରେ ଯୌତୁକ ମାଗିବା ଯେପରି ଏକ ପ୍ରଥା ପାଲଟିଛି। ଭାରତରେ ବୋଧହୁଏ ଏମିତି କୌଣସି ଜାଗା ନ ଥିବ ଯେଉଁଠାରେ ଯୌତୁକ ନିଆଯାଉ ନ ଥିବ। ମାତ୍ର ସମାଜରେ ଏମିତି…

ନିରାଶ ହେଲେ ଭାଜପା ଏମ୍‌ପି ଅନନ୍ତ ନାୟକଙ୍କ ସମର୍ଥକ

ଆନନ୍ଦପୁର,୨୫ା୫(ସ୍ବ.ପ୍ର.): ମୋଦି ଲହର ସାଙ୍ଗକୁ ବିଜୟୀ ହେବାର ଆଶା କେନ୍ଦୁଝର ଜିଲା ଭାଜପା ଏମ୍‌ପି ପ୍ରାର୍ଥୀ ଅନନ୍ତ ନାୟକଙ୍କ ସପକ୍ଷରେ ରହି ଆସିଥିବାବେଳେ ଭୋଟଗଣତି ପରେ ତାଙ୍କ ପରାଜୟକୁ ସହଜରେ ଗ୍ରହଣ କରିପାରିନାହାନ୍ତି ଆନନ୍ଦପୁରର ଭାଜପା ସମର୍ଥକ ଓ ଦଳୀୟ ନେତା।…

ରାସ୍ତାରେ ଛିଡ଼ା ହୋଇଥିବା ଯାତ୍ରୀଙ୍କ ଉପରେ ମାଡିଗଲା ଟ୍ରକ୍‌: ୨ ମୃତ, ୧ ଗୁରୁତର

ଭୁବନେଶ୍ୱର,୨୫।୫(ବ୍ୟୁରୋ): ନୟାପଲ୍ଲୀ ଥାନା ଫାୟାର ଷ୍ଟେଶନ ଛକରେ ଶନିବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ ରାସ୍ତାରେ ଛିଡ଼ା ହୋଇଯାଇଥିବା ତିନିଜଣ ଯାତ୍ରୀଙ୍କ ଉପରେ ଚଢ଼ିଯିବାରୁ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇ କ୍ୟାପିଟାଲ…

‘ତ୍ରିଭଙ୍ଗ’ରେ ନଜର ଆସିବେ କାଜଲ, ନିର୍ଦ୍ଦେଶନା ଦେବେ ସଲମାନ୍‌ଙ୍କ ଭାଉଜ

ଲମ୍ବା ବ୍ୟବଧାନ ପରେ ଫିଲ୍ମ ‘ତାନାଜୀ ଦି ଅନ୍‌ସଙ୍ଗ୍‌ ଓ୍ବାରିୟର’ରେ ସ୍ବାମୀ ଅଜୟ ଦେବ୍‌ଗନ୍‌ଙ୍କ ସହ ନଜର ଆସିବେ ଅଭିନେତ୍ରୀ କାଜଲ। ଏହା ବ୍ୟତିତ କାଜଲ ଆଉ ଏକ ସିନେମାରେ ମଧ୍ୟ କାମ କରିବେ ବୋଲି ଜଣାପଡ଼ିଛି। ଯାହାର ନାମ ରହିଛି…

ଦାଦନ ଖଟିବାକୁ ଯାଇ ଜୁଆଙ୍ଗ ଯୁବକଙ୍କ ଜୀବନ ଗଲା : ପ୍ରଶାସନର ସହାୟତା ଲୋଡ଼ିଲେ ପରିବାର ଲୋକେ

କେନ୍ଦୁଝର,୨୫ା୫(ସ୍ବ.ପ୍ର.): ଜିଲାରେ କାମଧନ୍ଦା ମିଳୁ ନ ଥିବାରୁ ଜୁଆଙ୍ଗ ଓ ଭୂୟାଁ ପୀଢ଼ ଅଞ୍ଚଳର ବହୁ ଲୋକ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ନାନା ହଇରାଣ ହରକତ ହେଉଛନ୍ତି। ଏନେଇ ପ୍ରଶାସନ ପକ୍ଷରୁ ଉଚିତ୍‌ ପଦକ୍ଷେପ ନିଆଯାଉ ନ ଥିବାରୁ…

ଝିଅ ପାଇଁ ଏକାଠି ହେଲେ ଜୁହି-ସଚିନ !

ମୁମ୍ବାଇ: ଧାରାବାହିକ ‘କୁମ୍‌କୁମ୍‌’ ଯୋଗେ ଘରେ ଘରେ ଲୋକପ୍ରିୟ ହୋଇଥିବା ଜୁହି ପରମାରଙ୍କ ଜୀବନକୁ ପୁଣି ଫେରିପାରନ୍ତି ସ୍ବାମୀ ସଚିନ ଶ୍ରଫ୍‌। ନିକଟରେ ଅଲାଦିନର ସ୍ପେଶାଲ୍‌ ସ୍କ୍ରିନିଂ ଅବସରରେ ଉଭୟଙ୍କୁ ଏକା ସାଙ୍ଗରେ ଦେଖାଯାଇଥିଲା। ଫଳରେ ଅଲଗା ହେବା ପରେ ଆଉ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri